ଓଡ଼ିଶାର ରାଜନୀତି ଉଠୁଛି ପଡୁଛି । ଗୋଟାଏ ସପ୍ତାହ ହେଲା ରାଜ୍ୟ ଶାସକ ଦଳ ଓ ମୁଖ୍ୟ ବିରୋଧି ଦଳ ଭାରତୀୟ ଜନତା ପାର୍ଟି ମଧ୍ୟରେ ମେଣ୍ଟ କୁ ନେଇ ଆଲୋଚନା ଜୋର୍ ଧରିଛି । ଏହା ଖାଲି ରାଜନୈତିକ ସ୍ତରରେ ନୁହେଁ । ଏହାକୁ ନେଇ ଏବେ ପଲ୍ଲୀ ରୁ ଦିଲ୍ଲୀ ପର୍ଯ୍ୟନ୍ତ ଆଲୋଚନା ଚାଲିଥିବା ବିଭିନ୍ନ ଗଣମାଧ୍ୟମରୁ ଜାଣିବାକୁ ମିଳୁଛି । ସାଧାରଣ ଜନତାଙ୍କ ମଧ୍ୟରେ ଏହାକୁ […]
featured
କେନ୍ଦ୍ରାପଡ଼ା, ୯ା୩: ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ମାର୍ଚ୍ଚ ୧୧ ଓ ୧୨ ଦୁଇଦିନ ଧରି ସଂକଳ୍ପ ସମାବେଶ ହେବ ବୋଲି ସୂଚନା ଦିଆଯାଇଛି । ଏହି ସମାବେଶରେ ଶିକ୍ଷକମାନଙ୍କ ପ୍ରତି ସରକାରଙ୍କ ନିଷ୍କ୍ରିୟତା ଓ ଅବହେଳା ପ୍ରତିବାଦରେ ଚରମ ନିଷ୍ପତ୍ତି ନିଆଯିବ ବୋଲି ଆହୂତ ସାମ୍ବାଦିକ ସମ୍ମିଳନୀରେ ଓଷ୍ଟାର ନେତୃବୃନ୍ଦ ସୂଚନା ଦେଇଥିଲେ । କେନ୍ଦ୍ରାପଡା ପ୍ରବେଶ ପଥ ଦୁହୁରିଆସ୍ଥିତ ଓଷ୍ଟା […]
କେନ୍ଦ୍ରାପଡ଼ା, ୯ା୩: ଆଜି କେନ୍ଦ୍ରାପଡାରେ ଏ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଜଜ୍ ବିଶ୍ୱଜିତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଲୋକ ଅଦାଲତରେ ୩୪୪୫ ଗୋଟି ପଞ୍ଜିକୃତ ମାମଲା ମଧ୍ୟରୁ ୨୪୫୫ ଗୋଟି ମାମଲାର ସମାଧାନ କରାଯାଇ ମୋଟ ୧,୩୫,୫୬,୦୪୯ (ଏକ କୋଟି ପଇଁତିରିଶ ଲକ୍ଷ ଛପନ ହଜାର ଅଣଚାଶ) ଟଙ୍କା ଜୋରିମାନା ବାବଦରେ ଅର୍ଥରାଶି […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ଉପର ରାସ୍ତା ଅଳଭା ଲକ୍ ନିକଟରେ ଶନିବାର ଅପରାହ୍ନରେ ଏକ ହାଇୱା ସହ ବାଇକର ମୁଁହା ମୁଁହି ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀ ଗୁରୁତର ହୋଇ ପ୍ରଥମେ ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ର କଟକ ଚିକିତ୍ସାଳୟକୁ ସ୍ଥାନାନ୍ତର ହୋଇଥବା ବେଳେ କଟକରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ କେନ୍ଦ୍ରାପଡାରେ ଚିକିତ୍ସିତ ହେଉଛନ୍ତି । ମୃତ ଯୁବକ ଜଣଙ୍କ ହେଉଛନ୍ତି ଶାସନ ପଂଚାୟତ […]
ଓଡିଶାରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତନ ସାରା ଭାରତରେ ଉଦାହରଣ ସୃଷ୍ଟି କରିଛି । ୧୨୮ ଆମ ହସ୍ପିଟାଲ ରୂପାନ୍ତକରଣ ସହ ୧୨ ମେଡିକାଲ କଲେଜ ପ୍ରତିଷ୍ଠା ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ମାଇଲଖୁଂଟ । ବିଜୁ ସ୍ୱାସ୍ଥ୍ୟକଲ୍ୟାଣ କାର୍ଡରୁ ବଂଚିତ ଲୋକମାନଙ୍କୁ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ନବୀନ କାର୍ଡ ଯୋଗାଇ ଗରିବ ଲୋକମାନଙ୍କୁ ରାଜ୍ୟ ଓ ରାଜ୍ୟ ବାହାରର ୬୮୧ଟି ବଡ଼ ବଡ଼ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ଯୋଗାଇବା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ କଲେଜ ଆଲମୁନି ଆସୋସିଏସନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରଫେସର ଭରତ ଚନ୍ଦ୍ର ପାତ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ ସମ୍ପାଦକ ଗୋପୀନାଥ ତ୍ରିପାଠୀ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ । ଏହି ବୈଠକରେ ମୁଖ୍ୟ ଫାଟକ ନିର୍ମାଣ କାର୍ଯ୍ୟର ଅଗ୍ରଗତି, ପୁରାତନ ଛାତ୍ର ଛାତ୍ରୀମାନଙ୍କଠାରୁ ଆର୍ôଥକ ସହଯୋଗ, ସାଧାରଣ ପରିଷଦ ବୈଠକ ଡାକିବା ଓ କଲେଜ ସୁବର୍ଣ୍ଣ ଜୟନ୍ତୀ ପାଳନ […]
କେନ୍ଦ୍ରାପଡ଼ା, ୯ା୩: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ କେନ୍ଦ୍ରାପଡା ପୋଲିସ ପ୍ରଶାସନ ସହଯୋଗରେ ଆଜି କେନ୍ଦ୍ରାପଡାର ମାଧପୁରସ୍ଥିତ ଅମର ଉଦ୍ୟାନ ମଣ୍ଡପ ସଭାଗୃହରେ ପରିଚୟ ପତ୍ର ବିତରଣ ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ବରିଷ୍ଠ ନାଗରିକ ମଞ୍ଚର ସ୍ଥାୟୀ ସଭାପତି ଅକ୍ଷୟ କୁମାର ମହାନ୍ତି ଅଧ୍ୟକ୍ଷତାରେ ଟାଉନଥାନା ଅଧିକାରୀ ଓ ସଦରଥାନା ଅଧିକାରୀଙ୍କ ଉପସ୍ଥିତିରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ଉପର ରାସ୍ତା ଅଳଭା ଲକ୍ ନିକଟରେ ଶନିବାର ଅପରାହ୍ନ ରେ ଏକ ହାଇୱା ସହ ବାଇକର ମୁଁହା ମୁଁହି ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀ ଗୁରୁତର ହୋଇ ପ୍ରଥମେ ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ କେନ୍ଦ୍ରାପଡା ଓ କଟକ ଚିକିତ୍ସାଳୟକୁ ସ୍ଥାନାନ୍ତର ହୋଇଛନ୍ତି । ଗୁରୁତର ବାଇକ ଆରୋହୀ ଦ୍ୱୟ ହେଉଛନ୍ତି ନିମପୁର ଗ୍ରାମର ଅରୁଣ ବାରିକ (୨୭) ବିଘ୍ନେଶ୍ୱର […]
କେନ୍ଦ୍ରାପଡା୮/୩-କେନ୍ଦ୍ରାପଡା କଜଳା ବିଲେଶ୍ୱର ମହାଦେବଙ୍କ କାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାତ ୪ଟା ସମୟରେ ମହାସ୍ନାନ କାରାଯାଇ ପ୍ରାତ ୫ଟା ସମୟରେ ମଙ୍ଗଳା ଆରତି କାରାଯିବା ପରେ ବଡସିଂହାର ବେଷ ଅନୁଷ୍ଠିତ ହୋଇଥିଲା । ହଜାର ହଜାର ଭକ୍ତ ମହାଦେବଙ୍କୁ ଦର୍ଶନକରି ଜାଗର ବ୍ରତ ପାଳନ କରିଥିଲେ । ସେହିପରି ସଂନ୍ଦ୍ୟା ୮ଟାରେ ମହାଦେବଙ୍କ ମହାଅଭିଷେକ କରାଯାଇଥିଲା । ମନ୍ଦିର ପରିସରରେ ବହୁଭକ୍ତ ଦିନସାରା […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଚଂଳର ପ୍ରସିଦ୍ଧ ଶୈବ ପୀଠ ଚନ୍ଦ୍ରମୈାଳୀ ଓ ହରପାର୍ବତୀ ମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ମହାସମାରୋହରେ ପ୍ରସିଦ୍ଧ ଜାଗରଯାତ୍ରା ପାଳିତ ହେଉଛି । ଚନ୍ଦ୍ରମୈାଳୀ ପୀଠରେ ଭୋର ୪ ଟାରୁ ସେବାୟତଙ୍କ ଦ୍ୱାରା ନୀତିକାନ୍ତି କରାଯାଇ ସର୍ବସାଧାରଣ ଦର୍ଶନ ପାଇଁ ପହଡ ଖୋଲାଯାଇଥିଲା । ହଜାର ହଜାର ଶ୍ରଦ୍ଧାଳୁ ପୀଠରେ ସମାଗମ ହୋଇଥିବା ଦେଖିବାକୁ ମିଳିଛି । ଜାଗରଯାତ୍ରା ପାଇଁ ସମଗ୍ର ଚନ୍ଦ୍ରମୌଳି ଓ ହରପାର୍ବତୀ ପୀଠ […]
କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଲକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବାଇଧର ମଲିକଙ୍କୁ ଟାଣିନେଇଛି କୁମ୍ଭୀର। ହଂସୁଆ ନଦୀରେ ଗ୍ରାମବାସୀ, ବନବିଭାଗ ଓ ଅଗ୍ନିଶମ ବାହିନୀ ର ଖୋଜା ଖୋଜି ପରେ ନଦୀରୁ ମୃତ ଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢ଼େ ୯ଟା ବେଳେ ବାଇଧର ଓ ତାଙ୍କ ସ୍ତ୍ରୀ […]
ଚଳିତ ମାସ ୯ ତାରିଖରେ କେନ୍ଦ୍ରାପଡ଼ାରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। କେନ୍ଦ୍ରାପଡ଼ା ସିଭିଲ କୋର୍ଟ ସମେତ ଆଳି, ରାଜନଗର, ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସୂଚନା ଦେଇଛନ୍ତି। ଏଥିରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧୀନ ଓ ପ୍ରାକ ମକଦ୍ଦମା ସ୍ତରୀୟ ଫୌଜଦାରୀ(ସାଲିସ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ରାଜସ୍ବ […]
କେନ୍ଦ୍ରାପଡ଼ା,୭ା୩: କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ଫକିରାବାଦ ଉର୍ଦ୍ଦୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨୦ତମ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସେଖ ମନସୁର ଅଲ୍ଲୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇ, ମୁଖ୍ୟବକ୍ତା ଭାବେ ମାର୍ଶାଘାଇ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ବଳଦେବ ପ୍ରସାଦ ଜେନା, ସମ୍ମାନୀତ ଅତିଥି ଭାବେ ପୂର୍ବତନ […]
କେନ୍ଦ୍ରାପଡ଼ା, ୭ା୩: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଆନନ୍ଦମାର୍ଗରେ ବିପ୍ଳବୀ କବି ଆନନ୍ଦ ଚନ୍ଦ୍ର ଜେନାଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଆଜି ଉନ୍ମୋଚିତ ହୋଇଯାଇଛି । ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ଆନୁକୂଲ୍ୟରେ ସଭାପତି କରୁଣାକର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲାଜଜ ବିଶ୍ୱଜିତ ମହାନ୍ତି, ଜିଲ୍ଲାପରିଷଦ ସଭାପତି ଗିତାଞ୍ଜଳୀ ସେଠୀ, ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁୁର ବିକାଶ, ଫାଷ୍ଟଟ୍ରାକ ଆଡହକ କୋର୍ଟର ଅତିରିକ୍ତ ଜିଲ୍ଲାଜଜ ତ୍ରୀବିକ୍ରମ କେଶରୀ ଚିନ୍ନାରା, ଅତିରିକ୍ତ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ପୌରାଂଚଳର ଅଳଭା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିବା ସାମ୍ନାକୁ ଆସିଛି । ସେଠାରେ ଯୌତୁକ ପାଇଁ ବଧୁହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ବଡମହନପୁର ପଂଚାୟତ ସାନମହନପୁର ଗ୍ରାମର ଧରଣୀଧର ବେହେରାଙ୍କ ଝିଅ ସୁକାନ୍ତି ପାତ୍ର (୩୩) ଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଏହି ମାମଲା ରୁଜୁ ହେବା […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକଙ୍କ ଆମୋଦ ପ୍ରମୋଦ ଗୃହ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହି ନବନିର୍ମିତ ଗୃହକୁ ଉଦଘାଟନ କରିଥିଲେ । ତାଙ୍କ ସହ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ, କାଉନସିଲର ପ୍ରଶାନ୍ତ ବାରିକ ବରିଷ୍ଠ ନାଗରିକ ସଂଘ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳ, ପ୍ରଫେସର କୈଳାଶ ପାତ୍ର, […]
କେନ୍ଦ୍ରାପଡ଼ା, ତା ୦୬/୦୩: ମହିଳାମାନଙ୍କ ସାମ୍ବିଧାନିକ ଅଧିକାର, ସାମାଜିକ ସୁରକ୍ଷା ଓ ସର୍ବବିଧ ବିକାଶ ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରାଯାଇଥାଏ । ଏ ବର୍ଷ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ପୂର୍ବାହ୍ଣ ୧୧ […]
କେନ୍ଦ୍ରାପଡ଼ା, ତା ୦୬/୦୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ପାଟକୁରା, କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେକ୍ଟର ଅଧିକାରୀମାନଙ୍କର ଦ୍ୱିତୀୟ ରାଉଣ୍ଡ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ଯୋଗ ଦେଇ କହିଥିଲେ “ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣଭାବେ ପରିଚାଳନା କରିବାକୁ ହେଲେ […]
ରାଜ୍ୟ ରାଜନୀତିରେ ଏବେ ବଡ଼ ବିସ୍ମୟକର ପରିସ୍ଥିତି ଅନୁଭୂତ ହେଉଛି । ୨୦୨୪ ସାଧାରଣ ନିର୍ବାଚନ ଘୋଷଣା ହେବାର ପ୍ରାକ୍ ଦୃଶ୍ୟପଟ ଜନସାଧାରଣଙ୍କ ମାନସିକତାକୁ ଦୋହଲାଇ ଦେଉଛି । ନିର୍ବାଚନ ପୂର୍ବରୁ ଭାଜପା ଓ ବିଜେଡି ମଧ୍ୟରେ ମେଂଟ ସରକାର ହେବା ଏକପ୍ରକାର ନିଶ୍ଚିତ ବୋଲି କୁହାଯାଉଛି । ଏମିତି ହେଲେ ଉଭୟ ଦଳ ରାଜନଗର ବିଧାନସଭା ଆସନରୁ ଏକାଠି ନିର୍ବାଚନ ଲଢ଼ିବା ଥୟ ବୋଲି ରାଜନୈତିକ ସମିକ୍ଷକ ବିଚାର […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଚଣ୍ଡିଖୋଲଠାରେ ୧୯,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏସବୁ ପ୍ରକଳ୍ପ ତୈଳ ଓ ଗ୍ୟାସ୍, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ପରମାଣୁ ଶକ୍ତି କ୍ଷେତ୍ର ସହ ଜଡ଼ିତ । ଏହି ଅବସରରେ ଆୟୋଜିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଜଗନ୍ନାଥ ଓ […]
କେନ୍ଦ୍ରାପଡ଼ା, ୫ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ଶ୍ରୀଗୋପାଳଜୀଉ ମନ୍ଦିର ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସମାଜସେବୀ ଇଂ ମୂରଲୀଧର ସେଠୀଙ୍କ ଆହ୍ୱାନରେ ଏବଂ ସୁଦର୍ଶନ ମହାପାତ୍ରଙ୍କ ପରିଚାଳନାରେ ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ କପାଳେଶ୍ୱର ଗ୍ରାମପଞ୍ଚାୟତର ସରପଞ୍ଚ କଳ୍ପନା ମହାନ୍ତି ମୁଖ୍ୟ ଅତିଥି, ପୂର୍ବତନ ପିପି ଭୀମସେନ ଭୂୟାଁ ମୁଖ୍ୟବକ୍ତା, ଆଇନଜୀବୀ ତଥା ଆରଏମସି ଉପାଧ୍ୟକ୍ଷ ବିଜୟ କୁମାର […]
କେନ୍ଦ୍ରାପଡ଼ା, ୫ା୩: ନିକିରାଇ ବନଦୂର୍ଗା ସାଂସ୍କୃତିକ ପରିଷଦ ପରିସରରେ ଥିବା ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ ଯୁବ ନେତା ଦୁଷ୍ମନ୍ତ କୁମାତ ମଲ୍ଲିକଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି । ଶିକ୍ଷାବିତ୍ ତଥା ଶିକ୍ଷକ ନେତା ପ୍ରଣବ କୁମାର ଜେନା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ବିଜୁବାବୁ କେବଳ ଓଡିଶାର ଜନସାଧାରଣମାନଙ୍କର ହୃଦୟର ସ୍ପନ୍ଦନ ନଥିଲେ ସେ ସମଗ୍ର ଭାରତ ବର୍ଷରେ ଜଣେ ଦୂରଦ୍ରଷ୍ଟା ରାଜନେତା, ଓଡିଆ […]
କେନ୍ଦ୍ରାପଡ଼ା, ୫ା୩: ଦେଶକୁ ପୋଲିଓ ମୁକ୍ତ କରିବା କ୍ରମରେ କେନ୍ଦ୍ରାପଡା ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ମାର୍ଚ୍ଚ ୩ ତାରିଖରୁ ଆରମ୍ଭ ହୋଇଥିବା ପଲ୍ସ ପୋଲିଓ ଟୀକାକରଣର ଆଜି ହୋଇଛି ଶେଷ ଦିନ । । ୩ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ଅର୍ଥାତ୍ ଗତ ମାର୍ଚ୍ଚ ୩ ତାରିଖ ପ୍ରାତଃ ୮ ଘଟିକା ସମୟରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ସହରାଞ୍ଚଳ ପ୍ରାଥମିକ […]
କେନ୍ଦ୍ରାପଡ଼ା ୫/୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ନୂଆ-ଓ ଛାତ୍ରବୃତ୍ତି ପ୍ରଦାନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଉତ୍ସବରେ ଅଧ୍ୟକ୍ଷତା କରି ମହାବିଦ୍ୟାଳୟର ଅଧ୍ୟକ୍ଷ ସ୍ୱାଗତ ସହିତ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କେନ୍ଦ୍ରାପଡାର ବିଧାୟକ ଶଶୀଭୂଷଣ ବେହେରା ଛାତ୍ରଛାତ୍ରୀମାନେ ପାଇଥିବା ଛାତ୍ର ବୃତ୍ତିକୁ ସଦୁପଯୋଗ କରି ଉଚ୍ଚଶିକ୍ଷାରେ ଆହୁରି ଆଗକୁ ଯାଇ ପାରିବେ ବୋଲି ମତବ୍ୟକ୍ତ […]
