ପଟ୍ଟାମୁଣ୍ଡାଇରେ ଏଡିଜେ କୋର୍ଟ ଖୋଲିବା ପାଇଁ ଆଇନମନ୍ତ୍ରୀ ଓ ବିଧାୟକଙ୍କୁ ଭେଟିଲା ଓକିଲସଂଘ

8 February 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲାର ଦ୍ୱିତୀୟ ବୃହତମ ସହର ତଥା ଓଡ଼ିଶାର ପ୍ରସିଦ୍ଧ ବାଣିଜ୍ୟକ ପେଣ୍ଠ ପଟ୍ଟାମୁଣ୍ଡାଇ ଠାରେ ଏଡିଜେ କୋର୍ଟ ଖୋଲିବା ପାଇଁ ଅଂଚଳବାସୀଙ୍କ ଦାବୀକୁ ଗୁରୁତର ସହ ଗ୍ରହଣ କରି ରାଜନଗର ବିଧାୟକ ଧ୍ରୁବ […]

ଚିତ୍ରାତ୍ପଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ନୂଆ-ଓ ନବୀନ ଓଡିଶା ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦଯାପିତ

8 February 2024 kanika odisha 0

କେନ୍ଦ୍ରାପଡ଼ା,୮ା୨ : ଓଡିଆ ଭାଷାକୁ ବିଶ୍ୱ ସ୍ତରରେ ଅଧିକ ବ୍ୟାପକ ପରିଚୟ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ପ୍ରଚେଷ୍ଟାରେ ସମଗ୍ର ଓଡିଶା ରାଜ୍ୟରେ ଓଡିଆ ଭାଷା ଓ ସାହିତ୍ୟର ବିକାଶ ପାଇଁ ‘ନୂଆ-ଓ’ ଓଡିଆ […]

ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମୁଖରେ ଧାରଣା

8 February 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ପ୍ରତି ସରକାର ଟାଳଟୁଳ ନୀତି ଅବଲମ୍ବନ କରୁ ଥିବାରୁ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଆନ୍ଦୋଳନ ଦିଆଯାଇଛି । […]

ଫୋରଡ ଉନ୍ନିତ ଉପ୍ରା ବିଦ୍ୟାଳୟର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ

8 February 2024 kanika odisha 0

କେନ୍ଦ୍ରାପଡ଼ା,୮ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଞ୍ଚାୟତର ଫୋରଡ ଉନ୍ନିତ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ କୈଳାସ […]

ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ବାର୍ଷିକ ଉତ୍ସବ : କଳାକାର ମାନଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା

8 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ମଡର୍ଣ୍ଣ ନୃତ୍ୟାନୁଷ୍ଠାନ ପଟ୍ଟାମୁଣ୍ଡାଇ ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ୫ମ ବାର୍ଷିକ ଉତ୍ସବ ଦୁଇ ଦିନ ଧରି ମହାସମାରୋହରେ ପାଳିତ ହୋଇଯାଇଛି । ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ […]

ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

8 February 2024 kanika odisha 0

ପଟ୍ଟାମୁଣ୍ଡାଇ ତା୭/୨- ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ଓ ମାର୍ଶାଘାଇ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ମିଳିତ ଭାବେ ରାଷ୍ଟ୍ର, ଅର୍ଥନୀତି ଓ ସମାଜ ସମ୍ପର୍କିତ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି | […]

ଗାୟତ୍ରୀ ପରିବାରର ଜିଲ୍ଲା ସମୋନୟ ବୈଠକ

8 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବେଳତଳ ଗୁଲନଗର ଗାୟତ୍ରୀ ପୀଠରେ ଜିଲ୍ଲାସ୍ତରୀୟ ସମନ୍ଵୟ ଓ କର୍ମକର୍ତ୍ତା ଚୟନ ବୈଠକ ଅନୁଷ୍ଠିତ ହୋଇଯାଇଛି | ସର୍ବପ୍ରଥମେ ଧ୍ଵଜା ଉତ୍ତୋଳନ ଓ ବେଦ ଗାୟତ୍ରୀ ମନ୍ତ୍ର […]

 ପ୍ରଥମ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

7 February 2024 kanika odisha 0

କେନ୍ଦ୍ରାପଡ଼ା,୭ା୨ : କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଂଚାୟତ ରାଜୀବ ଗାନ୍ଧୀ ଭବନ ପରିସରରେ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ପଂଚାୟତର ସରପଞ୍ଚ କଳ୍ପନା ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ […]

କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ

7 February 2024 kanika odisha 0

କେନ୍ଦ୍ରାପଡା, ୬ା୨ – କେନ୍ଦ୍ରାପଡା କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ହିମାଂଶୁ ଶେଖର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଡଃ ସର୍ବେଶ୍ୱର ସେଣ ମୁଖ୍ୟ […]

ସାଇନାଥ କଳା ପରିଷଦର ୧୩ତମ ବାର୍ଷିକ ଉତ୍ସବ ଓ ଜିଲ୍ଲା ଯୁବ ପ୍ରତିଭା ମହୋତ୍ସବ

7 February 2024 kanika odisha 0

କେନ୍ଦ୍ରାପଡ଼ା, ୫ା୨: ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ସରକାରଙ୍କ ସହଭାଗୀତାରେ ଜିଲ୍ଲାର ଅଗ୍ରଣୀ ସଙ୍ଗୀତ ବିଦ୍ୟାଳୟ ସାଇନାଥ କଳା ପରିଷଦର ୧୩ତମ ବାର୍ଷିକ ଉତ୍ସବ ଓ ଜିଲ୍ଲା ଯୁବ ପ୍ରତିଭା […]

ସରପଞ୍ଚକୁ ଗିରଫ ପ୍ରତିବାଦରେ ଜିଲ୍ଲାପାଳଙ୍କୁ ଭେଟିଲେ ସରପଞ୍ଚ ମହାସଂଘ

7 February 2024 kanika odisha 0

କେନ୍ଦ୍ରାପଡ଼ା, ୭ା୨: କେନ୍ଦ୍ରାପଡା ଜିଲ୍ଲା ସରପଞ୍ଚ ମହାସଂଘର ସଭାପତି ଚମେଲି ଓଝାଙ୍କ ନେତୃତ୍ୱରେ ଜିଲ୍ଲାର ବହୁ ସରପଞ୍ଚ ପଟ୍ଟାମୁଣ୍ଡାଇ ବ୍ଲକ ନୀଳକଣ୍ଠପୁର ଗ୍ରାମପଞ୍ଚାୟତ ସରପଞ୍ଚ ଜ୍ଞାନରଞ୍ଜନ ଖଣ୍ଡାଇଙ୍କୁ ବେଆଇନ ଭାବେ ଗିରଫ ପ୍ରତିବାଦରେ କେନ୍ଦ୍ରପଡା […]

ଓଡିଶାରୁ ଲୋକସଭାରେ ୨ ବିଧାନସଭାରେ ୭ ଆସନ ଦାବିକଲା ସଂଖ୍ୟାଲଘୁ

7 February 2024 kanika odisha 0

କେନ୍ଦ୍ରାପଡା ୭ା୨- ଓଡିଶା ରାଜ୍ୟର ମୁସଲିମମାନଙ୍କ ସଂଖ୍ୟା ଅନୁପାତରେ ବିଧାନସଭା ନିମନ୍ତେ ୭ଟି ଆସନ ଏବଂ ଲୋକସଭା ପାଇଁ ୨ଟି ଆସନ ଓଡିଶାରେ ସଂରକ୍ଷିତ ରଖିବାକୁ ରାଜ୍ୟ ମୁସଲିମ ସଂଘ (ଆରଏମଏସ) କେନ୍ଦ୍ରାପଡାରେ ଅନୁଷ୍ଠିତ […]

କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାଳିକା ଆତ୍ମରକ୍ଷା ଶିବିର ଉଦ୍‌ଯାପିତ

7 February 2024 kanika odisha 0

କେନ୍ଦ୍ରାପଡ଼ା, ୭ା୨: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାଳିକା ଆତ୍ମରକ୍ଷା ଶିବିର ଉଦ୍‌ଯାପିତ ହୋଇଯାଇଛି । ଉକ୍ତ ଶିବିର ଗତ ଜାନୁଆରୀ ୩୦ ତାରିଖ ଆରମ୍ଭ ହୋଇ ଫେବୃଆରୀ ୭ ତାରିଖରେ ଶେଷ ହୋଇଥିଲା […]

କଂସାର ପଞ୍ଚାୟତରେ ଆଲୋକି କରଣ

7 February 2024 kanika odisha 0

କେନ୍ଦ୍ରାପଡ଼ା, ୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଞ୍ଚାୟତ ହଳଦିଢିଅଠାରୁ କାଙ୍କଦିଆ କେନାଲ ରାସ୍ତା ପାଶ୍ୱରେ ଆଲୋକି କରଣ କରାଯାଇଛି । ଏହି ଅବସରରେ କେନ୍ଦ୍ରାପଡା ମଣ୍ଡଳ ଉନ୍ନୟନ ଅଧିକାରିଣୀ ବନ୍ଦନା ଖଟୁଆ ଉଦଘାଟନ […]

ବ୍ରାହ୍ମଣୀ ନଦୀକୁ ଡେଇଁ ଯୁବକ ନିଖୋଜ

7 February 2024 kanika odisha 0

କେନ୍ଦ୍ରାପଡା ଜିଲା ଆଳି ଥାନା ଅଧୀନ ପତ୍ରପୁର ବ୍ରାହ୍ମଣୀ ନଦୀକୁ ବୁଧବାର ମଧ୍ୟାହ୍ନରେ ଜଣେ ଅଜଣା ଯୁବକ ଡେଇଁ ପଡ଼ି ନିଖୋଜ ଅଛନ୍ତି। ନଦୀରେ ମଚ୍ଛମାରୁଥିବା ୨ ଜଣ ଯୁବକ ଡାକ ପକାଇଥିଲେ। ସେଠାରେ […]

କେନାଲ ନବୀକରଣରେ ଅନିୟମିତତା ଅଭିଯୋଗ

6 February 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଚାଷଜମିକୁ ସୁଷମ ଜଳ ବଂଟନ କରିବା ପାଇଁ ସରକାର କେନାଲଗୁଡିକ ନବୀକରଣ କରି କଂକ୍ରିଟ କରୁଛନ୍ତି । ପଟ୍ଟାମୁଣ୍ଡାଇ ଜଳସଂପଦ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲକୁ ଲାଗିଥିବା […]

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ବିଶୃଙ୍ଖଳା ଚରମ ସୀମାରେ ଛାତ୍ରଛାତ୍ରୀଙ୍କ ବିଶୃଙ୍ଖଳିତ ଆଚରଣ ବିରୋଧରେ କଲେଜ କତ୍ତୃପକ୍ଷଙ୍କ କାର୍ଯ୍ୟାନୁଷ୍ଠାନ ଶୂନ

6 February 2024 kanika odisha 0

କେନ୍ଦ୍ରାପଡ଼ା ୬ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଗୋଟିଏ ପରେ ଗୋଟିଏ ଛାତ୍ର ବିଶୃଙ୍ଖଳା ଘଟଣା କଲେଜକୁ କଳଙ୍କିତ କରିବାରେ ଲାଗିଛି । କିନ୍ତୁ ଏଦିଗରେ କଲେଜ କତ୍ତୃପକ୍ଷଙ୍କ ପକ୍ଷରୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ […]

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁସ୍କାର ପାଇଲେ ସୁଜାତା ପଲାଇ

6 February 2024 kanika odisha 0

କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତୁଣୁପୁର ସରକାରୀ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷୟିତ୍ରୀ ସୁଜାତା ପଲାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖରୁ ଶିକ୍ଷା ପୁରସ୍କାର ପାଇଛନ୍ତି । ଶ୍ରୀମତୀ ପଲାଇ ଶିକ୍ଷା କ୍ଷେତ୍ରରେ […]

ଓଡିଶା ପ୍ରଦେଶ ପ୍ରଚାର କମିଟିରେ ସାମିଲ ହେଲେ ବିଧୁଭୂଷଣ ମହାପାତ୍ର

6 February 2024 kanika odisha 0

କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡାର ଆଇନଜୀବୀ ତଥା ରାଜ୍ୟ କଂଗ୍ରେସ ଓବିସି ସେଲ୍‌ର ଆବାହକ ବିଧୁଭୂଷଣ ମହାପାତ୍ର ରାଜ୍ୟ କଂଗ୍ରେସ କମିଟିର ସଦସ୍ୟ ରୂପେ ନିଯୁକ୍ତି ପାଇଛନ୍ତି । ଶ୍ରୀ ମହାପାତ୍ର ଦୀର୍ଘ ୨୫ବର୍ଷ ହେବ […]

ଶିକ୍ଷାନୁଷ୍ଠାନର ବାର୍ଷିକ ଉତ୍ସବ

6 February 2024 kanika odisha 0

  କେନ୍ଦ୍ରାପଡ଼ା, ୬ା୨: “ମା’ ଶାରଳା ଏଜୁକେସ୍‌ନାଲ ଟ୍ରଷ୍ଟ” ଆନୁକୂଲ୍ୟରେ ଲକ୍ଷ୍ୟ ବିଜ୍ଞାନ ଆବାସିକ ଶିକ୍ଷାନୁଷ୍ଠାନ ପରିସରରେ ବାର୍ଷିକ ଉତ୍ସବ ପାଳନ କରାଯିବା ସହିତ ମା’ ଶାରଳାଙ୍କ ବାର୍ଷିକ ପୂଜା ଉତ୍ସବ ଯଥାବିଧି ଅନୁଷ୍ଠିତ […]

କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ

6 February 2024 kanika odisha 0

କେନ୍ଦ୍ରାପଡା, ୬ା୨ – କେନ୍ଦ୍ରାପଡା କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ହିମାଂଶୁ ଶେଖର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଡଃ ସର୍ବେଶ୍ୱର ସେଣ ମୁଖ୍ୟ […]

ଲୋକନାଥପୁର ସ୍କୁଲ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବାରୁ ବିଶାଳ ସମ୍ବର୍ଦ୍ଧନା

6 February 2024 kanika odisha 0

କେନ୍ଦ୍ରାପଡ଼ା, ୫ା୨: କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ବ୍ଲକର ମିଳନସ୍ଥଳ ଓ ଗୋବରୀ ନଦୀ କୂଳସ୍ଥ ମା’ ଛୁଆଳିଆ ପର୍ଯ୍ୟଟନସ୍ଥଳୀ ସନ୍ନିକଟରେ ଅବସ୍ଥିତ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ପ୍ରଧାନ ଶିକ୍ଷକ ମୁଖ୍ୟମନ୍ତ୍ରୀ […]

ଜିଲ୍ଲାସ୍ତରୀୟ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଯାପିତ

6 February 2024 kanika odisha 0

କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଜିଲ୍ଲା ଶିକ୍ଷା ଅଧିକାରୀ ଶୁଭଲକ୍ଷ୍ମୀ ନାୟକଙ୍କ ପୌରହିତ୍ୟରେ ସ୍ଥାନୀୟ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କ ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ […]

ସରକାରୀ ଜମିକୁ ବେଆଇନ କୋଠା ନିର୍ମାଣ ଜିଲ୍ଲାପାଳଙ୍କୁ ଅଭିଯୋଗ

6 February 2024 kanika odisha 0

କେନ୍ଦ୍ରାପଡା ସହରରେ ସରକାରୀ ଜମିରେ ବେଆଇନ କୋଠା ନିର୍ମାଣ କରାଯାଉଥିବା ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିରରେ ଅଭିଯୋଗ ହୋଇଛି । ସାଧାରଣ ଜନତାଙ୍କ ପାଇଁ ଜଳ ନିଷ୍କାସନ ଓ ରାସ୍ତା ଅଭିବୃଦ୍ଧି ନିମନ୍ତେ ଉଦ୍ଦିଷ୍ଟ […]