ମା’ପାଟ୍ଟ ସାମୁଲାଇଙ୍କ ମକରବେଢା ପରିକ୍ରମା ମହାସମାରୋହରେ ପାଳିତ

15 January 2024 kanika odisha 0

କେନ୍ଦ୍ରାପଡ଼ା ୧୫ା୧: ନବେ ଦଶକରୁ ଦୁହୁରିଆ ସନ୍ନିକଟ ପାଣ୍ଡିରୀ ଠାରୁ ଠାକୁରହାଟ ରାସ୍ତାର ମଧ୍ୟ ସ୍ଥଳର ପାଟନାଳୀ କୂଳରେ ମା’ପାଟ୍ଟ ସାମୁଲାଇଙ୍କ ବିଜେସ୍ଥଳିରେ ପ୍ରତିବର୍ଷ ମକର ସଂକ୍ରାନ୍ତୀ ପାଳିତ ହୋଇଥାଏ । ଚଳିତବର୍ଷ ମଧ୍ୟ […]

କସ୍ତୁରୀ କଳା ନିକେତନ ୩୧ତମ ବାର୍ଷିକ ଉତ୍ସବ

15 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମାଟିର କଳା ସାହିତ୍ୟ ସଂସ୍କୃତି ନିଜର ଉତ୍କର୍ଷତା ପାଇଁ ଆଜି ବିଶ୍ୱ ଦରବାରରେ ପହଂଚି ପାରିଛି । ଏହି ମାଟିର ବହୁ କଳାକାର ସାହିତ୍ୟିକ ଓ ନାଟ୍ୟକାର ପ୍ରତିଷ୍ଠା ଲାଭ […]

ଏମ ଏନ ହାଇସ୍କୁଲ ଶିକ୍ଷକ ଅଭିଭାବକ ପରିଚାଳନା ବୈଠକ

14 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଶିକ୍ଷକ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଗଗନ ସୂତାରଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ପୁରାତନ ଛାତ୍ରସଂସଦ […]

ପଟ୍ଟାମୁଣ୍ଡାଇ ଏମ.ଏନ ହାଇସ୍କୁଲ ୮୧ତମ ପ୍ରତିଷ୍ଠା ଦିବସ

14 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଚଂଳର ସର୍ବପୁରାତନ ଗୌରବମୟ ସରକାରୀ ଶିକ୍ଷାନୁଷ୍ଠାନ ଏମ.ଏନ ହାଇସ୍କୁଲର ୮୧ତମ ପ୍ରତିଷ୍ଠା ଦିବସ ପୁରାତନ ଛାତ୍ରସଂସଦ ପକ୍ଷରୁ ସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗଗନ ବିହାରି […]

ବେସରକାରୀ ସ୍କୁଲ ସଙ୍ଘ କରିବ ତ୍ରୀରଙ୍ଗା ଯାତ୍ରା

14 January 2024 kanika odisha 0

କେନ୍ଦ୍ରାପଡ଼ା ୧୪ା୧: ଜିଲ୍ଲା ବେସରକାରୀ ସ୍କୁଲ ସଙ୍ଘର ସାଧାରଣ ପରିଷଦ ବୈଠକ ଗୋପସ୍ଥିତ ସେଣ୍ଟଜାଭିଅର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ସଭାପତି ନିରଞ୍ଜନ ବେହେରାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ସଭାରେ ଶିକ୍ଷା […]

ଶ୍ରୀଜଗନ୍ନାଥଙ୍କ ଭାବର ପୁଲକରେ ପୁଲକିତ ତୁଳସୀକ୍ଷେତ୍ର

14 January 2024 kanika odisha 0

କେନ୍ଦ୍ରାପଡ଼ା, ତା ୧୪/୦୧: ଭାବର ପୁଲକରେ ପୁଲକିତ ହୋଇଛନ୍ତି ତୁଳସୀକ୍ଷେତ୍ରର ଶ୍ରଦ୍ଧୁଳୁ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଭବ୍ୟ ଓ ଦିବ୍ୟ କରିବା ନିମନ୍ତେ ଶ୍ରଦ୍ଧାର ସହ ଅକ୍ଷତ (ଅରୁଆ ଚାଉଳ) ଓ ଗୁଆ […]

ଅନନ୍ତ ସ୍ୱାଇଁ ଥିଲେ ଟାଣୁଆ ସଂଗଠକ ଓ ଦରଦୀ ନେତା: କଂଗ୍ରେସ

14 January 2024 kanika odisha 0

କେନ୍ଦ୍ରାପଡ଼ା ୧୪/୧- କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ ଆଜି ଗରାପୁରସ୍ଥିତ କଂଗ୍ରେସ କାର୍ଯ୍ୟାଳୟଠାରେ କଂଗ୍ରେସ ନେତା ତଥା ବ୍ଲକ କିଷାନ କଂଗ୍ରେସ ସଭାପତି ଅନନ୍ତ କୁମାର ସ୍ୱାଇଁଙ୍କ ଉଦ୍ଦେଶ୍ୟରେ ଏକ ସ୍ମୃତିଚାରଣ […]

ବିଶିଷ୍ଟ ସମାଜସେବୀ ନାରାୟଣ ପତି ପାଇଲେ ଓଡିଶା ରତ୍ନ ସମ୍ମାନ

14 January 2024 kanika odisha 0

କେନ୍ଦ୍ରାପଡ଼ା ୧୪ା୧: କେନ୍ଦ୍ରାପଡାର ବିଶିଷ୍ଟ ସମାଜସେବୀ ନାରାୟଣ ପତିଙ୍କୁ ଓଡିଶା ରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଛି । ଏହି ଉପଲକ୍ଷେ ଓଡିଶା ସଂସ୍କୃତି କଳା ଏକାଡ଼େମୀ ଓ ସଙ୍ଗୀତ ମୂର୍ଚ୍ଛନା ପକ୍ଷରୁ ଭୁବନେଶ୍ୱର ଜୟଦେବ […]

ଜାନୁଆରୀ ୨୬ରେ ଦେଶବ୍ୟାପୀ ଟ୍ରାକ୍ଟର ରାଲି-ସଂଯୁକ୍ତ କିଷାନ ମୋର୍ଚ୍ଚା

14 January 2024 kanika odisha 0

କେନ୍ଦ୍ରାପଡ଼ା ୧୪ା୧: ମୋଦି ସରକାର ଦେଶର କୃଷକ ଓ ଶ୍ରମିକମାନଙ୍କୁ ଦେଇଥରବା ପ୍ରତିଶୃତିକୁ ପୁରଣ ନକରିବା ବିରୋଧରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଐତିହାସିକ କୃଷକ ଆନ୍ଦୋଳନ ସମୟରେ ଜାନୁଆରୀ ୨୬ତାରିଖ ଦିନ ସଂଗଠିତ କରିଥିବା […]

ପଟ୍ଟାମୁଣ୍ଡାଇ କଲେଜରେ ରାଜନୀତିବିଜ୍ଞାନ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

14 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜ ଓ ରାଜନଗର ଶ୍ରୀଜଗନ୍ନାଥ କଲେଜ ରାଜନୀତି ବିଜ୍ଞାନ ବିଭାଗ ମିଳିତ ସହଭାଗିତାରେ ଡେଭେଲଭମେଂଟ, ଡେମୋକ୍ରେସୀ ଆଣ୍ଡ ପଲିଟିକ୍ସ ଇନ ଇଣ୍ଡିଆ-ରିସେଣ୍ଡ ଟ୍ରେଣ୍ଡ ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ପଟ୍ଟାମୁଣ୍ଡାଇ କଲେଜରେ […]

ଗଣ୍ଡକୂଳରେ ରାଜ୍ୟସ୍ତରୀୟ ନିଗମାନନ୍ଦ ସମ୍ମିଳନୀ ପାଇଁ ପ୍ରସ୍ତୁତି ଜୋରଦାର

14 January 2024 kanika odisha 0

ନୀଳାଚଳ ସାରସ୍ୱତ ସଂଘ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଡିହାପଡା ପଂଚାୟତ ଗଣ୍ଡକୂଳ ଠାରେ ରାଜ୍ୟ ସ୍ତରୀୟ ନିଗମାନନ୍ଦ ସମ୍ମିଳନୀ ଆୟୋଜନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଚାଲିଛି । କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ […]

ପୂର୍ବତନ ସମିତିସଭ୍ୟ କଲ୍ୟାଣ ସ୍ୱାଇଁଙ୍କ ପରଲୋକ

14 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ପଡା ପଂଚାୟତର ପୂର୍ବତନ ସମିତି ସଭ୍ୟ କଲ୍ୟାଣ କୁମାର ସ୍ୱାଇଁଙ୍କ ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା । ସେ ଜଣେ […]

ଭକ୍ତିର ମହକରେ ମହକିତ ପଟ୍ଟାମୁଣ୍ଡାଇର ପୌରାଞ୍ଚଳ,  ବିଭିନ୍ନ ୱାର୍ଡରେ ଅର୍ପଣ ରଥର ପରିକ୍ରମା

14 January 2024 kanika odisha 0

ଭକ୍ତିର ମହକରେ ମହକିତ ହୋଇଛି କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ପଟ୍ଟାମୁଣ୍ଡାଇର ପୌରାଞ୍ଚଳ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଭବ୍ୟ ଓ ଦିବ୍ୟ କରିବା ନିମନ୍ତେ ପଟ୍ଟାମୁଣ୍ଡାଇ ଅଞ୍ଚଳ  ସମର୍ପି ଦେଉଛନ୍ତି ଅକ୍ଷତ (ଅରୁଆ ଚାଉଳ) ଓ […]

ବଳଦେବ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳନ

13 January 2024 kanika odisha 0

କେନ୍ଦ୍ରାପଡ଼ା ୧୨ା୧: କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ପୁରାତନ ବିଦ୍ୟାଳୟ ବଳଦେବ ଉଚ୍ଚ ବିଦ୍ୟାଳୟରେ ୟୁଥ୍ ଆଣ୍ଡ ଇକୋ କ୍ଲବ୍ ସୌଜନ୍ୟରେ ପବିତ୍ର ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଏହି ସଭାରେ ପ୍ରଧାନ […]

ସଂସ୍କୃତି ପୁରୁଷ ଦିବାକର ବିଶ୍ୱାଳଙ୍କୁ ଶ୍ରଦ୍ଧାଞ୍ଜଳି

13 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବିକାଶ ପରିଷଦ, କସ୍ତୁରି କଳାନିକେତନ, ଚେତନା ସାହିତ୍ୟ ସଂସଦ ଆଦି ଅନେକ ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତା,କେନ୍ଦ୍ରାପଡ଼ା କର୍ମଜୀବି ସାମ୍ବାଦିକ ସଂଘର ପ୍ରାକ୍ତନ ସଭାପତି, ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ବିଶିଷ୍ଟ […]

ବଳଦେବନଗରରେ ଜୋରରେ ଭାସୁଛି କୁମ୍ଭୀର, ସାଧାରଣରେ ଆତଙ୍କ!

13 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବଳଦେବନଗର ଜୋରରେ ଆଜି ଏକ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି । ଏହି ଖବର ପ୍ରଚାରିତ ହେବା ପରେ ଘଟଣାସ୍ଥଳକୁ ଲୋକମାନଙ୍କ ସୁଅ ଛୁଟିଛି । […]

ସ୍ୱରତୀର୍ଥର ବାର୍ଷିକ ଉତ୍ସବ ଓ ଭଞ ସଂଗୀତ ସମାରୋହ

13 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସଂଗୀତାନୁଷ୍ଠାନ ସ୍ୱରତୀର୍ଥର ୯ମ ବାର୍ଷିକୋତ୍ସବ ସଭାପତି କବି ଡାଃ ମନୋରଞ୍ଜନ ଦାଶଙ୍କ ପୌରହିତ୍ୟରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟରେ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ […]

ମଳୟ ଦାସ ଜିଲ୍ଲା କଂଗ୍ରେସ ଓବିସି ଅଧ୍ୟକ୍ଷ

13 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ କଂଗ୍ରେସ ପୂର୍ବତନ ସଭାପତି ବରିଷ୍ଠ ନେତା ମଳୟ ଦାସ ଜିଲ୍ଲା କଂଗ୍ରେସ ଓବିସି ବିଭାଗ ଅଧ୍ୟକ୍ଷ ଭାବେ ଅଖିଳ ଭାରତ କଂଗ୍ରେସ ଓବିସି ବିଭାଗ ଅଧ୍ୟକ୍ଷ ଅଜୟ ସିଂହ […]

ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଲା ପୌରାଂଚଳ , ପଟ୍ଟାମୁଣ୍ଡାଇର ବିଭିନ୍ନ ୱାର୍ଡରେ ଅର୍ପଣ ରଥର ପରିକ୍ରମା

13 January 2024 kanika odisha 0

ଆସନ୍ତା ୧୭ତାରିଖରେ ଶ୍ରୀକ୍ଷେତ୍ର ପୁରୀରେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଭବ୍ୟ ଓ ସଦୃଶ୍ୟ ପରିକ୍ରମା ପ୍ରକଳ୍ପ ଉଦଘାଟିତ ହେବାକୁ ଯାଉଛି । ଏହି ମହାର୍ଘ୍ୟ କାର୍ଯ୍ୟକ୍ରମରେ କୋଟି କୋଟି ଜଗନ୍ନାଥ ପ୍ରେମୀ ଓ ଭକ୍ତମାନେ […]

ବନୋଜ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଂଟ. ଯାଜପୁର କ୍ରିକେଟ ଟିମ ଚମ୍ପିୟାନ

13 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର ମହାବୀର କ୍ରିକେଟ କ୍ଲବ ପଡିଆରେ ଆୟୋଜିତ ବନୋଜ ସାହୁ ସ୍ମାରକୀ ଚ୍ୟାଲେଞ୍ଜ ଟ୍ରଫିର ଫାଇନାଲ ମ୍ୟାଚ କେନ୍ଦ୍ରାପଡ଼ା ବାଲାବାବା କ୍ରିକେଟ କ୍ଲବ ଓ ଯାଜପୁର ଜାଗୁଳାଇ […]

ଆନ୍ତର୍ଜାତୀୟ କ୍ରୀଡାରେ ସ୍ୱର୍ଣ୍ଣ ପଦକ ବିଜୟୀ ସାହାଦତ ଖାନକୁ କେନ୍ଦ୍ରାପଡାରେ ଉଛୋସିତ ସମ୍ବର୍ଦ୍ଧନା

13 January 2024 kanika odisha 0

କେନ୍ଦ୍ରାପଡ଼ା ୧୩ା୧: ଆନ୍ତର୍ଜାତୀୟ କ୍ରୀଡା ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇ ଫେରିଥିବା କୁନି ଧାବକ ସାହାଦତ ଖାନକୁ କେନ୍ଦ୍ରାପଡାରେ ଉଛୋସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ସାହାଦତ ନେପାଳରୁ ଫେରି ଦୁହୁରିଆ ନିକଟରେ […]

କେନ୍ଦ୍ରାପଡା ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗର ଆଲୋଚନାଚକ୍ର

13 January 2024 kanika odisha 0

କେନ୍ଦ୍ରାପଡ଼ା ୧୩ା୧: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ “କର୍ତ୍ତବ୍ୟ ଓ ସାଧୁତା” ଉପରେ ଏକଦିବସୀୟ ଆଲୋଚନାଚକ୍ର ବିଭାଗୀୟ ସେମିନାର ହଲରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଦର୍ଶନଶାସ୍ତ୍ର ବିଭାଗୀୟ […]

ଲୋକକଳା ମାଧ୍ୟମରେ ବିକାଶର ବାର୍ତା 

12 January 2024 kanika odisha 0

କେନ୍ଦ୍ରାପଡ଼ା, ତା ୧୨/୦୧: ଓଡ଼ିଶାର ପାରମ୍ପରିକ ଲୋକକଳା ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଓ ଉନ୍ନୟନମୂଳକ ଯୋଜନାର ବାର୍ତା ବାଂଟିବେ ଲୋକକଳାକାର । ଏଥି ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ସୂଚନା, […]

ରୁଦ୍ରାଣୀ ପବ୍ଲିକ ସ୍କୁଲ ର ୧୮ ତମ ବାର୍ଷିକ ଉତ୍ସବ

12 January 2024 kanika odisha 0

କେନ୍ଦ୍ରାପଡ଼ା ୧୨/୧- କେନ୍ଦ୍ରାପଡା ସହର ନିକଟ ରୁଦ୍ରାଣୀ ପବ୍ଲିକ ସ୍କୁଲର ୧୮ ତମ ବାର୍ଷିକ ଉତ୍ସବ “ଆରମ୍ଭ’ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ, […]