ଚନ୍ଦନପୁରରେ କଂଗ୍ରେସ କର୍ମୀ ସମ୍ମିଳନୀ

10 January 2024 kanika odisha 0

କେନ୍ଦ୍ରାପଡା ୧୦/୧- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତରେ ଏକ କଂଗ୍ରେସ କର୍ମୀ ସମ୍ମିଳନୀ ନୂଆସାହିଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଅବସରପ୍ରାପ୍ତ ଶିକ୍ଷକ ପ୍ରଭାକର ନାଥଶର୍ମା ସଭାପତିତ୍ୱ କରିଥିଲେ । ଆଗାମୀ […]

ଫେକ ଭିଡ଼ିଓ ଓ ଅଡିଓକୁ ନେଇ ବିଧାୟକଙ୍କ ବିରୋଧରେ ଷଡଯନ୍ତ୍ର କରାଯାଉଛି : ବିଜେଡି

10 January 2024 kanika odisha 0

ବାରମ୍ବାର ଜନସାଧାରଣଙ୍କ ଦ୍ୱାରା ପ୍ରତ୍ୟାଖ୍ୟାତ ହୋଇ ଦୀର୍ଘବର୍ଷ ଧରି କ୍ଷମତା ବାହାରେ ଥିବା ବିରୋଧି ଦଳ ହତାଶ ହୋଇ ଏକ ନିର୍ଦ୍ଧିଷ୍ଟ ବୈଦୁତିକ ଗଣମାଧ୍ୟମ ଓ ୱେବ ମିଡିଆକୁ ହାତବାରିସୀ କରି ଟେଣ୍ଡର ଫିକ୍ସିଙ୍ଗର […]

ଆଳି ପୂର୍ବତନ ବିଧାୟିକା ଓ ରାଜ୍ୟସଭା ସାଂସଦ ଓ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ମା’ ସୁଶ୍ରୀ ଦେବୀଙ୍କ ପରଲୋକ

10 January 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ଆଳି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଓ ରାଜ୍ୟସଭା ସାଂସଦ ଓ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ମା’ ରାଜବାଟୀ ଆଳିର ରାଜମାତା ସୁଶ୍ରୀ ଦେବୀଙ୍କ ବୁଧବାର ପରଲୋକ ଘଟିଛି। କଟକସ୍ଥିତ […]

ବିଜେପି ପକ୍ଷରୁ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ

10 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ବେଲପାଳ ଆର ଆଇ ଅଫିସ ନିର୍ମାଣ କାର୍ଯ୍ୟରେ ଟେଣ୍ଡର ଫିକ୍ସିଙ୍ଗ ହୋଇଥିବା ଓ ବିଧାୟକ ଏଥିରେ ସମ୍ପୃକ୍ତ ଥିବା ଅଭିଯୋଗ କରି ଆଜି ସନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ବିଜେପି ପକ୍ଷରୁ […]

କଂଗ୍ରେସ ପକ୍ଷରୁ ପ୍ରତିବାଦ ସଭା ଓ ବିଧାୟକଙ୍କ କୁଶପୁତ୍ତଳିକା ଦାହ

10 January 2024 kanika odisha 0

କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ବେଲପାଳ ଆର ଆଇ ଅଫିସ ନିର୍ମାଣ ପାଇଁ ଟେଣ୍ଡର ଆହ୍ୱାନ କରାଯାଇଥିଲା । ଏହି କାର୍ଯ୍ୟ ପାଇଁ ୩ଜଣ ଠିକାଦାର ଟେଣ୍ଡର ପକାଇ ଥିଲେ । ତେବେ ରାଜନଗର […]

ଏମ ଏନ ହାଇସ୍କୁଲ ଏନ ସି ସି ସ୍କାଉଟ ଗାଇଡ଼ ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ

9 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଏନ ସି ସି ସ୍କାଉଟ ଗାଇଡ଼ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଅଭିଯାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଏମ ଏନ ହାଇସ୍କୁଲ ପ୍ରଧାନଶିକ୍ଷକ ଗଗନ […]

ଜାତୀୟ ରିଅଲିଟି ସୋ ରେ ଫିଟ ଅଫ ଡ୍ୟାନ୍ସ ଏକାଡେମୀ ଛାତ୍ରଙ୍କ କମାଲ

9 January 2024 kanika odisha 0

ଷ୍ଟାର ପ୍ଲସ ଟି ଭି ଚ୍ୟାନେଲ ଓ ହଟ ଷ୍ଟାର ଟି ଭି ରେ ହେଉଥିବା ଜାତୀୟ ସ୍ତରରେ ଡ୍ୟାନ୍ସ ରିଅଲିଟି ସୋରେ ଭାଗ ନେଇ କମାଲ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର […]

ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଲା ତୁଳସୀକ୍ଷେତ୍ର

9 January 2024 kanika odisha 0

କେନ୍ଦ୍ରାପଡ଼ା, ତା ୦୯/୦୧: ‘ଅର୍ପଣ ରଥ’କୁ ସ୍ୱାଗତ କରିବା ପାଇଁ କେନ୍ଦ୍ରାପଡ଼ାବାସୀଙ୍କ ମନରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି । ରଙ୍ଗବେରଙ୍ଗର ମୁରୁଜ ଓ ଝୋଟିଚିତା ପକାଇ ଗାଁ ଦାଣ୍ଡକୁ ସଜେଇ ରଖିଛନ୍ତି […]

କେନ୍ଦ୍ରାପଡାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା

9 January 2024 kanika odisha 0

କେନ୍ଦ୍ରାପଡ଼ା, ୯ା୧: ଦକ୍ଷତା ବିକାଶ ଓ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଆଜି କେନ୍ଦ୍ରାପଡା ସ୍ୱୟଂଶାସିତ ମହବିଦ୍ୟାଳୟ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ନିଯୁକ୍ତି ମେଳାକୁ ଆନୁଷ୍ଠାନିକ […]

ଅଖିଳ ବିଶ୍ଵ ଗାୟତ୍ରୀ ପରିବାର କେନ୍ଦ୍ରାପଡା ଜିଲ୍ଲା ସମନ୍ଵୟ ସମିତି ପୁନର୍ଗଠନ

9 January 2024 kanika odisha 0

ଅଖିଳ ବିଶ୍ଵ ଗାୟତ୍ରୀ ପରିବାର ଶାନ୍ତିକୁଞ୍ଜ ହରିଦ୍ଵାର ଆନୁକୂଲ୍ୟରେ ମଙ୍ଗଳବାର କେନ୍ଦ୍ରାପଡା ଜିଲ୍ଲା ସମନ୍ଵୟ ସମିତି ପୁନର୍ଗଠନ ହୋଇଯାଇଛି । ଜିଲ୍ଲାର ମଧ୍ୟସ୍ଥଳି ପଟ୍ଟାମୁଣ୍ଡାଇ ସନ୍ନିକଟ କଷଣଅଣ୍ଟା ସ୍ଥିତ ମା’ଗାୟତ୍ରୀଙ୍କ ଶକ୍ତିପୀଠ ଠାରେ ଜିଲ୍ଲା […]

ସିକିମ ସତ୍ୱ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

9 January 2024 kanika odisha 0

କେନ୍ଦ୍ରାପଡ଼ା, ତା ୦୮/୦୧: ସିକିମ ସତ୍ୱ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତି ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜସ୍ୱ […]

ନୂଆ ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶାର ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ

8 January 2024 kanika odisha 0

କେନ୍ଦ୍ରାପଡ଼ା, ୮ା୧: “ନୂଆ ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା”ର ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଆଜିଠାରୁ କେନ୍ଦ୍ରାପଡ଼ା ହାଇସ୍କୁଲ ପଡ଼ିଆ (ମିନି ଷ୍ଟାଡିୟମ୍‌)ରେ ଆୟୋଜିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ […]

କେନ୍ଦ୍ରାପଡ଼ା ରାଜସ୍ୱ ଅମଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

8 January 2024 kanika odisha 0

ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଲେ କେନ୍ଦ୍ରପଡ଼ା ଜିଲ୍ଲା ଅମଲା ସଂଘ । ଓଡ଼ିଶା ରାଜସ୍ୱ  ଅମଲା ସଂଘର ୨୦୧୭ ମସିହା ଠାରୁ  ବହୁ ପ୍ରତୀକ୍ଷିତ  ପୃଥକ ପାହ୍ୟା (Separate Cadre)ଦାବି ରାଜ୍ୟ ସରକାର ପୂରଣ […]

ପୂର୍ବତନ ବିଧାୟିକା ସରସ୍ୱତୀ ଦେବୀଙ୍କ ୧୦୪ତମ ଜୟନ୍ତୀ ପାଳିତ

8 January 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ପୂର୍ବତନ ମହିଳା ବିଧାୟିକା ସରସ୍ୱତୀ ଦେବୀଙ୍କର ୧୦୪ତମ ଜୟନ୍ତୀ କେନ୍ଦ୍ରାପଡା ଜିଲ୍ଲା ସରକାରୀ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ତରଫରୁ ପାଳିତ ହୋଇଯାଇଛି । ସଂଘର ଉପଦେଷ୍ଟା ଅଧ୍ୟାପକ ଅଜୟ […]

ଶପଥ ନେଲେ କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ନୂତନ କର୍ମକର୍ତ୍ତା

8 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ନବନିର୍ବାଚିତ ସାହିତ୍ୟ ସଂସଦର ନୂତନ କର୍ମକର୍ତ୍ତା କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ସ୍ଥାନୀୟ ପବ୍ଲିକ୍ ରିଡିଂ ରୁମ୍ ପରିସରରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ନନ୍ଦକିଶୋର ପରିଡା ସାହିତ୍ୟ ସଂସଦର […]

ସମାଜଵାଦୀନେତା ବିଶ୍ବନାଥ ଧଳଙ୍କ ଶ୍ରଦ୍ଧାଞ୍ଜଳି ସଭା

8 January 2024 kanika odisha 0

ବିପ୍ଳବୀ ମରିଯାଏ କିନ୍ତୁ ବିପ୍ଳବ ମରେ ନାହିଁଁ । ସମୟର ସଵୁ ପ୍ରତିକୂଳ ପରିସ୍ଥିତିକୁ ଅତିକ୍ରମ କରି ଯିଏ ସଵୁ ମଣିଷର ହୃଦୟରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରେ ସେ ହିଁ […]

ବିଦ୍ୟାଳୟ ଭିତ୍ତିକ ମାନନିର୍ଦ୍ଧାରଣ ତାଲିମ ଉଦଯାପିତ

8 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧବଳେଶ୍ଵର ନୋଡାଲ ଉପ୍ରା ବିଦ୍ୟାଳୟରେ ତିନିଦିନ ଧରି ବିଦ୍ୟାଳୟ ଭିତ୍ତିକ ମାନନିର୍ଦ୍ଧାରଣ ତାଲିମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇ, ପଟ୍ଟାମୁଣ୍ଡାଇ ବି. […]

ପଟ୍ଟାମୁଣ୍ଡାଇ ବ୍ଳକରେ ମିଳିତ ଜନଶୁଣାଣୀ ଶିବିର,୮୨ ଅଭିଯୋଗ ଉପରେ କାର୍ଯାନୁଷ୍ଠାନ ନିର୍ଦେଶ

8 January 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ବ୍ଳକ ସମ୍ମିଳନୀ କକ୍ଷରେ ଜିଲ୍ଲାପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ ଋତୁରାଜ, ଏସ ପି ସନ୍ଦୀପ ସମ୍ପଦ ମଦକର, ପଟ୍ଟାମୁଣ୍ଡାଇ […]

ବ୍ୟବସାୟଙ୍କ ବାଇକ ଲୁଟ୍ ମାମଲା, ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ

8 January 2024 kanika odisha 0

ପଟ୍ଟାମୁଣ୍ଡାଇ ବଜାରରୁ ଜଣେ ବ୍ୟବସାୟଙ୍କ ବାଇକ ଲୁଟ୍ ମାମଲାରେ ପଟ୍ଟାମୁଣ୍ଡାଇ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସମିକ୍ଷା ମହାନ୍ତି ଆସାମୀ ଦୀପକ ସେଠୀଙ୍କୁ ୨ ବର୍ଷ ଦଣ୍ଡାଦେଶ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ, […]

No Image

ଉଲ୍ଲାସ ନାଟ୍ୟ ଉତ୍ସବ ଉଦଯାପିତ ସାମାଜିକ ପରିବର୍ତନ କ୍ଷେତ୍ରରେ ନାଟକର ଭୂମିକା ଗୁରୁତ୍ୱପୂର୍ଣ୍ଣ

8 January 2024 kanika odisha 0

ସାମାଜିକ ପରିବର୍ତନ କ୍ଷେତ୍ରରେ ମଞ୍ଚ ନାଟକର ଗୁରୁତ୍ୱପୂର୍ଣ୍ଣ ରହିଛି ବୋଲି ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସାଂସ୍କୃତିକ ଓ ସମାଜକଲ୍ୟାଣ ପରିଷଦ ଉଲ୍ଲାସ ପକ୍ଷରୁ ପଟ୍ଟାମୁଣ୍ଡାଇ ଯଜ୍ଞ ପଡିଆ ଠାରେ ତିନି ଦିନ ବ୍ୟାପି ଆୟୋଜିତ […]

ପଟ୍ଟାମୁଣ୍ଡାଇ ପୌରାଂଚଳରେ ଅର୍ପଣ ରଥ ପରିକ୍ରମା ଶୁଭାରମ୍ଭ , ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଲା ଅଂଚଳ

8 January 2024 kanika odisha 0

ଆସନ୍ତା ୧୭ ତାରିଖରେ ଶ୍ରୀକ୍ଷେତ୍ର ପୁରୀରେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଭବ୍ୟ ଓ ସଦୃଶ୍ୟ ପରିକ୍ରମା ପ୍ରକଳ୍ପ ଉଦଘାଟିତ ହେବାକୁ ଯାଉଛି । ଏହି ମହାର୍ଘ୍ୟ କାର୍ଯ୍ୟକ୍ରମରେ କୋଟି କୋଟି ଜଗନ୍ନାଥ ପ୍ରେମୀ ଓ […]

ପ୍ରାକ୍ତନ ଚିକିତ୍ସକ ଶତ୍ରୁଘ୍ନ ନାଥଶର୍ମାଙ୍କ ପରଲୋକ

7 January 2024 kanika odisha 0

ପଟ୍ଟାମୁଣ୍ଡାଇ ଧୋୟା ଅଂଚଳର ବିଶିଷ୍ଟ ସମାଜସେବୀ ପ୍ରାକ୍ତନ ଚିକିତ୍ସକ ତରଡ଼ିପାଳ ଗ୍ରାମର ଶତ୍ରୁଘ୍ନ ନାଥଶର୍ମାଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା । ତାଙ୍କ ପତ୍ନୀ ସୁଶୀଳା ନାଥଶର୍ମା […]

ପଟ୍ଟାମୁଣ୍ଡାଇ କଲେଜ ପକ୍ଷରୁ ସହାୟତା

7 January 2024 kanika odisha 0

ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ନିର୍ଦେଶକ୍ରମେ କଲେଜ ରେଡକ୍ରସ ଓ ଏନ ଏସ ଏସ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । କଲେଜ ରେଡକ୍ରସ ଅଧିକାରୀ ଅଧ୍ୟାପକ ସରୋଜକାନ୍ତ ନାୟକ ଓ […]

ମାଟିଆପଡା ହାଇସ୍କୁଲରେ ରେଡକ୍ରସ ଅଭିମୁଖୀକରଣ କାର୍ଯ୍ୟକ୍ରମ

7 January 2024 kanika odisha 0

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମାଟିଆପଡା ହାଇସ୍କୁଲରେ ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକ ଜୁନିଅର ରେଡକ୍ରସ ପକ୍ଷରୁ ମିଳିତ ଭାବେ ଅଭିମୁଖୀକରଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ପ୍ରଧାନଶିକ୍ଷକ ମନୋଜ କୁମାର ଶତପଥୀଙ୍କ ପୌରହିତ୍ୟରେ ଆୟୋଜିତ […]