କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦ ଆସନ୍ତା ୩୧ ତାରିଖରେ ସ୍ୱାୟତ ଶାସନ ଦିବସ ପାଳିବ । ଏହି ଦିବସକୁ ଦୃଷ୍ଟିରେ ରଖି ବିଧାୟକ, ପ୍ରଶାସନିକ ଅଧିକାରୀ ପଟ୍ଟାମୁଣ୍ଡାଇ ପୌରାଅଂଚଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏ ନେଇ ପୌର ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି । ହେଲେ ୪ବର୍ଷ ତଳେ ଶିଳାନ୍ୟାସ ହୋଇଥିବା ପ୍ରକଳ୍ପରୁ ୨ରୁ ୩ଟି କାର୍ଯ୍ୟ ସମ୍ପୁଣ୍ଣ୍‌ର୍ ହୋଇଥିବା ବେଳେ କେତେକ ଅଧାପଡିଛି […]

କେନ୍ଦ୍ରାପଡ଼ା,୨୨ା୮ : ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ରୋଗୀ ଓ ଅନ୍ୟ ଜଣେ ଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଡଃ. ଦେବେନ୍ଦ୍ର କୁମାର ଦାସଙ୍କ ପରାମର୍ଶ କ୍ରମେ କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ଚଢେଇଗୁଆଁ ପାଟଣା ଗ୍ରାମର କର୍କଟ ରୋଗରେ ଆକ୍ରାନ୍ତ ନିର୍ମଳ କୁମାର ସ୍ୱାଇଁଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ଡେରାବିଶ ବ୍ଲକର ପବିତ୍ରପଡା […]

କେନ୍ଦ୍ରାପଡ଼ା,୨୨ା୮ : ଜିଲ୍ଲା ପ୍ରତିଭା ପୂଜା ସଂସଦ, କେନ୍ଦ୍ରାପଡା ପକ୍ଷରୁ ପୂଜ୍ୟପୂଜାର ସ୍ମୃତିକୁ ସଂରକ୍ଷଣ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି । କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଥିବା ପୁରାତନ ସ୍ମୃତି ଫଳକର ରକ୍ଷଣାବେକ୍ଷଣ କରାଯିବାର ଆବଶ୍ୟକତାକୁ ଉପଲବ୍ଧି କରିବା ପରେ ସଂସଦ ପକ୍ଷରୁ ପ୍ରଥମ ଦଫାରେ ପତ୍ରପୁର ପୋଲର ଉଭୟ ପାଶ୍ୱର୍ରେ ଲାଗିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ପୂର୍ବତନ ମନ୍ତ୍ରୀ ଶରତ କୁମାର […]

କେନ୍ଦ୍ରାପଡ଼ା, ୨୨ା୮: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଦାସଙ୍କର ଆଜି ସକାଳ ୬.୪୦ ମିନିଟ୍ ସମୟରେ ପରଲୋକ ହୋଇଯାଇଛି । ଏସ୍‌ସିବି ମେଡିକାଲରେ ଚିକିତ୍ସାଧିନ ଥିବା ଅବସ୍ଥାରେ ସେ ଇହଲୀଳା ସମ୍ବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା । ମୃତ୍ୟୁଶଯ୍ୟା ନିକଟରେ ପୁତ୍ର ପଂଚାନନ, ପୁତ୍ରବଧୂ, ଓ ନାତି ପ୍ରମୁଖ ଉପସ୍ଥିତ ଥିଲେ । ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କ କିଡ୍‌ନୀ ଓ ଫୁସଫୁସ୍‌ରେ ସଂକ୍ରମଣ […]

କେନ୍ଦ୍ରାପଡା, ୨୨ା୮ – କେନ୍ଦ୍ରାପଡା ଜିଲ୍ଲାର ସର୍ବ ପ୍ରାଚୀନ ସଂଗୀତ ଅନୁଷ୍ଠାନ ଗୋକୁଳ ଚନ୍ଦ୍ର ସଂଗୀତ ସଦନର ବାର୍ଷିକ ସାଧାରଣ ପରିଷଦ ବୈଠକ ସଭାପତି ଅମ୍ବିକା ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି । ବୈଠକ ଆରମ୍ଭରେ ସମ୍ପାଦକ ଉମାକାନ୍ତ ଜେନା ବିଗତ ସାଧାରଣ ପରିଷଦ ବୈଠକର ବିବରଣୀ ପାଠ କରିଥିଲେ ଏବଂ ଏହା ସର୍ବ ସମ୍ମତିକ୍ରମେ ଗୃହୀତ ହୋଇଥିଲା । ଏହାପରେ କାର୍ଯ୍ୟସୂଚୀ ଅନୁଯାୟୀ ସଭାପତି ଶ୍ରୀଦାସ […]

କେନ୍ଦ୍ରାପଡା ୨୨/୮: ଜିଲାପାଳଙ୍କ କାର୍ଯ୍ୟାଯାଳୟ ପରିସରରେ ସାମ୍ବାଦିକ ମାନଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି । ଜିଲ୍ଲାର ସାମ୍ବାଦିକ ମାନେ ଏନେଇ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଲିଖିତ ଭାବେ ଅଭିଯୋଗ କରିବା ସହ ଆଲୋଚନା କରିଛନ୍ତି । ଅଭିଯୋଗ ଅନୁଯାୟୀ ମହାକାଳପଡ଼ା ଥାନା ଅନ୍ତର୍ଗତ ଓଳିଆ ଗ୍ରାମର ଭୀମସେନ୍ ସେଠି ନାମକ ଜଣେ ବ୍ୟକ୍ତି ଜିଲାପାଳଙ୍କ କାର୍ଯ୍‌ଯାଳୟରେ ନିୟମିତ […]

ପଟ୍ଟାମୁଣ୍ଡାଇ ୨୨-୮*—ସର୍ବଗୁଣ ସମ୍ପନ୍ନ ବ୍ୟକ୍ତିମାନେ ସାମ୍ବିଧାନିକ ପଦବୀ ମଣ୍ଡନ କଲେ ଭାରତବର୍ଷର ଗୌରବ ଓ ଗାରିମା ଅକ୍ଷୁର୍ଣ୍ଣ ରହିବ ବୋଲି ବିଶିଷ୍ଟ ଶିକ୍ଷାବିତ ସୁନାମଣି ଦାଶ ପ୍ରକାଶ କରିଛନ୍ତି । ଏକ ପ୍ରେସ ବିବୃତିରେ ଶ୍ରୀ ଦାଶ କହିଛନ୍ତି ବିଶ୍ୱ ଗଣତନ୍ତ୍ରର ଶ୍ରେଷ୍ଠ ନିଦର୍ଶନ ଭାରତବର୍ଷର ସାମ୍ବିଧାନିକ ବ୍ୟବସ୍ଥାରେ ଅଧୋଗତି ଦେଖାଦେଇଛି । ବହୁ ଅଯୋଗ୍ୟ ଲୋକ ଅର୍ଥବଳ ଓ ବାହୁବଳ ପ୍ରୟୋଗ କରି ସାଂସଦ, ବିଧାୟକ ଆଦି ବିଭିନ୍ନ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସାମାଜିକ ସୁରକ୍ଷା ଯୋଜନାରେ ମଧୁ ପେନସନ ବଂଟନ କାର୍ଯ୍ୟକ୍ରମ ୭ଦିନ ବ୍ୟାପି ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭାଂଶୁ ସାହୁଙ୍କ ପୌରାହିତ୍ୟରେ ବ୍ଲକ ସମ୍ମିଳନୀ କକ୍ଷରେ ଆୟୋଜିତ ଭତ। ବଂଟନ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସମାଜରେ ଅବହେଳିତ ଅବସ୍ଥାରେ ଥିବା ଅସହାୟ ବୃଦ୍ଧ ବୃଦ୍ଧା, ବିଧବା, ଅକର୍ମଣ୍ୟମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦେବା ପାଇଁ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଉତିକଣ ଭେଡା କଖାରୁଣୀ ପାଟରେ  ଲଘୁଚାପ ପ୍ରଭାବ ଓ କେନାଲ ପାଣି ଉପରକୁ ମୁଣ୍ଡକୁ ନ ଚଢି ଜମାଟ ହୋଇ ଧାନ ଗଛ ଉଚ୍ଚରେ ଜମିରେ ଲହଡି ମାରୁଛି । ଯାହା ଫଳରେ ଚାଷ ଜମିରୁ ବର୍ଷାପାଣି ନିଷ୍କାସିତ ହୋଇ ନପାରି ସବୁଜ ଶ୍ୟାମଳ ଦିଶୁଥିବା କ୍ଷେତ ଆଜି ପୋଖାରୀର ଭ୍ରମ ସୃଷ୍ଟି କରୁଛି ।  ଏ  ନେଇ ଚାଷୀକୃଳ ମଧ୍ୟରେ ଅସନ୍ତୋଷ ପ୍ରକାଶ […]

କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଳକ ଦେଉଳପଡ଼ା ଠାରେ ଭତା ବଂଟନ ମେଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜଗଡ଼, ଅଳାଇଲୋ, ଦେଉଳପଡ଼ା, ବଳିପାଳ, ବିଜୟନଗର, ବଢ଼ିହ ୬ ଗୋଟି ପଂଚାୟତର ବିଭିନ୍ନ ବର୍ଗର ହିତାଧିକାରୀମାନଙ୍କୁ ମଧୁବାବୁ ପେନ୍‌ସନ୍ ଯୋଜନାରେ ଭତା ବଂଟନ କରାଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ମହାକାଳପଡ଼ା ବିଧାୟକ ତଥା ଉଚ୍ଚଶିକ୍ଷାମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇ ନିଜ ବକ୍ତବ୍ୟରେ କହିଥିଲେ ଓଡ଼ିଶାରେ ପୁଣି ମୁଖ୍ୟମନ୍ତ୍ରୀ ହେବେ […]

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ଶିବିରରେ ୧୯୬ଟି ଅଭିଯୋଗର ଶୁଣାଣୀ କରାଯାଇଥିଲା । ସେଥିମଧ୍ୟରୁ ୧୯୦ଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିବା ବେଳେ ୬ଟି ସାମୁହିକ ଅଭିଯୋଗ ହୋଇଛି । ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ , ଉପଜିଲ୍ଲାପାଳ ନିରଂଜନ ବେହେରା, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର ପଣ୍ଡା, […]

କେନ୍ଦ୍ରାପଡା,୨୧ା୮; ଭିତରକନିକା ଜାତୀୟ ଉଦ୍ୟାନରୁ ଗରାଣି ଓ ବାତରା ଗଛକୁ କାଟି ଗାଡିରେ ବାହାରକୁ ଚୋରା ଚାଲାଣ କରୁଥିବା ବେଳେ ଗାଡି ଜବତ ହେବା ସହ ଜଣେ ଗିରଫ ହୋଇଛି । ଏହି ଘଟଣାର ମୁଖ୍ୟ ଆସାମୀକୁ ପୋଲିସ କିମ୍ବା ବନବିଭାଗ ଧରିପାରିନାହିଁ । ସେ ଫେରାର ହୋଇଯାଇଛନ୍ତି । ଯାହାକୁ ରବିବାର ରାତି ପ୍ରାୟ ସାଢେ ୮ଟା ସମୟରେ ତାଳଚୁଆ ସାମୁଦ୍ରିକ ଥାନା ପୋଲିସ ଧରି ଥାନାକୁ ନେଇଥିଲା […]

କେନ୍ଦ୍ରାପଡା ୨୧/୦୮- ଅଖିଳ ଭାରତ କୃଷକ ସଭା (ଇଓକଝ) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ତୁରନ୍ତ ଜିଲ୍ଲାରେ ଏକ ବୃହତ ଶୀତଳ ଭଣ୍ଡାର ପ୍ରତିଷ୍ଠା କରିବା ଦାବୀକୁ ନେଇ ଏକ ଦାବୀପତ୍ର ଜିଲ୍ଲାପାଳଙ୍କ ପକ୍ଷରୁ ଅତିରିକ୍ତ ଜିଲ୍ଲା (ରାଜସ୍ୱ)ଶ୍ରୀଯୁକ୍ତ ନିଲୁ ମହାପାତ୍ରଙ୍କୁ ଚାଷୀ ନେତା ରମଣୀରଂଜନ ରାଉତରାୟ ଡେରାବିଶ ବ୍ଳକର ସଂପାଦକ ସାଥି କୁବେର ସାହୁ, ଜିଲ୍ଲା ଉପ ସଭାପତି ସାଥି ଦାମୋଦର ମଳିକ, ସାଥି ପ୍ରମୋଦ ରାଉତ ପ୍ରମୁଖ […]

  କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ବିବାହ କରାଇଲା ଜଣେ ଦୃଷ୍ଟି ବାଧିତଙ୍କୁ ଜଣେ ଦୃଷ୍ଟିଶକ୍ତି ଥିବା ଝିଅ ସହ କେନ୍ଦ୍ରାପଡା ୨୧/୮- ସାଧାରଣତ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କୁ କେହି ସହଜରେ ବିବାହ କରିବାକୁ ଇଚ୍ଛା ପ୍ରକାଶ କରନ୍ତି ନାହିଁ । ଏଥିରେ ପରିବର୍ତନ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ସାଧାରଣ ବ୍ୟକ୍ତି ବିବାହକଲେ ପ୍ରୋତ୍ସାହନ ଅର୍ଥ ରାଶି ପ୍ରଦାନ କରିବା ଯୋଜନା ଏହା ୨୦୧୪ ମସିହାରୁ […]

ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଏହି ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଧୋୟାଂଚଳର ଅଣ୍ଢରା ଗ୍ରାମରେ । ମୃତକଙ୍କ ହେଲେ କୀର୍ତନ ମଲ୍ଲିକଙ୍କ ପତ୍ନୀ ଜାନକୀ ମଲ୍ଲିକ । ଗତ ରବିବାର ସନ୍ଧ୍ୟାରେ ପାଖ ପଡୋଶୀ ଘରୁ ଫେରିବା ସମୟରେ ପିଣ୍ଡା ମୂଳରେ ଛକିଥିବା ବିଷଧର ସାପଟି କାମୁଡି ଦେଇଥିଲା । ପରିବାର ଲୋକେ ତାଙ୍କୁ ପ୍ରଥମେ ଅଣ୍ଢରା ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଥିଲେ । […]

  କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ସମବାୟ ସମିତି ମାଧ୍ୟମରେ ସାର ଯୋଗାଣ ସମ୍ପୂର୍ଣ୍ଣ ଫେଲ୍ ମାରିଛି । ପଟ୍ଟାମୁଣ୍ଡାଇ ଅଂଚଳରେ ଥିବା ୧୬ଟି ସମବାୟ ସମିତି ସାର ଉଠାଇ ନ ଥିବାବେଳେ ଚାଷୀମାନେ ଅସୁବିଧା ଭୋଗ କରୁଛନ୍ତି । ଚଳିତ ଖରିଫ ଋତୁରେ ବ୍ଲକର ୩୧ ପଂଚାୟତରେ ୧୧,୩୦୦ ହେକ୍ଟର ଜମିରେ ଖରିଫ ଧାନ ଫସଲ ହେଉଛି । ସେଥିମଧ୍ୟରୁ ଏ ଯାବତ ୬ ହଜାର ହେକ୍ଟର ଜମିରେ […]

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବନଖଣ୍ଡ ଅନ୍ତର୍ଗତ ନଦୀନାଳରେ କୁମ୍ଭୀର ଉପଦ୍ରବ ଯୋଗୁଁ ନିରୀହ ଲୋକଙ୍କ ଜୀବନ ଚାଲି ଯାଉଛି । ନଦୀକୂଳିଆ ଗାଁଗୁଡିକର ଲୋକମାନେ ନଦୀରେ ବ୍ୟବହାର କରିବା ପାଇଁ ବନବିଭାଗ ପକ୍ଷରୁ ଗାଧୁଆତୁଠର ସୁରକ୍ଷା ବାଡଗୁଡିକ ଅସୁରକ୍ଷିତ ହୋଇପଡିଥିବା ଅଭିଯୋଗ ହୋଇଆସୁଥିଲା । ଏହାର ରକ୍ଷଣାବେକ୍ଷଣ କରାଯାଉନଥିବାରୁ କୁମ୍ଭୀର ଆକ୍ରମଣରେ ନଦୀକୂଳିଆ ଗାଁଗୁଡିକର ଧନଜୀବନ ନଷ୍ଟ ହେଉଥିବା ଅଭିଯୋଗ ହୋଇଥିଲା । ଏନେଇ ମୁଖ୍ୟ ବନସଂରକ୍ଷକ ଓଡିଶାର ଏସ […]

ଉତ୍ତରକାଶୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଉତ୍ତରକାଶୀର ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନୀ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବସରେ ୩୫ ଜଣ ତୀର୍ଥଯାତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୭ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣାରେ ୨୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏହି ସମସ୍ତ ଯାତ୍ରୀ ଗୁଜରାଟର ବୋଲି କୁହାଯାଉଛି । […]

କେନ୍ଦ୍ରାପଡ଼ା  ପୂର୍ବତନ ସୈନିକ ସଂଘ ତରପରୁ ପୂର୍ବତନ ସୈନିକ ମାନେ ତିନିମୁହାଣୀ ସ୍ଥିତ ସହୀଦ ସ୍ତମ୍ଭରେ ଦୀପ ପ୍ରଜ୍ୱଳନ କରି ଲଦାଖ ଠାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୯ ଜଣ ସହୀଦ ଯବାନଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାଥନା କରିଥିଲା । ଏହି ଦୁର୍ଘଟଣାରେ ଆହତ ହୋଇଥିବା ଯବାନଙ୍କ ପାଇଁ ଆସୁ ଆରୋଗ୍ୟ କାମନା କରାଯାଇଥିଲା । ସହୀଦ ପରିବାର ସଦସ୍ୟ ମାନଙ୍କୁ ଏହି ଦୁଖଦଃ ସମୟରେ ପରିବାରଙ୍କୁ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ  ସିପିଆଇ(ଏମ)ନେତା ବାବାଜୀ ପରିଡାଙ୍କର ରବିବାର ଭୋର ୬ ଟାରେ ପରଲୋକ ଘଟିଛି । ସେ ଦିର୍ଘଦିନ ଧରି ଲିଭର ସୋରିଆସିସ୍ ରୋଗରେ ପିଡୀତ ହୋଇ କଟକ ଏସସିବି ବଡ ହସ୍ପିଟାଲରେ ଚିକିତ୍ସାଧିନ ଥିବା ବେଳେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ସେ କେନ୍ଦ୍ରାପଡା ଜିଲ୍ଲା ଓ ପଟ୍ଟାମୁଣ୍ଡାଇ ଅଂଚଳରେ ସିପିଆଇ ଏମ୍ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର-ଶାସନ ନୋଡାଲ ଉଚ୍ଚବିଦ୍ୟାଳୟର ୯ମ ଓ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନୈତିକ ମୂଲ୍ୟବୋଧ ସୃଷ୍ଟି କରିବା ପାଇଁ ଗୀତା ଆଧାରିତ ନୈତିକ ଶିକ୍ଷା ଓ ସଚେତନତା ପାଇଁ ଏକ ସଭା ଆୟୋଜନ କରାଯାଇଥିଲା । ପ୍ରଧାନଶିକ୍ଷୟତ୍ରୀ ଭାର୍ଗବୀ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ସଚେତନତା ସଭାରେ ମୋ ସ୍କୁଲ ଅଭିଯାନ କମିଟି ଅଧକ୍ଷ ପ୍ରାଧ୍ୟାପକ ରବୀନ୍ଦ୍ର କୁମାର ପଣ୍ଡା,ଉପାଧ୍ୟକ୍ଷ ପ୍ରେମାନନ୍ଦ ପଣ୍ଡା,ସଂଯୋଜକ ତପନ କୁମାର […]

ଠିକାଦାର ଓ ଯନ୍ତ୍ରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁଁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୂର୍ତ ବିଭାଗ ଦ୍ୱାରା ବିଭିନ୍ନ ରାସ୍ତା, କୋଠାବାଡି, ସ୍କୁଲ କୋଠା ନିର୍ମାଣ କାର୍ଯ୍ୟ ଓ ମରାମତିରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ଅଭିଯୋଗ ହୋଇଆସୁଛି । ବାରମ୍ବାର ଅଭିଯୋଗ ସତ୍ୱେ ବିଭାଗୀୟ ଉଚ୍ଚ କର୍ତୃପକ୍ଷ କୌଣସି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରୁନଥିବାରୁ ନିର୍ମାଣ କାର୍ଯ୍ୟରେ ଦିନକୁ ଦିନ ଅଧିକ ଦୁର୍ନୀତି ଓ ଅନିୟମିତତା ବୃଦ୍ଧି ପାଇବାରେ ଲାଗିଛି […]

ରାଷ୍ଟ୍ରପତି, କେନ୍ଦ୍ରସଂସଦୀୟ ମନ୍ତ୍ରୀ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦର ଦାବୀପତ୍ର ପଟ୍ଟାମୁଣ୍ଡାଇ ; ବିଭିନ୍ନ କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରଦର୍ଶନ କରି ପଟ୍ଟାମୁଣ୍ଡାଇ ଅଂଚଳ ସମଗ୍ର ବିଶ୍ୱରେ ଉପସ୍ଥିତି ଜାହିର କରିବାରେ ସଫଳ ହୋଇଛି । ରାଜ୍ୟ ରାଜନୀତିକୁ ନିୟଂତ୍ରଣ କରିଆସୁଥିବା କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରମୁଖ ଅଙ୍ଗ ଭାବେ ପଟ୍ଟାମୁଣ୍ଡାଇ ( ସଂ ) ବିଧାନସଭା ଆସନ ଓଡିଶାର ରାଜନୈତିକ ମାନଚିତ୍ରରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଆସିଛି । […]

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବୋଧଗାଁ ଗ୍ରାମର ଅଧିବାସୀମାନେ ଶ୍ରୀ ଶ୍ରୀ ପାଗଳାବାବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ମିଳିଥିବା ୫-ଟି ଅନୁଦାନକୁ ଆତ୍ମସାତ୍ ଉଦ୍ୟମ ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି । ପ୍ରକାଶ ଥାଉ କି ଏହି ବିଦ୍ୟାଳୟ (ମଡେଲ) ଉନ୍ନତମାନର ଗୃହ ନିର୍ମାଣ ପାଇଁ ୫-ଟି ଶିକ୍ଷା ଯୋଜନାରେ ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି । ବେନିୟମ ଭାବେ ଗ୍ରାମର ଜଣେ ସରକାରୀ ଦଳର […]