କେନ୍ଦ୍ରାପଡ଼ା,୬ା୧୦ : କେନ୍ଦ୍ରାପଡା ରସାବଳିକୁ ଜି.ଆଇ. ଟ୍ୟାଗ ମାନ୍ୟତା ମିଳିଥିବାରୁ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ରସାବଳି ଉତ୍ସବ ଅନୁଷ୍ଠିିତ ହୋଇଯାଇଛି । ଏହି ଉପଲକ୍ଷେ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଆଶ୍ରମର ମନ୍ଦିରରେ ଥିବା ଶ୍ରୀଜୀଉମାନଙ୍କୁ, ସ୍ୱାମୀ ଶିବାନନ୍ଦ ସରସ୍ୱତୀ ଓ ଚିଦାନନ୍ଦ ସରସ୍ୱତୀଙ୍କୁ ରସାବଳି ଭୋଗ ଅର୍ପଣ କରାଯାଇଥିଲା । ଏଥିସହିତ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ମଧ୍ୟ ରସାବଳି ଭୋଗ […]

କେନ୍ଦ୍ରାପଡ଼ା, ୬ା୧୦ : କେନ୍ଦ୍ରାପଡା ରସାବଳିକୁ ଜି.ଆଇ.ଟ୍ୟାଗ ମାନ୍ୟତା ମିଳିବା ପରେ ଏହାର ଆବେଦନକାରୀ କେନ୍ଦ୍ରାପଡ଼ା ରସାବଳୀ ମିଷ୍ଟାନ୍ନ ନିର୍ମାତା ସଂଘର କର୍ମକର୍ତ୍ତାମାନଙ୍କୁୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଆଜି ଗରାପୁରସ୍ଥିତ ତାଙ୍କ ଆବାସିକ କାର୍ଯ୍ୟାଳୟରେ ଭେଟି ଅଭିନନ୍ଦନ ଜଣାଇଛନ୍ତି । ଏହା ଆମ କେନ୍ଦ୍ରାପଡ଼ା ପାଇଁ ଏକ ବିଶେଷ ଗୌରବର ବିଷୟ ବୋଲି ଜିଲ୍ଲାପାଳ ଅଭିବ୍ୟକ୍ତ କରି ଖୁବ୍ ଶିଘ୍ର ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରମାଣପତ୍ର ପ୍ରଦାନ ଉତ୍ସବ ଅନୁଷ୍ଠିତ […]

କେନ୍ଦ୍ରାପଡ଼ା, ୬ା୧୦ : ଜନସାଧାରଣଙ୍କୁ ବିନା ମୂଲ୍ୟରେ ଆଇନ ସେବା ଯୋଗାଇଦେବା ଲକ୍ଷ୍ୟରେ ଆସନ୍ତା ଅକ୍ଟୋବର ମାସ ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ଜିଲ୍ଲା ସ୍ତରୀୟ ଲୋକ ଅଦାଲତ । ଏହି ଜିଲ୍ଲା ସ୍ତରୀୟ ଲୋକ ଅଦାଲତ କେନ୍ଦ୍ରାପଡା କୋର୍ଟ ସମେତ ଏହାର ନିକଟବର୍ତ୍ତୀ ପଟ୍ଟାମୁଣ୍ଡାଇ, ଆଳି ଓ ରାଜନଗର କୋର୍ଟ ପରିସରରେ ଅନୁଷ୍ଠିତ ହେବ । ତେଣୁ ଏହି ଲୋକ ଅଦାଲତରେ ଅସହାୟ ଗରିବ ଲୋକଙ୍କୁ ବିନା […]

କେନ୍ଦ୍ରାପଡ଼ା,୬ା୧୦: ରାଜ୍ୟର ପୁରାତନ ସାସ୍କୃତିକ ଅନୁଷ୍ଠାନ ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ଏକ ପ୍ରସ୍ତୁତି ବୈଠକ ଗରାପୁର ଡାକବଙ୍ଗଳାରେ ଅନୁଷ୍ଠିତ ହୋଇଯାଇଛି । ସମିତିର ସଭାପତି ଚିନ୍ମୟ ପ୍ରସାଦ ବେହୁରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଚଳିତ ବର୍ଷ ବୋଇତ ବନ୍ଦାଣ ଉତ୍ସବ କିପରି ସରସ ସୁନ୍ଦର ଓ ଆକର୍ଷଣୀୟ ଭାବେ ଅନୁଷ୍ଠିତ ହେବ ସେ ସମ୍ପର୍କରେ ଉପସ୍ଥିତ ସଭ୍ୟ/ସଭ୍ୟାମାନେ ସବିଶେଷ ଆଲୋଚନା କରିଥିଲେ । ଆସନ୍ତା […]

କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଭରତପୁର ଗ୍ରାମ ପଞ୍ଚାୟତର ଖଣ୍ଡିଆ ବନ୍ଧ ଗ୍ରାମରେ ଭୟଙ୍କର ବାଣ ବିଷ୍ପୋରଣରେ ଏକ କାର ଜଳିଯାଇଥିବା ବେଳେ କାରଚାଳକ ଜଣଙ୍କ ଗୁରୁତ୍ତର ଅବସ୍ଥାରେ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଖଣ୍ଡିଆବନ୍ଧ(ଭରତପୁର) ଗ୍ରାମର ସନାତନ ସାମଲଙ୍କ ପୁଅ ଡାକ୍ତର ସୁଧିର କୁମାର ସାମଲ ଘରୁ ବାହାରି ନିଜ କାରରେ ଖଣ୍ଡିଆବନ୍ଧ ଗ୍ରାମ୍ୟ ରାସ୍ତାରେ କଟକ ଯାଉଥିବା ବେଳେ ଖଣ୍ଡିଆବନ୍ଧ […]

ପଟ୍ଟାମୁଣ୍ଡାଇ ବାବା ସାହେବ ଆମ୍ବେଦକର ଦଳିତ ଜାତି ସଂଘ ପକ୍ଷରୁ ବିଭିନ୍ନ ଦାବୀ ନେଇ ସହର ପରିକ୍ରମା କରାଯିବା ସହିତ ତହସିଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲରେ ଆବଶ୍ୟକ ଡାକ୍ତର ନିଯୁକ୍ତ କରିବା, କେନ୍ଦ୍ରାପଡ଼ାରେ ମେଡିକାଲ କଲେଜ ପ୍ରତିଷ୍ଠା କରିବା, ଆସନ୍ତା ୨୦୨୬ରେ ପୁନଃରାୟ ସୀମା ପୁନଃନିର୍ଧାରଣ ସହ ବିଧାନସଭା ଓ ଲୋକସଭା ଆସନ ପୁନଃର୍ଗଠନ କରାଯାଉଥିବାରୁ ପୁନଃରାୟ ପଟ୍ଟାମୁଣ୍ଡାଇ (ସଂ )ଆସନ ପ୍ରତିଷ୍ଠା […]

ପଟ୍ଟାମୁଣ୍ଡାଇ ପୋଲିସ ଗତକାଲି ରାତିରେ ଜବତ କରିଥିବା ଗୋମାଂସ ହାଡ଼-ଚମଡା ବୋଝେଇ ଟ୍ରକ ମାମଲାର ବିଧିବଦ୍ଧ ତଦନ୍ତ କରି ଆଜି ଏକ ମୋକଦମା ରୁଜୁ କରିବା ସହିତ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ପ୍ରକାଶ ଯେ ଗତକାଲି ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସ ବାଇ ପାସ ଛକରୁ ରାତି ପ୍ରାୟ ୯.୩୦ ମିନିଟ ସମୟରେ ସନ୍ଦେହଜନକ ଅବସ୍ଥାରେ ଯାଉଥିବା ଏକ ଗୋରୁ ମାଂସ […]

ଭୂବନେଶ୍ୱର, ୪ା୧୦–  ଆପଣ ଜାଣି ବିଶ୍ମିତ ହେବେ କି ୪୨ବର୍ଷ ଧରି ସ୍କୁଲ ଛାଡି ଥିବା ବୟବୃଦ୍ଧ ଛାତ୍ର ଛାତ୍ରୀ ମାନେ ଏବେ ସେମାନେ ଏକାଠି ହୋଇଛନ୍ତି । କିଏ କିଏ ସରକାରୀ ବାକିରୀରୁ ଅବସର ନେବାକୁ ବସିଲେଣି ତ କିଏ ଡାକ୍ତର ତ କିଏ ଇଞ୍ଜିନିୟର ଆଉ କିଏ ସରକାରଙ୍କର ବରିଷ୍ଠ ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ମୁଣ୍ଡ ଓ ନିସରେ ପାଚିଲା ଚୁଟିକୁ ଦେଖିଲେ ବାରି […]

ସମଗ୍ର କେନ୍ଦ୍ରାପଡ଼ା ଜିଲ୍ଲାବାସୀଙ୍କ ହୃଦୟର ଆରାଧ୍ୟ ଦେବତା ପ୍ରଭୁ ସିଦ୍ଧ ବଳଦେବଜୀଉଙ୍କ ପ୍ରିୟ ଭୋଗ ରସାବଳୀକୁ ଜିଆଇ ମାନ୍ୟତା ମିଳିଛି । ଯାହାଫଳରେ ଦୀର୍ଘ ୭୦୦ବର୍ଷର ମହାନ ପରମ୍ପରା ଓ ସଂସ୍କୃତିର ବିଜୟ ହୋଇଛି । ଏହି ଖବର ମିଳିବା ପରେ ଜିଲ୍ଲା ବ୍ୟାପି ଆନନ୍ଦ ଉଲ୍ଲାସ ପ୍ରକାଶ ପାଇଛି । ଏହି ମହାନ ପରମ୍ପରା ବିଜୟ ସହ ପ୍ରଭୁ ସିଦ୍ଧ ବଳଦେବଜୀଉଙ୍କ ଲକ୍ଷ ଲକ୍ଷ ଭକ୍ତଙ୍କ ଭାବାବେଗର ବିଜୟ […]

କେନ୍ଦ୍ରାପଡ଼ା, ୪ା୧୦ : ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଧେଶକ୍ରମେ କେନ୍ଦ୍ରାପଡାରେ ଘରେ ଘରେ କଂଗ୍ରେସ, ଘରେ ଘରେ ହାତ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜୋନ୍ ନଂ ୫ ଓ ଜୋନ୍ ନଂ ୭ ର ଏକ ମିଳିତ ପ୍ରସ୍ତୁତି ବୈଠକ ଗରାପୁର କଂଗ୍ରେସ କାର୍ଯ୍ୟାଳୟ ଠାରେ ବ୍ଲକ କଂଗ୍ରେସ ସଭାପତି ଚିତ୍ରସେନ ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ଚଳିତ ଅକ୍ଟୋବର […]

କେନ୍ଦ୍ରାପଡା ରସାବଳିକୁ ଜି.ଆଇ. ଟ୍ୟାଗର ମାନ୍ୟତା ମିଳିବା ପରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥଦାଣ୍ଡରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ମହାପ୍ରଭୁଙ୍କୁ ସମର୍ପିତ ଦିବ୍ୟ ନୈବେଦ୍ୟ ରସାବଳି ପ୍ରସାଦକୁ ମନ୍ଦିର ବେଢାରେ ଓ ରଥଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ବିତରଣ କରିଥିଲେ । ବଳଦେବସେନା ପକ୍ଷରୁ ଆୟୋଜିତ ଏହି ଉତ୍ସବରେ କେନ୍ଦ୍ରାପଡା ରସାବଳି ପୁସ୍ତକର ଲେଖକ ବିଶିଷ୍ଟ ଗବେଷକ ନିରଞ୍ଜନ ମେକାପଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ […]

କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା କମିଟି ବୈଠକ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିୟୋଜନ ଅଧିକାରୀ ଘନଶ୍ୟାମ ସା ଜିଲ୍ଲାରେ ଚାଲୁଥିବା ଦକ୍ଷତା ବିକାଶ କାର୍ଯ୍ୟକ୍ରମ ବିଷୟରେ ତଥ୍ୟ ପ୍ରଦାନ କରିବା ସହିତ କେନ୍ଦ୍ରାପଡା ଜିଲ୍ଲାରେ ‘ନୂଆ ଓଡିଶା’ ସ୍କିମ ମାଧ୍ୟମରେ କିପରି ଶୀଘ୍ର ଦକ୍ଷତା ବିକାଶ ତାଲିମ ପ୍ରଦାନ କରାଯିବ ତା’ଉପରେ ବିଶେଷ ଗୁରୁତ୍ୱ ଦେବାକୁ […]

କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ମଧୁଶାସନ ଗ୍ରାମପଞ୍ଚାୟତରେ ମନରେଗା ଯୋଜନାରେ ୨ଟି ପ୍ରକଳ୍ପ କାର୍ଯ୍ୟରେ ଦୁର୍ନୀତି ହୋଇଥିବାରୁ ସେଥିରେ ସଂପୃକ୍ତ ଗରଦପୁର ବ୍ଲକର ତତ୍କାଳୀନ ସହକାରୀ ଯନ୍ତ୍ରୀ ଅଧୁନା ସମଲ ବ୍ୟାରେଜର ଅଧିକ୍ଷଣ ଯନ୍ତ୍ରୀ ସୁଧିର କୁମାର ବେହେରା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏସ. ବିନୟଲକ୍ଷ୍ମୀ ମଲିକ ଓ ତତ୍କାଳୀନ ସରପଞ୍ଚ ଅରୁଣ କୁମାର ନାୟକଙ୍କ ଠାରୁ ୩ଲକ୍ଷ ୭୦ହଜାର ୮୦୫ଟଙ୍କା ରିକଭରି କରାଯିବା ସହ ସେମାନଙ୍କ ବିରୋଧରେ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାଇପାସ ଛକ ନିକଟରୁ ବୁଧବାର ରାତି ପ୍ରାୟ ସାଢେ ୯ ଟା ବେଳେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସ ଗୋ ମାଂସ ଚମଡା ସନ୍ଦେହରେ ଏକ ଟ୍ରକକୁ ଜବତ କରିବା ସହିତ ୨ ଜଣକୁ ଥାନାରେ ଅଟକ ରଖିଛି । ଏହା କଣ କେଉଁଠୁ ଆସିଲା, କୁଆଡେ ଯାଉଥିଲା ତାହା ତଦନ୍ତ ଚାଲିଛି । ସୂଚନା ଅନୁଯାଇ,  ବୁଧବାର ରାତି ପ୍ରାୟ ସାଢେ ୯ ଟା […]

ପବିତ୍ର ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କ ଜୟନ୍ତୀ ଅବସରରେ ପଟ୍ଟାମୁଣ୍ଡାଇ ଆଂଚଳିକ ଯାଦବ ସଭା ଆନୁକୂଲ୍ୟରେ ଚଉଦକୁଲାଟ ଶ୍ରୀ ରଘୁନାଥଜୀଉ ମନ୍ଦିର ପ୍ରାଙ୍ଗଣରେ ଦୋଳଗୋବିନ୍ଦ ଦାସଙ୍କ ପୌରହିତରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାର ପ୍ରାରମ୍ଭରେ ବରିଷ୍ଠ ସଂଗୀତଜ୍ଞ ସୁଧାଂଶୁ ଶେଖର ଦାସ ଦ୍ୱାରା ସଂଗୀତ ପରିବେଷଣ କରାଯାଇଥିଲା । ଯାଦବ ସଭା ସମ୍ପାଦକ ନବକିଶୋର ଦାସ ବାର୍ଷିକ ବିବରଣୀ ପାଠ କର ିଆଗାମୀ ଦିନରେ ଯାଦବ […]

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଞ୍ଚାୟତର ଦୋବନ୍ଧା ଗ୍ରାମର ଶୁକଦେବ ବ୍ରହ୍ମଚାରୀ ଉପ୍ରା ବିଦ୍ୟାଳୟରେ ‘ସ୍ୱଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକବୃନ୍ଦ, ପରିଚାଳନା କମିଟିର ସଭ୍ୟ/ସଭ୍ୟା ଏକାଠି ହୋଇ ବିଦ୍ୟାଳୟ ପରିସରକୁ ସଫେଇ କରିଥିଲେ । ଏଥିରେ କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀ ପାବନି କୁମାର ରାଉତ ଯୋଗଦେଇ ସମସ୍ତଙ୍କୁ ପରିସ୍କାର ପରିଛନ୍ନ ରହିବାକୁ ପରାମର୍ଶ ଦେବା ସହିତ ଏକ ସ୍ୱଛ […]

ପଟ୍ଟାମୁଣ୍ଡାଇ ତା ୩/୧୦-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସି ଆର ସି ସି ମନୋଜ କୁମାର ମୁଦୁଲିଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇ ମୁଖ୍ୟଅତିଥି, ପୋଖରୀଆପଡା କ୍ଲଷ୍ଟର ସି ଆର ସି ସି ମଳୟ ଜେନା ଓ ପତ୍ରପୁର ହାଇସ୍କୁଲ ପ୍ରଧାନଶିକ୍ଷୟତ୍ରୀ ଆରାଧନା […]

କେନ୍ଦ୍ରାପଡା ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ ସଂସ୍ଥାନର ସଭାଗୃହରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ପୂର୍ବତନ ଜିଲ୍ଲା ପଞ୍ଚାୟତ ଅଧିକାରୀ ପିତାମ୍ବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ମଣିଷ ବଞ୍ଚିବା ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହର ଆବଶ୍ୟକତା ରହିଛି । କିନ୍ତୁ ଏସବୁ ସତ୍ୱେ ଯଦି ପରିବେଶ ସ୍ୱଛ ନରହିବ ତେବେ ମନୁଷ୍ୟ ରୋଗଗ୍ରସ୍ତ ହୋଇଥାଏ । […]

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ସ୍ୱଛତା ଅଭିଯାନ ଅବସରରେ ଜାତୀୟ ସେବା ସଂସ୍ଥା ଓ କେନ୍ଦ୍ରାପଡା ପୈାରପାଳିକାର ମିଳିତ ସହଯୋଗରେ ମହାବିଦ୍ୟାଳୟ ପରିସରକୁ ସଫେଇ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ଉଦଘାଟନ କରିଥିଲେ । ଜାତୀୟ ସେବାସଂସ୍ଥାର ପ୍ରୋଗ୍ରାମ ଅଫିସର ପ୍ରଫେସର ପ୍ରମୋଦ କୁମାର ବେହେରାଙ୍କ ନେତୃତ୍ୱରେ ସ୍ୱେଛାସେବୀମାନେ ସଫେଇ କାର୍ଯ୍ୟକ୍ରମରେ ଶ୍ରମଦାନ କରିଥିଲେ । ଏହି ଅବସରରେ ସ୍ୱେଛାସେବୀମାନେ […]

କେନ୍ଦ୍ରାପଡା ଜିଲ୍ଲା ଉତ୍କଳ ସମ୍ମିଳନୀ ପକ୍ଷରୁ ଗାନ୍ଧୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ ସଦସ୍ୟ ନରୋତ୍ତମ ଜେନାଙ୍କ ଗରାପୁରସ୍ଥିତ ବାସଭବନରେ ଉତ୍କଳ ସମ୍ମିଳନୀର ଜିଲ୍ଲା ସଭାପତି ସୁଦର୍ଶନ ମହାପାତ୍ରଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ଶ୍ରମିକନେତା ଜଗତଜୀବନ ଦାଶ ଯୋଗଦେଇ କହିଥିଲେ ଯେ ବର୍ତ୍ତମାନ ସମୟ ଆସିଛି ସମସ୍ତେ ଗାନ୍ଧୀ ଓ ଲାଲବାହାଦୂରଙ୍କ ଆଦର୍ଶରେ ଅନୁପ୍ରାଣିତ ହେଲେ ଜଣେ ଜଣେ ଭଲ ମଣିଷ ହୋଇପାରିବା […]

କେନ୍ଦ୍ରାପଡା ରଣପଡାସ୍ଥିତ ଆପେକ୍ସ ଆଙ୍ଗଲୋ ଆରବିକ ସ୍କୁଲର ଦ୍ୱିତୀୟ ଶ୍ରେଣୀର ଛାତ୍ର ସାହାଦତ ଖାନ ଜିଲ୍ଲାର ଆଳି ଠାରେ ଅନୁଷ୍ଠିତ ଶରତ କୁମାର ଦେବ (୫କିଲୋମିଟର) ମିନି ମାରାଥନ ଦୈାଡରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି । ଏହି ଉପଲକ୍ଷେ ଆପେକ୍ସ ଆଙ୍ଗଲୋ ଆରବିକ ସ୍କୁଲ ପରିସରରେ ଅଧ୍ୟକ୍ଷ ସାଇରା ପରୱିନଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ବରିଷ୍ଠ ସାମ୍ବାଦିକ ଚିତ୍ତରଞ୍ଜନ ଦାସ ମୁଖ୍ୟ ଅତିଥି […]

କେନ୍ଦ୍ରାପଡ଼ା,୩ା୧୦ : ବହୁ ପ୍ରତିକ୍ଷୀତ କେନ୍ଦ୍ରାପଡା ରସାବଳିକୁ ଶେଷରେ ଜି.ଆଇ. ଟ୍ୟାଗ ମିଳିଛି । ବହୁ ଘାତ ଓ ପ୍ରତିଘାତ ସତ୍ୱେ ନାବାର୍ଡର ପ୍ରଚେଷ୍ଟା ଓ ସହଯୋଗରେ କେନ୍ଦ୍ରାପଡା ରସାବଳିକୁ ଏହି ଜି.ଆଇ. ଟ୍ୟାଗ ମିଳିଛି । ସୂଚନା ଯୋଗ୍ୟ ଯେ କେନ୍ଦ୍ରାପଡା ରସାବଳି ମିଷ୍ଟାନ୍ନ ନିର୍ମାତା ସଙ୍ଘ, ଭଗବାନପୁର ଏବଂ ରୁରାଲ ଇନଫାଷ୍ଟ୍ରକଚର ଡେଭଲପମେଣ୍ଟ ଆଣ୍ଡ ଏମ୍ପେ୍ଲାଏମେଣ୍ଟ(ରାଇଡ୍‌), ବଡବାରଙ୍ଗ(ଇଛାପୁର) କେନ୍ଦ୍ରାପଡା ରସାବଳିକୁ ଜି.ଆଇ. ଟ୍ୟାଗ ମିଳିବା ପାଇଁ ଗତ […]

କେନ୍ଦ୍ରାପଡା ଜିଲ୍ଳା ଓଡିଶା ପୋଲିସ ତରଫରୁ ସାଇବର ସୁରକ୍ଷା ଅଭିଯାନ ଓଡିଶା-୨୦୨୩ କାର୍ଯ୍ୟକ୍ରମ ସୋମବାର ଠାରୁ ଆରମ୍ଭ ହୋଇ ସାଇବର ସଚେତନତା ରଥ ମଙ୍ଗଳବାର ପଟ୍ଟାମୁଣ୍ଡାଇ ସହରର ପହଁଚି ସାଇବର ଅପରାଧ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଅଂଚଳର ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଗାଁ ଠାରୁ ଆରମ୍ଭ କରି ସହର, ବଜାର, ହାଟ, କଲେଜ ତଥା ଶିକ୍ଷାନୁଷ୍ଠାନ ଗୁଡିକରେ ସାଇବର ଠକେଇ ସମ୍ପର୍କରେ ସଚେତନତାର ବାର୍ତ୍ତା ବାଣ୍ଟି ଚାଲିଛି । ସାଇବର […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଖଡିଅଂଟା ପଂଚାୟତ ଜିଗରଣ ବଙ୍ଗଳିସାହିରେ  ଭାଜପା ପକ୍ଷରୁ ବସ୍ତି ସମ୍ପର୍କ ଅଭିଯାନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଘରକୁ ଘର ବୁଲି ପ୍ରଧାମନ୍ତ୍ରୀଙ୍କର ୯ ବର୍ଷ ପୂର୍ତି ଅବସରରେ ଗରିବ କଲ୍ୟାଣ ଯୋଜନା ସଂପର୍କରେ ଲୋକ ସଚେତନ କରାଯାଇଥିଲା । ଉକ୍ତ କାର୍ଯକ୍ରମରେ ଭାଜପା ନେତା ଅଜୟ ବେହେରା, ଭାଜପା ଏସସି ମୋର୍ଚ୍ଚା ଜିଲ୍ଲା ସଭାପତି ଅନ୍ତର୍ଜ୍ୟାମି ମଳିକ, ରାଜ୍ୟ କୃଷକ ମୋର୍ଚ୍ଚା ସଭ୍ୟ […]