କେନ୍ଦ୍ରାପଡା,୧/୯- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ କେନ୍ଦ୍ରାପଡା କେନ୍ଦ୍ରୀୟବିଦ୍ୟାଳୟ ବାରିମୂଳଠାରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଆୟୋଜନ କରା ଯାଇଥିଲା । ଏହି କାର୍ଯ୍ୟକ୍ରମ ଅନୁଯାୟୀ ୧ ଅକ୍ଟୋବର ଦିନ ୧୦ ବେଳେ ଏକ ଘଣ୍ଟା ଶ୍ରମ ଦାନ କରିବା ପାଇଁ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ/ଶିିକ୍ଷୟତ୍ରୀ ତଥା ଅଭିଭାବକ ମାନେ ବିଦ୍ୟାଳୟ ପରିସର, ନିକଟସ୍ଥ ସାହି ତଥା ଜେଲ୍ ପରିସରକୁ ସଫା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିଥି […]
featured
କେନ୍ଦ୍ରାପଡା,୧/୧୦- ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ପାଳନ ପୂର୍ବଦିନ“ସ୍ୱଚ୍ଛତା ହିଁ ସେବା”କାର୍ଯ୍ୟକ୍ରମ ଅବସରରେ କେନ୍ଦ୍ରାପଡା ପୌରାଞ୍ଚଳର ୧୮ନଂ ୱାର୍ଡକୁ ସ୍ଥାନୀୟ ପୌରସଭ୍ୟ ଚୌଧୂରୀ ସୁକୁମାର ଦାସଙ୍କ ନେତୃତ୍ୱରେ ସଫେଇ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପୌରଧ୍ୟକ୍ଷା ସରିତା ସାହୁ ଉପସ୍ଥିତରହି ସଦସ୍ୟମାନଙ୍କୁ ଉତ୍ସାହିତ କରିଥିଲେ । କାକଟଙ୍ଗଳା ମନ୍ଦିର ଠାରୁ ସହରର ମୁଖ୍ୟ ରାସ୍ତା ଦେଇ ବାଲାବାବା ମନ୍ଦିର ପର୍ଯ୍ୟନ୍ତ ସମସ୍ତ ଅଳିଆ ଆବର୍ଜନାକୁ ସଫା କରାଯାଇ ବ୍ଲିଚିଂ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଉତିକଣ ଅଂଚଳ ୧୫ ପଂଚାୟତର ଚାଷୀମାନଙ୍କର ଏକମାତ୍ର ଭରସା ହେଉଛି ପଟ୍ଟାମୁଣ୍ଡାଇ କେନାଲକୁ ସଂଜୋଗ କରୁଥିବା ଗୋବରୀ ସମ୍ପ୍ରସାରିତ କେନାଲ । ଅତିତରେ ଏହି ଗୋବରୀ କେନାଲ ଦେଇ ଜଳସେଚନ ଓ ବାଣିଜ୍ୟ କାରବାରର ହେଉଥବା ବେଳେ ଦୀର୍ଘବର୍ଷ ହେଲା କେନାଲ ସଂସ୍କାର ନ ହେବା ଯୋଗୁ ଗୋବରୀ ସମ୍ପ୍ରସାରିତ କେନାଲ ଓ ଶାଖା କେନାଲ ଏବେ ସଙ୍କୁଚିତ ହେବା ସହ ପୋତି ହେବାରେ […]
ପଟ୍ଟାମୁଣ୍ଡାଇ ୧/୧୦ -ଜଙ୍ଗଲ ଜମିରେ ରାଜନଗର ବିଧାୟକ ଧ୍ରୁବ ସାହୁ ହୋଟେଲ କରିଥିବା ନେଇ ପଟ୍ଟାମୁଣ୍ଡାଇ ମେଡିକାଲଛକ ଓ ରାଜନଗରରେ ଗତ ୨୯ ତାରିଖରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ, କୁଶପୁତଳିକା ଦାହ, ଖବରଦାତା ସମ୍ମିଳନୀ କରାଯାଇଥିବା ବେଳେ ରବିବାର ବରିଷ୍ଠ ବିଜେଡି ନେତା ଆଇନଜୀବୀ କ୍ଷୀରୋଦ ପ୍ରଧାନ ଏକ ପ୍ରେସ ବିବୃତିରେ ଜବାବ ରଖିଛନ୍ତି । ସେ ରାଜନଗର କଂଗ୍ରେସ ଆଣିଥିବା ଅଭିଯୋଗକୁ ଖଣ୍ଡନ କରିବା ସଂଙ୍ଗେ କଂଗ୍ରେସର ଏହା […]
କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଅନ୍ତର୍ଗତ ନିପାଣିଆ ସେତୁ ଉଦ୍ଘାଟନ ଓ ନିପାଣିଆ ଗ୍ରାମକୁ ରାସ୍ତା ନିର୍ମାଣ ନିମନ୍ତେ ଶିଳାନ୍ୟାସ ପାଇଁ ଆଜି ଶ୍ରୀ ଅତନୁ ସବ୍ୟସାଚୀ ନାୟକ ଯିବାର ଥିଲା । ମାତ୍ର ଏହା ପୂର୍ବରୁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲଗାଯାଇଥିବା ଫଳକକୁ ଗତକାଲି ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିଲେ ଏହି ଘଟଣା ପରେ ବିଭାଗ ପକ୍ଷରୁ ବିକଳ୍ପ ବ୍ୟବସ୍ଥା କରାଯାଇଥିଲା ଓ ମନ୍ତ୍ରୀ ସେଠାକୁ […]
କେନ୍ଦ୍ରାପଡ଼ା, ୩୦ା୯: ଗାନ୍ଧିବାଦୀ ନେତା, ଶିକ୍ଷାବିତ୍ ସମାଜସେବୀ ଭଜକୃଷ୍ଣ ରାଉତଙ୍କ ଦ୍ୱାଦଶାହ ଅବସରରେ ତାଙ୍କ ଚ୍ଛଗରିଆସ୍ଥିତ ବାସଭବନରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଣ୍ଡିତ ହୃଷିକେଶ ରଥଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ପ୍ରତାପ କୁମାର ଦେବ, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଶଶିଭୂଷଣ ବେହେରାଙ୍କ ଦ୍ୱାରା ଶ୍ରଦ୍ଧାଞ୍ଜଳି ପୁସ୍ତକ “ଅନିର୍ବାଣ ଦୀପଶିଖା” ଉନ୍ମୋଚିତ ହୋଇଥିଲା । ସ୍ୱର୍ଗତ ଭଜକ୍ରୁଷ୍ଣ ରାଉତ ଜଣେ […]
କେନ୍ଦ୍ରାପଡା ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୫ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ପ୍ରଦାନ କରାଯାଇଛି । ଅନ୍ୟ ୧୭ ଗୋଟି ରାଜ୍ୟ ଭଳି ଆମ ରାଜ୍ୟର ସାମ୍ବାଦିକ ମାନଙ୍କୁ ଭତ୍ତା ପ୍ରଦାନ, ଜିଲ୍ଲା ଏବଂ ବ୍ଲକ ସ୍ତରୀୟ ସାମ୍ବାଦିକ ମାନଙ୍କୁ ଅଧିକରୁ ଅଧିକ ଆକ୍ରିଡେସନ୍ ପ୍ରଦାନ, ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରାଯିବା, ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା […]
କେନ୍ଦ୍ରାପଡା -୩୦/୯- ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ମାସିକ ବନ୍ଧୁ ମିଳନ ପର୍ବ ପବିତ୍ର ଇନ୍ଦୁପୂର୍ଣ୍ଣିମା ଓ ଭାଗବତଜନ୍ମ ଅବସରରେ ଆଜି ଆକାଶୀୟ ବୈଠକ (ଭର୍ତ୍ତୁଆଲ)ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ବନ୍ଧୁ ମିଳନର ଏହି ମାହେନ୍ଦ୍ର ମୁହୂର୍ତ୍ତରେ ମାସିକ ରାଜଶ୍ରୀ “ଇ’ ପତ୍ରିକାର ସେପ୍େଟମ୍ବର ମାସ ସଂଖ୍ୟା “ରାଜଶ୍ରୀ’କୁ ଉନ୍ମୋଚନ କରାଯାଇଥିଲା । ‘ଇ‘ ପତ୍ରିକାର ମୁଖ୍ୟ ସମ୍ପାଦକ ବରିଷ୍ଠ କବି ସଞ୍ଜୟ କୁମାର ରଥ ଏବଂ ସଂଯୋଜିକା […]
କେନ୍ଦ୍ରାପଡା ୩୦/୯-ମହାକାଳପଡା ବିଧାୟକ ତଥା ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ବତୀଘର ପଞ୍ଚାୟତକୁ ମାରାଥନ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି । ମନ୍ତ୍ରୀ ଶ୍ରୀ ନାୟକ ପ୍ରଥମେ ବତୀଘର ପଞ୍ଚାୟତର ବିଦ୍ୟାସାଗର ପ୍ରାଥମିକ ବିଦ୍ୟାଳୟ ବରକୋଳି ଖଳାରେ କିଶୋର ଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ, ବରକୋଳି ଖଳାରେ ଥିବା ଜ୍ଞାନମୟୀ ଉଚ୍ଚ ବିଦ୍ୟାଳୟରେ ରୂପାନ୍ତରିକରଣ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଠାରେ ଏକ ଏଡିଜେ କୋର୍ଟ ଖୋଲିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ଆଜି ପବିତ୍ର ବିଧାନସଭା ଗୃହରେ ମନ୍ତ୍ରୀ ପ୍ରକାଶ କରିଛନ୍ତି । ରାଜନଗର ବିଧାୟକ ଧ୍ରୁବ ସାହୁ ପଟ୍ଟାମୁଣ୍ଡାଇ ସମେତ ରାଜନଗର ଆଳି ରାଜକନିକା ଅଂଚଳର ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରିବା ପାଇଁ ପଟ୍ଟାମୁଣ୍ଡାଇ ଠାରେ ଏକ ଏଡିଜେ କୋର୍ଟ ପ୍ରତିଷ୍ଠା କରିବା ଦିଗରେ ସରକାର କଣ ପଦକ୍ଷେପ ଗ୍ରହଣ […]
ପଟ୍ଟାମୁଣ୍ଡାଇ କଲେଜର ୨୦୨୦-୨୧ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଶୈକ୍ଷିକ ଓ ପ୍ରଶାସନିକ ମାନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ପରିଚାଳନା କମିଟି ସଭାପତି ପ୍ରଫେସର ଅଧିକାରୀ ଲଷ୍ମୀନାରାୟଣ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ସମୀକ୍ଷା ବୈଠକରେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁ ବିଶେଷଜ୍ଞ ମାନଙ୍କୁ ସ୍ୱାଗତ କରିଥିଲେ । ଆଇ କ୍ୟୁ ଏ ସି ସଂଯୋଜକ ପ୍ରାଧ୍ୟାପକ ସୁନୀଲ ପ୍ରଧାନ କଲେଜର ସଂକ୍ଷିପ୍ତ ଇତିହାସ ପ୍ରଦାନ କରିଥିଲେ […]
କେନ୍ଦ୍ରାପଡା ସହରର ବଣିଆମାଳସ୍ଥିତ ଶ୍ରୀ ଶ୍ରୀ ନୃସିଂହଜୀଉଙ୍କୁ ଦର୍ଶନ କରି କୃପା ଭିକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ । ଏହା ଏକ ପୁରାତନ ମନ୍ଦିର ହୋଇଥିବା ସ୍ଥଳେ ଏହାର ବିକାଶ କାର୍ଯ୍ୟରେ ସେଭଳି ପ୍ରଗତି ହୋଇନଥିବାର ଅନୁଭବ କରି ଏ ସମ୍ପର୍କରେ ସେ ଉପସ୍ଥିତ ଶ୍ରୀ ଜୀଉଙ୍କ ଶ୍ରଦ୍ଧାଳୁମାନଙ୍କ ସହିତ ବିଚାର ବିମର୍ଶ କରିଥିଲେ । […]
କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ବିଭାଗର ସେକସନ ଅଫିସର ପଦରୁ ବ୍ରହ୍ମାନନ୍ଦ ସ୍ୱାଇଁ ଅବସର ଗ୍ରହଣ କରିଛନ୍ତି । ଜିଲ୍ଲାର ପ୍ରଥମ ସରକାରୀ କର୍ମଚାରୀ ଭାବେ ଶ୍ରୀ ସ୍ୱାଇଁଙ୍କର ଅବସର ପୂର୍ବରୁ ତାଙ୍କର ଫାଇନାଲ ପେନସନ କାଗଜପତ୍ର ଅନଲାଇନ୍ରେ ପଠାଇଦିଆଯାଇଛି । ଅବସର ନେବା ପରେ ସରକାରୀ କର୍ମଚାରୀମାନେ ପେନସନ ପାଇଁ କାର୍ଯ୍ୟାଳୟକୁ ଦୈାଡି ଦୈାଡି ନିରାଶ ହେଉଥିବା ବେଳେ ଏହା କେନ୍ଦ୍ରାପଡା ଜିଲ୍ଲାରେ ପଥମ ଘଟଣା ବୋଲି ବିଭାଗ ପକ୍ଷରୁ […]
କେନ୍ଦ୍ରାପଡ଼ା, ୨୯ା୯: ରାଜ୍ୟରେ ଥିବା ସମସ୍ତ ପୈାରାଞ୍ଚଳର ଗରିବଲୋକମାନଙ୍କୁ ଯୋଗାଇ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ସଠିକ ଭାବରେ କାର୍ଯ୍ୟକାରିତା କରିବା ପାଇଁ ସରକାର ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ପ୍ରଦାନ କରିଛନ୍ତି । ସେହି ଅନୁଯାୟୀ କେନ୍ଦ୍ରାପଡା ପୈାରାଞ୍ଚଳରେ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସ୍ଥିତି ପରଖିବା ନିମନ୍ତେ ଏକ ଉଚ୍ଚପଦସ୍ଥ ସରକାରୀ ଅଧିକାରୀମାନଙ୍କ ଟିମ କେନ୍ଦ୍ରାପଡା ପୈାରାଞ୍ଚଳର କେତେକ ୱାର୍ଡକୁ ପରିଦର୍ଶନରେ ଯାଇ ଏହି ଯୋଜନାର ହିତାଧିକାରୀମାନଙ୍କୁ […]
କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଚରପଡା ଗ୍ରାମରେ ଦୀର୍ଘ ୮ ରୁ ୯ ମାସ ହେବ ହେଉଥିବା ଚୋରା ମଦ କାରବାରକୁ ଝାନ୍ସୀ ସ୍ୱୟଂ ସହାୟକ ଗୋଷ୍ଠୀର ସମସ୍ତ ମହିଳା ସଭ୍ୟାମାନଙ୍କ ଦ୍ୱାରା ବନ୍ଦ କରାଯାଇଛି । କାରଣ ସ୍କୁଲପାଖ ଓ ମନ୍ଦିର ପାଖରେ ମଦ୍ୟ ବ୍ୟବସାୟ କରୁଥିଲେ । ଯାହା ଫଳରେ ସ୍କୁଲକୁ ଛାତ୍ରଛାତ୍ରୀମାନେ ଯାତାୟତ କରିପାରୁନଥିଲେ ଓ ପୂଜା କରିବା ପାଇଁ ମନ୍ଦିରକୁ ମହିଳାମାନେ ଆସୁନଥିଲେ […]
କେନ୍ଦ୍ରାପଡା,୨୯ା୯ : ଶୁକ୍ରବାର ଇନ୍ଦୁ ପୂର୍ଣ୍ଣିମା ଦିନ ଶ୍ରୀ ଗୋପିନାଥ ଜୀୟୁ, ବିନୋଦବିହାରୀଜୀୟୁ ଓ ବାଲାବାବା ଟ୍ରଷ୍ଟ ପରିଚାଳନା କମିଟି ଆନୁକୂଲ୍ୟରେ ଶ୍ରୀ ସିଦ୍ଧ ମହାପୁରୁଷ ବାଲାବାବାଙ୍କର ଜନ୍ମ ଉତ୍ସବ ତଥା ବାର୍ଷିକୋତ୍ସବ ଓ ଭାଗବତ ଜନ୍ମ ମହାସମାରୋହରେ ସ୍ଥାନୀୟ ଗଣାମାହାଲ ବାଲାବାବା ମନ୍ଦିରଠାରେ ମହାସମାରୋହରେ ଅନୁଷ୍ଠିତ ହେଇଯାଇଛି । ଏହି ଉପଲକ୍ଷେ ଗୁରୁବାର ଅପରାହ୍ନ ୫ଟା ସମୟରେ ସହରର ତିନିମୁହାଣି ଠାରୁ ସାନ୍ତସାହି ପର୍ଯ୍ୟନ୍ତ ବାଲାବାବାଙ୍କର ଏକ ଫଟୋ […]
କେନ୍ଦ୍ରାପଡା, ୨୯/୯: ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବିଶ୍ୱ ହୃତ୍ପିଣ୍ଡ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଅନିତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଆଲୋଚ୍ୟ ବିଷୟ “ହୃତ୍ପିଣ୍ଡକୁ ସୁସ୍ଥ ରଖିବା ପାଇଁ ହୃଦୟକୁ ଜାଣିବା” ଉପରେ ଆଲୋଚନା କରାଯାଇଥିଲା । ସମୁଦାୟ […]
କେନ୍ଦ୍ରାପଡ଼ା, ୨୯ା୯: ସାନଅଢଙ୍ଗ ଗ୍ରାମପଞ୍ଚାୟତର ୭୭ଜଣ ଜାଲ ହିତାଧିକାରୀଙ୍କୁ ପ୍ରଦାନ କରାଯାଇଥିବା ଭତ୍ତା ଅର୍ଥ ଆଦାୟ ପାଇଁ ଆବଶ୍ୟକ ଆଇନଗତ କାର୍ଯ୍ୟାନୁଷ୍ଠାନ ଦେଢମାସ ମଧ୍ୟରେ ଗ୍ରହଣ କରିବାକୁ ହାଇକୋର୍ଟ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଥିବା ଜଣାପଡିଛି । ଅଭିଯୋଗ ଅନୁଯାଇ କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ସାନଅଢଙ୍ଗ ଗ୍ରାମପଞ୍ଚାୟତର ୭୭ଜଣ ଜାଲ ଭତ୍ତା ହିତାଧିକାରୀଙ୍କୁ ଗତ ୨୦୧୨ରୁ ୨୦୧୭ମସିହା ମଧ୍ୟରେ ବିନା ସରକାରୀ ମଞ୍ଜୁରୀରେ ମଧୁବାବୁ ପେନସନ, ବିଧବା […]
ପଟ୍ଟାମୁଣ୍ଡାଇ ପୈାରସଂସ୍ଥା ପକ୍ଷରୁ ବିଭିନ୍ନ ୱାର୍ଡରୁ ବାହାରୁଥିବା ଅଳିଆ ଆବର୍ଜ୍ଜନା ସବୁକୁ ପଟ୍ଟାମୁଣ୍ଡାଇ କେନାଲ ବନ୍ଧର ଇଲେକ୍ଟ୍ରିକ ଅଫିସ ନିକଟ ପୋଲ ପାଖ କେନାଲ କଡରେ ପକାଯାଉଥିବାରୁ ସେଠାରେ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଥିବା ଅଭିଯୋଗ ହୋଇଛି । ଏଭଳି ସହରର ଅଳିଆ ଓ ଆବର୍ଜ୍ଜନା ସବୁକୁ କେନାଲବନ୍ଧ ରାସ୍ତା କଡରେ ପକାଇବା ଦ୍ୱାରା ପୂର୍ତ ଗନ୍ଧମୟ ପରିବେଶ ସୃଷ୍ଠି ହେଇଛି । ଫଳରେ ସେହି ରାସ୍ତା ଦେଇ ପ୍ରତ୍ୟେହ […]
ପଟ୍ଟାମୁଣ୍ଡାଇ ୨୯/୯ -ରାଜ୍ୟରେ ଚାଲିଥିବା ବାବୁରାଜ ବିରୋଧରେ ଦିନକୁ ଦିନ ମୁହାଁ ମୁହିଁ ହେବାରେ ଲାଗିଛନ୍ତି ବିରୋଧିଦଳ ନେତା-ପ୍ରଶାସକ ଓ ତୀବ୍ର ହେବାରେ ଲାଗିଛି ବିରୋଧ । ବିଭିନ୍ନ କାରଣକୁ ନେଇ କଥା କଟା କଟି ହେବା ସହ ଘଟଣା କୁ ନେଇ ପୋଲିସରେ ଅଭିଯୋଗ ପର୍ଯ୍ୟନ୍ତ ମଧ୍ୟ ଯାଉଛି । କିଛିଦିନ ତଳେ ଦେବଗଡ଼ ବିଧାୟକ ତିଳେଇବଣି ବିଡିଓଙ୍କୁ ମାଡ଼ ମାରିବା ଓ ବିଧାୟକ ତାରା ବାହିନୀପତି ପାପଡ଼ାହାଣ୍ଡି […]
ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସର କହିଲା ଅଭିଯୋଗ ଆମର ନୁହେଁ, ଆଣିଥିଲେ ଅଶୋକ ପ୍ରତିହାରୀ ବିଜେଡିର ଦାବି କଂଗ୍ରେସ ବିଧାୟକଙ୍କ ସଂପୃକ୍ତିର ପ୍ରମାଣ ସାର୍ବଜନୀନ କରୁ କେନ୍ଦ୍ରାପଡା ୨୯/୯ ଜଙ୍ଗଲ ଜମିରେ ରାଜନଗର ବିଧାୟକ ଧ୍ରୁବ ସାହୁ ବେଆଇନ ଭାବେ ନିଜସ୍ୱ ହୋଟେଲ କରିଥିବା ଅଭିଯୋଗ ଆଣି ରାଜନଗର କଂଗ୍ରେସ ପକ୍ଷରୁ ବିଧାୟକଙ୍କ କୁଶ ପୁତଳିକା ଦାହ କରାଯିବା ସହ ରାଜନଗର ଡିଏଫଓଙ୍କୁ ଦାବୀପତ୍ର ଦିଆଯାଇଛି । ଅପରାହ୍ନରେ ସାମ୍ବାଦିକ […]
ପଟ୍ଟାମୁଣ୍ଡାଇ ଧୋୟାଂଚଳର ବିଶିଷ୍ଟ ସମାଜସେବୀ ଦିବ୍ୟଜୀବନ ସଂଘର ଆଜୀବନ ସଦସ୍ୟା ଦିବଂଗତା ବିଦ୍ୟୁତଲତା ବିଶ୍ୱାଳଙ୍କର ଶ୍ରାଦ୍ଧ ବାର୍ଷିକୀ ଅବସରରେ ତରଡ଼ିପାଳ ଠାରେ ଭିନ୍ନକ୍ଷମମାନଙ୍କୁ ସହାୟତା ପ୍ରଦାନ ସହ ସମ୍ବର୍ଦ୍ଧିତ ସଭା ଅନୁଷ୍ଠିତ ହୋଇଯାଇଛି । ଡ଼ ଦେବ ପ୍ରସାଦ ସାମଲଙ୍କ ପୌରହିତ୍ୟ ଓ ଖବରଦାତା ଚିତ ରଞ୍ଜନ ମଲ୍ଲିକଙ୍କ ସଂଯୋଜନାରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ବିଧାୟିକା ଡ଼ ସିପ୍ରା ମଲିକ,ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାକ୍ତନ ଅଧକ୍ଷ […]
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ଅନ୍ତର୍ଗତ ବାବର-ବଅଢିଅ ନିକଟରେ ଏକ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କୁ ଅପହରଣ କରାଯାଇଥିବା ନେଇ ତନ୍ତିଆ ପାଳ ସାମୁଦ୍ରିକ ଥାନାରେ ଅଭିଯୋଗ ହୋଇଛି । ନିଖୋଜ ଥିବା କର୍ମଚାରୀ ଜଣଙ୍କ ହେଲେ ମହାକାଳପଡା ଥାନା ରାଜଗଡ଼ ଗ୍ରାମର ସ୍ୱାଗତ ସାମଲ । ସ୍ୱାଗତ ଗତ ୨ ବର୍ଷ ହେବ ରାଜନଗର ବ୍ଲକ ଭାରତ ଫାଇନାସ୍ କମ୍ପାନିରେ କ୍ୟାସ କଲେସନ କର୍ମଚରି ଭାବେ କାମ କରିଆସୁଛନ୍ତି । […]
ପଟ୍ଟାମୁଣ୍ଡାଇ ,୨୮ା୯ କଳ୍ପତରୁ ନାୟକ:- ପ୍ରବଳ ଉତ୍ସାହ ଓ ଉଦ୍ଦିପନା ମଧ୍ୟରେ ମହାପୁରୁଷ ହଜରତ୍ ସଲାଲହୋ ସଲମଙ୍କ ଜୟନ୍ତୀ ମହାସମାରୋହରେ ଗୁରୁବାର ପଟ୍ଟାମୁଣ୍ଡାଇ ସହରରେ ପାଳିତ ହୋଇଯାଇଛି । ଏହି ଉତ୍ସବ ଉପଲକ୍ଷେ ଜସନେ-ଇଦ- ମିଲାଦୁନ ନବି କମିଟି ସଂଯୋଜନାରେ ଶାତାଧିକ ସଂଖ୍ୟାଲଘୁ ଭାଇମାନଙ୍କର ଏକ ବିଶାଳ ଶୋଭାଯାତ୍ରା ପଟ୍ଟାମୁଣ୍ଡାଇ ସଂଖ୍ୟାଲଘୁ ବସ୍ତିଠାରୁ ବାହାରି ସହରର ମୁଖ୍ୟ ରାସ୍ତାଦେଇ ସହର ପରିକ୍ରମା କରିବାପରେ ବାଇପାସଠାରେ ପହଂଚିଥିଲା । ସେଠାରେ ସାମାଜିକ […]










