କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ପୋଖରୀଆପଡ଼ା ଭାଜପା କାର୍ଯ୍ୟାଳୟ ନିକଟରେ ମୋ ଦେଶ ଓ ମୋ ମାଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜନଗର ନିର୍ବାଚନମଣ୍ଡଳୀ ଭାଜପା ନେତା ଡ଼ ଅଲେଖ କୁମାର ଜେନାଙ୍କ ନେତୃତ୍ୱରେ କାର୍ଯ୍ୟକର୍ତା ମାନେ ବନ୍ଦେ ମା ତରଙ୍ଗ ଧ୍ୱନି ସହ ଜାତୀୟ ପତାକା ଉଡାଇ ଶୋଭାଯାତ୍ରା କରିବା ସହ ମାଟି ସଂଗ୍ରହ କରିଥିଲେ । ଏଥିରେ ପ୍ରାକ୍ତନ ନଗର […]

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ଠାରୁ ସମସ୍ତ ପର୍ବ ଆରମ୍ଭ ହୁଏ ଏବଂ ଭଗବାନ ଗଣେଶ ଙ୍କୁ ଅଗ୍ର ପୂଜ୍ୟ ଭାବରେ ବିବେଚନା କରାଯାଏ । ଯେ କୌଣସି ଶୁଭ ମାଙ୍ଗଳିକ କାର୍ଯ୍ୟ ପୂର୍ବରୁ ପ୍ରଥମେ ଗଣପତି ଙ୍କୁ ଆବାହନ ହୋଇଥାଏ । ଭାରତ ରେ ପ୍ରତିବର୍ଷ ଗଣେଶ ପୂଜାକୁ ମହା ଆଡମ୍ବରରେ ପାଳନ କରାଯାଏ । ଦେଶ ଓ ବିଦେଶରେ ୧୦ ଦିନ ଯାଏ ଗଣେଶ ଉତ୍ସବ ପାଳନ […]

କେନ୍ଦ୍ରାପଡାର ବିଶିଷ୍ଟ ସମାଜସେବୀ, ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନର ଅବିସମ୍ବାଦିତ ନେତା, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ, ବଗଡାସ୍ଥିତ ସିଦ୍ଧ ମରିଚାଣୀ ବିଦ୍ୟାପୀଠର ପ୍ରତିଷ୍ଠାତା ଭଜକୃଷ୍ଣ ରାଉତଙ୍କ ୭୬ ବର୍ଷ ବୟସରେ ନିଜ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କ ମର ଶରୀର ନିକଟରେ ୩ପୁତ୍ର ଓ ଦୁଇ କନ୍ୟା ଉପସ୍ଥିତ ଥିଲେ ।ସେ ଜଣେ ଉଚ୍ଚକୋଟିର ମେଳାପି, ମିଷ୍ଠଭାଷି, ସ୍ନେହୀ ପରୋପକାରୀ ମଣିଷ ଭାବେ ସମଗ୍ର […]

ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକମାନଙ୍କ ଆନ୍ଦୋଳନ ଜାରି ରହିଛି ।  ଶହଶହ ଶିକ୍ଷକ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ଜଣାଇବା ସହ ଧାରଣାରେ ବସିଛନ୍ତି। ଦାବି ପୁରଣ ନହେବା ପର୍ଯ୍ୟନ୍ତ ଏହି ଧାରଣା ଓ ସମୂହ ଛୁଟି ଅବ୍ୟାହତ ରହିବ ବୋଲି  ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଜିଦରେ ଅଟଳ ରହିଛନ୍ତି  । ଶିକ୍ଷକ […]

ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ଓ ସଂକ୍ରାନ୍ତୀ ଉପଲକ୍ଷେ ସିଦ୍ଧ ଶ୍ରୀ ବଳଦେବଜୀଉଙ୍କ ଝୁଲଣମଣ୍ଡପରେ କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷତ୍ରୀୟ ମହାସଙ୍ଘର ଏକ କୋର୍ କମିଟି ବୈଠକ ସ୍ଥାୟୀ ସଭାପତି ଶରତ କୁମାର ବେହୁରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ୯ଟି ବ୍ଲକ ଓ ୨ଟି ପୈାରାଞ୍ଚଳର କୋର୍ କମିଟି ସଦସ୍ୟମାନେ ଯୋଗଦେଇ ଆଗାମୀ ନଭେମ୍ବର ଶେଷ ସପ୍ତାହରେ ଏକ ଜିଲ୍ଲା ସ୍ତରୀୟ ବିଶାଳ ଖଣ୍ଡାୟତ କ୍ଷତ୍ରୀୟ ଭାଇମାନଙ୍କର […]

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ଦାବିରେ ଆଜକୁ ୧୩ଦିନ ହେଲା କ୍ରିୟାନୁଷ୍ଠାନ କମିଟି ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା ଜାରି ରଖିଛନ୍ତି  । ଦୀର୍ଘ ୩ ବର୍ଷ ଧରି ଲଗାତର ଭାବେ ବିଭିନ୍ନ ମହଲରୁ ଜିଲ୍ଲାବାସୀଙ୍କ ଏହି ନ୍ୟାୟପୂର୍ଣ୍ଣ ଦାବି ପ୍ରତି ସ୍ୱର ଉଠୁଥିବା ବେଳେ ସରକାର ଏଥିପ୍ରତି ସମ୍ପୂର୍ଣ୍ଣ ନିଃସ୍ପୁହ ରହିଛନ୍ତି । ଏହାକୁ ନେଇ ଜିଲ୍ଲାର […]

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ନିଆରା ଢଙ୍ଗରେ ବିପୁଳ ଆନନ୍ଦ ଉଲ୍ଲାସର ସହିତ ଯାକଯମକରେ ପାଳିତ ହୋଇଯାଇଛି ବିଶ୍ୱକର୍ମା ପୂଜା । ରବିବାର ପ୍ରତ୍ୟୁଷରୁ ବିଶ୍ୱ ସର୍ଜନାର ବିନ୍ଧାଣୀ ପ୍ରଭୁ ବିଶ୍ୱକର୍ମାଙ୍କ ପୂଜା ପାଇଁ ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳ ଉତ୍ସବ ମୁଖର ହୋଇପଡିଥିଲା । ପଟ୍ଟାମୁଣ୍ଡାଇ ସହର ଓ ଗ୍ରାମାଂଚଳର ବିଭିନ୍ନ ସ୍ଥାନରେ ପ୍ରଭୁ ବିଶ୍ୱକର୍ମାଙ୍କ ସଦୃଶ୍ୟ ମୃଣୟ ମୂର୍ତି ଶୋଭା ପାଉଥିବାବେଳେ ଆକର୍ଷଣୀୟ ସାଜସଜ୍ଜା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡମୋହନପୁର ହରିଜନ ସାହିରେ ଦୀର୍ଘ ଦିନରୁ ଲାଗି ରହିଥିବା ଜଳ ନିଷ୍କାସନ ସମସ୍ୟାର ସମାଧାନ ହୋଇଛି । ଗାଁ ଦାଣ୍ଡରୁ ବର୍ଷା ପାଣି ନିଷ୍କାସନ ପାଇଁ ସରକାରୀ ଜାଗା ନ ଥିବାରୁ କିଛି ଲୋକ ସେମାନଙ୍କ ବ୍ୟକ୍ତିଗତ ଜାଗାକୁ ପାଣି ନଛାଡିବାରୁ ସମସ୍ୟା ଉପୁଜିଥିଲା । ପାଣି ଜମି ରହିଥିବାରୁ ଆସନ୍ନ ଡେଙ୍ଗୁ,ମ୍ୟାଲେରିଆ ଓ ଚର୍ମରୋଗ କୁ ଲକ୍ଷ କରି ଗ୍ରାମବାସୀ ଜିଲ୍ଲାପାଳଙ୍କ ଜନଶୁଣାଣୀ […]

ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ ଭାରତୀୟ ଜନତା ପାର୍ଟି କେନ୍ଦ୍ରାପଡା ଜିଲ୍ଲା କୃଷକ ମୋର୍ଚ୍ଚା ତରଫରୁ ରାଜନଗର ନିର୍ବାଚନମଣ୍ଡଳୀ ଭାଜପା ନେତା ଅଜୟ କୁମାର ବେହେରାଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୪ତମ ଜନ୍ମଦିବସ ଉପଲକ୍ଷେ ପଟ୍ଟାମୁଣ୍ଡାଇ ଚନ୍ଦନନଗର ଚନ୍ଦ୍ରମଉଳି ଶୈବ ପୀଠରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ଶ୍ରୀଧର ପ୍ରସାଦ ପ୍ରଧାନ, ସମ୍ପାଦକ ବିକ୍ରମ ରାଉତ ରାଏ, […]

ଶୋକାକୁଳ ପରିବେଶ, ଗୋବିନ୍ଦପୁର ଲୋକାରଣ୍ୟ, ନେତା ଓ ଜନତାଙ୍କ ସୁଅ ଚୁଟିଛି ଭୁବନେଶ୍ୱରରୁ ଆମ୍ବଲାନ୍ସ ଯୋଗେ ଚିକିତ୍ସା ପାଇଁ ବାଙ୍ଗାଲୋର ଯାଇଥିବା ପଟ୍ଟାମୁଣ୍ଡାଇ ଗୋବିନ୍ଦପୁର ଓ ଆଳି ଅଙ୍ଗାରକ୍ଷ ଅଂଚଳର ବାପା, ଦାଦା ଓ ଝିଅ ଜ୍ୱାଇଁ ୪ ଜଣ ଫେରିବା ବାଟରେ ଆନ୍ଧ୍ରପ୍ରଦେଶର ଚିତୋର ଠାରେ ଆମ୍ବଲାନସ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ । ମୃତକ ପଟ୍ଟାମୁଣ୍ଡାଇ ବ୍ଳକ ଗୋବିନ୍ଦପୁର ଗ୍ରାମର ବିଜୟ ନାୟକ (୫୩), ତ୍ରିଲୋଚନ ନାୟକ (୫୫) […]

କେନ୍ଦ୍ରାପଡ଼ା, ୧୬ା୯: ଦ୍ୱିତୀୟ ରାଜ୍ୟସ୍ତରୀୟ ହକି ଚମ୍ପିଆନ୍‌ପିସ୍‌ର ସବ୍‌-ଜୁନିଅର୍ ବାଳିକା ବର୍ଗରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣିଆ ଟିମ୍ ସେମାନଙ୍କ କ୍ରୀଡ଼ାନୈପୁଣ୍ୟ ପ୍ରଦର୍ଶନ କରିବେ । ଆଜି ସେମାନଙ୍କୁ ଜର୍ସି ପ୍ରଦାନ କରି ପ୍ରତିଯୋଗିତାରେ ସଫଳତାର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ଜିଲ୍ଲା ହକି ଆସୋସିଏସନ୍‌ର ସାଧାରଣ ସମ୍ପାଦକ ତଥା ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର । ଆସନ୍ତା ୧୮ ତାରିଖରେ କଳିଙ୍ଗ ଷ୍ଟାଡିୟମ୍‌ରେ ଜୟଶ୍ରୀ କରଙ୍କ ଅଧିନାୟକତ୍ୱରେ […]

କେନ୍ଦ୍ରାପଡ଼ା,୧୬ା୯ : ଗ୍ୟାଙ୍ଗଷ୍ଟର ସ୍ୱର୍ଗତ ହାଇଦରର ପୁଅ ଚୁନେଇ ଓରଫ ସେକ ନାସିରକୁ ଟାଉନ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଟାଉନ ଥାନା କେଶ ନମ୍ବର ୧୨୯/୨୦୨୦ରେ ଚୁନେଇ ଫେରାର ଥିଲା । ପୋଲିସ ଏକ ବିଶେଷ ସୁତ୍ରରୁ ଖବର ପାଇ ଟାଉନ ଥାନା ଅନ୍ତର୍ଗତ ରଣପଡା ଗ୍ରାମର ସ୍ୱର୍ଗତ ହାଇଦରର ପୁଅ ଚୁନେଇ ଓରଫ ସେକ ନାସିରକୁ ଗିରଫ କରି କୋର୍ଟ […]

କେନ୍ଦ୍ରାପଡା ଜିଲ୍ଲାରେ ଦକ୍ଷତା ବିକାଶ ଦିଗରେ କାର୍ଯ୍ୟରତ ଜନଶିକ୍ଷଣ ସଂସ୍ଥାନର ଦ୍ୱିତୀୟ ବର୍ଷର ପ୍ରଥମ ପରିଚାଳନା ପରିଷଦ ବୈଠକ ସଂସ୍ଥାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଂସ୍ଥାନର ଭବିଷ୍ୟତ କାର୍ଯ୍ୟପନ୍ଥା ସହିତ ତାଲିମ ନେଉଥିବା ସମସ୍ତ ହିତାଧିକାରୀଙ୍କୁ ରୋଜଗାର କ୍ଷମ କରାଇବା ଦିଗରେ ଆଲୋଚନା ହୋଇଥିଲା । ଏଥିସହିତ ତାଲିମ ମାଧ୍ୟମରେ ଉତ୍ପାଦିତ ସାମଗ୍ରୀର ମାର୍କେଟିଂ ଏବଂ ତାଲିମ ପାଇଥିବା ଛାତଛାତ୍ରୀଙ୍କୁ ପି.ଏମ.ଇ.ଜି.ପି. ଏବଂ ପି.ଏମ.ଏଫ. […]

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଚାଲିଥିବା ଗଣଧାରଣା ଆଜି ଦ୍ୱାଦଶ ଦିନରେ ପହଞ୍ଚିଛି । କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଦାବି ଦିନକୁ ଦିନ ତୀବ୍ର ହେଉଥିବା ବେଳେ ସରକାରଙ୍କ କୁମ୍ଭକର୍ଣ୍ଣ ନିଦ୍ରା ନଭାଙ୍ଗିବା ଜିଲ୍ଲାବାସୀଙ୍କୁ ବିସ୍ମିତ କରିଛି । ଗତକାଲି କେନ୍ଦ୍ରାପଡାର ବର୍ତ୍ତମାନ ଓ ପୂର୍ବତନ ବିଧାୟକମାନେ ଗଣଧାରଣାରେ ଉପସ୍ଥିତ ହେବା ପରେ ଆଜି ଜିଲ୍ଲା ବିଜେପି […]

କେନ୍ଦ୍ରାପଡ଼ା, ୧୬ା୯: “ଆଇନଗତ ସାକ୍ଷରତା ମାଧ୍ୟମରେ ଓଡ଼ିଶାରେ ମହିଳା ସଶକ୍ତିକରଣ” ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଦୁଇଦିନିଆ କର୍ମଶାଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି । ୟୁଏସ୍ କନସୁଲେଟ୍ ଜେନେରାଲଙ୍କ ସହାୟତାରେ ‘ସ୍ୱାତୀ’ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଏହି କର୍ମଶାଳାକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ସେ କହିଥିଲେ ମହିଳାମାନେ ଯେତେ ସାକ୍ଷର ହେବେ ସେତେ ସୁରକ୍ଷିତ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଖୁଲମଖୁଲା ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବା ସହିତ ନକଲି ଔଷଦ ବଜାରରେ ବିକ୍ରି ଓ ସପ୍ଲାଇ କରାଯାଉଛି । ରୋଗରୁ ଆରୋଗ୍ୟ ଲାଭ ପାଇଁ ମନୁଷ୍ୟ ନକଲି ଡାକ୍ତର ଦେଉଥିବା ଔଷଦ ଏବେ ମୃତ୍ୟୁର କାରଣ ସାଜିପାରେ ଏହା କେହି କଳ୍ପନାରେ ସୁଦ୍ଧା ଭାବି ପାରିବେ ନାହିଁ । ଜିଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଅଂଚଳଗୁଡ଼ିକରେ ପରିଦର୍ଶନ କରିବା ସହ ଅଙ୍କୁଶ ଲଗାଇବାକୁ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକରେ ଗୁଣାତ୍ମକ ଶିକ୍ଷାର ପ୍ରସାର ପାଇଁ ରାଜ୍ୟ ସରକାର ଚନ୍ଦନନଗର ପଂଚାୟତ ବନ୍ତୋ ଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ପ୍ରାୟ ୧୧ କୋଟି ୭୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଥିଲେ ମଧ୍ୟ ହସ୍ତାନ୍ତର ହୋଇନଥିବା ଯୋଗୁଁ ଶିକ୍ଷାଦାନ ହୋଇପାରୁନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । କେନ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ […]

ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ଆଜି ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକ ମାନଙ୍କ ଆନ୍ଦୋଳନ ୯ ଦିନରେ ପହଂଚିଛି । ଶିକ୍ଷକ ମାନେ ସମୂହ ଛୁଟି ନେଇ ଚଳିତ ମାସ ୮ ତାରିଖରୁ ଆରମ୍ଭ ହୋଇଥିବା ଧାରଣା ଆଜି ୯ ମ ଦିନରେ ପହଂଚିଛି । ଶହଶହ ଶିକ୍ଷକ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବର୍ଷାରେ ଓଦା ହୋଇ  ପ୍ରତିବାଦ ଜଣାଇବା […]

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତା ମେହେଟ୍ଟା ହେଉଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା । ଗୀତା ମେହେଟ୍ଟାଙ୍କ ସ୍ୱାମୀ ସୋନୀ ମେହେଟ୍ଟାଙ୍କ ୨୦୧୯ରେ ପରଲୋକ ହୋଇଥିଲା । […]

ଶୁକ୍ରବାର ପ୍ରତ୍ୟୁଷରେ ଆନ୍ଧ୍ରପ୍ରଦେଶର ଚିତ୍ତୂର ଜିଲ୍ଲାରେ ମର୍ମତୃନ୍ତ ଦୁର୍ଘଟଣା ଘଟି କେନ୍ଦ୍ରାପଡ଼ା ଜିଲାର ୪ ଜଣଙ୍କ ଅକାଳ ବିୟୋଗ ଘଟିଛି । ସେମାନେ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡେଇ ବ୍ଲକ୍ ନୀଳକଣ୍ଠପୁର ଗ୍ରାମ ପଞ୍ଚାୟତର ଗୋବିନ୍ଦପୁର ଗ୍ରାମର ତ୍ରିଲୋଚନ ନାୟକ, ବିଜୟ କୁମାର ନାୟକ ଏବଂ ଆଳି ବ୍ଲକ ସହିରା ଗ୍ରାମ ପଞ୍ଚାୟତର ଅଙ୍ଗରକ୍ଷ ଗ୍ରାମର ଉମେଶ ଚନ୍ଦ୍ର ସାହୁ ଏବଂ ତାଙ୍କ ଧର୍ମ ପତ୍ନୀ ରଶ୍ମିତା ସାହୁ ଲିଲିମା […]

କେନ୍ଦ୍ରାପଡ଼ା,୧୫ା୯ : କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଚାଲିଥିବା ଗଣଧାରଣା ଆଜି ଏଗାର ଦିନରେ ପହଞ୍ଚିଛି । ଦାବି ହାସଲ ପର୍ଯ୍ୟନ୍ତ ଆନ୍ଦୋଳନ ଚଳାଇ ରଖିବାକୁ ଜିଦରେ ଅଟଳ ଥିବା କ୍ରିୟାନୁଷ୍ଠାନ କମିଟି ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତକରି ଆନ୍ଦୋଳନ ସହ ଅଧିକରୁ ଅଧିକ ଲୋକଙ୍କୁ ଜୋଡିବା ପାଇଁ ପ୍ରତିଦିନ ନୂଆ ନୂଆ ଯୋଜନା ପ୍ରସ୍ତୁତ କରୁଥିବା ବେଳେ ଧାରଣା ସ୍ଥଳରେ ଆଜି କେନ୍ଦ୍ରାପଡା […]

କେନ୍ଦ୍ରାପଡ଼ା,୧୫ା୯: ଜଳସେଚନର ଅଭାବ ଯୋଗୁଁ କୃଷି ପ୍ରଧାନ ଜିଲ୍ଲା କେନ୍ଦ୍ରାପଡାର କୃଷକ ପରିବାରର କର୍ମଠ ଯୁବକ ଓ ଯୁବତୀମାନେ ଦାଦନ ଖଟିବା ପାଇଁ ବାହାର ରାଜ୍ୟକୁ ଯିବାକୁ ବାଧ୍ୟ ହେଉଛନ୍ତି । ଅଚଳ ହୋଇ ପଡିଥିବା ଉଠା ଜଳସେଚନ ପ୍ରକଳ୍ପ ଗୁଡିକର ମରାମତି କରାଯିବା ସହିତ ନୂଆ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବା ନିମନ୍ତେ “ଉତ୍କଳ ସମାଜ” କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କୁ ଆଜି ଏକ ସ୍ମାରକପତ୍ର […]

ଏମିତି ବି ଆସେ ମୃତ୍ୟୁ । ଚାହୁଁଚାହୁଁ ଚାଲିଗଲା ଅକାଳର ୨ ପରିବାରର ୪ ନିରିହ ଜୀବନ କେହି କିଛି ଭାବିବା ପୂର୍ବରୁ ଓଲଟପାଲଟ ହୋଇଗଲା ସବୁକିଛି । ବାଙ୍ଗାଲୋର ଭିକ୍ଟୋରିଆ ହସ୍ପିଟାଲ୍‌ରେ ଚିକିତ୍ସା କରାଇ ଆମ୍ବୁଲାନ୍‌ସ୍‌ରେ ଫେରିବା ବାଟରେ ରାସ୍ତାରେ ଠିଆ ହୋଇଥିବା ଟ୍ୟାଙ୍ର୍କକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଝିଅ, ଜ୍ୱାଇଁ, ଦୁଇ ଶ୍ୱସୁର ୪ଜଣଙ୍କର ମୃତ୍ୟୁ ଘଟିଛି ଓ ଜଣେ ଆହତ ହୋଇଛନ୍ତି । […]

ତାଳଚେର ବସ୍‌ଷ୍ଟାଣ୍ଡ ସମ୍ମୁଖ ୧୪୯ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଧକ୍‌କାରେ ଜଣେ ବ୍ୟକ୍ତିଙ୍କର ଦୁଇଟି ଗୋଡ଼ ସମ୍ପୂର୍ଣ୍ଣ ଭାବେ କଟି ଯାଇଥିଲାବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି । ଚାଉଳିଆକୁତା ଅଞ୍ଚଳର ହରି ବେହେରା (୫୫) ରାସ୍ତାରେ ଯାଉଥିବାବେଳେ ଓଡି୧୯ଏନ୍‌୦୯୩୭ ନମ୍ବର ଟ୍ରକ୍ ତାଙ୍କୁ ଧକ୍‌କା ଦେଇଥିଲା । ସେ ତଳେ ପଡ଼ଯିବାରୁ ତାଙ୍କ ଗୋଡ଼ ଉପରେ ଟ୍ରକ୍ ଚକା ଚଢ଼ିଯାଇଥିଲା । ଗୁରୁତର ଅବସ୍ଥାରେ ତାଳଚେର […]