କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକର ରାଜକନିକା ଆଥଲେଟିକ ଆସୋସିଏସନ ଆନୁକୂଲ୍ୟରେ ଚାଲି ଥିବା ପ୍ରଥମ ରାଜକନିକା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ ଉଦଯାପିତ ହୋଇ ଯାଇଛି । ଉଦଯାପନୀ ଖେଳ ରେ ଅର୍ବାନ ଫୁଟବଲ କ୍ଲବ କନିକା ଟାଇଟନିକ୍ସକୁ ୧-୦ ଗୋଲ ରେ ପରାସ୍ତ କରି ଚାମ୍ପିୟନ ହୋଇଛି । ଅନୁଷ୍ଠାନ ର ସଭାପତି ଦୋଳ ଗୋବିନ୍ଦ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ […]
featured
ଆସନ୍ତା ୩୧ ତାରିଖ ସ୍ୱାୟତ ଶାସନ ଦିବସ ପାଳନ ଅବସରରେ ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଇଯାଇଥିବା ବେଳେ ମଙ୍ଗଳବାର ଅପରାହ୍ନରେ ରାଜନଗର ବିଧାୟକ ଧ୍ରୁବ ସାହୁ ପଟ୍ଟାମୁଣ୍ଡାଇ ପୌର ପରିଷଦର ୧୧ନଂ ୱାର୍ଡ ସଂଖ୍ୟାଲଘୁ ବସ୍ତି ଓ ଦଳିତବସ୍ତି ଲୋକଙ୍କ କଲ୍ୟାଣ ପାଇଁ ନବନିର୍ମିତ ମିଶନଶକ୍ତି ଗୃହ ଓ ଜଳନିଷ୍କାସନ ପ୍ରକଳ୍ପ ଉଦଘାଟନ କରିଥିଲେ । ରାଜ୍ୟ ବିଜେଡି ସଂଖ୍ୟା ଲଘୁ ସେଲ ସମ୍ପାଦିକା କାଉନସିଲର […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୋଷ୍ଟମାଷ୍ଟରଙ୍କ ବେକରୁ ଲୁଟେରାମାନେ ସୁନା ଚେନ ଲୁଟି ନେଇଥିବା ନେଇ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଅଭିଯୋଗ ହୋଇଛି । ସ୍ଥାନୀୟ ପୋଲିସ ଏ ସମ୍ପର୍କରେ ଏକ ମୋକଦମା ରୁଜୁ କରି ଲୁଟ ମାମଲାର ତଦନ୍ତ ଚଳାଇଛି । ପ୍ରକାଶ ଯେ ପଟ୍ଟାମୁଣ୍ଡାଇ ହେଡ଼ ପୋଷ୍ଟ ଅଫିସର ମହିଳା ପୋଷ୍ଟ ମାଷ୍ଟର ରେଣୁବାଳା ନାୟକ ଆଜି ସନ୍ଧ୍ୟା ୬.୩୦ମିନିଟ ସମୟରେ ଅଫିସ କାର୍ଯ୍ୟ ସାରି ଚାଲି ଚାଲି […]
କେନ୍ଦ୍ରାପଡ଼ା,୨୯ା୮: ଏଥର ଆହୁରି ଝଲସିବ କେନ୍ଦ୍ରାପଡା ସହରର ମଢିଆଳସ୍ଥିତ ଗଙ୍ଗାଭାଗୀରଥ ପୂଜା କମିଟି ପକ୍ଷରୁ ପ୍ରସ୍ତୁତ ଚାନ୍ଦି ମେଢ । ନୂଆ ରୂପରେ ଏଥର ଚମକିବ ଗଙ୍ଗାଭାଗୀରଥ ମେଢ । ପୂର୍ବରୁ ଏହି ମେଢର ୧କ୍ୱିଣ୍ଟାଲ ୨୦କେଜିର ଚାନ୍ଦି ମେଢ ଥିଲା । ଚଳିତ ବର୍ଷ ୨୦କେଜି ଓଜନର ଚାନ୍ଦି ସିଂହାସନ ପ୍ରସ୍ତୁତ କରାଯିବା ସହିତ ମା’ଗଙ୍ଗାଙ୍କର ପୂର୍ବରୁ ଥିବା ୫ଶହ ଗ୍ରାମର ସୁନା ମୁକୁଟକୁ ବଢାଯାଇ ୭ଶହ ଗ୍ରାମର […]
କେନ୍ଦ୍ରାପଡ଼ା, ୨୯ା୮: କେନ୍ଦ୍ରାପଡା ଜିଲ୍ଲା କଳା ସାହିତ୍ୟ ଓ ସଂସ୍କୃତି ପରିଷଦର କଳାକାରମାନେ ବିଭିନ୍ନ ଦାବିପୂରଣ ପାଇଁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ପରିଷଦର ସଭାପତି ସୁବ୍ରତ କୁମାର ରାଉତଙ୍କ ନେତୃତ୍ୱରେ କଳାକାରମାନେ ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅନୁପସ୍ଥିତିରେ ଉପଜିଲ୍ଲାପାଳଙ୍କୁ ଏହି ଦାବିପତ୍ର ପ୍ରଦାନ କରିଥିଲେ । ସେମାନଙ୍କ ଦାବି ଗୁଡିକ ମଧ୍ୟରେ ୨୦୨୩ ମସିହା ଅଗଷ୍ଟ ୨୩ ତାରିଖ ରାଜ୍ୟରେ ସଂଶୋଧନ ସଭ୍ୟଙ୍କ ପ୍ରଶିକ୍ଷଣ ପାଇଁ […]
କେନ୍ଦ୍ରାପଡ଼ା, ତା୨୯/୦୮: କେନ୍ଦ୍ରାପଡ଼ା ଜିଲ୍ଲା କ୍ରୀଡ଼ା ବିଭାଗ ଓ ହକି ଆସୋସିଏସନ୍ ମିଳିତ ଆନୁକୂଲ୍ୟରେ ଜାତୀୟ କ୍ରୀଡ଼ା ଦିବସ ୨୦୨୩ ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଦିବସରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର । ହକି ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିବା ପରେ ସେ ପ୍ରଦୀପ ପ୍ରଜ୍ଜେ୍ୱାଳନ କରି ସମସ୍ତଙ୍କୁ କ୍ରୀଡ଼ା ଦିବସର ଶୁଭେଚ୍ଛା ଜ୍ଞାପନ […]
କେନ୍ଦ୍ରାପଡା, ୨୮/୮- କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକର ରାମନଗର, ଖରିନାସୀ, ବତୀଘର ଗ୍ରାମପଞ୍ଚାୟତର ଗ୍ରାମବାସୀମାନେ ୧୯୫୦ ମସିହାରୁ ସେଠାରେ ବସବାସ କରିଆସୁଛନ୍ତି । କେନ୍ଦ୍ରାପଡାରେ ଏକ ସମ୍ବାଦିକ ସମ୍ମିଳନୀରେ ସେମାନେ ସୂଚନା ଦେଇଥିଲେ ଯେ ୧୯୪୭ ମସିହାରେ ଭାରତ ପାକିସ୍ଥାନ ବିଭକ୍ତ ହୋଇଥିବାରୁ ପାକିସ୍ଥାନରେ ହିନ୍ଦୁମାନଙ୍କୁ ଅତ୍ୟାଚାର କରାଯାଇଥିଲା । ତତ୍୍କାଳିନ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ସେମାନେ ପାକିସ୍ଥାନ ଛାଡି ଭାରତରେ ଶରଣାର୍ଥୀ ଭାବରେ ପଳାଇ ଆସି ଏହି ଅଞ୍ଚଳରେ […]
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ବିଜେଡି ସଭାପତି ପଦରୁ ଅଶୋକକୁମାର ପ୍ରତିହାରୀଙ୍କୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ବ୍ଲକ ବିଜେଡି ଉପସଭାପତି ଥିବା ନିରଂଜନ ରାଉତଙ୍କୁ ସଭାପତି ଭାବେ ମନୋନୀତ କରାଯାଇଛି । ବିଜୁ ଜନତା ଦଳର ତିନି ତିନିଥର ବ୍ଲକ ସଭାପତି ହୋଇଥିବା ଅଶୋକ ତାଙ୍କ ତୃତୀୟ ପାଳିରେ ସାମାଜିକ ଗଣମାଧ୍ୟମ ଓ ଗଣମାଧ୍ୟମରେ ବିଧାୟକ ଧ୍ରୁବ ସାହୁଙ୍କ ବିରୁଦ୍ଧରେ ମତାମତ ଦେବା ମହଙ୍ଗା ପଡିଛି । […]
କେନ୍ଦ୍ରାପଡା ୨୮/୮- କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ ସଂଙ୍ଗୀତ ମୁର୍ଚ୍ଛନା ଓ ଓଡିଶା ସଂସ୍କୃତି କଳା ଏକାଡେମୀ(ଓକା) ପକ୍ଷରୁ ଓକା ଆଇଡଲ ପ୍ରତିଯୋଗୀତା ଓ ସମ୍ବର୍ଦ୍ଧନା ଉତ୍ସବ ବଲାଙ୍ଗିର ଜିଲ୍ଲାର ଟାଉନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ରାଷ୍ଟ୍ରପତି ପୁରସ୍କାର ପାପ୍ତ ସଙ୍ଗୀତ ନିର୍ଦ୍ଦେଶକ ଦିନେଶ ମଲ୍ଲିକଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଏସ.ଡି.ପି.ଓ ତୋଫାନ ବାଗ, ସହକାରୀ ଜିଲ୍ଲାପାଳ ବିଜ୍ଞାନ କୁମ୍ଭାର, ଗୁରୁଶ୍ରୀ […]
କେନ୍ଦ୍ରାପଡା,୨୮ା୮; ବଦଳିବ କି ରାଜନଗରର ରାଜନୈତିକ ଚିତ୍ର । ଶାସକ ଦଳରେ ଗୋଷ୍ଠୀ କନ୍ଦଳ ସାମାଜିକ ଗଣମାଧ୍ୟମରେ ଦଳୀୟ ନେତା ଓ କର୍ମୀଙ୍କ ମଧ୍ୟରେ ଚାଲିଥିବା କଥାକଟାକଟି ଏହି ଚର୍ଚ୍ଚାକୁ ଖୋରାକ ଯୋଗାଇଛି । ସାଧାରଣ ନିର୍ବାଚନକୁ ଆଉ ଅଳ୍ପଦିନ ବାକି ଥିବା ବେଳେ ରାଜନଗର ନିର୍ବାଚନ ମଣ୍ଡଳୀରେ ବିଜେଡିର ଗୋଷ୍ଠୀ କନ୍ଦଳ ତୀବ୍ର ହେବାରେ ଲାଗିଛି । ଦଳୀୟ କର୍ମୀ ଓ ନେତାମାନେ ଦୁଇ ଗୋଷ୍ଠୀ ହୋଇ ସୋସିଆଲ […]
କେନ୍ଦ୍ରାପଡ଼ା, ତା୨୮/୦୮: ଅଦମ୍ୟ ସାହସ ଓ ନିର୍ଭୀକତାର ପରିଚୟ ଦେଇ ନିଜ ଜୀବନକୁ ଉତ୍ସର୍ଗ କରିଥିବା ସ୍ୱର୍ଗତ ସୁଦର୍ଶନ ସ୍ୱାଇଁ ଏବଂ ସ୍ୱର୍ଗତ ସରୋଜ କୁମାର ଦାସଙ୍କୁ ମିଳିବ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର । ଜାତୀୟ କ୍ରୀଡ଼ା ଦିବସ (ଅଗଷ୍ଟ୨୯) ଅବସରରେ ଲୋକସେବା ଭବନର ନୂତନ କନଭେନ୍ସନ୍ ପ୍ରେକ୍ଷାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରସ୍କାର ପ୍ରଦାନ କରିବେ । ସ୍ୱର୍ଗତ ସୁଦର୍ଶନ ସ୍ୱାଇଁଙ୍କ ପାଇଁ ଏହି ପୁରସ୍କାର […]
ପଟ୍ଟାମୁଣ୍ଡାଇ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ସ୍ଥାନୀୟ ଶ୍ରୀରାମ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ପ୍ରଫେସର ଭରତ ପାତ୍ର, ପ୍ରଫେସର କୈଳାଶ ପାତ୍ର, ପ୍ରାଧ୍ୟାପକ ଗୋଲକ ମହାରଣା, ପଣ୍ଡିତ ତ୍ରୈଲୋକ୍ୟ ପ୍ରସାଦ ମିଶ୍ର, ଚତୃର୍ଭୁଜ ରାଉଳ, ବିଜୟ ସାହୁ, ପ୍ରମୋଦ ନାୟକ, ସନାତନ ତରାଇ ପ୍ରମୋଦ ସାହୁ, ବଂଶୀଧର ନାୟକ, ଗନ୍ଧର୍ବ ଲେଙ୍କା ପ୍ରମୁଖ ବହୁ ସଦସ୍ୟ ଯୋଗ […]
କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଧୋୟାଂଚଳର ଦାଣ୍ଡିସାହି ଠାରେ ଆଜି ଧୋୟାଂଚଳ ବିଜେଡି ପକ୍ଷରୁ ଏକ ବନ୍ଧୁମିଳନର ଆୟୋଜନ କରାଯାଇଥିଲା । ପଟ୍ଟାମୁଣ୍ଡାଇ ବ୍ଲକର ପୂର୍ବତନ ଅଧ୍ୟକ୍ଷ ମାନସ ରଞ୍ଜନ ସାମଲଙ୍କ ପୌରହିତ୍ୟ ଓ ପେଣ୍ଠପାଳ ସମିତିସଭ୍ୟ ଶଶାଙ୍କ ଶେଖର ବିଶ୍ୱାଳଙ୍କ ସଂଯୋଜନାରେ ଆୟୋଜିତ ବନ୍ଧୁମିଳନ ସମାରୋହରେ ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା ମୁଖ୍ୟଅତିଥି ଭାବେ ଯୋଗ ଦେଇ ସବୁବର୍ଗର ଲୋକମାନଙ୍କ ପାଇଁ ବିଜେଡି ସୁପ୍ରିମୋ […]
କେନ୍ଦ୍ରାପଡ଼ା,୨୭/୮: ଆଜି ପବିତ୍ର ଶ୍ରାବଣ ଶୁକ୍ଳ ଏକାଦଶୀ ଉପଲକ୍ଷେ କେନ୍ଦ୍ରାପଡା ସହର ଗଣାମାହାଲସ୍ଥିତ ଶ୍ରୀ ବିନୋଦବିହାରୀ ମନ୍ଦିରରେ ରାଧାକୃଷ୍ଣଙ୍କର ଝୁଲଣ ଯାତ୍ରା ଆରମ୍ଭ ହୋଇଛି । ଏହି ଅବସରରେ ସନ୍ଧ୍ୟା ଆଳତୀ ବଢିବା ପରେ ରାଧାକୃଷ୍ଣଙ୍କୁ ଭୂଷିତ କରାଯାଇ ଝୁଲଣ ମଣ୍ଡପକୁ ବିଜେ କରାଯାଇଥିଲା । ଏହି ଝୁଲଣ ଯାତ୍ରା ଆଜିଠାରୁ ୫ଦିନ ବ୍ୟାପୀ ପ୍ରତିଦିନ ସନ୍ଧ୍ୟାରେ ଅନୁଷ୍ଠିତ ହେବ । ଆସନ୍ତା ଗହ୍ମାପୂର୍ଣ୍ଣିମା ଦିନ ଉଦ୍ଯାପନ ହେବ । […]
କେନ୍ଦ୍ରାପଡ଼ା,୨୭/୮: କେନ୍ଦ୍ରାପଡାର ସ୍ୱାଧିନତା ସଂଗ୍ରାମୀ ଦୁର୍ଯ୍ୟୋଧନ ପଣ୍ଡା ସ୍ମୃତି କମିଟି ତରଫରୁ ସ୍ମୃତି କମିଟିର ସଭାପତି ବରିଷ୍ଟ ଆଇନଜୀବୀ ପ୍ରଦୀପ କୁମାର ଦାଶଙ୍କ ନେତୃତ୍ୱରେ ଗରାପୁରସ୍ଥ କାଳୀ ମନ୍ଦିରଠାରୁ କୋଠିଛକ ଯାଏ ବୃକ୍ଷରୋପଣ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ମୃତି କମିଟିର ବରିଷ୍ଠ ଉପଦେଷ୍ଟା ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶୁଭାଂଶୁ କୁମାର ଦାସ ଓ ପ୍ରକୃତି ବନ୍ଧୁ ପାର୍ଥ ସାରଥୀ ବେହେରା, ସ୍ମୃତି କମିଟି ସମ୍ପାଦକ […]
ଆଗାମୀ ସାଧାରଣ ନିର୍ବାଚନକୁ ନେଇ ସାଧାରଣ ଚର୍ଚ୍ଚା ଜୋର ଧରିଥିବାବେଳେ କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଧୋୟାଞ୍ଚଳରେ ରାଜନୈତିକ ବାତାବରଣ ଧୀରେ ଧୀରେ ସରଗରମ ହେବାରେ ଲାଗିଛି । କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଦାଣ୍ଡିସାହି ଠାରେ ପଟ୍ଟାମୁଣ୍ଡାଇ ବ୍ଲକର ପୂର୍ବତନ ଅଧ୍ୟକ୍ଷ ମାନସ ରଞ୍ଜନ ସାମଲଙ୍କ ପୌରହିତ୍ୟ ଓ ପେଣ୍ଠପାଳ ସମିତିସଭ୍ୟ ଶଶାଙ୍କ ଶେଖର ବିଶ୍ୱାଳଙ୍କ ସଂଯୋଜନାରେ ଏକ ବନ୍ଧୁମିଳନ ସମାରୋହ ରବିବାର ଆୟୋଜନ […]
ଉପର ମୁଣ୍ଡ ଜମି ଶୁଖିଲା ପଡିଛି ଖାଲୁଆ ଜମିରେ ପାଣି ଲହରି ମାରୁଛି ଡ୍ରେନେଜ ନାଳ ପୋତି ହେଲାଣି କାଡା କେନାଲର ସତା ନାହିଁ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଚଳିତ ଖରିଫ୍ ଚାଷ ବିଳମ୍ବରେ ଆରମ୍ଭ ହୋଇଛି । ବର୍ଷା ନଥିବାରୁ ଚାଷୀ ନାନା ହଇରାଣର ସମ୍ମୁଖୀନ ହେଉଛନ୍ତି । ଗତ କିଛିଦିନ ପୂର୍ବେ ବର୍ଷା ଯୋଗୁଁ ଚାଷ କାର୍ଯ୍ୟ ଜୋର ଧରିଛି । ବର୍ତମାନ ସୁଦ୍ଧା […]
କେନ୍ଦ୍ରାପଡ଼ା, ୨୭ା୮: ଡ଼ାକ୍ତର ବୈଷ୍ଣବ ପରିଡା ଥିଲେ ସର୍ବୋଚ୍ଚ ମାନବୀୟ ଆଦର୍ଶ ସେବା, ସଂକଳ୍ପ ଓ ଉତ୍ସର୍ଗର ସର୍ବଶ୍ରେଷ୍ଠ ରୂପକାର । ତାଙ୍କ ପରି ମଣିଷ ଆଜିର ସଂସାରରେ ବିରଳ ଓ ସମାଜର ଅମୂଲ୍ୟ ସମ୍ପଦ ବୋଲି ନିସ୍ୱାର୍ଥପର ସେବକ ଡାକ୍ତର ବୈଷ୍ଣବ ଚରଣ ପରିଡାଙ୍କ ୨ୟ ବାର୍ଷିକ ସ୍ମରଣ ସଭା ଅବସରରେ ସଂକଳିତ ସ୍ମରଣିକା “ଫେରିଆସ ଡାକ୍ତର”ର ଉନ୍ମୋଚନ ଉତ୍ସବରେ ମୁଖ୍ଯ ଅତିଥି ରୂପେ ଯୋଗଦେଇ ଶାନ୍ତି ନିକେତନ […]
କେନ୍ଦ୍ରାପଡ଼ା ୨୭/୮: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ମାସାନ୍ତ ରବିବାସରୀୟ ସାହିତ୍ୟ ଆସର ସଂସଦର ସଭାପତି ଡଃ ବାସୁଦେବ ଦାସଙ୍କ ପୌରୋହିତ୍ୟରେ ଆଜି ଅପରାହ୍ନରେ ସ୍ଥାନୀୟ ପବ୍ଲିକ ରିଡିଂ ରୁମ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ କବି କୁମାର ହସନ୍, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ସ୍ୱାଧୀନତା ସଂଗ୍ରାମୀ ମକର ଦାସ, ସମାଜସେବୀ ବାବାଜୀ ପରିଡା, ମଣିପୁର ଦଙ୍ଗାରେ ମୃତାହତ ହୋଇଥିବା ବ୍ୟକ୍ତିବିଶେଷ ଓ ଦୁର୍ଘଟଣାରେ ଦେହାନ୍ତ […]
କେନ୍ଦ୍ରାପଡ଼ା, ୨୭ା୮: ସମଗ୍ର ବିଶ୍ୱକୁ ପ୍ରେମ ବନ୍ଧନରେ ବାନ୍ଧିରଖି ଏକ ସୁସ୍ଥ ସମାଜ ଗଠନର ବାର୍ତ୍ତା ପ୍ରଦାନ ନିମନ୍ତେ ମହାପ୍ରଭୁ ଜଗତରନାଥ ଜଗନ୍ନାଥ ଶ୍ରୀମନ୍ଦିରରେ ତାଙ୍କର ମାନବୀୟ ଲୀଳା କରୁଛନ୍ତି । ସେଥିମଧ୍ୟରେ ଭାଇ ଓ ଭଉଣୀର ଅତୁଟ ପ୍ରେମ ବନ୍ଧନର ଅନ୍ୟତମ ଉଦାହରଣ ହେଉଛି ଗହ୍ମା ପୂର୍ଣ୍ଣମୀ ବା ରକ୍ଷା ବନ୍ଧନ ଉତ୍ସବ । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୁରୀ ଶ୍ରୀକ୍ଷେତ୍ରରୁ ଜଗତଜନନୀ ମା’ […]
କେନ୍ଦ୍ରାପଡ଼ା,୨୭/୮: କେନ୍ଦ୍ରାପଡା ସଦର ପୁଲିସ ଆଜି ସକାଳେ ଏକ ବେଆଇନ କୋଇଲା ବୋଝେଇ ପିକ୍ ଅପ୍ ଭ୍ୟାନ୍ କୁ ଜବତ କରିଛି । ଗାଡି ଚାଳକ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଆଜି ସକାଳେ ଚାନ୍ଦବାଲି ଅଞ୍ଚଳରୁ ବେଆଇନ କୋଇଲା ପିକ୍ ଅପ୍ ଭ୍ୟାନ୍ ଯୋଗେ ଚାଲାଣ ହେଉଥିବା ପୋଲିସକୁ ଖବର ମିଳିଥିଲା । ଏହାପରେ ପୋଲିସ ଗାଡିଟିକୁ ଧରିବାକୁ ଚେଷ୍ଟା କରିଥିଲା […]
କେନ୍ଦ୍ରାପଡ଼ା ୨୭/୮: କେନ୍ଦ୍ରାପଡା ସଦରଥାନା ପୋଲିସ ଆଜି ତିନି ଜଣ ୱାରେଣ୍ଟିକୁ ଗିରଫ କରି କୋର୍ଟ ଚାଲାଣ କରିଛି । କେନ୍ଦ୍ରାପଡା ସଦରଥାନା ଅନ୍ତର୍ଗତ କଦଳୀବାଡି ଗ୍ରାମର ବାପା ପୁଅ ଓ ମା କୁ ଏକ ବଧୁ ନିର୍ଯ୍ୟାତନା ଅଭିଯୋଗରେ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ସମସ୍ତେ ୨୦୧୬ ମସିହାରୁ ଫେରାର ଥିଲେ ବୋଲି ସଦରଥାନା ଆଇଆଇସି ସରୋଜ କୁମାର ସାହୁ ପ୍ରକାଶ କରିଛନ୍ତି ।
କେନ୍ଦ୍ରାପଡ଼ା, ୨୬ା୮: କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ପାଇଁ ମିଳିତ କ୍ରୀୟାନୁଷ୍ଠାନ କମିଟିର ଏକ ବୈଠକ ବିକାଶ ସାମ୍ମୁଖ୍ୟ କାର୍ଯ୍ୟାଳୟ ପରିସରରେ ପ୍ରଫେସର ଅଜୟ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସମ୍ପାଦକ ଆଇନଜୀବୀ ରମଣୀରଞ୍ଜନ ରାଉତରାୟ ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରସ୍ତାବ ଆଗତ କରିଥିଲେ । ବୈଠକରେ ପ୍ରଫୁଲ୍ଲ ଦାସ, ଗୟାଧର ଧଳ, ଫକୀର ଚରଣ ଖଟୁଆ, ମୁକ୍ତାର ଖାଁ, ବୈଷ୍ଣବ ଚରଣ […]
କେନ୍ଦ୍ରାପଡ଼ା, ୨୬ା୮: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପଞ୍ଜିକୃତ ସଂସ୍ଥା ମାଇଁ ଏନ୍.ସି.ସି ଆଲୁମିନି ଆସୋସିଏସନ୍ ପକ୍ଷରୁ ଅଗଷ୍ଟ ୧ ତାରିଖରୁ ୧୫ତାରିଖ ପର୍ଯ୍ୟନ୍ତ ଚାଲିଥିବା “ହର ଘର ଏକ ପୌଧା” ଅନ୍ତର୍ଗତ ଏକ ବିଶାଳ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ୪୫ହଜାରରୁ ଉର୍ଦ୍ଧ୍ୱ ଚାରା ରୋପଣ ସାରା ଭାରତ ବର୍ଷରେ କୋଣ ଅନୁକୋଣରେ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ୱେଚ୍ଛାସେବୀ ସଙ୍ଗଠନ ଯଥା ସ୍ମାଇଲପ୍ଲିଜ ଫାଉଣ୍ଡେସନ, ନିସ୍ୱାର୍ଥ […]
