ଗୋପାଳଦାସ ସ୍ମାରକୀ କଳାମନ୍ଦିରର ଉପଦେଷ୍ଟା ପ୍ରଭାତ ଚନ୍ଦ୍ର ପାଣି ଙ୍କ ବିୟୋଗରେ (ଗଡମେକର) ପକ୍ଷରୁ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଗଡମେକର ସାଧାରଣ ସଂପାଦକ ଦୟାନିଧି ବଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଶୋକସଭାରେ ଗଡମେକର ପ୍ରତିଷ୍ଠାତା ଗୀତିକବି ସୁଶାନ୍ତ ପାଣି , ଗୁରୁ ସମୀର ରଞ୍ଜନ ଦାସ , ରମେଶ କୁମାର ଦେ, ରବିନ୍ଦ୍ର ମଲ୍ଲିକ, ଇନ୍ଦୁମତୀ ପରିଡା, ସ୍ମୃତିପ୍ରୀୟା ପ୍ରଧାନ, ଇପସାରାଣୀ ବେହେରା, ଧ୍ରୁବ ଚରନ ସାହୁଙ୍କ ସମେତ […]

ଦେଶରେ କେହି ଯେପରି ଭେକିଲା ନରହୁନ୍ତି ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା କରି ସମସ୍ତ ଗରିବ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ସେଥିପାଇଁ ପ୍ରତି ରାଶନ କାର୍ଡଧାରୀଙ୍କୁ ସରକାର ମାସିକିଆ ଚାଉଳ ସହ ଗହମ ପ୍ରଦାନ କରୁଥିଲେ । ହେଲେ ୮ ମାସ ହେଲା ଗହମ ଯୋଗାଣକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । କାର୍ଡଧାରୀଙ୍କୁ କେବଳ ଚାଉଳ ଧରାଇ ଦିଆଯାଉଥିବାରୁ ଏ ନେଇ ସେମାନଙ୍କ ମଧ୍ୟରେ […]

କେନ୍ଦ୍ରାପଡ଼ା,୧୬ା୭: କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଇଛାପୁରସ୍ଥିତ ଶ୍ୟାମକାଳୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଜେଡି ଦଳୀୟ ପର୍ଯ୍ୟବେକ୍ଷକ ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗଦେଇଥିଲେ । ବିଧାୟକ ଶ୍ରୀ ବେହେରା ରାଜ୍ୟର ବିକାଶ ସହିତ କେନ୍ଦ୍ରାପଡାର ବିକାଶ ପାଇଁ ସମସ୍ତେ ଶପଥ ନେବାକୁ ଆହ୍ୱାନ […]

କେନ୍ଦ୍ରାପଡ଼ା,୧୬ା୭: ରାଜ୍ୟରେ ବିଭିନ୍ନ ପ୍ରକାର ଅପରାଧିକ କାର୍ଯ୍ୟକଳାପ ସାଙ୍ଗକୁ ସଡକ ଦୁର୍ଘଟଣା ଜନିତ ଜୀବନ ହାନୀ ଓ ଅନେକ ସାମାଜିକ ସମସ୍ୟା ବହୁ ପରିମାଣରେ ବଢି ଚାଲିଥିବା ବେଳେ ଏସବୁର ମୂଳ କାରଣ ମଦ ଓ ଅନ୍ୟାନ୍ୟ ନିଶା ଦ୍ରବ୍ୟ କାରବାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିବା ପରିବର୍ତ୍ତେ ସରକାର ନିଶା ପ୍ରସାରକୁ ନିଜର ନୀତି ଭାବରେ ଗ୍ରହଣ କରି ପ୍ରତିବର୍ଷ ଅଧିକରୁ ଅଧିକ ମଦ ଦୋକାନ ଖୋଲି ଚାଲିଛନ୍ତି ଏବଂ […]

ପଟ୍ଟାମୁଣ୍ଡାଇ ୧୫.୭-ପଟ୍ଟାମୁଣ୍ଡାଇ ବ୍ଲକରେ ବିଭିନ୍ନ ବିଦ୍ୟାଳୟରେ ଲାଗିରହିଥିବା ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଆଜି ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ ତାଲା ପକାଇ ଗଣ ଧାରଣାରେ ବସିଲେ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି । ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାରୁ ପାଠପଢା ବ୍ୟାହତ ହେଉଥିବା ନେଇ ସ୍କୁଲ ପରିଚାଳନା କମିଟି ଓ ଅବିଭାବକ ସଂଘ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ କରି ଆସୁଥିଲେ । ନିକଟରେ ହୋଇଥିବା ଶିକ୍ଷକ […]

ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କୁ ଝିଅ ଘରେ ଛାଡ଼ି ଦେବା ବାହାନା ଦେଖାଇ ବାଇକ୍‌ରେ ନେଇ ବଳାତ୍କାର କରି ଫେରାର ହୋଇଯାଇଥିବା ଘଟଣାକୁ ଏକମାସରୁ ଅଧିକ ହୋଇଥିଲେ ମଧ୍ୟ ପୋଲିସ ଏ ପର୍ଯ୍ୟନ୍ତ ବଳାତ୍କାରୀଙ୍କୁ ଧରିବାରେ ବିଫଳ ହୋଇଛି। ଏହିଘଟଣା ଅତ୍ୟନ୍ତ ସ୍ପର୍ଶକାତର ହୋଇଥିବାରୁ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଉଛି । କେନ୍ଦ୍ରାପଡା ଏସ.ପି ମଡକର ସନ୍ଦିପ ସମ୍ପଦ ଅଭିଯୁକ୍ତକୁ ଧରିବା ପାଇଁ ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ, ରାଜନଗର […]

କେନ୍ଦ୍ରାପଡ଼ା,୧୫ା୭: ଆସନ୍ତା ୨୫ତାରିଖରୁ ଜିଲ୍ଲାର ବିଭିନ୍ନ ବ୍ଲକରେ ବ୍ଲକ ସ୍ତରୀୟ ପରାମର୍ଶ ଶିବିର(ଦକ୍ଷତା ମେଳା) ଅନୁଷ୍ଠିତ ହେବ । ଓଡିଶା ଦକ୍ଷତା ପ୍ରାଧିକରଣ ଓ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାର ସମସ୍ତ ୯ଟି ବ୍ଲକରେ ଚଳିତମାସ ୨୫ତାରିଖରୁ ଅଗଷ୍ଟମାସ ୫ତାରିଖ ପର୍ଯ୍ୟନ୍ତ ନିଯୁକ୍ତି ଭିତ୍ତିକ ତାଲିମ କାର୍ଯ୍ୟକ୍ରମ ପାଇଁ ଏକ ସ୍ୱତନ୍ତ୍ର ବ୍ଲକ ସ୍ତରୀୟ ପରାମର୍ଶ ଶିବିର(ଦକ୍ଷତା ମେଳା) ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରାମର୍ଶ […]

କେନ୍ଦ୍ରାପଡ଼ା, ୧୪ା୭ : କେନ୍ଦ୍ରାପଡା ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ପାଠାଗାର ପରିସରରେ ଦୁଇ ଲୋକପ୍ରିୟ ବରିଷ୍ଠ ଆଇନଜୀବୀ ସ୍ୱର୍ଗତ ରାଜେନ୍ଦ୍ର ଚନ୍ଦ୍ର ମହାନ୍ତି ଓ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ ତୈଳଚିତ୍ର ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ଓକିଲ ସଙ୍ଘର ସଭାପତି ବିଚିତ୍ରାନନ୍ଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲା ଦୈାରାଜଜ ବିଶ୍ୱଜିତ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ଲୋକପ୍ରିୟ ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ […]

ଓଡିଶାର ସୁନାମଧନ୍ୟ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାସ ସ୍ମାରକୀ କଳାମନ୍ଦିର(ଗଡ଼ମେକର ),ନସିପୁର (ପଟ୍ଟାମୁଣ୍ଡାଇ )ର ଛାତ୍ରୀ ତଥା ବାଲିପଡ଼ା ଗ୍ରାମର ଶିକ୍ଷକ ଅଶୋକ କୁମାର ସାହୁ ଓ ମନୋରମା ସାହୁଙ୍କ ସୁପୁତ୍ରୀ ଅନନ୍ୟା ସ୍ଥିତିପ୍ରଜ୍ଞI ସାହୁ ସର୍ବଭାରତୀୟ ସି ସି ଆର ଟି ବୃତ୍ତି ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ନିକଟରେ କେନ୍ଦ୍ର ସରକାରଙ୍କ ସାଂସ୍କୃତିକ ଗବେଷଣା ଓ ପ୍ରଶିକ୍ଷଣ କେନ୍ଦ୍ର (ସି ସି ଆର ଟି) ପକ୍ଷରୁ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଅଗଷ୍ଟ ମାସ ୯ ତାରିଖ ଦିନ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି । ଏହି ପଂଚାୟତର କଂଗ୍ରେସ ସମର୍ଥିତ ସମିତି ସଭ୍ୟା ପୁଷ୍ପଲତା ସ୍ୱାଇଁଙ୍କ ଅକାଳ ବିୟୋଗ ଯୋଗୁଁ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଦିହୁଡିପୁର ସମିତିସଭ୍ୟ ପଦବୀ ହାସଲ ପାଇଁ ଶାସକ […]

କେନ୍ଦ୍ରାପଡ଼ା, ୧୩ା୭ : ତିନିମୁହାଣି- ଅଙ୍ଗୁଳେଇ ରାସ୍ତାର ନୁଆ ବସଷ୍ଟାଣ୍ଡ ନିକଟସ୍ଥ ମୁଖ୍ୟ ରାସ୍ତା କଡରେ ଥିବା ଶ୍ରୀଗୋବିନ୍ଦଜୀଉଙ୍କ ଜମିକୁ ଦୀର୍ଘ ୨୫ବର୍ଷ ଧରି ଜବରଦଖଲରେ ଦୋକାନ ଘର କରି ବ୍ୟବସାୟ କରୁଥିବା ବେଳେ ଶ୍ରୀଜୀଉ ବୋର୍ଡଙ୍କୁ  କୈାଣସି ଭଡା ପଇଠ କରୁନଥିଲେ । ଏବାବଦରେ ଶ୍ରୀଜୀଉଙ୍କ ଟ୍ରଷ୍ଟବୋର୍ଡ ପକ୍ଷରୁ ବିଭିନ୍ନ ସମୟରେ ଜବରଦଖଲକାରୀ ବ୍ୟବସାୟୀମାନଙ୍କୁ ଦୋକାନ ଘର ଭଡା ପଇଠ କରିବାକୁ କୁହାଯାଉଥିଲେ ମଧ୍ୟ ସେମାନେ ଏସବୁ କର୍ଣ୍ଣ […]

କେନ୍ଦ୍ରାପଡ଼ା, ୧୩ା୭ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଜ୍ଞାନେନ୍ଦ୍ର ଦାସ ଉଦଘାଟନ କରିଥିଲେ । ଜାତୀୟ ସେବା ସଂସ୍ଥାର ପ୍ରୋଗ୍ରାମ ଅଫିସର ପ୍ରଫେସର ପ୍ରମୋଦ କୁମାର ବେହେରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ୱେଛାସେବୀ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକାମାନେ ମହାବିଦ୍ୟାଳୟ […]

କେନ୍ଦ୍ରାପଡା ୧୩ା୭- ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁଁ ପଟ୍ଟାମୁଣ୍ଡାଇ ଅଂଚଳରେ ଚାଷ କାର୍ଯ୍ୟ ପଛେଇ ଯାଇଛି । ବର୍ତମାନ ଯେଉଁଠି ରୁଆ ବିହୁଡା ହେବା କଥା ଏବେ ସେଇଠି ଧାନ ବୁଣାବୁଣି ଓ ତଳିପକା କାର୍ଯ୍ୟ ଚାଲିଛି । ଏପରିକି ଅନେକ ସ୍ଥାନରେ ଜମିରେ ଲଙ୍ଗଳ ଧାର ପଡିନଥିବାରୁ ସେଗୁଡିକ ପଡ଼ିଆ ପଡିଛି । କୃଷି ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ପଟ୍ଟାମୁଣ୍ଡାଇ ଅଂଚଳରେ ୧୦,୪୦୦ ହେକ୍ଟର […]

କୃଷି ଆମର ଅର୍ଥନୀତିର ମୂଖ୍ୟ ଆଧାର । ଆମ ରାଜ୍ୟ ଏକ କୃଷି ଭିତିକ ରାଜ୍ୟ ହୋଇଥିବା ବେଳେ ବହୁଲୋକ କୃଷି ଉପରେ ନିର୍ଭରଶୀଳ । ରାଜ୍ୟର ବିକାଶ କ୍ଷେତ୍ରରେ କୃଷିର ଅଭିବୃଦ୍ଧି ମୂଖ୍ୟ କ୍ଷେତ୍ର ଭାବେ ଚିହ୍ନଟ କରାଯାଇଛି । କୃଷିର ଅଭିବୃଦ୍ଧି ହାରରେ ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି । ଆମ ରାଜ୍ୟର ଅଧିକାଂଶ ଚାଷୀ କ୍ଷୁଦ୍ର ଓ ନାମମାତ୍ର ହୋଇଥିବାରୁ […]

କେନ୍ଦ୍ରାପଡା ୧୨/୭- କେନ୍ଦ୍ରାପଡା ସହର ଉପଖଣ୍ଡ ଗୁଲନଗରସ୍ଥିତ ସଂଜୀବନୀ ବିଦ୍ୟାମନ୍ଦିର ପରିସରରେ ବନ ମହୋତ୍ସବ ପାଳନ ଅବସରରେ ବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ଚିତ୍ତରଞ୍ଜନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଦ୍ୟାଳୟ ପରିସରରେ ଆଜି ଚାରାରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଉପସଭାପତି କୂଳମଣି ନାୟକ, କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ଅଧ୍ୟାପକ ମୃତ୍ୟୁଞ୍ଜୟ ମହାନ୍ତି, ସମାଜସେବୀ ଶ୍ରୀଧର ମହାନ୍ତି ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ । […]

କେନ୍ଦ୍ରାପଡ଼ା,୧୨୭ -ମୌସୁମୀ ବର୍ଷା କେବଳ ଚାଷ ପାଇଁ ଅନୁକୂଳ ସୁଯୋଗ ସୃଷ୍ଟି କରିନଥାଏ ବରଂ ମଶାର ବଂଶ ବୃଦ୍ଧି ପାଇଁ ସହାୟକ ହୋଇଥାଏ । ତେଣୁ ମଶାର ବଂଶ ବୃଦ୍ଧିକୁ ରୋକି କେନ୍ଦ୍ରାପଡ଼ାକୁ ସମ୍ପୂର୍ଣ୍ଣ ଡେଙ୍ଗୁ ଓ ମାଲେରିଆ ରୋଗରୁ ମୁକ୍ତ କରିବାକୁ ଲକ୍ଷ୍ୟ ରହିଛି ବୋଲି କହିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ଅନୀତା ପଟ୍ଟନାୟକ । ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ […]

କେନ୍ଦ୍ରାପଡା ୧୨/୭(ପିଏନଏସ)- ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ଓଡିଶା କେନ୍ଦ୍ରାପଡା ଜିଲ୍ଲା ଶାଖା ତରଫରୁ ଫାଉଣ୍ଡେସନର ଜିଲ୍ଲା ସଭାପତି ପବିତ୍ର ପରିଡା, ଜିଲ୍ଲା କାର୍ଯ୍ୟକାରିଣୀ ସଭ୍ୟ ମନିନ୍ଦ୍ର ରାଉତ, ମହିଳା ସଭାନେତ୍ରୀ ରୋଜାଲିନ ମହାନ୍ତି, ଉପସଭାପତି ସୁଧୀର ପରିଡା ପ୍ରମୁଖ ଆଜି ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନ ମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ସେମାନଙ୍କ ଦାବି ହେଉଛି ଦେଶରେ ସବୁ ନାଗରିକମାନଙ୍କ ପାଇଁ ସମାନସଂହିତା ଆଇନ ପ୍ରଣୟନ ସହିତ ଜାତି, […]

କେନ୍ଦ୍ରାପଡା ଜିଲ୍ଲା ୬୬୨ ବର୍ଗ (ଯୁକ୍ତଦୁଇ ଓ ଯୁକ୍ତତିନି) ମହାବିଦ୍ୟାଳୟ ସଂଘ ତରଫରୁ ଅଧ୍ୟାପକମାନେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଧାରଣା ଦେବା ସହିତ ସେମାନଙ୍କ ପ୍ରତି ହୋଇଥିବା ପାତରଅନ୍ତର ନୀତି ବିରୋଧରେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ସେମାନଙ୍କ ଦାବିଗୁଡିକ ହେଉଛି ୬୬୨ ଓ ୪୪୮ ବର୍ଗର ସମାନ ଧାରାରେ କାର୍ଯ୍ୟ କରୁଥିବା ଅଧ୍ୟାପକମାନଙ୍କ ଦରମା ୨୦୨୧ ମସିହାରେ ଡିସେମ୍ବର ମାସ ୨୩ […]

କେନ୍ଦ୍ରାପଡା ଜିଲ୍ଲାକୁ ସହରାଞ୍ଚଳ ପରିବହନ(ଅର୍ବାନ ଟ୍ରାନ୍ସପୋର୍ଟ) ମାନ୍ୟତା ଦିଆଯିବାକୁ ପରିବହନ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି । ଏହା ଦ୍ୱାରା କେନ୍ଦ୍ରାପଡା ଜିଲ୍ଲା ମୋବସ୍‌ର ସୁବିଧା ସୁଯୋଗ ପାଇପାରିବ । କେନ୍ଦ୍ରାପଡା ରାଜ୍ୟ ସଦର ମହକୁମା ଭୂବନେଶ୍ୱର ମଧ୍ୟରେ ୭୦କିଲୋମିଟର ଦୂରରେ ଅବସ୍ଥିତ । ଜିଲ୍ଲାରୁ କେବଳ ବେସରକାରୀ ବସ୍ ଯାତାୟତ କରିଥାଏ । ଏହି ଦୂରତାକୁ ୩ରୁ ୪ଘଣ୍ଟା ସମୟ ବସରେ ଲାଗିଥାଏ । ବେସରକାରୀ ବସ୍ ମାଲିକମାନେ […]

କେନ୍ଦ୍ରାପଡ଼ା ଜିଲ୍ଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଗୌରବମୟ ଶିକ୍ଷାନୁଷ୍ଠାନ ତଥା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲରେ ପ୍ରଧାନଶିକ୍ଷକ ସମେତ ବହୁ ଶିକ୍ଷକ ପଦବୀ ଖାଲି ପଡିଥିବାରୁ ଶିକ୍ଷାଦାନ ଗୁରୁତର ଭାବେ ପ୍ରଭାବିତ ହୋଇଛି । ରାଜ୍ୟ ସରକାର ଏହି ଗୌରବମୟ ଶିକ୍ଷାନୁଷ୍ଠାନକୁ ସେଂଟର ଅଫ ଏକ୍ସଲେନ୍ସ ଘୋଷଣା କରିବା ସହିତ ୫ଟି କାର୍ଯ୍ୟକ୍ରମରେ ରୂପାନ୍ତକରଣ କରିଥିଲେ ମଧ୍ୟ ଶିକ୍ଷକ ଅଭାବ ଶିକ୍ଷା ବ୍ୟବସ୍ଥାରେ ପ୍ରଧାନ ଅନ୍ତରାୟ ହୋଇଛି […]

ପଟ୍ଟାମୁଣ୍ଡାଇ ତା ୧୧.୭-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ପଂଚାୟତ ଲଷ୍ମୀସୁବଳ ବିଦ୍ୟାପୀଠରେ ଆବଶ୍ୟକ ଶିକ୍ଷକ ଅଭାବରୁ ଶିକ୍ଷାଦାନ ବ୍ୟାହତ ହୋଇଛି । ସମ୍ପ୍ରତି ୮ଟି ଶ୍ରେଣୀରେ ୨୦୮ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି ।  ମାତ୍ର ଛାତ୍ରଛାତ୍ରୀଙ୍କୁ ପଢ଼ାଇବା ପାଇଁ ମାତ୍ର ୩ଜଣ ଶିକ୍ଷୟତ୍ରୀ ନିଯୁକ୍ତି ଦିଆଯାଇଥିବାରୁ ଶିକ୍ଷାଦାନ ବ୍ୟାହତ ହୋଇଛି ।  ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବୀରେ ଆଜି ସ୍କୁଲ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ସ୍କୁଲ ମୁଖ୍ୟଫାଟକ ତାଲା ପକାଇ […]

ପଟ୍ଟାମୁଣ୍ଡାଇ ୧୧.୭-ପଟ୍ଟାମୁଣ୍ଡାଇ ପୌରପରିଷଦରେ ନୂତନ ପୌର ନିର୍ବାହୀ ଅଧିକରୀ ଭାବେ ଯୋଗ ଦେଇଥିବା ଅଜିତ ନାରାୟଣ ପ୍ରାସାଦ ଗିରିଙ୍କୁ ମଙ୍ଗଳବାର ନଗର କଂଗ୍ରେସ ତରଫରୁ ସ୍ୱାଗତ କରାଯାଇଛି । ନଗର କଂଗ୍ରେସ ସଭାପତି ଅମୁଲ୍ୟ ପ୍ରଧାନଙ୍କ ନେତୃତ୍ୱରେ ଜିଲ୍ଲା ଯୁବ କଂଗ୍ରେସ ସଭାପତି ସତ୍ୟପ୍ରିୟ ସାମଲ, ଯୁବନେତା ଅବିନାଶ ଲେଙ୍କା, କାଉନସିଲର ମଳୟ ଓଝା ପୂର୍ବତନ କାଉନସିଲର ଆଲୋକ ଧଳ, ସେକ ଅମୃଲୁ, ସନାତନ ବିଶ୍ୱାଳ, ତପନ ପାତ୍ର ପ୍ରମୁଖଜେଯାଗ […]

କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଂଚଳରେ ନିମ୍ନମାନର ଔଷଧ କାରବାର ଛତୁ ଫୁଟିବା ଭଳି ଔଷଧ ଦୋକାନ ଗଢ଼ି ଉଠୁଛି । ଏ ନେଇ ଜିଲା ଭେଷଜ ବିଭାଗ ଚୁପ୍ ବସିଥିବା ବାରମ୍ବାର ଅଭିଯୋଗ ହୋଇଆସୁଥିଲା । ଜିଲା ଭେଷଜ ବିଭାଗ ପକ୍ଷରୁ ସମୟାନୁଯାଇ ଏବଂ ନିୟମିତ ଚଢ଼ାଉ ନକରାଯିବା ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । କାଁ ଭାଁ ଜିଲ୍ଲା ଭେଷଜ ବିଭାଗ ପକ୍ଷରୁ କରାଯାଉଥିବା […]

  ପଟ୍ଟାମୁଣ୍ଡାଇ ୧୧.୭-ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ସଂସାରଫଳ ଗ୍ରାମର ଜନୈକା ୮୦ବର୍ଷ ବୟସ୍କା ବୃଦ୍ଧା ପ୍ରଥମ ରଜ ଦିନ ନିଜ ଝିଅ ଘର ରାଜନଗର ଯିବା ପାଇଁ କହୁଣୀଆ ଛକରେ ଅପେକ୍ଷା କରିଥିବା ବେଳେ ଜନୈକ ଅସାମାଜିକ ଯୁବକ ବାଇକରେ ଲିଫ୍ଟ ଦେବାକୁ କହି ନିକଟସ୍ଥ ନିଛାଟିଆ ଜାଗାରେ ବୃଦ୍ଧାଙ୍କୁ ବଳପୂର୍ବକ ଦୁଷ୍କର୍ମ କରି ଛାଡି ଯାଇଥିଲେ । ପରେ ଗାଁ ଲୋକମାନେ ଖବର ପାଇଁ ତାଙ୍କୁ ମେଡିକାଲ […]