ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଣପ୍ରତିଷ୍ଠାତାଙ୍କ ପରଲୋକ
କେନ୍ଦ୍ରାପଡ଼ା,୧୩ା୮:ନିଗମାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାଣପ୍ରତିଷ୍ଠାତା ତଥା ଗଗୁଆ ପଞ୍ଚାୟତର ରାହାମାସ୍ଥିତ ନିଗମାନନ୍ଦ ହାଇସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ଧ୍ରୁବ ଚରଣ ଦାଶ(୮୩)ଙ୍କର ପରଲୋକ ହୋଇଯାଇଛି। ସେ କିଛିଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପିଡିତ ଥାଇ […]
