କବୟିତ୍ରୀ ଅନ୍ନପୂର୍ଣ୍ଣା ମହାନ୍ତି ପୁସ୍ତକମେଳା ସାହିତ୍ୟ ସମ୍ମାନରେ ସମ୍ମାନୀତ

କେନ୍ଦ୍ରାପଡା ୧୪/୧ : କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରର୍ଜ (କେମ୍‌) ପୁସ୍ତକମେଳା ଶ୍ରେଷ୍ଠ ସାହିତ୍ୟ ସମ୍ମାନ ସହରସ୍ଥ ମାଧପୁର ଗ୍ରାମର ବରିଷ୍ଠ କବୟିତ୍ରୀ ଓ କଥାକାର ଅନ୍ନପୂର୍ଣ୍ଣା ମହାନ୍ତିଙ୍କୁ କେନ୍ଦ୍ରାପଡ଼ା ତ୍ରୟୋବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକ ମେଳାରେ ସମ୍ମାନୀତ କରାଯାଇଛି । ଶ୍ରୀମତୀ…

ବରିଷ୍ଠ ନାଗରିକ ମଞ୍ଚର ବୈଠକ

କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଦ୍ୱିତୀୟ ପର୍ଯ୍ୟାୟ ବୈଠକ ଆୟବା ପଞ୍ଚାୟତ ପରିସରରେ ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ବୈଠକରେ ପଡୋଶୀ ଗ୍ରାମ ପଞ୍ଚାୟତ ପୁରୁଷୋତ୍ତମର ୩ଜଣ ବରିଷ୍ଠ ନାଗରିକ ଯୋଗଦାନ…

ଶ୍ରୀ ବଳଦେବଜୀୟୁ ଏକାଡେମୀର ଚିତାକର୍ଷକ ଓଡିଶୀ ନୃତ୍ୟ ପ୍ରଦର୍ଶନ

କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡା ଜିଲ୍ଲା ଉତ୍ସବ ସଂନ୍ଧ୍ୟାରେ ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳାରେ କେନ୍ଦ୍ରାପଡା ‘ଲ’କଲେଜ ଛକ ଶ୍ରୀ ବଳଦେବଜୀୟୁ ନାଟ୍ୟ ଓ ସଂସ୍କୃତି ଏକାଡେମୀର ନିର୍ଦ୍ଦେଶକ ଅଭିରାମ ନାୟକ ଓ ବରିଷ୍ଠ ନୃତ୍ୟଶିଳ୍ପୀ କୁମାରୀ ତପସ୍ୱିନୀ ନାୟକଙ୍କ ତତ୍ତ୍ୱାବଧାନରେ ନୃତ୍ୟ ଗୁରୁ ପ୍ରଭାତ…

ତୁଳସୀକ୍ଷେତ୍ରରେ ମକର ଉତ୍ସବ

କେନ୍ଦ୍ରାପଡା,୧୪ା୧: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀବଳଦେବଜୀଉଙ୍କ ମନ୍ଦିର ତଥା ତୁଳସୀକ୍ଷେତ୍ରରେ ମକର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଧବାର ପ୍ରତୁଷରୁ ଦ୍ୱାର ଫିଟା ନୀତି, ଜୟମଙ୍ଗଳା ଆଳତୀ, ନୀତି ସ୍ନାନ ବଲ୍ଲଭ ଧୂପ ଅନୁଷ୍ଠିତ ହୋଇଥିଲା। ସକାଳ ୯ଟା ୩୦ରେ…

ଭଲ ବହି ଆରମ୍ଭହୁଏ ଆନନ୍ଦରୁ ଜ୍ଞାନରୁ ଶେଷ ହୁଏ

ଉଦ୍‌ଯାପିତ ହେଲା କେନ୍ଦ୍ରାପଡା ତ୍ରୟୋବିଂଶତମ ପୁସ୍ତକ ମେଳା   କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌) ଦ୍ୱାରା ଆୟୋଜିତ ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ କେମ୍‌ର ସଭାପତି ଅକ୍ଷୟ ପାଣିଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି…

ବ୍ୟକ୍ତିଗତ ଅନୁଭବରୁ ସାହିତ୍ୟ ସୃଷ୍ଟିକଲେ ତାହା କାଳଜୟୀ ହେବ

ପୁସ୍ତକମେଳା ଷଷ୍ଟ ସନ୍ଧ୍ୟା କେନ୍ଦ୍ରାପଡ଼ା, ୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ କେନ୍ଦ୍ରାପଡା ସହରସ୍ଥ ଟେଲିକମ୍ ପଡିଆରେ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଷଷ୍ଟ ଦିବସରେ ୫ଟି ଅଧିବେଶନରେ କବିତା ପାଠଉତ୍ସବ ଅନୁଷ୍ଠିତ ହୋଇଥିଲା । ଅନୁଭବହୀନ ସାହିତ୍ୟ ପ୍ରାଣଶୂନ୍ୟ…

କିଶୋର/କିଶୋରୀ ମାନଙ୍କର ‘କିଶୋର ସ୍ପନ୍ଦନ’

ପୁସ୍ତକ ମେଳା ପଞ୍ଚମ ସଂନ୍ଧ୍ୟାରେ କେନ୍ଦ୍ରାପଡ଼ା,୧୦ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ କେନ୍ଦ୍ରାପଡା ସହରସ୍ଥ ଟେଲିକମ୍ ପଡିଆରେ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ପଞ୍ଚମସନ୍ଧ୍ୟାରେ କିଶୋର/କିଶୋରୀ ମାନଙ୍କର ପ୍ରତିଭାର ପ୍ରଦର୍ଶନ ‘କିଶୋର ସ୍ପନ୍ଦନ’ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ…

ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ , ପରିସ୍ଥିତି ନସୁଧୁରିଲେ ଏସପି କାର୍ଯ୍ୟାଳୟ ଘେରିବ ବିଜେଡି

କେନ୍ଦ୍ରାପଡ଼ା,୭ା୧:କେନ୍ଦ୍ରାପଡ଼ା ଜିଲ୍ଲାରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ ଅବସ୍ଥାକୁ ଚାଲି ଯାଇଛି। ପରିସ୍ଥିତି ନ ସୁଧୁରିଲେ ଆସନ୍ତା ୧୬ ତାରିଖରେ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ବିଜେଡି ଧମକ ଦେଇଛି। ଏ ନେଇ ବିଜେଡିର ଏକ ପ୍ରତିନିଧି ଦଳ ଏସ୍‌ପି…

ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ , ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା

କେନ୍ଦ୍ରାପଡ଼ା,୭ା୧:ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ ବୋଲି ୨୩ ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା କେନ୍ଦ୍ରାପଡା ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ମତ ପ୍ରକାଶ କରିଥିଲେ । ଆଜିର ପୁସ୍ତକ ମେଳାକୁ ଉଦଘାଟନ ପୂର୍ବକ ଲେଖକଙ୍କ ଭୂମିକା…

କେନ୍ଦ୍ରାପଡା ବ୍ଲକ ଓ ପୈାରପରିଷଦ ବ୍ରାହ୍ମଣ ସଭାର କର୍ମକର୍ତ୍ତା ନିର୍ବାଚନ

କେନ୍ଦ୍ରାପଡ଼ା,୫ା୧: କେନ୍ଦ୍ରାପଡା ବ୍ଲକ ଓ ପୈାରପରିଷଦର ବ୍ରାହ୍ମଣ ମହାସଭାର ନୂତନ କର୍ମକର୍ତ୍ତା ନିର୍ବାଚନ କପାଳେଶ୍ୱର ସ୍ଥିତ ଗୋପାଳଜୀଉ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ପବିତ୍ର କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ନିତ୍ୟାନନ୍ଦ ମିଶ୍ର । ପ୍ରଥମେ ବେଦପାଠ କରିଥିଲେ ଅବିନାଶ…

ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ

୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ଉଦ୍‌ଘାଟିତ କେନ୍ଦ୍ରାପଡା: ୨୩ ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ସ୍ଥାନୀୟ ମହିପାଳ ସ୍ଥିତ ଟେଲିକମ ପଡିଆରେ ଉଦଘାଟିତ ହୋଇଯାଇଛି । ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ ବୋଲି ଅତିଥିମାନେ କହିଥିଲେ । ଏହି ଉତ୍ସବରେ…

ପୁସ୍ତକମେଳାରେ “ବେଷ୍ଟ ଅଫ୍ କେନ୍ଦ୍ରାପଡ଼ା” ଚିତ୍ର ପ୍ରଦର୍ଶନ : ରାଜ୍ୟସ୍ତରୀୟ ପୁସ୍ତକମେଳାର ଶେଷ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ୫/୧: ୬ ଜାନୁୟାରୀରୁ ୧୩ ଜାନୁୟାରୀ ପର୍ଯ୍ୟନ୍ତ ଆଠଦିନ ବ୍ୟାପୀ ଆୟୋଜିତ ହେଉଥିବା ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାରେ ଚଳିତ ବର୍ଷ ସାମିଲ ହେବ ନିଆରା ଚିତ୍ର ପ୍ରଦର୍ଶନୀ । “ବେଷ୍ଟ ଅଫ୍ କେନ୍ଦ୍ରାପଡ଼ା” ଶୀର୍ଷକରେ ଏହି ପ୍ରଦର୍ଶନୀ କେନ୍ଦ୍ରାପଡ଼ା…

ତୁଳସୀ ମହୋତ୍ସବ ମହାସମାରୋହରେ ଉଦ୍‌ଯାପିତ

ଓଡ଼ିଶୀ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ନାଟକ, ଘୋଡ଼ା ନାଚ, କଣ୍ଢେଇ ନାଚ ଏବଂ ଅକ୍ଷୟ ସଙ୍ଗୀତର ଅପୂର୍ବ ସମାହାରରେ ସଭିଏଁ ଉଲ୍ଲସିତ କେନ୍ଦ୍ରାପଡା ୫/୧ : କେନ୍ଦ୍ରାପଡ଼ା ତଥା ଓଡ଼ିଶାର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ବାରୁଅ ସ୍ଥିତ ଭାବଗ୍ରାହୀ କଳା…

ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବୈଠକ

କେନ୍ଦ୍ରାପଡା ୫/୧- କେନ୍ଦ୍ରପଡା ବ୍ଲକ ଅନ୍ତର୍ଗତ ମରଡପୁର ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବାର୍ଷିକ ବୈଠକ ଓ ବନ୍ଧୁମିଳନ ଉତ୍ସବ ବନ୍ଦରେଶ୍ୱରରେ ଥିବା ନଙ୍ଗୁଳି ମଠରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ…

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ କ୍ରୀଡା ପ୍ରତିଯୋଗିତା ଉଦଯାପିତ

କେନ୍ଦ୍ରାପଡ଼ା,୪ା୧: କେନ୍ଦ୍ରାପଡା ଶିକ୍ଷା ବିକାଶ ସମିତି ଅଧିନରେ କେନ୍ଦ୍ରାପଡ଼ା ସଂକୁଳର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଡେରାବିଶ ବ୍ଲକ ଅନ୍ତର୍ଗତ ତିଲଙ୍ଗସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଗାର ଗୋଟି ଶିଶୁବିଦ୍ୟାମନ୍ଦିରରୁ ଦୁଇଶହ ଭାଇଭଉଣୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।…

ଦୃଷ୍ଟିବାଧିତ ବି ସର୍ବଗୁଣ ସମ୍ପନ୍ନ

କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡ଼ା ପୌରସଂସ୍ଥା ଦ୍ୱାରା ପରିଚାଳିତ ଦୃଷ୍ଟିବାଧିତ ବିଦ୍ୟାଳୟରେ ମହାତ୍ମା ଲୁଇସ ବ୍ରେଲିଙ୍କ ୨୧୭ ତମ ଜୟନ୍ତୀ ଓ ବିଶ୍ୱ ବ୍ରେଲି ଦିବସ ପାଳିତ ହୋଇଯାଇଛି। ଉତ୍ସବରେ ମୁଖ୍ୟଅତିଥି ଭାବେ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକ ଡ଼ ଦେବେନ୍ଦ୍ର କୁମାର ଦାସ, ମୁଖ୍ୟବକ୍ତା…

ପଞ୍ଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟଉଦଯାପିତ

କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚୟତ ଖେଳପଡିଆରେ ସାହାସପୁର ମହାବୀର ଆଥଲେଟିକ କ୍ଲବ ଆନୁକୂଲ୍ୟରେ ମଣିବାବା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦୁଇଦିନ ବ୍ୟାପି ଅନୁଷ୍ଠିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟରେ ୧୦ଟିମ ଅଂଶଗ୍ରହଣ କରିଥିଲେ। ଫାଇନାଲ ମ୍ୟାଚରେ ସାହାସପୁର ମହାବୀର ଆଥଲେଟିକ କ୍ଲବ ହଳଦୀଡିହ…

ରାସ୍ତା ଅବରୋଧ ଯୋଗୁଁ ଦୁର୍ଘଟଣାରେ ପଡୁଛନ୍ତି ପଥଚାରୀ

କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡ଼ା ଜିଲ୍ଲାର ବସପୁର ଠାରୁ କେନ୍ଦ୍ରାପଡା ସଦର ଥାନା ଦେଇ କାକଟ ଲକ୍ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟରାସ୍ତାରେ ଯାତାୟତ କରିବାରେ ଏବେ ଗୁରୁତର ବାଧା ଉପୁଜିଛି। ଏହି ରାସ୍ତା କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଦୁଇଟି ଜିଲ୍ଲାକୁ ସଂଯୋଗ କରୁଥିବା ଏକ ପ୍ରମୁଖ…

ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁପୂଜନ

କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁର ସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରରେ ଗୁରୁପୂଜନ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ପୂର୍ବତନ ଶିକ୍ଷକ ଅକ୍ଷୟ କୁମାର…

୧୯୮୦ ମସିହା ମାଟ୍ରିକ ବ୍ୟାଚ୍ ସାଥୀ ମିଳନ ସମାରୋହ

ପଟ୍ଟାମୁଣ୍ଡାଇ ୩୦/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଜୟହିନ୍ଦ୍ ଉଚ୍ଚବିଦ୍ୟାଳୟ, ଦାଣ୍ଡିସାହିଠାରେ ୧୯୮୦ ମାଟ୍ରିକ ବ୍ୟାଚ୍ ଛାତ୍ର-ଛାତ୍ରୀଙ୍କର ସାଥୀ ମିଳନ ସମାରୋହ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଅନ୍ୟୁନ ୫୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ପ୍ରେମାନନ୍ଦ ପ୍ରଧାନଙ୍କ ସଭାପତିତ୍ୱରେ ଏକ ସଭା…

କେନ୍ଦ୍ରାପଡ଼ା ପୁସ୍ତକମେଳାରେ ଅନୁଷ୍ଠିତ ହେବ ଯୁବ ଓ କିଶୋର ସ୍ପନ୍ଦନ

କେନ୍ଦ୍ରାପଡା ୩୦/୧୨- ଆସନ୍ତା ଜାନୁୟାରୀ ୬ ତାରିଖଠାରୁ ଆରମ୍ଭ ହେବାକୁ ଯାଉଥିବା ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ପ୍ରସ୍ତୁତି ବୈଠକ ସହ ଏହାର ଆୟୋଜକ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରସ୍‌(କେମ୍‌)ଏକ ବର୍ଷାନ୍ତ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ମୋବାଇଲ୍ ଓ ଡିଜିଟାଲ୍ ମାଧ୍ୟମର…

ଜାନୁଆରୀ ପହିଲାରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ

କେନ୍ଦ୍ରାପଡ଼ା,୨୯ା୧୨:ଦିବ୍ୟଜୀବନ ସଙ୍ଘ କେନ୍ଦ୍ରାପଡା ଶାଖା ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଳନ ପାଇଁ ସମଗ୍ର ବିଶ୍ୱବାସୀଙ୍କୁ ନିବେଦନ କରିଛନ୍ତି। ସାରା ବିଶ୍ୱରେ ସମସ୍ତ ଦିବସ ପାଳନ ହେଉଥିବା ବେଳେ ପ୍ରାର୍ଥନା ଦିବସ…

କାଥରିନ ଦାସଙ୍କ ସ୍ମୃତିରେ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି

ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୨୮ା୧୨:ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାର ୪୮୫ଜଣ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି।ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର…

ଟାଇମ୍ସ ଗୁରୁକୁଳ ସ୍କୁଲର ଦ୍ୱାଦଶ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା ୨୮/୧୨ଜିଲ୍ଲାର କଲେଜ ଛକ ନିକଟ ଉଦୟ ନଗର ଠାରେ ଥିବା ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଟାଇମ୍ସ ଗୁରୁକୁଳ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରତିଷ୍ଠାତା ପ୍ରହ୍ଲାଦ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବାର୍ଷିକ ଉତ୍ସବରେ ଉଦଘାଟକ ଭାବେ…