ଜିଲ୍ଲା ଓକିଲ ସଂଘ ଦ୍ୱାରା ନୂତନ ଫୌଜଦାରୀ ଆଇନ ସମ୍ପର୍କରେ ଆଲୋଚନା ଚକ୍ର

23 February 2025 kanika odisha 0

କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘ ଦ୍ୱାରା ଆୟୋଜିତ ନୂତନ ଫୌଜଦାରୀ ସଂଶୋଧିତ ଆଇନ ଯାହାକି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ଭାରତୀୟ ସାକ୍ଷ୍ୟ ଅଧିନିୟମ ସମ୍ପର୍କରେ ଏକ ଆଲୋଚନା […]

ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ ସେମିଫାଇନାଲ ମ୍ୟାଚ୍‌

22 February 2025 kanika odisha 0

କେନ୍ଦ୍ରାପଡ଼ା,୨୨ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ପ୍ରଥମ ସେମିଫାଇନାଲ ମ୍ୟାଚ୍ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଆଜାଦ୍ […]

ପଟ୍ଟାମୁଣ୍ଡାଇ କୋର୍ଟ ପରିସରରୁ ମୋଟର ସାଇକେଲ ଚୋରୀ

21 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୨୧/୯-ପଟ୍ଟାମୁଣ୍ଡାଇ କୋର୍ଟ ପରିସରରୁ ଆଜି ସନ୍ଧ୍ୟା ସମୟରେ ଏକ ହିରୋ ହୋଣ୍ଡା ମୋଟର ସାଇକେଲ ଚୋରୀ ହୋଇଯାଇଛି I ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଅଭିଯୋଗ ହୋଇଛି I ସ୍ଥାନୀୟ […]

ଶାସନ ନୋଡାଲ ହାଇସ୍କୁଲରେ ଅନ୍ତର୍ଜାତୀୟ ଭାଷା ଦିବସ

21 February 2025 kanika odisha 0

ପଟ୍ଟାମୁଣ୍ଡାଇ : ୨୧/୦୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ହାଇସ୍କୁଲରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇ ଯାଇଛି ।  ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ ତପନ କୁମାର ରାୟଙ୍କ ପୈାରହିତ୍ୟରେ ଆୟୋଜିତ […]

ଖଡ଼ିଅଣ୍ଟାରେ ନୂତନ ଶିବ ମନ୍ଦିର ପ୍ରତିଷ୍ଠା ଉତ୍ସବ

21 February 2025 kanika odisha 0

ପଟ୍ଟାମୁଣ୍ଡାଇ ୨୧/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଣ୍ଟା ଗ୍ରାମର ଶ୍ରୀ ଶ୍ରୀ କପିଳେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବ ୩ ଦିନ ଧରି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କଳସ ଶୋଭାଯାତ୍ରାରେ […]

ଅନ୍ତାଲୋ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ଦାବି

21 February 2025 kanika odisha 0

କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର ଅନ୍ତାଲୋ ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯାଇଛି। ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି ଯେ […]

ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ଦାବିରେ ସିପିଆଇର ଜୋନ ସମ୍ମିଳନୀ

21 February 2025 kanika odisha 0

କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡ଼ା ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ପ୍ରଭୃତି ଦାବିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଏକ ଜୋନସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀକୁ ଉଦଘାଟନ କରି ଜିଲ୍ଲା […]

ସାଇ ଗୃପ ଅଫ ଇନ୍‌ଷ୍ଟିଚ୍ୟୁସନ୍ ପକ୍ଷରୁ ବୃକ୍ଷରୋପଣ

21 February 2025 kanika odisha 0

କେନ୍ଦ୍ରାପଡ଼ା,୨୧ା୨: ସାଇ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ୍ ପକ୍ଷରୁ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରୁପ୍‌ର ଅଧ୍ୟକ୍ଷ ଚନ୍ଦ୍ରଶେଖର ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ ଓ ଅଧ୍ୟକ୍ଷତାରେ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ […]

ସାମାଜିକ ପରିବର୍ତନରେ ସ୍ୱାଧୀନତା ଓ ମୌଳିକ ଶିକ୍ଷା ତାଙ୍କର ଲକ୍ଷ୍ୟ ଥିଲା

20 February 2025 kanika odisha 0

ସ୍ୱାଧୀନତା ସଂଗ୍ରାମୀ ଅକ୍ରୁର ଚରଣ ଜେନାଙ୍କ ଶ୍ରଦ୍ଧାଞ୍ଜଳୀ ସଭା କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡ଼ାର ଅସ୍ମିତା, ଗର୍ବ ଗୌରବ ଭୂମିପୁତ୍ର, ପରିବେଶବିତ୍ ତଥା ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ଅକ୍ରୁର ଚରଣ ଜେନାଙ୍କ ୪୯ତମ ଶ୍ରଦ୍ଧାଞ୍ଜଳୀ ସଭା ଆଜି […]

ଅଦିନିଆ ବର୍ଷା, ଫସଲ ନଷ୍ଟ

20 February 2025 kanika odisha 0

ପଟ୍ଟାମୁଣ୍ଡାଇ ୧୯/୨ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ସ୍ଥାନରେ ବୁଧବାର ସନ୍ଧ୍ୟାରେ ଅଦିନିଆ ଘଡଘଡି ସହ ବର୍ଷା ଓ କେତେକ ସ୍ଥାନରେ କୁଆପଥର ବୃଷ୍ଟି ହୋଇଛି। ପ୍ରାୟ ଅଧଘଂଟା ଧରି ବର୍ଷା ହେବାରୁ […]

କେନ୍ଦ୍ରାପଡା କଲେଜ ଇତିହାସ ବିଭାଗ ଆଲୁମିନି ମିଟ୍‌

20 February 2025 kanika odisha 0

କେନ୍ଦ୍ରାପଡା,୧୯ା୨: କନ୍ଦ୍ରୋପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଇତିହାସ ବିଭାଗ ପୁରାତନ ଛାତ୍ରମାନଙ୍କ ଆଲୁମିନି ମିଟ୍ ସଭାପତି କୈଳାସ ଚନ୍ଦ୍ର ବରାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା […]

ବିଜେଡି ଯୁବନେତାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା , କାର୍ଯ୍ୟାନୁଷ୍ଠାନ ନେଉନି ପୋଲିସ, ଜିଲ୍ଲାପାଳଙ୍କୁ ଫେରାଦ

20 February 2025 kanika odisha 0

କେନ୍ଦ୍ରାପଡା,୧୯ା୨: ଆଳି ବ୍ଲକର ବିଜେଡି ଯୁବ ସଭାପତି କେଦାରନାଥ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରୁନାହିଁ। ଯାହା ଫଳରେ ଏହି ଅଭିଯୁକ୍ତମାନେ ଅଭିଯୋଗକାରୀଙ୍କୁ ମାମଲା ଉଠାଇଦେବା ପାଇଁ ହତ୍ୟା ଧମକ […]

ଜୋର ଧରିଲା ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ମାନ୍ୟତା ଦାବୀ

18 February 2025 kanika odisha 0

ପଟ୍ଟାମୁଣ୍ଡାଇ ୧୭/୨ – ଦେଶ ସ୍ୱାଧିନତା ପରେ ଓଡିଶାର ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନ ମଧ୍ୟରୁ ପଟ୍ଟାମୁଣ୍ଡାଇ ନିର୍ବାଚନ ମଣ୍ଡଳୀ ଗୁରୁତ୍ୱ ବହନକରି ଆସୁଥିଲା । ୨୦୦୮ରେ ସୀମା ନିର୍ଦ୍ଧାରଣ ବେଳେ ପଟ୍ଟାମୁଣ୍ଡାଇ ବାଦ୍ ଦିଆଯାଇ […]

ଜିଲ୍ଲା କୋଷାଗାର ତରଫରୁ ସ୍ୱାସ୍ଥ୍ୟ ଶିବିର

18 February 2025 kanika odisha 0

କେନ୍ଦ୍ରାପଡା,୧୮ା୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଅନୁରୋଧ କ୍ରମେ ଜିଲ୍ଲା କୋଷାଗାର ତରଫରୁ ପେନ୍‌ସନ୍‌ଭୋଗୀଙ୍କ ନିମନ୍ତେ ଏକ ସ୍ୱାସ୍ଥ୍ୟ ଶିବିର କୋଷାଗାର କାର୍ଯ୍ୟାଳୟ ପରିସରରେ ଆୟୋଜନ କରାଯାଇଥିଲା । ଏହି ସ୍ୱାସ୍ଥ୍ୟ […]

ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

18 February 2025 kanika odisha 0

କେନ୍ଦ୍ରାପଡ଼ା,୧୮ା୨:ଆଇଡିଆଲ ପବ୍ଲିକ ସ୍କୁଲର ୩୪ତମ ବାର୍ଷିକ ଉତ୍ସବ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷ ଯୋଗଦେଇ ଶିକ୍ଷାର୍ଥୀ ମାନଙ୍କର ଉତ୍ତମ ଚରିତ୍ର […]

ପୋଖରୀଆପଡା ସ୍କୁଲରେ ନିପୁଣ ମେଳା

18 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା୧୮/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ପୋଖରୀଆ ପଡା କ୍ଲଷ୍ଟର ପକ୍ଷରୁ ପୋଖରୀଆ ପଡା ନୋଡାଲ ସ୍କୁଲ ଠାରେ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ନୂତନ ଶିକ୍ଷା ପଦ୍ଧତିରେ ପ୍ରଥମ, […]

ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ପ୍ରସ୍ତୁତି ବୈଠକ

17 February 2025 kanika odisha 0

କେନ୍ଦ୍ରାପଡା,୧୭ା୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ଉତ୍ସବ ନିମନ୍ତେ କାର୍ଯ୍ୟକାରୀ କମିଟିର ଏକ ପ୍ରସ୍ତୁତି ବୈଠକ ଗରାପୁରସ୍ଥିତ ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନର ସଭାପତି ପୂର୍ଣ୍ଣାନନ୍ଦ ବିଶ୍ୱାଳଙ୍କ ସଭାପତିତ୍ୱରେ […]

କଖାରୁଣୀରେ ମିଳିତ ଜନଶୁଣାଣୀ ଶିବିର , ୭୪ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦେଶ

17 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା୧୭/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ପଂଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ଅଜାମ୍ବର ମହାନ୍ତି, ଏସ […]

ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ବୈଠକ ; ପାଞ୍ଚ ଦଫା ବାଦି ପୁରଣ ନହେଲେ ଆନ୍ଦୋଳନ ତିବ୍ର କରିବାକୁ ଚେତାବନୀ

17 February 2025 kanika odisha 0

କେନ୍ଦ୍ରାପଡା,୧୭ା୨: ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆନ୍ଦୋଳନରେ କେନ୍ଦ୍ରାପଡା ଜିଲ୍ଲା ଶାଖାର ଏକ ଜରୁରୀ ବୈଠକ ଜିଲ୍ଲା ଓଷ୍ଟା କାର୍ଯ୍ୟାଳୟଠାରେ ଜିଲ୍ଲା ଓଷ୍ଟା ସଭାପତି ଅଶୋକ କୁମାର ପରିଡାଙ୍କ […]

ଗୁଲନଗର ପ୍ରାଥମିକ ସମବାୟ ସମିତି ଧାନମଣ୍ଡି ପରିଦର୍ଶନ କଲେ ବିଡିଓ

17 February 2025 kanika odisha 0

କେନ୍ଦ୍ରାପଡା,୧୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପ୍ରାଥମିକ ସମବାୟ ସମିତି ଧାନମଣ୍ଡିକୁ ପରିଦର୍ଶନ କରିଛନ୍ତି କେନ୍ଦ୍ରାପଡା ମଣ୍ଡଳ ଉନ୍ନୟନ ଅଧିକାରୀ ଅଭିଷେକ ସ୍ୱାଇଁ। ଏଥିସହିତ ବିଡିଓ ଶ୍ରୀ ସ୍ୱାଇଁ ଏହି ଧାନମଣ୍ଡିରେ କୈାଣସି ସମସ୍ୟା […]

କଷଣଅଣ୍ଟାରେ ପ୍ରଧାନଶିକ୍ଷକଙ୍କ ତାଲିମ ଶିବିର

17 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୧୭/୨- ପଟ୍ଟାମୁଣ୍ଡାଇ ପୈ।ର ପରିଷଦ ଅନ୍ତର୍ଗତ କଷଣଅଣ୍ଟା ପଂଚାୟତ ହାଇସ୍କୁଲ ଠାରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ମାନଙ୍କର ୩ ଦିନିଆ ଦକ୍ଷତା ବିକାଶ ତାଲିମ ଶିବିର ‘ପ୍ରଗତି’ […]

ଦୋଷିଆରେ ନିମ୍ନମାଧ୍ୟମିକ ଶିକ୍ଷକ ସଂଘ ଜିଲ୍ଲା ସମ୍ମିଳନୀ

16 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୧୬/୨- ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ ଜିଲ୍ଲା ସମ୍ମିଳନୀ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦୋଷିଆ ୟୁ ଜି ୟୁ ପି ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର […]

ବାଲି ଘାଟରେ ଚଢଉ , ୧୯ ହାଇୱା, ୨ ପ୍ରୋକଲିନ ମେସିନ ଜବତ

16 February 2025 kanika odisha 0

କେନ୍ଦ୍ରାପଡ଼ା,୧୬ା୨:କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ତହସିଲ ଅନ୍ତର୍ଗତ ବିଞ୍ଚଣା ଅଞ୍ଚଳରେ ଚାଲିଥିବା ହରିଦାସପୁର ବେଆଇନ୍ ବାଲିଘାଟ ଉପରେ ଜିଲ୍ଲା ପ୍ରଶାସନ, ଖଣି ବିଭାଗ ଏବଂ ପାଟକୁରା ଥାନା ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି। ଚଢଉ […]

ମାଦ୍ରାସା ବାହାରୁଲ ଓଲୁମରେ ଭାରତର ପୂର୍ବତନ ରାଷ୍ଟ୍ରପତି ଜାକିର ହୁସେନଙ୍କ ଜନ୍ମଜୟନ୍ତୀ ପାଳିତ

16 February 2025 kanika odisha 0

କେନ୍ଦ୍ରାପଡ଼ା,୧୬ା୨: କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ୧୩ ନମ୍ବର ୱାର୍ଡ ରଣପଡା ମାଦ୍ରାସା ବାହାରୁଲ ଓଲୁମଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ଜାକିର ହୁସେନଙ୍କ ଜନ୍ମ ଜୟନ୍ତୀ କୁନିକୁନି ଛାତ୍ରଛାତ୍ରୀଙ୍କ ଗହଣରେ ପାଳନ ହୋଇଯାଇଛି । ଏହି […]