କେନ୍ଦ୍ରାପଡ଼ା,୨୦ା୧୨: ଇଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧିନ ବିଭିନ୍ନ ବିଦ୍ୟାଳୟରେ ପଢୁଥିବା ୩ୟ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ୨୩୨ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ଏଥିରେ…
Tag: featured
ଗୀତା ପାଠ କଲେ ଯୁବପିଢୀ ସୁନାଗରିକ ହୋଇପାରିବେ , ଗୀତା ଜ୍ଞାନ ଯଜ୍ଞ ଉଦଘାଟିତ
କେନ୍ଦ୍ରାପଡ଼ା,୨୦ା୧୨:ପ୍ରଜ୍ଞାନ ମିଶନ ପକ୍ଷରୁ ଆୟୋଜିତ ଗିତା ଜ୍ଞାନଯଜ୍ଞ ଜିଲ୍ଲା ସଂସ୍କୃତି ଭବନରେ ଶନିବାର ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ୱାମୀ ପ୍ରଜ୍ଞାନାନନ୍ଦଜୀଙ୍କ ମହାରାଜ ପ୍ରଦୀପ ପ୍ରଜ୍ଵଳନ କରି ଉଦଘାଟନ କରିଥିବ ବେଳେ ଦିବ୍ୟ ଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା…
ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ବଣ୍ଟନ
କେନ୍ଦ୍ରାପଡ଼ା,୧୯ା୧୨:ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ୨ ଜଣ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ଜିଲ୍ଲାପାଳ ରଘୁରାମ ଆର. ଆୟର ୨ ଜଣ ଦୃଷ୍ଟିବାଧିତ ଛାତ୍ରଛାତ୍ରୀ ଭୀଷ୍ମ କୁମାର ଦାସ…
କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ
କେନ୍ଦ୍ରାପଡ଼ା,୧୯ା୧୨:କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଇଛାପୁର ହାଇସ୍କୁଲରେ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ କୁନି କୁନି…
ବିଧାୟକଙ୍କ ଦରମା ବୃଦ୍ଧି ଜନଶକ୍ତି ପାର୍ଟି ପ୍ରଧାନମନ୍ତ୍ରୀଙ୍କୁ ସ୍ମାରକ ପତ୍ର
କେନ୍ଦ୍ରାପଡା,୧୯ା୧୨: କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ଜନଶକ୍ତି ପାର୍ଟିର ସ୍ମାରକ ପତ୍ର ଦେଇ ଗରିବ ଓଡିଶାର ଜନସାଧାରଣଙ୍କୁ ଚିଟଫଣ୍ଡ ଟଙ୍କା ଫେରସ୍ତ, ବିଶୁଦ୍ଧ ପାନୀୟ ଜଳ ଯୋଗାଣ, ଶିକ୍ଷା ଓ କୃଷି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନର ନାରା ଦେଇ ଓଡିଶାରେ କ୍ଷମତାସିନ ବିଜେପି ସରକାର…
ଭିବି ଜୀ ରାମ ଜୀ ପ୍ରତ୍ୟାହାର ପାଇଁ ଆହ୍ୱାନ
କେନ୍ଦ୍ରାପଡ଼ା, ୧୯/୧୨-ନିଯୁକ୍ତି, ଦରବୃଦ୍ଧି, ଆର୍ଥୀକ ପରିଚାଳନା, ଆଭ୍ୟନ୍ତରୀଣ ସୁରକ୍ଷା, ବୈଦେଶିକ ନୀତି ଆଦି ସମସ୍ତ କ୍ଷେତ୍ରରେ ଏଗାର ବର୍ଷର ଭଜପା ସରକାର ଅସଫଳ ହୋଇଛି । ମାତ୍ର ନିଜର ବିଫଳତା ଲୁଚାଇବା ପାଇଁ ଗ୍ରାମୀଣ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା…
ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ମଞ୍ଚ ଟି ପି ସି ଓ ଡ଼ି ଏଲ କର୍ମକର୍ତ୍ତା ଙ୍କ ସହ ଆଲୋଚନା
ପଟ୍ଟାମୁଣ୍ଡାଇ ତା ୧୮/୧୨- ପଟ୍ଟାମୁଣ୍ଡାଇ ଅଂଚଳର ବିଦ୍ୟୁତ ଉପଭୋକ୍ତା ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଜି ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ସଂଘ ସଭାପତି କାଉନସିଲର ଗୋପୀବଲ୍ଲଭ ନାୟକ ଓ ସମ୍ପାଦକ ଗୋପୀନାଥ ତ୍ରିପାଠୀ ପଟ୍ଟାମୁଣ୍ଡାଇ ଟି ପି ସି ଓ…
ପଟ୍ଟାମୁଣ୍ଡାଇ କଲେଜ ୫୫ତମ ବାର୍ଷିକ କ୍ରୀଡା ଉଦଘାଟିତ
ପଟ୍ଟାମୁଣ୍ଡାଇ ତା ୧୮/୧୨- ପଟ୍ଟାମୁଣ୍ଡାଇ କଲେଜର ୫୫ତମ ବାର୍ଷିକ କ୍ରୀଡା ଉଦଘାଟିତ ହୋଇଯାଇଛି I ୩ଦିନ ବ୍ୟାପି ଆୟୋଜିତ କ୍ରୀଡା ଉତ୍ସବକୁ ପଟ୍ଟାମୁଣ୍ଡାଇ କଲେଜ ଅଧକ୍ଷ ପ୍ରଫେସର ଉମାକାନ୍ତ ପାତ୍ର ପତାକା ହଲାଇ ଉଦଘାଟନ କରିବା ସହିତ ଶିକ୍ଷା ସହିତ କ୍ରୀଡା…
କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଜାତୀୟ କର୍ମଶାଳା
କେନ୍ଦ୍ରାପଡ଼ା,୧୮ା୧୨:କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଗୁଣବତ୍ତା ନିଶ୍ଚିତତା ପ୍ରକୋଷ୍ଠ (ଆଇକ୍ୟୁଏସି) ପକ୍ଷରୁ ଗୁରୁବାର “ଗବେଷଣା ପ୍ରସ୍ତାବ ଲେଖନ ଓ ପାଣ୍ଠି ସଂଗ୍ରହ: ଧାରଣାରୁ ଅନୁମୋଦନ ପର୍ଯ୍ୟନ୍ତ” ଶୀର୍ଷକରେ ଏକ ଜାତୀୟ ସ୍ତରୀୟ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ…
ପିଏମ ଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ, ବନ୍ଧୁତ ପୂର୍ଣ୍ଣ କ୍ରୀଡା ସମାରୋହ
କେନ୍ଦ୍ରାପଡ଼ା, ୧୮ା୧୨: ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରମାନେ, କ୍ରୀଡା ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନଙ୍କ ନେତୃତ୍ୱରେ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାକୁ ପ୍ରଧାନ ଶିକ୍ଷକ ସୋମନାଥ…
ଜିଲ୍ଲାପାଳଙ୍କ ଦ୍ୱାରା ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା
କେନ୍ଦ୍ରାପଡ଼ା,୧୮ା ୧୨: ଜିଲ୍ଲାପାଳ ରଘୁରାମ ଆର. ଆୟର ଗୁରୁବାର ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗ୍ରାମୀଣ ଗୃହ ନିର୍ମାଣ ଯୋଜନା,ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା,ଗ୍ରାମ ପଞ୍ଚାୟତ ଭବନ,ଅଙ୍ଗନୱାଡି…
ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ବିରୋଧରେ ନ୍ୟାସନାଲ ହେରାଲ୍ଡ ଆଥିକ ଅନିୟମିତତା ମାମଲା ଖାରଜ
ବିଜେପିର ମିଥ୍ୟା ଆରୋପ ବିରୋଧରେ କେନ୍ଦ୍ରାପଡା କଂଗ୍ରେସର ପ୍ରତିବାଦ କେନ୍ଦ୍ରାପଡ଼ା,୧୮ା୧୨:ନ୍ୟାସନାଲ ହେରାଲ୍ଡ ଓ ମନିଲଣ୍ଡରିଂ ଭଳି ଅର୍ଥ ଆତ୍ମସାତ ଘଟଣାରେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ସଂପୃକ୍ତି ସମ୍ପର୍କରେ ବିଜେପି ପକ୍ଷରୁ ଆଗତ ହୋଇଥିବା ମୋକଦ୍ଦମାକୁ ନ୍ୟାୟାଳୟ ଖାରଜ କରିଦେବା…
ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ
ପଟ୍ଟାମୁଣ୍ଡାଇ ତା ୧୮/୧୨ -ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ ୪ଦିନ ଧରି ଶିଶୁ ଶିକ୍ଷା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡା ଉତ୍ସବକୁ ଶିକ୍ଷା ମନ୍ଦିର…
ମଣ୍ଡପଡ଼ା ଠାକୁର ନିଗମାନନ୍ଦ ଆଶ୍ରମର ବାର୍ଷିକ ଉତ୍ସବ
ପଟ୍ଟାମୁଣ୍ଡାଇ ୧୭/୧୨–ପରମହଂସ ସଦଗୁରୁ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବଙ୍କ ମଣ୍ଡପଡ଼ା ଶାଖା ସଂଘର ବାର୍ଷିକ ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏଇ ଅବସରରେ ଶୁଭାଧିବାସ, ସନ୍ଧ୍ୟାପୂଜା, ଆରତୀ, ସ୍ତୋତ୍ର ବନ୍ଦନା, ଜୟଗୁରୁ କୀର୍ତନ ସହିତ ଜୟଗୁରୁ ନାମଯଂଜ୍ଞ ଅନୁଷ୍ଠିତ ହୋଇଥିଲା…
ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗରେ ମାନବ ସଭ୍ୟତା ସଫଳତା ପଥରେ ଚାଲିଛି
ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ଆଲୋଚନାଚକ୍ର ପଟ୍ଟାମୁଣ୍ଡାଇ ୧୭/୧୨ – ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଶ୍ରେଣୀ କକ୍ଷରେ ପ୍ରଯୁକ୍ତି ବିଦ୍ୟାର ସମନ୍ୱିତ ଆହ୍ୱାନ ଓ ସମ୍ଭାବନା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ…
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜିଲ୍ଲାପାଳଙ୍କ ଅଚାନକ ଗସ୍ତ
ବିଭିନ୍ନ ୱାର୍ଡ ବୁଲିବା ସହିତ ରୋଗୀଙ୍କ ସହ ଆଲୋଚନା କେନ୍ଦ୍ରାପଡ଼ା, ୧୭ା୧୨: ଜିଲ୍ଳାପାଳ ରଘୁରାମ ଆର. ଆୟର ବୁଧବାର ମଧ୍ୟାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି। ଜିଲ୍ଲାପାଳ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓପିଡି ବୁଲିବା ସହିତ…
କେନ୍ଦ୍ରାପଡ଼ା ତହସିଲରେ ଜିଲ୍ଲାପାଳଙ୍କ ରାଜସ୍ୱ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡ଼ା ତହସିଲରେ ବୁଧବାର ଜିଲ୍ଲାପାଳ ରଘୁରାମ ଆର. ଆୟର ରାଜସ୍ୱ ସଂକ୍ରାନ୍ତୀୟ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣିରେ କେନ୍ଦ୍ରାପଡା ତହସିଲଦାର ସୁଶ୍ରୀ କୁଇନି ଜେନା ଉପସ୍ଥିତ ରହି ସହାୟତା ପ୍ରଦାନ କରିଥିଲେ। ଆଜି…
ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଇଁ ଆଧ୍ୟାତ୍ମିକ ଆଲୋଚନା
କେନ୍ଦ୍ରାପଡ଼ା,୧୭ା୧୨:ଇନ୍ଦୁପୁରସ୍ଥିତ ବିରୂପା ମହାବିଦ୍ୟାଳୟ ପରିସରରେ ‘ବିଶ୍ୱଶାନ୍ତି ନିମନ୍ତେ ପ୍ରାର୍ଥନା’ ପାଇଁ ଏକ ଆଧ୍ୟାତ୍ମିକ ସଙ୍କଳ୍ପ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଭିଜିତ ବୋଷଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା…
ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଦଣ୍ଡାମୁଣ୍ଡ ଛକସ୍ଥିତ ଶ୍ରୀଜଗନ୍ନାଥ ଅଟୋମୋବାଇଲ୍ସ ପକ୍ଷରୁ ଏକ ‘ସଡକ ସୁରକ୍ଷା ଜୀବନ ରକ୍ଷା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଅଟୋମାଲିକ ଓ ଚାଳକମାନେ…
ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଧନୁ ସଂକ୍ରାନ୍ତୀ
କେନ୍ଦ୍ରାପଡ଼ା,୧୬ା୧୨:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର କ୍ଷେତାଧିପତି ସିଦ୍ଧ ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଧନୁ ସଂକ୍ରାନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଧନୁ ସଂକ୍ରାନ୍ତିରେ ପ୍ରଭୁଙ୍କ ପାଖରେ ପହିଲି ଭୋଗ ଆରମ୍ଭ ହୋଇ ଲାଗି ହୋଇଛି ଧନୁମୁଆଁ। ଶାସ୍ତ୍ର ପ୍ରଚଳିତ ପ୍ରଥା ଅନୁଯାୟୀ ମା’ ଲକ୍ଷ୍ମୀ ସାଆନ୍ତାଣୀ…
“ପୂର୍ବତନ ସୈନିକ ସଂଘ’ ଦ୍ୱାରା ୫୪ ତମ ବିଜୟ ଦିବସ ପାଳନ
କେନ୍ଦ୍ରାପଡା ୧୬/୭ : କେନ୍ଦ୍ରାପଡା ଜିଲ୍ଲାର “ପୂର୍ବତନ ସୈନିକ ସଂଘ’ ଦ୍ୱାରା ୫୪ ତମ ବିଜୟ ଦିବସ ପାଳନ। ପୂର୍ବତନ ସୈନିକ ସଂଘର ଅଧ୍ୟକ୍ଷ କ୍ୟାପଟେନ ଅଭୟ କୁମାର ଲେଙ୍କାଙ୍କ ତତ୍ତ୍ୱାବଧାନରେ ତିନିମୁହାଣ ସ୍ଥିତ ନୂତନ ଅମର ଯବାନ ସହିଦସ୍ତମ୍ଭ ସ୍ମାରକ…
ପ୍ରସିଦ୍ଧ କନ୍ତିଆ ମଠରେ ଧନୁଯାତ୍ରା
କେନ୍ଦ୍ରାପଡା,୧୬ା୧୨: କେନ୍ଦ୍ରାପଡା ସହର ଉପକଣ୍ଠସ୍ଥ “କନ୍ତିଆ ମଠ ରେ” ପାରମ୍ପାରିକ ଧନୁଯାତ୍ରାର ଶୁଭ ଉଦ୍ଘାଟନ ହୋଇଯାଇଛି । ମଠର ମଠାଧିଶ ସିଦ୍ଧାର୍ଥ ଶଙ୍କର ଦାସଙ୍କ ସଭାପତିତ୍ୱରେ ଓଳାଶୁଣୀ ମଠର ମହନ୍ତ ମହାରାଜ ବାଗ୍ନୀ ମହାନପ୍ରବକ୍ତା ନାମାନନ୍ଦ ଦାସ ମୁଖ୍ୟ ଅତିଥି ଭାବେ…
ଷଷ୍ଠ ବାର୍ଷିକ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,୧୫ା୧୨:କେନ୍ଦ୍ରାପଡା ସହରର ଫକିରାବାଦ୍ ସ୍ଥିତ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଷଷ୍ଠ ବାର୍ଷିକ ସର୍ବଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୬ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଏକ ପ୍ରସ୍ତୁତି ବୈଠକ ମାଧପୁର ଅମରଉଦ୍ୟାନ ପରିସରରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡାର ବିଶିଷ୍ଟ…
କେନ୍ଦ୍ରାପଡା ଜିଲ୍ଲାର ରାଜ୍ୟ ଜାତୀୟ ଜୁନିୟର ଭଲିବଲ୍ ଓ ମହିଳା ଫୁଟବଲ ଖେଳାଳି ରାଜ୍ୟ ତରଫରୁ ଜାତୀୟ ଚାମ୍ପିୟନ ସିପ୍ ନିମନ୍ତେ ମନୋନୀତ
କେନ୍ଦ୍ରାପଡା,୧୫ା୧୨: ଜାତୀୟ ଜୁନିୟର ବାଳକ ଓ ବାଳିକା ପ୍ରତିଯୋଗିତା ଚଳିତ ମାସ ଡିସେମ୍ବର ୧୬ତାରିଖ ଠାରୁ ଡିସେମ୍ବର ୧୯ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଠାରେ ଆରମ୍ଭ ହେବାକୁ ଯାଉଅଛି । ଏଥି ନିମନ୍ତେ ବାଳକ ବିଭାଗରେ କେନ୍ଦ୍ରାପଡା ଜିଲ୍ଲା ତରଫରୁ ଚନ୍ଦନ ରାଉତ,…









