ବ୍ରାହ୍ମଣୀ କଲେଜରେ ଆନ୍ତଃ ଜିଲ୍ଲା ଏନ ଏସ ଏସ ପ୍ରଶିକ୍ଷଣ ଶିବିର

24 December 2024 kanika odisha 0

ପଟ୍ଟାମୁଣ୍ଡାଇ ୨୪/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀ କଲେଜରେ ଗତ ୨୧ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ତ୍ରିଦିବସୀୟ ଆନ୍ତଃ ଜିଲ୍ଲା ଜାତୀୟ ସେବା ଯୋଜନା ସ୍ୱେଛାସେବୀ ନେତୃତ୍ୱ ବିକାଶ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ […]

ନେତାଜୀ ମଡେଲ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ

24 December 2024 kanika odisha 0

କେନ୍ଦ୍ରାପଡ଼ା,୨୪ା୧୨: ମଙ୍ଗଳବାର ସ୍ଥାନୀୟ ନେତାଜୀ ମଡେଲ ସ୍କୁଲର ୨୩ତମ କ୍ରୀଡା ଉତ୍ସବ ସ୍କୁଲ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ଅଧ୍ୟକ୍ଷ ଅଜୟ କୁମାର ପୃଷ୍ଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କ୍ରୀଡା ଉତ୍ସବକୁ ସମସ୍ତ […]

ସାଇ ମନ୍ଦିରର ପ୍ରଥମ ସଂସ୍ଥାପନ ଦିବସ

24 December 2024 kanika odisha 0

କେନ୍ଦ୍ରାପଡା,୨୪ା୧୨: ବିଶ୍ୱର ମହାନ୍ ସନ୍ଥମାନଙ୍କ ମଧ୍ୟରେ ସଦ୍‌ଗୁରୁ ସାଇ ବାବା ଅନ୍ୟତମ । ତାଙ୍କ ଶ୍ରୀମୁଖ ନିଃସୃତ ପବିତ୍ର ଏକାଦଶ ବାଣୀ ଯୁଗଯୁଗକୁ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ଅନୁପ୍ରେରିତ କରୁଥିବ । କେନ୍ଦ୍ରାପଡା ସହର ଉପକଣ୍ଠ […]

କେନ୍ଦ୍ର ଗୃହମନ୍ତ୍ରୀଙ୍କ ବହିଷ୍କାର ଦାବି କଲା କେନ୍ଦ୍ରାପଡା କଂଗ୍ରେସ

24 December 2024 kanika odisha 0

କେନ୍ଦ୍ରାପଡ଼ା,୨୪ା୧୨: ସମ୍ବିଧାନ ପ୍ରଣେତା ଡ. ଭୀମରାଓ ଆମ୍ବେଦକରଙ୍କୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ରାଜ୍ୟସଭାରେ ଅସମ୍ମାନ କରିବାକୁ ନେଇ କେନ୍ଦ୍ରାପଡା କଂଗ୍ରେସ ତୀବ୍ର ନିନ୍ଦା କରିଛି । ପୃଥିବୀରେ ସମ୍ମାନ ପାଉଥିବା ଏବଂ ଦେଶରେ […]

ଅଦିନିଆ ବର୍ଷାରେ ଫସଲ ହାନି ଋଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦିଅ- ଓଡିଶା କୃଷକ ସଭା

24 December 2024 kanika odisha 0

କେନ୍ଦ୍ରାପଡା,୨୪ା୧୨: ଲଘୁରୂପ ଜନିତ ଲଗାଣ ବର୍ଷାଯୋଗୁଁ କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବ୍ଲକ ପ୍ରଭାବିତ ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ବ୍ୟାପକ ଫସଲ ନଷ୍ଟ ହୋଇଛି । ଧାନ ଫସଲ ନଷ୍ଟ ହେବା ସହିତ […]

ଦ୍ୱାବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳାର ତୃତୀୟ ପ୍ରସ୍ତୁତି ବୈଠକ “ବହିଥାକ ଖାଲି ରଖନ୍ତୁ” ପ୍ରମୋ ପୋଷ୍ଟର ଉନ୍ମୋଚିତ

24 December 2024 kanika odisha 0

କେନ୍ଦ୍ରାପଡା ୨୩/୧୨-କେନ୍ଦ୍ରାପଡା ଇଭେଣ୍ଟମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ୩ୟ ପ୍ରସ୍ତୁତି ବୈଠକ ମାଧପୁର ସ୍ଥିତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଉପଦେଷ୍ଠା ଡଃ ବିରଜା ରାଉତରାୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ […]

କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ଶିଶୁ ଉତ୍ସବ ଉଦ୍‌ଯାପିତ

24 December 2024 kanika odisha 0

କେନ୍ଦ୍ରାପଡା,୨୩ା୧୨: ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଆଖୁଆ ଓଢଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ଦ୍ୱାରା କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ୨୮ତମ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା […]

ଗରାପୁର ଶିରିଡି ସାଇ ମନ୍ଦିରର ପ୍ରଥମ ବାର୍ଷିକ ଉତ୍ସବ ପାଳନ

24 December 2024 kanika odisha 0

କେନ୍ଦ୍ରାପଡା,୨୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ସାଇ ବିହାରରେ ଶ୍ରୀ ଶିରିଡି ସାଇ ଜନକଲ୍ୟାଣୀ ଟ୍ରଷ୍ଟ ପକ୍ଷରୁ ଶିରିଡି ସାଇ ମନ୍ଦିରର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ପାଳନ କରାଯାଇଛି । ପୂର୍ବତନ ସାଂସଦ […]

ଶିବାନନ୍ଦ ଆଶ୍ରମ ପକ୍ଷରୁ ମହିଳାମାନଙ୍କୁ ଶୀତବସ୍ତ୍ର ବଣ୍ଟନ

24 December 2024 kanika odisha 0

କେନ୍ଦ୍ରାପଡ଼ା, ୨୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପକ୍ଷରୁ ଗରିବ ମହିଳାମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଲଘୁଚାପ ବର୍ଷା ପରେ ପରେ ପ୍ରବଳ ଶୀତ ଲାଗି ରହିଛି। ସେହି […]

ରାଜଶ୍ରୀର କବି କଥାକାର ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ

24 December 2024 kanika odisha 0

କେନ୍ଦ୍ରାପଡା,୨୩/୧୨: ରାଜ୍ୟର ଅଗ୍ରଣୀ ସାହିତ୍ୟ ପ୍ରତିଷ୍ଠାନ କୋରୋସ୍ଥିତ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର କର୍ମକର୍ତ୍ତାମାନେ ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ ହୋଇ ସଂସଦର ଗୌରବ ବୃଦ୍ଧି କରିଛନ୍ତି । ଗତକାଲି ଭୁବନେଶ୍ୱରସ୍ଥିତ ରେଡ୍‌କ୍ରସ୍ ଭବନରେ […]

ଶୁଦ୍ଧାନନ୍ଦ ବିଦ୍ୟାଳୟ ବାର୍ଷିକ ଉତ୍ସବ

23 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୨୩/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତଅମୃତମଣୋହି ଶୁଦ୍ଧାନନ୍ଦ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ଅଧକ୍ଷ ନିଗମାନନ୍ଦ ସାମଲଙ୍କ ପୌରହିତ୍ୟ ଓ ନିର୍ମଳା ଜେନାଙ୍କ ସଂଯୋଜନା ରେ ଆୟୋଜିତ ଉତ୍ସବରେ ମାର୍ଗଦର୍ଶକ ସ୍ୱାମୀ […]

ରାଜ୍ୟସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ପ୍ରଥମ ପ୍ରାଣତୋଷଙ୍କୁ ସମ୍ବର୍ଦ୍ଧନା

23 December 2024 kanika odisha 0

ପଟ୍ଟାମୁଣ୍ଡାଇ ୨୩/୧୨ -ବରଗଡ ଜିଲ୍ଲା ବରପାଲି ବାଳକ ହାଇସ୍କୁଲରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗଙ୍ଗାରାମପୁର ଗ୍ରାମ ପଂଚାୟତ ଗଙ୍ଗାରାମପୁର ହାଇସ୍କୁଲର କୁନି ବୈଜ୍ଞାନିକ ପ୍ରାଣ […]

ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ଗଣଧାରଣା

23 December 2024 kanika odisha 0

କେନ୍ଦ୍ରାପଡ଼ା,୨୩ା୧୨: ବିଦ୍ୟୁତ୍ କର୍ମଚାରୀଙ୍କ ନିଯୁକ୍ତି ଓ ଦରମା ସମେତ ବିଭିିନ୍ନ ସମସ୍ୟା ସମାଧାନ ନହେବା ଯୋଗୁଁ କର୍ମଚାରୀମାନେ ସୋମବାର ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି । ସାରା ଓଡିଶାକୁ ଆଲୋକିତ କରୁଥିବା ବିଦ୍ୟୁତ୍ […]

ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ଆଲୋଚନାଚକ୍ର

23 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ପକ୍ଷରୁ “ଦି କଲଚରାଲ ଡିପିକ୍ସନ ଅଫ ଓମେନ ଇନ ମିଡ଼ିଆ ଫୋକଲୋର ଆଣ୍ଡ ଲିଟିରେଚର :ଇଫେକ୍ଟସ ଅନ ସୋସି ଏଟାଲ ପରସେପସନସ ଇସ୍ୟୁଜ ଆଣ୍ଡ […]

ସଂସାରଫଳ ବାସୁଦେବ ମଠ ରେ ହରିବଂଶ,ପ୍ରବଚନଜ୍ଞାନଯଜ୍ଞ

23 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ବାସୁଦେବ ମଠରେ ତିନି ଦିନ ବ୍ୟାପି ହରିବଂଶ ପଠନ ଓ ପ୍ରବଚନ ଜ୍ଞାନ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ପଣ୍ଡିତ ରବୀନ୍ଦ୍ର ଦାଶ ଓ […]

ସାମ୍ବାଦିକଙ୍କ ପେନସନ୍ ବ୍ୟବସ୍ଥା ପାଇଁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର ପ୍ରଧାନ

22 December 2024 kanika odisha 0

ଭୁବନେଶ୍ୱର, ୨୨ା୧୨-ଓଡ଼ିଶାରେ ସାମ୍ବାଦିକ ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ ରହିଛି। ଏହି ବନ୍ଧୁମାନଙ୍କ ସୁରକ୍ଷା, ଅଧିକାର ଓ ସୁବିଧା […]

ଅଦିନିଆ ବର୍ଷା ଧୋଇ ନେଲା ବର୍ଷକର ଦାନା : ଧାନ କଚଡା ପାଣିରେ ଭାସୁଛି , ଚିନ୍ତାରେ ଚାଷୀ

22 December 2024 kanika odisha 0

ପଟ୍ଟାମୁଣ୍ଡାଇ ୨୨/୧୨ କ-ପଟ୍ଟମୁଣ୍ଡାଇ ଅଂଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଫଳରେ ବ୍ୟାପକ ମାତ୍ରାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ପାଣିରେ ପାଚିଲା ଧାନ ଲୋଟିରହିଛି । […]

ଅଢାଖଣ୍ଡ ଅଗ୍ନିବିପନ୍ନ ପରିବାରକୁ ସାଂସଦଙ୍କ ସହାୟତା

22 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୨୩/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ପଂଚାୟତ ଅଢାଖଣ୍ଡ ଗ୍ରାମରେ ଗ୍ୟାସ ଫାଟି ଗତକାଲି ରବୀନ୍ଦ୍ର ମଲିକଙ୍କ ଘର ପୋଡି ଯାଇଥିଲା  । ଖବର ପାଇ ଗତକାଲି ନରସିଂହପୁର ସରପଞ୍ଚ ଦିପ୍ତିମୟୀ ପରିଡା […]

ଜାତୀୟ ଗଣିତ ଦିବସ ମହାସମାରୋହରେ ପାଳିତ

22 December 2024 kanika odisha 0

ପଟ୍ଟାମୁଣ୍ଡାଇ୨୨/୧୨ – ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ତରଫରୁ ଜାତୀୟ ଗଣିତ ଦିବସ ୨୦୨୪ ଓ ଗାଣିତିକ ଶ୍ରୀନିବାସ ରାମାନୁଜନଙ୍କ ୧୩୭ ତମ ଜନ୍ମଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସସର […]

କୁନ୍ତଳା କୁମାରୀ ଆର୍ଟ ଓ କ୍ରାଫ୍ଟ ସ୍କୁଲର ବାର୍ଷିକ ଉତ୍ସବ

22 December 2024 kanika odisha 0

କେନ୍ଦ୍ରାପଡ଼ା, ୨୨ା୧୨: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ମହିପାଳ ସ୍ଥିତ କୁନ୍ତଳା କୁମାରୀ ଆର୍ଟ ଓ କ୍ରାଫ୍ଟ ସ୍କୁଲର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମାଳତୀଲତା ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ […]

କେନ୍ଦ୍ରାପଡ଼ା ଜିଲ୍ଲା ପରିକ୍ରମା କରିବ ପାଣି ପଞ୍ଚାୟତ ସଚେତନତା ରଥ

22 December 2024 kanika odisha 0

କେନ୍ଦ୍ରାପଡ଼ା, ୨୨ା ୧୨: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଜଳସମ୍ପଦ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷ ୨୨ତାରିଖ ଠାରୁ ଜାନୁଆରୀମାସ ୫ତାରିଖ ପର୍ଯ୍ୟନ୍ତ ପାଳନ ଅବସରରେ ରବିବାର ପୂର୍ବାହ୍ନରେ ପାଣି ପଞ୍ଚାୟତ ସଚେତନତା […]

ବଳଦେବ ସେବା ପକ୍ଷରୁ ରକ୍ତଦାନ ଶିବିର

22 December 2024 kanika odisha 0

କେନ୍ଦ୍ରାପଡ଼ା, ୨୨ା୧୨: ବଳଦେବ ସେନା ଆନୁକୂଲ୍ୟରେ ପଞ୍ଚମ ବାର୍ଷିକ ରକ୍ତଦାନ ଶିବିର ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଯାତ୍ରୀ ନିବାସରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟଚିକିତ୍ସାଳୟ ରକ୍ତ କେନ୍ଦ୍ରର କର୍ମଚାରୀ ରାକେଶ କୁମାର […]

ହରିହରାନନ୍ଦ ବାଳାଶ୍ରମର ୨୦ତମ ବାର୍ଷିକ ଉତ୍ସବ

22 December 2024 kanika odisha 0

ପଟ୍ଟାମୁଣ୍ଡାଇ ୨୨/୧୨ -ପଟ୍ଟାମୁଣ୍ଡାଇ ହରିହରାନନ୍ଦ ବାଳାଶ୍ରମର ୨୦ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତହୋଇଯାଇଛି I ଏହି ବାର୍ଷିକ ଉତ୍ସବକୁ ବାଳାଶ୍ରମ ପ୍ରତିଷ୍ଠାତା ଆନ୍ତର୍ଯ୍ୟାତିକଖ୍ୟାତିସମ୍ପନ୍ନ କ୍ରିୟା ଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦ ଉଦଘାଟନ କରିଥିଲେ I ବାଳାଶ୍ରମ […]

୬ ମହଲା କୋଠା ଭୁଶୁଡ଼ି ଚାପି ହୋଇଗଲେ ୪, ଅନେକ ଆହତ

21 December 2024 kanika odisha 0

ଚଣ୍ଡିଗଡ଼,୨୧୧୨- ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ […]