ନାଟ୍ୟ ମହୋତ୍ସବରେ ପ୍ରକାଶ ପାଇବ “ଆମ ରଙ୍ଗମଞ୍ଚ”

19 December 2024 kanika odisha 0

କେନ୍ଦ୍ରାପଡା ୧୯/୧୨- କେନ୍ଦ୍ରାପଡ଼ାରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଥିବା ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ଅବସରରେ ଏକ ସତନ୍ତ୍ର ତଥ୍ୟଭିତ୍ତିକ ପତ୍ରିକା “ଆମ ରଙ୍ଗମଞ୍ଚ” ପ୍ରକାଶ ପାଇବାକୁ ଯାଉଛି। ନାଟକର ସର୍ବ ଭାରତୀୟ […]

ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

19 December 2024 kanika odisha 0

କେନ୍ଦ୍ରାପଡ଼ା, ୧୯ା୧୨: ଆଜି କେନ୍ଦ୍ରାପଡ଼ା ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଜାତୀୟ ଭଲିବଲ୍ ଖେଳାଳୀ ଶେଖ୍ ନିଜାମ୍ […]

ଫେଲ ମାରିଛି ଗ୍ରାମାଂଚଳ ଆଲୋକିକରଣ ବ୍ୟବସ୍ଥା , ଅଚଳ ବତୀକୁ ସଚଳକରିବାକୁ ଦାବୀ

18 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧୨/୧୨ – କେନ୍ଦ୍ରାପଡା଼ ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳରେ ସରକାରଙ୍କ ଆଲୋକୀ କରଣ ବ୍ୟବସ୍ଥା ଫେଲ ମାରିଥିବା ବେଳେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହୋଇ ଅନ୍ଧାରରେ ଯିବାଆସିବା କରୁଛନ୍ତି । ଗାଁ […]

ସରକାର ପ୍ରବାସୀ ଶ୍ରମିକଙ୍କ ସମସ୍ୟା ମୋଚନ କରିବାରେ ବିଫଳ

18 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୧୨ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ କାର୍ଯ୍ୟରେ ନିୟୋଜିତ ଥିବା ପ୍ରଗତି ରଥର ସାରଥି ଶ୍ରମିକମାନେ ଅନେକ ସମୟରେ ଅବହେଳାର ଶିକାର ହେଉଛନ୍ତି। ଦୀର୍ଘ ବର୍ଷର କାର୍ଯ୍ୟ କୁଶଳତା ସତ୍ୱେ […]

ଖୋଲିନି ଧାନ ମଣ୍ଡି: ଚିନ୍ତାରେ ଚାଷୀ

18 December 2024 kanika odisha 0

ହେଉଛି ଅଭାବି ଧାନ ବିକ୍ରୀ ସମ୍ପାଦକଙ୍କ ମନମାନିରେ ଅବହେଳିତ ସମବାୟ ସମିତି ଚାଷୀଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ ପଟ୍ଟାମୁଣ୍ଡାଇ ୧୬/୧୨ କୃଷି ପ୍ରଧାନ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବର୍ତମାନ ସମୟରେ ଧାନଚାଷ ପର୍ଯ୍ୟାପ୍ତ […]

ସରକାରୀ ଅଙ୍କୁଶ ନାହିଁ ଗଢ଼ିଉଠୁଛି କୋଚିଂ ସେଂଟର

18 December 2024 kanika odisha 0

ଘରୋଇ ସ୍କୁଲ ମୁହାଁ ଅଭିଭାବକ ଅଗ୍ନିନିରାପନ ବ୍ୟାବସ୍ଥା ରହୁନି ବିପଦମୁକ୍ତ ନୁହେଁ ଆବାସିକ ବିଦ୍ୟାଳୟ ପଟ୍ଟାମୁଣ୍ଡାଇ ୧୮/୧୨ -କେନ୍ଦ୍ରାପଡା ଜିଲାର ୨ୟ ବୃହତମ ସହର ଭାବେ ପରିଗଣିତ ପଟ୍ଟାମୁଣ୍ଡାଇ ପୌରାଂଚଳ ସମେତ ବ୍ଳକର ବିଭିନ୍ନ […]

ଧୋୟାଂଚଳର ବିଶିଷ୍ଟ ଚିକିତ୍ସକ ଶତ୍ରୁଘ୍ନ ନାଥଶର୍ମାଙ୍କ ଶ୍ରାଦ୍ଧବାର୍ଷିକୀ

18 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୧୨ -ପଟ୍ଟାମୁଣ୍ଡାଇ ଧୋୟାଂଚଳର ବିଶିଷ୍ଟ ଚିକିତ୍ସକ ସମାଜସେବୀ ଶତ୍ରୁଘ୍ନ ନାଥଶର୍ମାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସମାଜସେବୀ ଭରତ ଚନ୍ଦ୍ର ନାଥଶର୍ମାଙ୍କ ପୌରହିତ୍ୟରେ ତରଡ଼ିପାଳ ଠାରେ ଆୟୋଜିତ […]

ଶ୍ରୀ ଅରବିନ୍ଦଙ୍କ ପୂର୍ଣ୍ଣଯୋଗ ହେଉଛି ଏକମାତ୍ର ଯୋଗ, ଯାହା ମାନବର ରୂପାନ୍ତର ଓ ଦିବ୍ୟଜୀବନ ପ୍ରତିଷ୍ଠାର ଆସ୍ଥାରଖେ ,ଶ୍ରୀମା’ ଶ୍ରୀ ଅରବିନ୍ଦଙ୍କ ୩୦ତମ ବାର୍ଷିକ ପାଠଚକ୍ର ସମ୍ମିଳନୀ

18 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସଂସାରଫଳ ଗ୍ରାମରେ ଶ୍ରୀ ଅରବିନ୍ଦଙ୍କ ୩୦ତମ ପାଠଚକ୍ର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମା’ ଶ୍ରୀ ଅରବିନ୍ଦଙ୍କୁ ପୁଷ୍ପାର୍ପଣ ସହ ନୀରବ ଧ୍ୟାନ ଓ ଅର୍ଗାନ ମ୍ୟିଜିକ ମଧ୍ୟମରେ […]

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ କର୍ମଚାରୀଙ୍କ ବିୟୋଗ

18 December 2024 kanika odisha 0

କେନ୍ଦ୍ରାପଡ଼ା, ୧୮ା୧୨ : ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର କର୍ମଚାରୀ ତପନ କୁମାର ପରିଡାଙ୍କ ହୃଦଘାତ ଜନିତ କାରଣରୁ ୫୯ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ […]

ଜିଲ୍ଲାସ୍ତରୀୟ ‘ମତ୍ସ୍ୟ ଓ ପ୍ରାଣି ସମ୍ପଦ ମେଳା-୨୦୨୪’ର ଶୁଭ ଉଦଘାଟନ

18 December 2024 kanika odisha 0

କେନ୍ଦ୍ରାପଡ଼ା, ୧୮ା୧୨: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆଠାରେ ଆୟୋଜିତ ‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା-୨୦୨୪’ର ଶୁଭ ଉଦଘାଟନ କରିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ […]

ଜିଲ୍ଲାସ୍ତରୀୟ ସିନିୟର ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ସୁପର ଲିଗ ମ୍ୟାଚରେ କେନ୍ଦ୍ରାପଡା ଟାଇଗର୍ସ କ୍ରିକେଟ କ୍ଲବ ବିଜୟୀ

18 December 2024 kanika odisha 0

କେନ୍ଦ୍ରାପଡ଼ା,୧୮ା୧୨:କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ଏକାଦଶ ମ୍ୟାଚ୍‌ରେ କେନ୍ଦ୍ରାପଡା ଟାଇଗର୍ସ କ୍ରିକେଟ କ୍ଲବ ବିଜୟୀ ହୋଇଛି। […]

କେନ୍ଦ୍ରାପଡା ଜିଲ୍ଲା କୋଷାଗାର ଅଧିକାରୀଙ୍କୁ ସମ୍ବର୍ଦ୍ଧିତ

18 December 2024 kanika odisha 0

କେନ୍ଦ୍ରାପଡା,୧୮ା୧୨:ଜାତୀୟ ପେନସନ୍ ଦିବସ ଉପଲକ୍ଷେ କେନ୍ଦ୍ରାପଡା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ତରଫରୁ ସ୍ଥାନୀୟ ଜିଲ୍ଲା କୋଷାଗାର ଅଧିକାରୀ ଓ ତାଙ୍କର ସହକର୍ମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପେନ୍‌ସନ୍‌ଧାରୀଙ୍କଠାରୁ ଶୃଙ୍ଖଳିତ ଭାବରେ ବାର୍ଷିକ ଜୀବନ […]

କେନ୍ଦ୍ରାପଡା ମହାବିଦ୍ୟାଳୟ ମୁଖ୍ୟ ଅଟ୍ଟାଳିକା କାନ୍ଥ ଭୁଷୁଡି ପଡିବା ଆଶଙ୍କା

17 December 2024 kanika odisha 0

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବଦ୍ୟାଳୟର କନଫରେନ୍ସ ହଲ ସମ୍ମୁଖ ବାରଣ୍ଡାର କାନ୍ଥ ଭୁଷୁଡି ପଡିବାର ଆଶଙ୍କା ସୃଷ୍ଟି ହୋଇଛି। କେଉଁ ମୁହୂର୍ତରେ ଏହି କାନ୍ଥ ଓ ତାଜା ଯେ ଖସିନପଡିବ ତାହା କହିହେବ ନାହିଁ। […]

କାଟକ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

17 December 2024 kanika odisha 0

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୧ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ପୌରସଭ୍ୟ ଉମେଶ ଚନ୍ଦ୍ର […]

ଏମଏନ ହାଇସ୍କୁଲର ପୁରାତନ ଛାତ୍ର ସଂସଦର ସମ୍ପାଦକ ପ୍ରଫେସର ବୈଷ୍ଣବ ଚରଣ ସିଂଙ୍କ ପରଲୋକ , ବିଭିନ୍ନ ମହଲରେ ଶୋକ

17 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧୭/୧୨ -ରେଭେନ୍ସା ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ତଥା ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲର ପୁରାତନ ଛାତ୍ର ସଂସଦର ସମ୍ପାଦକ ବୈଷ୍ଣବ ଚରଣ ସିଂଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି। କଟକ ଯୋବ୍ରା ବ୍ୟାରେଜ ନିକଟ ମହାନଦୀରୁ […]

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କ ପକ୍ଷରୁ ଅଗ୍ନିବିପନ୍ନଙ୍କୁ ସହାୟତା

17 December 2024 kanika odisha 0

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ପକ୍ଷରୁ ଅଗ୍ନି ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ନହଙ୍ଗ ପଞ୍ଚାୟତର ବଡ଼ସରାଦେଇପୁର ଗ୍ରାମର କୁଳମଣି ମଲିକଙ୍କ ଘର ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ […]

ସମୟ ସୀମା ଭିତରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ଆକ୍ସନ୍‌: ମନ୍ତ୍ରୀ

17 December 2024 kanika odisha 0

ଭୁବନେଶ୍ୱର ୧୭/୧୨- ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମାଣାଧୀନ ଏକ ଶହ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ପରେ ବିଭାଗୀୟ ମନ୍ତ୍ରୀ କଡ଼ା ନିର୍ଦେଶ ଦେଇଛନ୍ତି। […]

ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି

17 December 2024 kanika odisha 0

ଭୁବନେଶ୍ୱର, ୧୭।୧୨: ଦିଲ୍ଲୀରେ ବିଜେଡି ଏମ୍‌ପିଙ୍କ ସାମବାଦିକ ସମ୍ମିଳନୀକୁ ବିଜେପି ପକ୍ଷରୁ କାଉଣ୍ଟର କରାଯାଇଛି। ରାଜ୍ୟ ବିଜେପି ସଭାପତି କାଉଣ୍ଟର କରି କହିଛନ୍ତି, ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି […]

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଧାର ସେବା ଶିବିର ଅନୁଷ୍ଠିତ

17 December 2024 kanika odisha 0

କେନ୍ଦ୍ରାପଡ଼ା,୧୭ା୧୨ – କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏକ ଆଧାର ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ବିଶ୍ୱଜିତ୍ ମହାନ୍ତିଙ୍କ ନିର୍ଦ୍ଦେଶାନୁଯାୟୀ […]

କେନ୍ଦ୍ରାପଡ଼ା ମାଟିର ପୁଅ ଓଡ଼ିଶା ଭଲି ଟିମର ଅଧିନାୟକ ଅଭିନ୍ନ ସାମଲଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା

16 December 2024 kanika odisha 0

କେନ୍ଦ୍ରାପଡା ୧୬/୧୨ – କେନ୍ଦ୍ରାପଡ଼ା ମାଟି ଭଲିବଲର ମାଟି। ଏହି ମାଟିର ସନ୍ତାନ ଅନେକ ରାଜ୍ୟ ସ୍ତରୀୟ ଓ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ କେନ୍ଦ୍ରାପଡ଼ାକୁ ଗୌରବନ୍ୱିତ କରିଛନ୍ତି। ଚଉଦ ବର୍ଷରୁ କମ୍ […]

କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉତ୍ସବ ଉଦଯାପିତ

16 December 2024 kanika odisha 0

କେନ୍ଦ୍ରାପଡ଼ା,୧୬ା୧୨: କଂସାର-ସାହାସପୁର ଉଚ୍ଚବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଉଦଯାପିତ ହୋଇଯାଇଛି। ଏହି ଉତ୍ସବରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିତାମାତା ଛାତ୍ରଛାତ୍ରୀଙ୍କର ପ୍ରଥମ ଗୁରୁ ହୋଇଥିବା ବେଳେ ଶିକ୍ଷକ […]

ଶିଶୁ ଭବିଷ୍ୟତରେ ସୁନାଗରିକ ହୋଇ ଦେଶ ଗଠନରେ ସହାୟକ ହେବେ

16 December 2024 kanika odisha 0

କେନ୍ଦ୍ରାପଡ଼ା,୧୬ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ମେହେନ୍ଦିପୁରସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୪୧ତମ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଓଷ୍ଟାର ପ୍ରାକ୍ତନ ରାଜ୍ୟ ସମ୍ପାଦକ ତ୍ରୈଲୋକ୍ୟ ସ୍ୱାଇଁ ଉଦ୍‌ଘାଟକ […]

ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ,

16 December 2024 kanika odisha 0

କେନ୍ଦ୍ରାପଡା୧୬ା୧୨-ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ […]

ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜେଜେ-ଜେଜେମା, ଅଜା-ଆଈ ଦିବସ ପାଳିତ

15 December 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୧୨: କେନ୍ଦ୍ରାପଡା ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜେଜେ-ଜେଜେମା, ଅଜା-ଆଈ ଦିବସ ୧୪ ତାରିଖ ଶନିବାର ପାଳିତ ହୋଇଯାଇଛି । ପ୍ରାଥମିକ ବିଭାଗର ସମସ୍ତ ଛାତ୍ରଛାତ୍ରୀଙ୍କର ଜେଜେ, ଜେଜେମା ଏବଂ ଅଜା-ଆଈ ଏହି ଉତ୍ସବର […]