ପଟ୍ଟାମୁଣ୍ଡାଇ ତା ୩/୧୧-ଓଡିଶା ତଥା ଓଡ଼ିଆଙ୍କ ସ୍ୱାର୍ଥର ଜାଗ୍ରତ ପ୍ରହରୀ ବିଜୁ ଜନତା ଦଳ ସଂଗଠନକୁ ଅଧିଜ ଶାଣିତ ଓ ସଶକ୍ତ କରିବା ସଭ୍ୟ ସଂଗ୍ରହ ଅଭିଯାନକୁ ଜୋରଦାର କରିବା ପାଇଁ ଆଜି ପଟ୍ଟାମୁଣ୍ଡାଇ ନଗର ବିଜେଡି ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନକୁ ସଫଳ କରିବା ପାଇଁ ଆୟୋଜିତ ପ୍ରସ୍ତୁତି ବୈଠକରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜନଗର ବିଧାୟକ ଧ୍ରୁବ ସାହୁ ପ୍ରକାଶ କରିଛନ୍ତି ।  ପଟ୍ଟାମୁଣ୍ଡାଇ ନଗର […]

କେନ୍ଦ୍ରାପଡ଼ା,୪ା୧୧: କେନ୍ଦ୍ରାପଡା ବାଲିଯାତ୍ରା ପାଇଁ ସୋମବାର ଭୂମି ପୂଜନ କାର୍ଯ୍ୟ ସମ୍ପାଦନ ହୋଇଛି । ଗୁଲନଗର ପଞ୍ଚାୟତର ସୁଜାନଗରସ୍ଥିତ ବାଲିଯାତ୍ରା ପଡିଆରେ ଏହି ଭୂମି ପୂଜନ କାର୍ଯ୍ୟ କରାଯାଇଥବା ବେଳେ ଏଥିରେ ବାଲିଯାତ୍ରା କମିଟିର ସଭାପତି ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ଦାଶଙ୍କ କର୍ତ୍ତା ପୁରୋଧା ସାଜିଥିଲେ । କଳିଙ୍ଗର ବୀରତ୍ୱର ଗୀତି ଗାଥା ବହନ କରୁଥିବା ଏହି ବାଲିଯାତ୍ରା ଚଳିତ ମାସ ୧୫ ତାରିଖରୁ ଆନୁଷ୍ଠାନିକ ଭାବେ ଆରମ୍ଭ […]

କେନ୍ଦ୍ରାପଡ଼ା,୪ା୧୧: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ସାଢେ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନହଲ୍‌ରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବାଶିଷ ଧଳ, ଅତିରିକ୍ତ ଉପ-ଜିଲ୍ଲାପାଳ ଅଶୋକ କୁମାର ଦାସ, କେନ୍ଦ୍ରାପଡ଼ା […]

କେନ୍ଦ୍ରାପଡ଼ା,୪ା୧୧: କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ଶିଶୁମହୋତ୍ସବ ସୁରଭି -୨୦୨୪ କଂସାର ସାହସପୁର ଉଚ୍ଚ ବିଦ୍ୟାଳୟର ପରିସରରେ ମଣ୍ଡଳ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ମୁଖ୍ୟବକ୍ତା ଭାବେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନନ୍ଦକିଶୋର ପରିଡା, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ମଣ୍ଡଳ ଶିକ୍ଷାଧିକାରୀ ହିରଣ୍ୟ ବାରିକ, ଜିଲ୍ଲାପରିଷଦ ସଭ୍ୟ […]

ପଟ୍ଟାମୁଣ୍ଡାଇ, ୪/୧୧ -ବାତ୍ୟା ଦାନା ପଟ୍ଟାମୁଣ୍ଡାଇ ତହସିଲ ଅଂଚଳରେ ବ୍ୟାପକ କ୍ଷତି ଘଟାଇଛି। ଏପରିକି ପବନରେ ଚାଳଛପର ଘର ସମେତ ଚାଷକ୍ଷେତରେ ଫସଲ ଉଜାଡିଦେଇଛି । ବିଶେଷକରି ବାତ୍ୟା ପ୍ରଭାବରେ ଲଗାଣବର୍ଷାରେ ଧାନ, ବିରି ଓ ପରିବା ଫସଲ ବ୍ୟାପକ କ୍ଷତି ହୋଇଛି । ଇତିମଧ୍ୟରେ ୧୧ଦିନ ବିତିଯାଇଥିଲେ ମଧ୍ୟ ବିପନ୍ନଙ୍କ ପାଖରେ ରିଲିଫ ପହଁଚିି ପାରିନଥିବା ବେଳେ କ୍ଷୟକ୍ଷତିର ଭରଣା ଏ ପର୍ଯ୍ୟନ୍ତ କରାଯାଇ ନାହିଁ ।ଏଥିନେଇ ସିପିଆଇ(ଏମ୍‌) […]

କେନ୍ଦ୍ରାପଡା ୩/୧୧- କେନ୍ଦ୍ରାପଡା ଜିଲା କରଣ ସମାଜ ପକ୍ଷରୁ କୁଳଗୁରୁ ଭଗବାନ ଚିତ୍ରଗୁପ୍ତଙ୍କ ପୂଜା ସ୍ଥାନୀୟ ପାହାଡପୁର ମଠରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କୈଳାସ ଚନ୍ଦ୍ର ମହାନ୍ତିଙ୍କ ପୌରୋହିତ୍ୟରେ ଅୟୋଜିତ ପୂଜାରେ ଭଗବାନ ଚିତ୍ରଗୁପ୍ତଙ୍କ ଆବାହନ କରାଯିବା ସହ ହୋମ, ଯଜ୍ଞ କରାଯାଇଥିଲା । ଏହି ଅବସରରେ ଅନୁଷ୍ଠାନର ସଭାପତି ଡାକ୍ତର ରମାନାଥ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସାଙ୍ଗଠନିକ ଆଲୋଚନା କରାଯାଇଥିଲା । ସଂଗଠନକୁ ତୃଣମୂଳସ୍ତରରେ ସୁଦୃଢ କରିବା […]

କେନ୍ଦ୍ରାପଡ଼ା, ୩ା୧୧- ଜୀବନ ପ୍ରମାଣ ପତ୍ର ଦାଖଲ କରିବାକୁ ଆସିଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କୁ ସ୍ଥାନୀୟ ଜିଲ୍ଲା କୋଷାଗାର କାର୍ଯ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି। ଜିଲ୍ଲା କୋଷାଗାର ଅଧିକାରୀ ପ୍ରମୋଦ କୁମାର ରାଉତ, ଅତିରିକ୍ତ କୋଷାଗାର ଅଧିକାରୀ, ପୂର୍ଣ୍ଣଚନ୍ଦ୍ର ସିଂ, ମୁଖ୍ୟ ଲିପିକ, ସତ୍ୟରଞ୍ଜନ ନାୟକ, ଅବିନାଶ ରଥ, ବିଜୟଲକ୍ଷ୍ମୀ ଦାସ, ସୁକାନ୍ତ କୁମାର ବେହେରା, ପ୍ରିୟଦର୍ଶିନୀ ସାହୁ, ଅପର୍ଣ୍ଣା ମହାପାତ୍ର, ବି.ସରୋଜା ସାହୁ, ମଧୁସ୍ମିତା ସାହାଣୀ, ଅକ୍ଷୟ ଦାସ, […]

କେନ୍ଦ୍ରାପଡା, ୩ା୧୧: କେନ୍ଦ୍ରାପଡା ଜିଲ୍ଲାର ବାରୁଅସ୍ଥିତ ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ, ରେଡିଓ ଭାବଗ୍ରାହୀ ଏବଂ ଭିକାରୀ ବଳ ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ଭଜନ ସମ୍ରାଟ ଭିକାରୀ ବଳଙ୍କ ଚତୁର୍ଦ୍ଦଶ ଶ୍ରାଦ୍ଧୋତ୍ସବ ସଙ୍ଗୀତ ନିର୍ଦ୍ଦେଶକ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କଳା ନିକେତନର ଚିରସବୁଜ ଅକ୍ଷୟ ମହାନ୍ତି କକ୍ଷରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ସ୍ୱରତୀର୍ଥର ପ୍ରତିଷ୍ଠାତା ଗୁରୁ ରବୀନ୍ଦ୍ରନାଥ […]

କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡା ତୁଳସୀ ମହିଳା ମହାବିଦ୍ୟାଳୟରେ ଦୁଇ ଦିନିଆ ଡକ୍ଟର ବୈଷ୍ଣବ ପରିଡା ମେମୋରିଆଲ ଜିଲ୍ଲା ସ୍ତରୀୟ ଚେସ ଚମ୍ପିୟନସିପ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍ ଡ. ସୌଭାଗ୍ୟ ପରିଡା ଓ ସମ୍ମାନିତ ଅତିଥି ଭାବେ ତୁଳସୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ରଞ୍ଜିତ ରଞ୍ଜନ ସାହୁ, ନବୋଦୟ ବିଦ୍ୟାଳୟର ଅଧ୍ୟକ୍ଷ ରୁଦ୍ରନାରାୟଣ ସାହୁ, କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ […]

କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ବ୍ଲକ ଅଧିନ ଚକ୍ରୋଡା ଗ୍ରାମପଞ୍ଚାୟତର ନରିଲୋ ଗ୍ରାମର ତ୍ରୈଲୋକ୍ୟ ନାୟକଙ୍କ ଘର ସହିତ ଗୁହାଳ ଘର ଗତ ୩୧ ତାରିଖ ରାତିରେ ଆକସ୍ମିକ ଅଗ୍ନିକାଣ୍ଡରେ ସମ୍ପୂର୍ଣ ପୋଡି ଯାଇଥିଲା। ସେଥିରେ ତାଙ୍କର ୩ ଟି ଗାଇ ପୋଡିହୋଇ ମରିଯିବା ସହିତ ଅନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପତ୍ର ପୋଡି ଯାଇଥିଲା। ବିଜେପି ନେତ୍ରୀ ଗୀତାଞ୍ଜଳି ସେଠୀଙ୍କ ଠାରୁ ଏସମ୍ପର୍କରେ ଖବର ପାଇବା ପରେ କେନ୍ଦ୍ରାପଡ଼ା ଲୋକସଭା ସାଂସଦ […]

ପଟ୍ଟାମୁଣ୍ଡାଇ ୩/୧୧-ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ବଡପଡା ଶାଖା ଡାକ ଘରୁ ଗତକାଲି ବିଳମ୍ବିତ ରାତିରେ ଚୋରୀ ହୋଇଛି ।ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ ଏତଲା ଦିଆଯାଇଛି । ସ୍ଥାନୀୟ ପୋଲିସ ଏ ସମ୍ପର୍କରେ ଛାନଭିନ ଆରମ୍ଭ କରିଛି । ପ୍ରକାଶ ଯେ ଗତକାଲି ବିଳମ୍ବିତ ରାତିରେ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ବଡ଼ପଡା ଶାଖା ଡାକ ଘର ଗ୍ରିଲ ଭାଙ୍ଗି ଚୋର ମାନେ ଡାକ ଘର ମଧ୍ୟରେ […]

କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ବିଭାଗ ଅମଲା ସଙ୍ଘ ପକ୍ଷରୁ ଏକ ଜିଲା ସ୍ତରୀୟ ବୈଠକ କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାର ଶତାଧିକ ଅମଲା ଯୋଗଦେଇ ସେମାନଙ୍କର ବିଭିନ୍ନ ସମସ୍ୟା ଉପସ୍ଥାପନ କରିଥିଲେ। ଏହିସବୁ ସମସ୍ୟାର ଆଶୁ ସମାଧାନ ପାଇଁ ଆସନ୍ତା ୮ତାରିଖରେ କେନ୍ଦ୍ରାପଡାର ଜିଲ୍ଲାପାଳ ଓ ଜିଲା ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବାକୁ ସର୍ବସମ୍ମତି କ୍ରମେ […]

ପଟ୍ଟାମୁଣ୍ଡାଇ ୩/୧୧- ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନକୁ ସଫଳ କରିବା ପାଇଁ ରବିବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ପ୍ରସ୍ତୁତି ବୈଠକରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡିଶା ତଥା ଓଡ଼ିଆଙ୍କ ସ୍ୱାର୍ଥର ଜାଗ୍ରତ ପ୍ରହରୀ ବିଜୁ ଜନତା ଦଳ ସଂଗଠନକୁ ଅଧିଜ ଶାଣିତ ଓ […]

ପଟ୍ଟାମୁଣ୍ଡାଇ ୩/୧୧ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ କଖାରୁଣୀ ଛକ ନିକଟରେ ରବିବାର ସଂନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ମାଲବାହୀ ଅଟୋ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଖାରୁଣୀ ଗ୍ରାମର ଗଣେଶ ଜେନା (୫୪)। ଘଟଣା ସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି। ଅଟୋଟି ଧକ୍କା ଦେବା ପରେ ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି। […]

ପଟ୍ଟାମୁଣ୍ଡାଇ ୨୯/୧୦ – ବାତ୍ୟା ଆସିଲେ ଉପକୂଳ ଓଡିଶାବାସୀଙ୍କ ଛାତି ଥରିଉଠେ । କାହାକୁ ବାସହରା କରିଦିଏ ତ କାହାର ଜୀବିକା ଉଜାଡିଦିଏ । ଆଉ ବିପର୍ଯ୍ୟୟ ଯିବା ପରେ ପ୍ରଭାବିତଙ୍କୁ ସରକାର ଘର ଦେବାକୁ ଘୋଷଣା କରନ୍ତି । ଦୀର୍ଘ ବର୍ଷ ହେବ ଏଭଳି ଚାଲି ଆସୁଥିଲେ ମଧ୍ୟ ଯୋଗ୍ୟ ହିତାଧିକାରୀ ଏଥିରୁ ବଂଚିତ ହେଉଛନ୍ତି । ବାତ୍ୟା ବେଳେ ସେମାନେ ବାରଓଳି ଶୃଣ୍ଢିପିଣ୍ଡା ହୋଇ ଆଶ୍ରୟ ସ୍ଥଳରେ […]

ପଟ୍ଟାମୁଣ୍ଡାଇ ୧/୧୧ -ସରକାରୀ ତୈଳ କମ୍ପାନୀଗୁଡ଼ିକ ମାସର ପ୍ରଥମ ଦିନରେ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ସମୀକ୍ଷା କରନ୍ତି । ସେଥିନେଇ ଶୁକ୍ରବାର ଠାରୁ ନୂଆ ମାସ ଆରମ୍ଭ ହେଉଥିବାରୁ ନଭେମ୍ବର ୧ରୁ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି। ଏନେଇ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର କମରସିଆଲ ଗ୍ୟାସ ବ୍ୟବହାରକାରୀ ଦୋକାନୀ ମାନଙ୍କୁ କୌଣସି ଫରକ ପଡିନାହିଁ । କାରଣ ସେମାନେ ଗ୍ୟାସ ବିତରଣକାରୀ […]

କେନ୍ଦ୍ରାପଡ଼ା, ୨ା୧୧: ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟ ସାରା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ୨୦୨୪ ପାଳନ କରାଯାଉଛି । ଏହି ଉପଲକ୍ଷେ ଗରାପୁରସ୍ଥିତ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ବିଭିନ୍ନ ସ୍ଲୋଗାନ୍ ଦେଇ ଏକ ମିନି ମାରାଥନ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସମାପନ ହୋଇଥିଲା । ଏହି ମିନି ମାରାଥନକୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ କେନ୍ଦ୍ରାପଡା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ପତାକା […]

କେନ୍ଦ୍ରାପଡ଼ା,୨ା୧୧: ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ମରଡପୁରସ୍ଥିତ ଆଦିବାସୀ ବସ୍ତିରେ ଶୁଖିଲା ଖାଦ୍ୟ ଓ ବିସ୍କୁଟ ପ୍ୟାକେଟ୍ ବଣ୍ଟନ କରାଯାଇଛି। ବିଗତ ବାତ୍ୟା ଓ ପବନରେ କ୍ଷତିଗ୍ରସ୍ତ ହୋଇଥିବା ଏହି ବସ୍ତିର ୧୫ଟି ଗରିବ ପରିବାରର ଲୋକମାନଙ୍କୁ ଚୁଡା, ଚିନି ଓ ବିସ୍କୁଟ ପ୍ରଦାନ କରାଯାଇଥିଲା। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରେଟସ ପ୍ରଫେସର ଡ. […]

କେନ୍ଦ୍ରାପଡ଼ା,୨ା୧୧: ଡକ୍ଟର ବୈଷ୍ଣବ ପରିଡା ମେମୋରିଆଲ ଚେସ ପ୍ରତିଯୋଗିତା କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ପକ୍ଷରୁ ଶନିବାର ତୁଳସୀ ମହିଳା ମହାବିଦୟାଳୟ ପରିସରରେ ଉଦଘାଟିତ ହୋଇଯାଇଛି। କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜିତ ବୋଷ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଦୁଇ ଦିନିଆ ଚେସ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ତୁଳସୀ ମହିଳା ମହାବିଦ୍ୟାଳୟର ଅଧ୍ୟାପିକା ଡ. ପଦ୍ମଜା କବି ଶତପଥୀ,ଅଧ୍ୟାପକ ମଥୁରୀ ନାୟକ, […]

କେନ୍ଦ୍ରାପଡ଼ା,୨ା୧୧: ବାରିମୂଳସ୍ଥିତ କେନ୍ଦ୍ରାପଡା ଉପକାରାଗାରରେ କାର୍ଯ୍ୟରତ ୱାର୍ଡେନ ବିଜୟ ପରିଡାଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି। କାରାଗାର ନିକଟସ୍ଥ ବାରାକ୍‌ରେ ବିଜୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ସହକର୍ମୀମାନେ ବିଜୟଙ୍କୁ ବାରାକ୍‌ର ସିଲିଂଫ୍ୟାନରେ ଝୁଲୁଥିବା ଅବସ୍ଥାରେ ଦେଖିଥିଲେ। ଶୁକ୍ରବାର ଅପରାହ୍ନ ୧୨ଟାରେ ବିଜୟ ଡ୍ୟୁଟି ସାରି ବାରାକ୍‌କୁ ଫେରିଥିଲେ। ଅନ୍ୟ ସହକର୍ମୀମାନେ ସନ୍ଧ୍ୟାରେ ଡ୍ୟୁଟି ସାରି ବାରାକ୍‌କୁ ଫେରିବା ପରେ ବିଜୟକୁ ସିଲିଂ […]

ନୂଆଦିଲ୍ଲୀ,୧।୧୧-ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ ଏହି ତାଜୁବ କରିଦେବା ପରି ଏତେ ବଡ଼ ପରିମାଣର ଜରିମାନା ଲଗାଯାଇଛି।ଜରିମାନା ରାଶି ୨ରେ ୩୪ଟି ଶୂନ ଡଲାରର ଅର୍ଥ ଏହାର ପରିମାଣ ବିଶ୍ୱର ମୋଟ ଜିଡିପି ଠାରୁ ୬୨୦ ଗୁଣ ଅଧିକ। ସରଳ ଭାଷାରେ କହିଲେ, ବିଶ୍ୱରେ ଯେତିକି ସମ୍ପତ୍ତି ନାହିଁ, ତା’ଠାରୁ […]

କେନ୍ଦ୍ରାପଡ଼ା,୧ା୧୧: କେନ୍ଦ୍ରାପଡା ବ୍ଲକ ଅଧିନସ୍ଥ ଗୁଲନଗର ପଞ୍ଚାୟତର ଗୁଲନଗର ଗ୍ରାମରେ ଦୀର୍ଘ ୮୭ବର୍ଷ ହେବ ମା’ ଦକ୍ଷିଣ କାଳୀଙ୍କର ମୂର୍ତ୍ତୀ ପୂଜାପାଇ ଆସୁଛନ୍ତି । ପ୍ରବାଦ ଅଛି ୧୯୩୭ ମସିହାରେ ଯେତେବେଳେ ଏହି ଅଞ୍ଚଳରେ ମହାମାରୀ ହଇଜା ବ୍ୟାପିଲା ଲେକମାନେ ଭୟଭିତ ହୋଇପଡିଥିଲେ । ଏହାର ପ୍ରତିକାର ପାଇଁ ଗୁଲନଗର ଗ୍ରାମର କାଳୀ ସାଧକ କାହ୍ନାଇ ଚରଣ ଚକ୍ରବର୍ତ୍ତୀଙ୍କ ତତ୍ତ୍ୱାବଧାନରେ ସୁଦର୍ଶନ ଚକ୍ରବର୍ତ୍ତି, କୃତିବାସ ସାହୁ, ଇଶ୍ୱର ପୃଷ୍ଟି, ନିତ୍ୟାନନ୍ଦ […]

କେନ୍ଦ୍ରାପଡା,୧ା୧୧: ଆଲୋକର ପର୍ବ ଦୀପାବଳୀର ଉତ୍ସବମୟ ପରିବେଶରୁ ବଞ୍ôଚତ ରହୁଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଗହଣରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ପୁନର୍ବାସ’ ନିଆରା ଢଙ୍ଗରେ ଦୀପାବଳୀ ପାଳନ କରିଛି। “ବାଣରେ ନୁହେଁ… ହସରେ ଦୀପାଳି ଜାଳିବା’ର ବାର୍ତ୍ତା ଦେଇ ଏହି ଅନୁଷ୍ଠାନ ପକ୍ଷରୁ କେନ୍ଦ୍ରାପଡା ପୌରସଂସ୍ଥା ଅଧିନରେ କାର୍ଯ୍ୟ କରୁଥିବା ନିମାଇଁ ଚରଣ ମାନସିକ ଅନଗ୍ରସର, ଦଧିବାମନଜୀଉ ବଧିର ଏବଂ ପୌରସଂସ୍ଥା ଦୃଷ୍ଟିବାଧିତ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଗହଣରେ ଏହି ପର୍ବକୁ ପାଳନ କରାଯାଇଛି […]

କେନ୍ଦ୍ରାପଡା, ୧ା୧୧: କେନ୍ଦ୍ରାପଡା ସହର ଉପକଣ୍ଠସ୍ଥ ଭରତପୁର ଗ୍ରାମର ପ୍ରସିଦ୍ଧ ଦକ୍ଷୀଣ କାଳୀଙ୍କ ୩୨ତମ ଜନ୍ମୋତ୍ସବ ପାରମ୍ପାରିକ ରୀତିନୀତି ଅନୁସାରେ ପାଳିତ ହୋଇଯାଇଛି । ମନ୍ଦିର ଟ୍ରଷ୍ଟୀର ସଭାପତି ଯୁଗୋଳ କିଶୋର ଦାସଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଭରତପୁର ତଥା କେନ୍ଦ୍ରାପଡା ସହର ଓ ଆଖପାଖ ପଞ୍ଚାୟତର ଶତାଧିକ ସ୍ୱେଚ୍ଛାସେବୀ ଯୁବକମାନେ ଉକ୍ତ ଉତ୍ସବର ସଫଳ ରୂପାୟନ ପାଇଁ ଦୀର୍ଘ ଏକ ସପ୍ତାହ ହେଲା ମନ୍ଦିରର ସଫେଇ ତଥା ଆଲୋକ ସଜାସଜି […]