କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ମଣ୍ଡଳ ଶିକ୍ଷା ଅଧିକାରୀ ଅଧିନରେ ଥିବା ୧୫ଟି ବିଦ୍ୟାଳୟର ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟମାନେ ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶନାମା ଓ ମନମାନୀକୁ ବିରୋଧ କରି ବିଦ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିବା ଦେଖିବାକୁ ମିଳିଛି । ଫଳରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ/ଶିକ୍ଷକ ଓ କର୍ମଚାରୀମାନେ ବାହାରେ ଛିଡ଼ା ହୋଇ ଫେରିଥିବା ଜଣାପଡ଼ିଛି । ଜିଲା ଶିକ୍ଷାଧିକାରୀ ସ୍କୁଲର ସମସ୍ୟା ବିଷୟରେ ଅବଗତ ନଥାଇ କିପରି ଏଭଳି […]
featured
କେନ୍ଦ୍ରାପଡା ଜିଲା ରାଜନଗର ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଦିନିକିଆ ଭିତରକନିକା ସଂରକ୍ଷଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଚିଲିକା ଉନ୍ନୟନ କର୍ତୁପକ୍ଷଙ୍କ ଆନୁକୂଲ୍ୟରେ ଓ ଜିଆଇଜେଡ ସହାୟତାରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରକୁ ବନଖଣ୍ଡ ଅଧିକାରୀ ସୁଦର୍ଶନଗୋପୀନାଥ ଯାଦବ ଉଦ୍ଘାଟନ କରିଥିଲେ । ଏହି ଅବସରରେ ଶ୍ରୀ ଯାଦବ ଭିତରକନିକା ଜାତୀୟ ଉଦ୍ୟାନ, ଭିତରକନିକା ବନ୍ୟପ୍ରାଣୀ ଅଭୟାରଣ୍ୟ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟକୁ କିପରି ପରିଚାଳନା କରାଯାଉଛି, […]
କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ବାରହାପୁର ଗ୍ରାମର କଳ୍ପତରୁ ଖଣ୍ଡୁଆଳଙ୍କ ପୋଖରୀରେ କୁମ୍ଭୀର ପଶିଥିବା ଖବର ପାଇ ବନବିଭାଗର ଏକ ଦଳ ଜାଲ ସାହାଯ୍ୟରେ କୁମ୍ଭୀରଟିକୁ ଖୋଜାଯାଇଥିଲା । କୁମ୍ଭୀରଟି ପୋଖରୀ ନିକଟରେ ଥିବା ନାଳରୁ ଧରା ପଡିଥିଲା । ଚାରିଫୁଟ ନଅ ଇଂଚର ମାଈ କୁମ୍ଭୀର । ଏହାକୁ ବାଉଁଶଗଡ ନଦୀରେ ନେଇ ରାଜନଗର ରେଞ୍ଜର କର୍ମଚାରୀମାନେ ଛାଡି ଦେଇଥିବା ଜଣାପଡିଛି । ଏହି କୁମ୍ଭୀରଟି ହଂସୁଆ ନଦୀରୁ […]
କେନ୍ଦ୍ରାପଡ଼ା,୨ା୮: ଏକ ଆଳୁଗୋଦାମର ମ୍ୟାନେଜରଙ୍କୁ ସ୍ପଷ୍ଟ ଦିବାଲୋକରେ ଭୂଜାଲିରେ ହାଣି ତାଙ୍କ ପାଖରୁ ୯ଲକ୍ଷ ଟଙ୍କା ଲୁଟି ନେଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି । ଦୈତାରୀ – ପାରାଦୀପ ଜାତୀୟ ରାଜପଥର ଏକ ଢାବା ନିକଟସ୍ଥ ରାସ୍ତା ଉପରେ ଏହି ଲୁଟର ଶୀକାର ହୋଇଛନ୍ତି ଗୋପଛକରେ ଥିବା ଆଳୁ ଗୋଦାମର ମ୍ୟାନେଜର ସୁଶାନ୍ତ ସାହୁ । ଆକ୍ରମଣରେ ସୁଶାନ୍ତ ଗୁରୁତର ଭାବେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି […]
କେନ୍ଦ୍ରାପଡ଼ା,୨ା୮: କର୍ମକ୍ଷେତ୍ରରେ ମହିଳାଙ୍କ ସୁରକ୍ଷା ପାଇଁ ଉଦ୍ଦିଷ୍ଟ ଆଇନର ପୂର୍ଣ୍ଣ ଉପଯୋଗ ଏବଂ କର୍ମକ୍ଷେତ୍ରରେ ଯୌନ ଉତ୍ପୀଡ଼ନର ନିରାକରଣ ଦିଗରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏକ ଦିନିକିଆ ପ୍ରଶିକ୍ଷଣ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହି ଦିନିକିଆ ପ୍ରଶିକ୍ଷଣ ଶିବିରକୁ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଉଦ୍ଘାଟନ କରି କହିଛନ୍ତି, “ମାନବିକ ଅଧିକାରର ସୁରକ୍ଷା ସହ ଲିଙ୍ଗଭିତିକ ହିଂସାମୁକ୍ତ ପ୍ରଶାସନ […]
କେନ୍ଦ୍ରାପଡ଼ା,୨ା୮: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଭରତପୁର ପ୍ରାଥମିକ ବିଦ୍ୟାଳୟ ମରାମତିରେ ମହାଦୁର୍ନୀତି ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି । ଭରତପୁର ପ୍ରାଥମିକ ବିଦ୍ୟାଳୟ ମରାମତି ପାଇଁ ଗତ ୭.୭. ୨୦୨୩ରିଖରେ କେନ୍ଦ୍ରାପଡା ବ୍ଲକର କନିଷ୍ଠ ଯନ୍ତ୍ରୀ ସ୍ୱରୂପ କୁମାର ଦାଶଙ୍କ ନାମରେ ୩ଲକ୍ଷ ୫୦ହଜାର ଟଙ୍କାର କାର୍ଯ୍ୟାଦ୍ଦେଶ କେନ୍ଦ୍ରାପଡା ବିଡିଓ ପ୍ରଦାନ କରିଛନ୍ତି । କିନ୍ତୁ ଭରତପୁର ପ୍ରାଥମିକ ବିଦ୍ୟାଳୟ ମରାମତି […]
କେନ୍ଦ୍ରାପଡା ୨/୮ – ପରିସଂଖ୍ୟାନରୁ ଜଣାଯାଏ ଓଡ଼ିଶାରେ ଉଚ୍ଚଶିକ୍ଷାରେ ଭିନ୍ନକ୍ଷମ ଛାତ୍ରୀଙ୍କ ସ୍ଥିତି ସାଧାରଣ ଛାତ୍ରୀଙ୍କ ତୁଳନାରେ ନୈରାଶ୍ୟଜନକ ଅଟେ । କେବଳ ଶିକ୍ଷା ମାଧ୍ୟମରେ ତଥା ପ୍ରଦତ୍ତ ସୁବିଧା ଓ ସଂରକ୍ଷଣ ଦ୍ୱାରା ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଶକ୍ତ କରାଯାଇ ପାରିବ ସତ ଏଥି ସହତ ବର୍ହି ପ୍ରୋତ୍ସାହନର ମଧ୍ୟ ଆବଶ୍ୟକତା ରହିଛି ।କେନ୍ଦ୍ରାପଡ଼ା ଜିଲ୍ଲାରେ ଚଳିତ ଶିକ୍ଷା ବର୍ଷରେ ମାଟ୍ରିକ୍, ଯୁକ୍ତ ଦୁଇ ଏବଂ ସ୍ନାତକ ବର୍ଗରେ […]
କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଗଢି ଉଠିଥିବା ବେଆଇନ ଲାବୋରେଟୋରୀ ଓ ପାଥୋଲ୍ୟାବ ଉପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ରଶ୍ମିରଂଜନ ମହାନ୍ତିଙ୍କ ନେତୃତ୍ୱରେ ତହସିଲଦାର ଅଜୟକୁମାର ମହାନ୍ତି, ସବଇନ୍ସିପେକ୍ଟର ସୈାମ୍ୟରଂଜନ ଜାଲି ପ୍ରମୁଖ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନିକଟରେ ଥିବା ଲାବୋରେଟୋରୀ ଓ ପାଥୋଲ୍ୟାବ ଉପରେ ଚଢାଉ କରି କାଗଜପତ୍ର ଯାଂଚ କରିଥିଲେ । ସମସ୍ତ ଲାବୋରେଟୋରୀ ଓ ପାଥୋଲ୍ୟାବ ମଧ୍ୟରୁ ଗୋଟିଏ […]
ଭୁବନେଶ୍ୱର,୧ା୮: ଖୋଲିବ ସମବାୟ ଦୁର୍ନୀତି ପେଡି! ବନ୍ଧା ହେବେ ଅଧିକାରୀ! ସରକାରୀ ତହବିଲକୁ ଫେରିବ ଆତ୍ମସାତ ହୋଇଥିବା ଟଙ୍କା! ବୁଧବାର ବିଧାନସଭାରେ ଆସିଛି ଆଖିତରାଟି ଦେଲା ଭଳି ତଥ୍ୟ । ମିଳିଥିବା ସୂଚନା ଅନୁସାରେ ସମବାୟ ବ୍ୟାଙ୍କ ଗୁଡିକରେ ହୋଇଛି ୨୦୦ କୋଟିରୁ ଅଧିକ ଦୁର୍ନୀତି । ତଥ୍ୟ କହୁଛି, ରାଜ୍ୟରେ ମୋଟ ୧୮ଟି କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ହୋଇଛି ୧୪୭ କୋଟି ଟଙ୍କାର ଦୁର୍ନୀତି । କିନ୍ତୁ ଆଶ୍ଚର୍ଯ୍ୟର […]
କେନ୍ଦ୍ରାପଡା ୧/୮- ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ମାସିକ ବନ୍ଧୁ ମିଳନ ପର୍ବ ବୁଧବାର ସଂଧ୍ୟା ଘ ୭.୩୦ ମିନିଟ ସମୟରେ ଆବାସୀ ବୈଠକ ଭର୍ତ୍ତୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ମାସିକ ରାଜଶ୍ରୀ “ଇ’ ପତ୍ରିକାର ଜୁଲାଇ ସଂଖ୍ୟା ରଥଯାତ୍ରା ବିଶେଷାଙ୍କ “ରାଜଶ୍ରୀ’ କୁ ଶ୍ରୀ ଜଗନ୍ନାଥ ସଂସ୍କୃତିର ବିଶିଷ୍ଟ ଗବେଷକ ତଥା ପ୍ରବକ୍ତା ପ୍ରଫେସର ଡ ହରିହର କାନୁନଗୋ ଉନ୍ମୋଚନ […]
କେନ୍ଦ୍ରାପଡ଼ା, ୧ା୮: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ଦାବିରେ ଓଡିଶା ସୂଚନା ଅଧିକାର ଅଭିଯାନ(ଓସା) କେନ୍ଦ୍ରାପଡା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ଚାରିଦିନ ଧରି ଚାଲିଥିବା ଧାରଣାକୁ ଆଜି ସ୍ଥଗିତ ରଖାଯାଇଛି । ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ତଥା ଜିଲ୍ଲାପରିଷଦର ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ନିଲୁ ମହାପାତ୍ର ଧାରଣାସ୍ଥଳକୁ ଆସି ଧାରଣାକାରୀଙ୍କ ସହ ଆଲୋଚନା କରିବା […]
କେନ୍ଦ୍ରାପଡ଼ା,୧ା୮: ଦକ୍ଷତା ବୃଦ୍ଧି ଏବଂ ନିଯୁକ୍ତି, ଦୀର୍ଘକାଳୀନ ଓ ସ୍ୱଳ୍ପକାଳୀନ ବୈଷୟିକ ଶିକ୍ଷା ପ୍ରଶିକ୍ଷଣ ଉପରେ ସଚେନତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ଗଡ଼ିବ ‘କୌଶଳ ରଥ ।’ ଏହି କୌଶଳ ରଥର ବାଧାମୁକ୍ତ ପରିକ୍ରମା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ଣରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ଏହି […]
ପଟ୍ଟାମୁଣ୍ଡାଇ. ୧/୮-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଞ୍ଚାୟତର ପୁର୍ବତନ ସରପଞ୍ଚ ସମାଜସେଵୀ ଅଧିକାରୀ ଶରତ ଚନ୍ଦ୍ର ଦାଶ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । [the_ad id=”11060″] ଶିକ୍ଷାବିତ ରାଜକୁମାର ବିଶ୍ଵାଳଙ୍କ ପୌରହିତ୍ୟ ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଜିଲା ପରିଷଦ ସଦସ୍ୟା ପ୍ରିୟଦର୍ଶିନୀ ତରାଇ,ଅଳପୁଆ ସରପଞ୍ଚ ପଦ୍ମିନୀ ବେହେରା, ସମିତି ସଭ୍ୟ ରାମ ଚନ୍ଦ୍ର ସେଠୀ,ପେଣ୍ଠପାଳ ସମିତ ସଭ୍ଯ ଶଶାଙ୍କ ଶେଖର ବିଶ୍ଵାଳ, […]
କେନ୍ଦ୍ରାପଡ଼ା , ୩୧ା୭: କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ଭଗେଶ୍ୱରପୁରସ୍ଥିତ ବଳଦେବ ଉଚ୍ଚ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଜାତୀୟ ଶିକ୍ଷାନୀତି ୨୦୨୦ ମସିହାର ଚତୁର୍ଥ ବାର୍ଷିକ ପୂର୍ତ୍ତି ଉପଲକ୍ଷେ ଉକ୍ତ ବିଦ୍ୟାଳୟରେ ୨୨ ତାରିଖରୁ ଆରମ୍ଭ କରାଯାଇ ୨୯ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୭ଦିନ ବ୍ୟାପୀ ଉତ୍ସବ ପାଳିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ରୁବିନା ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଥମ ଦିବସରେ ଶିକ୍ଷଣ ସାମଗ୍ରୀ […]
କେନ୍ଦ୍ରାପଡ଼ା, ୩୧ା୭: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ଦାବିରେ ଓଡିଶା ସୂଚନା ଅଧିକାର ଅଭିଯାନ(ଓସା) କେନ୍ଦ୍ରାପଡା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ତୃତୀୟ ଦିନରେ ପହଞ୍ଚିଛିି । ଆଜି ଜିଲ୍ଲାପାଳଙ୍କ ନିର୍ଦେଶରେ ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ ଧାରଣାସ୍ଥଳକୁ ଆସି ଧାରଣାକାରୀଙ୍କୁ ବୁଝାଇବା ପରେ ଧାରଣାକାରୀଙ୍କ ଏଓଡିଶା ଜୀବିକା ମିଶନରେ ଦୁର୍ନୀତି ନେଇ ,ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଓସାର […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମଠସାହି ଗ୍ରାମର ୨୧ ବର୍ଷର କୃତିବାଷ ସାହୁ ଗତ କିଛିଦିନ ହେବ ଜୀବନ ଯୁଦ୍ଧରେ ସଂଘର୍ଷ କରୁଛନ୍ତି । କୃତିବାଷଙ୍କ ଦୁଇଟି କିଡନୀ ଖରାପ ହୋଇଯାଇଥିବା ବେଳେସ୍ପ୍ାହରେ ଦୁଇ ଥର ଡାଇଲେସସ୍ କରିବାକୁ ଡାକ୍ତର କହିଛି । ହେଲେ ପରିବାର ଆର୍ôଥକ ଅବସ୍ଥା ସ୍ୱଚ୍ଛଳ ନ ଥିବାରୁ ପୁଅର ଭଲ ଚିକିତ୍ସା କରିପାରୁନାହାନ୍ତି ପରିବାର ଲୋକେ । ଅନ୍ୟପକ୍ଷରେ ତାଙ୍କ ବିଜୁ ସ୍ୱାସ୍ଥ୍ୟ କାର୍ଡ […]
କେନ୍ଦ୍ରାପଡ଼ା ସଦର, ୩୦ା୭: କେନ୍ଦ୍ରାପଡା ଗୁଲନଗର ପଞ୍ଚାୟତ ଅନ୍ତର୍ଗତ ସୁଜାନଗର ଗ୍ରାମର ବାବାଜୀ ବାରିକଙ୍କ ପୁଅ ଦୟାନିଧି ବାରିକ(୩୫)ଙ୍କର ଦିଲ୍ଲୀସ୍ଥିତ ବାସ ଭବନରେ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଯାଇଛି । ଶ୍ରୀ ବାରିକ ୧୨ବର୍ଷ ତଳେ ଦିଲ୍ଲୀ ଆଇଟିଆଇ ପଢିବାକୁ ଯାଇଥିଲେ । ଏହାପରେ ହରିୟାନା ଗୁଡ୍ଗାଓଁ ଠାରେ ଏକ ଘରୋଇ କମ୍ପାନିରେ କାର୍ଯ୍ୟରତ ଥିଲେ । ଆଜି ସକାଳେ ତାଙ୍କ ବାସ ଭବନରେ ଇନଭର୍ଟର ମରାମତି କରୁଥିବା ବେଳେ […]
କେନ୍ଦ୍ରାପଡ଼ା, ୩୦ା୭: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ଦାବିରେ ଓଡିଶା ସୂଚନା ଅଧିକାର ଅଭିଯାନ(ଓସା) କେନ୍ଦ୍ରାପଡା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦ୍ୱିତୀୟ ଦିନରେ ପହଞ୍ଚିଛିି । ସରକାରୀ ଯୋଜନାରେ ଆସୁଥିବା ଅନୁଦାନକୁ ଲୁଟ୍ କରିବାରେ ସାମିଲ ଥିବା ଜିଲ୍ଲା ପ୍ରକଳ୍ପ ସଂଯୋଜକ ତଥା ଜିଲ୍ଲା ପ୍ରକଳ୍ପ ପରିଚାଳକ କୈଳାସ ଚନ୍ଦ୍ର ସେନାପତିଙ୍କୁ ବହିଷ୍କାର କରାଯିବା ଓ ମିଥ୍ୟା […]
ଡେରାବିଶ ୩୦/୭ ବେବର୍ତ୍ତା ଅଜୟ ଦାଶ-କେନ୍ଦ୍ରାପଡା ସଦର ଥାନା ଅଂଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ରାତି ୯ରେ ପିଡୀତାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।ଅଭିଯୋଗ ଅନୁଯାୟୀ ଜଣେ ଯୁବକ ପ୍ରଲୋଭନ ଦେଖେଇ ବାରମ୍ବାର ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦର୍ଶା ଯାଇଛି। ଏହା ପରେ ଯୁବକ ତାଙ୍କୁ ଧରାଛୁଆଁଦେଇନଥିବା ବେଳେ ଯୁବତୀ ତାଙ୍କ ପରିବାରଙ୍କୁ ନେଇ ଥାନାରେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ […]
କେନ୍ଦ୍ରାପଡ଼ା,୩୦ା୭: କେନ୍ଦ୍ରାପଡା ବ୍ଲକର ଭାଗବତପୁର ପଞ୍ଚାୟତ ଅନ୍ତର୍ଗତ ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ଓ ବରିଷ୍ଠ ନାଗରିକ ମଞ୍ଚ, ବାଲିଆ ପକ୍ଷରୁ ଚଳିତ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ୬ଟି ଉଚ୍ଚ ବିଦ୍ୟାଳୟର ୮ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ବାଲିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ସଭାପତି ପୁରୁଷୋତ୍ତମ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟାପକ ଡ. […]
କେନ୍ଦ୍ରାପଡ଼ା,୩୦ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଜାତୀୟ ଶିକ୍ଷାନୀତି ୨୦୨୦ର ଚତୁର୍ଥ ବାର୍ଷିକ ପୂର୍ତ୍ତୀ ଉପଲକ୍ଷେ ବିଦ୍ୟାଳୟରେ ଜୁଲାଇ ମାସ ୨୨ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ସାତଦିନ ବ୍ୟାପୀ ଏହି ଉତ୍ସବ ପାଳିତ ହୋଇଥିଲା । ପ୍ରଧାନ ଶିକ୍ଷୟତ୍ରୀ ବୀଣାପାଣି ଦାସଙ୍କ ତତ୍ତ୍ୱାବଧାନରେ ପ୍ରଥମ ଦିବସରେ ଟିଏଲ୍ଏମ୍ ପ୍ରସ୍ତୁତି ଓ ପ୍ରୟୋଗ, ଦ୍ୱିତୀୟ ଦିବସରେ ଏଫ୍ଏଲ୍ଏନ୍ ଦିବସ, […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଥିବା ସମସ୍ତ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳନ କରାଯାଇଛି । ଏହି ପରିପ୍ରେକ୍ଷୀରେ ପଟ୍ଟାମୁଣ୍ଡାଇ ପୌରାଂଚଳରେ ଥିବା ସର୍ବ ପୂରାତନ ବିଦ୍ୟାଳୟ ଏମଏନ ହାଇସ୍କୁଲ ଠାରେ ଶିକ୍ଷା ସପ୍ତାହ ଆରମ୍ଭ ହୋଇଥିବା ବେଳେ ସପ୍ତାହ ବ୍ୟାପି ଏହି ଶିକ୍ଷଣୀୟ କାର୍ଯ୍ୟକ୍ରମ ସୋମବାର ଦିନ ଶେଷ ହୋଇଛି ।ପ୍ରଥମ ଦିନରେ ଛାତ୍ରୀଛାତ୍ରମାନେ ବିଷୟ ଭିତିକ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରି ପ୍ରଦର୍ଶନ କରିଥିଲେ । ଦ୍ୱିତୀୟ […]
ନୂଆଦିଲ୍ଲୀ, ୨୯ା୭- ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ସୋମବାର ଲୋକସଭାରେ ବଜେଟ୍ ବିଷୟରେ କହିଛନ୍ତି । ଏହି ସମୟରେ ସେ ଅଭିମନ୍ୟୁ, ଚକ୍ରବ୍ୟୁହ, ଶିବଙ୍କ ଶୋଭାଯାତ୍ରା, ଭୟର ବାତାବରଣ ଆଦି ସମ୍ପର୍କରେ କହିଛନ୍ତି । ସେ କହିଛନ୍ତି ଯେ ଦେଶ ଆଜି ‘ଚକ୍ରବ୍ୟୁହ’ରେ ଫଶି ଯାଇଛି । ଦେଶକୁ ଏଭଳି ସ୍ଥିତିରେ ବିଜେପି ସରକାର ପକାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଛାତିରେ ପିନ୍ଧୁଥିବା ପଦ୍ମଫୁଲ (ବିଜେପି) ସରକାର ଦେଶର […]
ଭୁବନେଶ୍ୱର, ୨୯ା୭ ବିଧାନସଭାରେ ବଜେଟ ଆଲୋଚନାବେଳେ ମୋହନ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ଏଥର ବଜେଟ ଗେମ ଚେଞ୍ଜର ନୁହେଁ, ନେମ ଚେଞ୍ଜର । ବିଜେଡି ସରକାରର ୮୦%ରୁ ଅଧିକ ଯୋଜନା ଆପଣେଇଛନ୍ତି ନୂଆ ସରକାର । ବାକି ୨୦ ପ୍ରତିଶତ ସରକାର ପ୍ରତିଶ୍ରୁତି ଉପରେ କହୁଛନ୍ତି । ସୁଭଦ୍ରା ପାଇଁ ୧ ଲକ୍ଷ କୋଟି ଦରକାର, କିନ୍ତୁ ବଜେଟରେ […]










