କିଡନୀ ପିଡିତଙ୍କୁ ବାଞ୍ଛାନିଧି ଦାସ, ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସହାୟତା

13 August 2024 kanika odisha 0

କେନ୍ଦ୍ରାପଡା,୧୨ା୮ : ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ, ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ଗ୍ରାମପଞ୍ଚାୟତର ଅଢାଖଣ୍ଡ ମଠସାହି ଗ୍ରାମର କିଡନୀ ପିଡିତ […]

ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ଜିଲ୍ଲା ଶାଖା ପକ୍ଷରୁ ସତ୍ୟାଗ୍ରହ

12 August 2024 kanika odisha 0

କେନ୍ଦ୍ରାପଡ଼ା,୧୨ା୮: ଉତ୍ତର ପ୍ରଦେଶର ବାରଣାସୀ ସ୍ଥିତ ସର୍ବୋଦୟ ସାଧନା କେନ୍ଦ୍ରକୁ କେନ୍ଦ୍ର ସରକାର ଉତ୍ତର ପ୍ରଦେଶ ପୋଲିସ ସହାୟତାରେ ଜୋରଜବରଦସ୍ତ ବୁଲଡୋଜର ଲଗାଇ ଭାଙ୍ଗି ମାଟିରେ ମିଶାଇଦେବା ସହ ସେଠାରେ ଥିବା ଗାନ୍ଧୀ-ସର୍ବୋଦୟ ପ୍ରକାଶନ […]

କେନ୍ଦ୍ରାପଡାରେ ନୂତନ ଜିଲ୍ଲାପାଳଙ୍କ ଯୋଗଦାନ

12 August 2024 kanika odisha 0

କେନ୍ଦ୍ରାପଡ଼ା, ୧୨ା୮: କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସ୍ମୃତିରଞ୍ଜନ ପ୍ରଧାନ ଯୋଗ ଦେଇଛନ୍ତି । ଆଜି ସକାଳେ ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କୁ ସେ […]

ଆର୍‌.ଡି.ସି.ୱାଇ.ଓ.ଆନୁକୂଲ୍ୟରେ ବିଶ୍ୱ ଯୁବ ଦିବସ ପାଳିତ

12 August 2024 kanika odisha 0

କେନ୍ଦ୍ରାପଡା ୧୨/୮ – ବାରୋ ସ୍ଥିତ ଅଗ୍ରଣୀ ସ୍ୱେଚ୍ଛାସବୀ ଅନୁଷ୍ଠାନ ରୁରାଲ୍ ଡେଭ୍‌ଲପ୍‌ମେଂଟ୍ କଲ୍‌ଚ୍‌ରାଲ୍ ୟୁଥ୍ ଅର୍ଗାନାଇଜେସନ୍ ଆନୁକୂଲ୍ୟରେ ଭାବଗ୍ରାହୀ କଳା ନିକେତନର ଚିର ସବୁଜ ଅକ୍ଷୟ ମହାନ୍ତି କକ୍ଷରେ ଆନ୍ତର୍ଜାତୀୟ ଯୁବ ଦିବସ-୨୦୨୪ […]

ବାସନ ମାଜିବା ପାଇଁ ଯାଇଥିବା ମହିଳା ନିଖୋଜ , କୁମ୍ଭୀର ଝାମ୍ପି ନେଇଥିବା ଆଶଙ୍କା

12 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳ ଅନ୍ତର୍ଗତ ଅଳପୁଆ ପଂଚାୟତ ଅଳପୁଆଡିଆ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ମଞ୍ଜୁଲତା ଭଞ୍ଜ(୫୦) ବ୍ରାହ୍ମଣୀ ନଦୀକୁ ବାସନ ମାଜିବାକୁ ଯାଇଥିଲେ । ତେବେ ବହୁ […]

ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ସ୍ମୃତି କମିଟିର ନୂତନ କର୍ମକର୍ତ୍ତା ନିର୍ବାଚିତ

12 August 2024 kanika odisha 0

କେନ୍ଦ୍ରାପଡ଼ା,୧୧ା୮:ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟିର ନୂତନ କର୍ମକର୍ତ୍ତା ନିର୍ବାଚନ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। କମିଟିର ସଭାପତି କରୁଣାକର ଦାସଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ […]

ଆକସ୍ମିକ ଅଗ୍ନିକାଣ୍ଡରେ ଜଳିଗଲା ବୁଲେଟ

12 August 2024 kanika odisha 0

କେନ୍ଦ୍ରାପଡା,୧୧ା୮ : କେନ୍ଦ୍ରାପଡ଼ା ସହରର ବଡହାଟ ସ୍ଥିତ ପୂଜାରିଣୀ ଶାଢୀ ଦୋକାନ ସମ୍ମୁଖରେ ଥିବା ଏକ ବୁଲେଟ ହଠାତ ଜଳି ଉଠିଥିବା ଦେଖାଯାଇଥିଲା। ସ୍ଥାନୀୟ ଦୋକାନୀମାନେ ପାଣି ପକାଇ ସେହି ନିଆଁକୁ ଲିଭାଇବାକୁ ଚେଷ୍ଟା […]

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ଜିଲ୍ଲା କମିଟି ବୈଠକ : ତୁରନ୍ତ ମାସିକ ପାରିଶ୍ରମିକ ୨ହଜାର ଟଙ୍କା ବୃଦ୍ଧି ଓ ପେନସନ ପାଇଁ ନୂତନ ସରକାରଙ୍କ ନିକଟରେ ଦାବୀ

11 August 2024 kanika odisha 0

କେନ୍ଦ୍ରାପଡା,୧୧ା୮ : ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଗୋପ ଠାରେ ସାଥି ସୋହାନା ବେଗମଙ୍କ ସଭାପତିତ୍ୱରେ ସଙ୍ଘର ଜିଲ୍ଲା ସାଧାରଣ ପରିଷଦ ବୈଠକ ଆଜି […]

‘ସାଫ୍ରନ୍ ସୋର୍ଡସ୍‌’କୁ ନେଇ “ପୁସ୍ତକ ଚର୍ଚ୍ଚା’ କାର୍ଯ୍ୟକ୍ରମ

11 August 2024 kanika odisha 0

କେନ୍ଦ୍ରାପଡା,୧୧/୮:ସାମାଜିକ ସଂଗଠନ ‘ଜୟ ରାଷ୍ଟ୍ର’ ପକ୍ଷରୁ ପୁସ୍ତକ ଚର୍ଚ୍ଚା କାର୍ଯ୍ୟକ୍ରମ ତିନିମୁହାଣୀସ୍ଥିତ ଶ୍ରୀରାମ ମନ୍ଦିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆରେ ଅନୁବାଦ ହୋଇଥିବା ବଙ୍ଗଳା ଲେଖିକା ମାନସୀ ସିହ୍ନା […]

କେନ୍ଦ୍ରାପଡା ବ୍ଲକ ଓଷ୍ଟାର ସାମ୍ବିଧାନିକ ସମ୍ମିଳନୀ ଓ କର୍ମକର୍ତ୍ତା ଚୟନ

11 August 2024 kanika odisha 0

କେନ୍ଦ୍ରାପଡ଼ା, ୧୧ା୮: ଏହି ବ୍ଲକ୍ ଅନ୍ତର୍ଗତ କୁତରଙ୍ଗସ୍ଥିତ ମଦନମୋହନ ଜ୍ଞାନପୀଠଠାରେ କେନ୍ଦ୍ରାପଡା ବ୍ଲକ୍‌ର ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘର ରବିବାର ଦିନ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପସଭାପତି ରାଜକିଶୋର […]

ଚଳନ୍ତା କାରରେ ଲାଗିଲା ନିଆଁ , ଅଳ୍ପକେ ବର୍ତିଲେ ଯାତ୍ରୀ

11 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଏକ ଚଳନ୍ତା କାରରେ ହଠାତ ନିଆଁ ଲାଗି ଜଳିଯାଇଛି । କାର ଗାଡ଼ିଟି କଟକ-ଚାନ୍ଦବାଲି ରାସ୍ତାରେ ଯାଉଥିବା ବେଳେ କଷଣଅଂଟା ନିକଟରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । […]

ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ ସମ୍ମିଳନୀ

10 August 2024 kanika odisha 0

କେନ୍ଦ୍ରାପଡ଼ା, ୧୦/୮: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ ସମ୍ମିଳନୀ (ପିଟିଏ)ର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି […]

ଋଣ ବୋଝ ସହି ନ ପାରି ଚାଷୀଙ୍କ ଆତ୍ମହତ୍ୟା

10 August 2024 kanika odisha 0

କେନ୍ଦ୍ରାପଡା,୯ା୮ :କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମପଞ୍ଚାୟତର କହ୍ନେଇପୁର ଗ୍ରାମର ଜନୈକ ଚାଷୀ ଋଣ ବୋଝ ସହି ନପାରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ଜଣଙ୍କ ହେଉଛନ୍ତି ମହେନ୍ଦ୍ର ପ୍ରଧାନ(୫୦)। ମହେନ୍ଦ୍ର […]

ସଦର ଥାନାରେ ଦୁଇ ବାଂଗଲାଦେଶୀ ଅଟକ

10 August 2024 kanika odisha 0

କେନ୍ଦ୍ରାପଡା,୧୦ା୮ : କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଉଦୟନଗର ଗ୍ରାମରେ ସନ୍ଦେହଜନକ ଭାବରେ ବୁଲି ଫେରିବାଲା ବ୍ୟବସାୟ କରୁଥିବା ଦୁଇ ବାଂଗଲାଦେଶୀଙ୍କୁ ଗ୍ରାମବାସୀମାନେ ଅଟକାଇ ସଦର ଥାନାକୁ ଖବର ଦେଇଥିଲେ। ସେମାନଙ୍କ ଆଧାରକାର୍ଡ ଓ […]

ସ୍ୱାଧୀନତା ସଂଗ୍ରାମୀ ମକର ଦାସଙ୍କ ପ୍ରଥମ ଶ୍ରାଦ୍ଧ ଉତ୍ସବ

10 August 2024 kanika odisha 0

କେନ୍ଦ୍ରାପଡା,୧୦ା୮ : କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ହାଟବାଣପୁର ଗ୍ରାମରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ମକର ଦାସଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ୱର୍ଗତ ମକର […]

ବଳଦେବ ସେନା ପକ୍ଷରୁ ଶ୍ରୀବଳଦେବଜୀଉ ମନ୍ଦିର ନିକଟରେ ବିକ୍ଷୋଭ

10 August 2024 kanika odisha 0

କେନ୍ଦ୍ରାପଡା, ୧୦ା୯: ବଳଦେବ ସେନା ପକ୍ଷରୁ ବାଂଲାଦେଶରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିରକୁ ଭଙ୍ଗାରୁଜା କରାଯିବା ଓ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ବିରୋଧ ସ୍ୱରୂପ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ସମ୍ମୁଖରେ ବିକ୍ଷୋଭ […]

ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ଚାଲିଛି ପାଇପ୍ ବିଛା , ରାସ୍ତା କ୍ଷତିଗ୍ରସ୍ତ

10 August 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଘରେ ଘରେ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଇବା ଲାଗି ରାଜ୍ୟ ସରକାର ସଂସାରଫଳ ଠାରେ ୪୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଆରମ୍ଭ କରାଯାଇଥିବା ମେଗା ପାନୀୟ […]

ଇଣ୍ଡିଆ ବୁକ୍ ରେକର୍ଡରେ ସ୍ଥାନ ପାଇଲେ ସ୍ଵାତିସ୍ମିତା ସ୍ୱାଇଁ

9 August 2024 kanika odisha 0

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦୋଶିଆ ୟୁଜିୟୁପି ସ୍କୁଲର ଛାତ୍ରୀ ସ୍ୱାତୀସ୍ମିତା ସ୍ୱାଇଁ ଚଳିତବର୍ଷ ନିମନ୍ତେ କ୍ରିଏଟିଭ ଆର୍ଟରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ଼ରେ ସ୍ଥାନ ପାଇଥିବାରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। […]

କେନ୍ଦ୍ରାପଡାରେ ଅଗଷ୍ଟକ୍ରାନ୍ତି ଦିବସ ପାଳିତ

9 August 2024 kanika odisha 0

କେନ୍ଦ୍ରାପଡା,୯ା୮: କେନ୍ଦ୍ରାପଡା ସହରର ତିନିମୁହାଣୀସ୍ଥିତ ଗାନ୍ଧୀ ସ୍ମୃତିପୀଠ ଠାରେ ଆଜି ଅଗଷ୍ଟ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି । ଭାରତଛାଡ ଆନ୍ଦୋଳନକୁ ମନେ ପକାଇବା ସହିତ ଆଜିର ଯୁବ ଓ ଛାତ୍ର ସମାଜକୁ ଗାନ୍ଧୀଙ୍କ […]

ଜିଲ୍ଲାପାଳଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା

9 August 2024 kanika odisha 0

କେନ୍ଦ୍ରାପଡ଼ା, ୯ା୮: ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କୁ ଆଜି ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ କଲେକ୍ଟୋରେଟ ଷ୍ଟଫ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ […]

ଯୁବାବସ୍ଥାରେ କିଡନୀ ରୋଗରେ ଶଯ୍ୟାଶାୟୀ ପୁଅ ଅର୍ଥ ଅଭାବ ଯୋଗୁଁ ହୋଇପାରୁନି ଚିକିତ୍ସା, ସହାୟତା ପାଇଁ ପରିବାରର ଆକୁଳ ନିବେଦନ

9 August 2024 kanika odisha 0

ଆଖିରେ ଝର ଝର ହୋଇ ଲୁହ ଝରୁଛି । ଥମିବାର ନା ନେଉନି । ଘରର ଭେଣ୍ଡିଆ ପୁଅ ଯେବେ ବାପା ମାଆଙ୍କୁ ପୋଷିବା ବୟସରେ କୌଣସି ରୋଗରେ ଆକ୍ରାନ୍ତ ହୋଇପଡେ ସେ ଅବା […]

ଡିଆଇପିଆରଓ ଆଲୋକ ମହାନ୍ତିଙ୍କର ବଦଳି

8 August 2024 kanika odisha 0

କେନ୍ଦ୍ରାପଡ଼ା, ୮ା୮: କେନ୍ଦ୍ରାପଡା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଆଲୋକ କୁମାର ମହାନ୍ତିଙ୍କର ସୂଚନା ଓ ଲୋକସମ୍ପର୍କ ବିଭାଗ ମୁଖ୍ୟାଳୟ ଭୁବନେଶ୍ୱରକୁ ବଦଳି ହୋଇଛି। ଏସମ୍ପର୍କରେ ଗତ ଜୁଲାଇମାସ ୨୪ତାରିଖରେ ବିଭାଗୀୟ […]

ପୁରୀରୁ ଚୋରି ହୋଇଥିବା ବସକୁ କେନ୍ଦ୍ରାପଡା ପୋଲିସ ଜବତ କଲା

8 August 2024 kanika odisha 0

କେନ୍ଦ୍ରାପଡ଼ା, ୮ା୮: ପୁରୀରୁ ଚୋରି ଯାଇଥିବା ‘ଗୋପିନାଥ’ ନାମକ ଏକ ବସକୁ କେନ୍ଦ୍ରାପଡା ସଦର ଥାନା ପୋଲିସ ଆଜି ଅପରାହ୍ନରେ ଜବତ କରିଛି। ପୁରୀରୁ ଚୋରି ହୋଇଥିବା ଏହି ବସଟିକୁ ପ୍ରଥମେ ପାରାଦୀପ ନିଆଯାଇଥିବା […]

No Image

ସ୍ମୃତିରଞ୍ଜନ ପ୍ରଧାନ ହେଲେ କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ

8 August 2024 kanika odisha 0

କେନ୍ଦ୍ରାପଡ଼ା, ୮ା୮: କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଆଇ.ଏ.ଏସ. ସ୍ମୃତିରଞ୍ଜନ ପ୍ରଧାନଙ୍କୁ ନିଯୁକ୍ତି ଦିଆଯାଇଛି। ଶ୍ରୀ ପ୍ରଧାନ ଏବେ ଗଜପତିର ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଅଛନ୍ତି। କେନ୍ଦ୍ରାପଡା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶକୁ ବାଲେଶ୍ୱର […]