ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟାଚାର୍ଯ୍ୟଙ୍କ ବିୟୋଗରେ ଶୋକ

8 August 2024 kanika odisha 0

କେନ୍ଦ୍ରାପଡ଼ା, ୮ା୮: ସି ପି ଆଇ(ଏମ୍‌)ର ପୂର୍ବତନ ପଲିଟିବ୍ୟୁର ସଭ୍ୟ ତଥା ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ସାଥି ବୁଦ୍ଧଦେବ ଭଟାଚାର୍ଯ୍ୟଙ୍କର ୮୦ବର୍ଷ ବୟସରେ କୋଲକତାସ୍ଥିତ ବାସଭବନରେ ଆଜି ଦେହାନ୍ତ ଘଟିଛି। ତାଙ୍କ ବିୟୋଗରେ ସିପିଆଇ(ଏମ୍‌) […]

ବିଶିଷ୍ଟ ମୂର୍ତ୍ତିସାଜ କାରିଗରଙ୍କ ଦେହାନ୍ତ

8 August 2024 kanika odisha 0

କେନ୍ଦ୍ରାପଡ଼ା,୮ା୮:କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ବିଶିଷ୍ଟ ମୂର୍ତ୍ତିସାଜ କାରିଗର କ୍ଷେତ୍ରବାସୀ ସାହୁ(୮୯)ଙ୍କର ଦେହାନ୍ତ ହୋଇଯାଇଛି । ଶ୍ରୀ ସାହୁ ବହୁଦିନ ହେବ ବାର୍ଦ୍ଧକ୍ୟ ରୋଗରେ ପିଡିତ ଥିଲେ । ସେ କେନ୍ଦ୍ରାପଡା ସହର […]

ଅନୁସୂଚିତ ଜାତି ଓ ଜନଜାତିଙ୍କ ମୌଳିକ ଅଧିକାର ସଂରକ୍ଷଣକୁ ନେଇ ରାଷ୍ଟ୍ରପତିଙ୍କୁ ଦାବିପତ୍ର

8 August 2024 kanika odisha 0

କେନ୍ଦ୍ରାପଡା, ୮ା୮: ଅନୁସୂଚିତ ଜାତି ଓ ଜନଜାତିଙ୍କ ମୌଳିକ ଅଧିକାର ସଂରକ୍ଷଣକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ଓ ସୁପ୍ରିମ୍‌କୋର୍ଟଙ୍କ ବହୁଜନ ବର୍ଗୀକରଣ ରାୟ ପ୍ରତିବାଦରେ ଦେଶବ୍ୟାପୀ ଭାରତ ବନ୍ଦକୁ ସମର୍ଥନ ଜଣାଇ ମୂଳନିବାସୀ ୟୁନାଇଟେଡ୍ […]

ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରାପଡା ପାଇଁ ୫ ବିଷୟକୁ ନେଇ ଦାବିପତ୍ର

8 August 2024 kanika odisha 0

କେନ୍ଦ୍ରାପଡା, ୮/୮: କେନ୍ଦ୍ରାପଡା ସହରର କ୍ରିଷ୍ଣା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲ୍‌ଚରର ପ୍ରତିଷ୍ଠାତା ଆର୍ନ୍ତଜାତୀୟ ସ୍ତରରେ ବହୁ ସମ୍ମାନରେ ସମ୍ମାନିତ ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକ ଗତ ଅଗଷ୍ଟ ୭ ତାରିଖରେ ଓଡିଶାର ପ୍ରିୟ […]

ସି ପି ଆଇ ଏମ ଏଲ ପକ୍ଷରୁ ସହିଦ ଦିବସ

8 August 2024 kanika odisha 0

ପଟ୍ଟାମୁଣ୍ଡାଇ ସିପିଆଇଏମଏଲ ପକ୍ଷରୁ ପାର୍ଟି ଅଫିସ ଠାରେ କମ୍ରେଡ ଚାରୁ ମଜୁମଦାରଙ୍କ ୫୪ତମ ସହିଦ ଦିବସ ପାଳିତ ହୋଇଯାଇଛି । ସି ପି ଆଇ ଏମ ଏଲ ନେତା କମ୍ରେଡ ସଂଜୀବ ରାଉତଙ୍କ ପୌରହିତ୍ୟରେ […]

କଷଣଅଂଟା ହାଇସ୍କୁଲ ଠାରେ ମଣ୍ଡଳ ସ୍ତରୀୟ ପ୍ରତିଯୋଗିତା

8 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ କଷଣଅଂଟା ହାଇସ୍କୁଲ ଠାରେ ମଣ୍ଡଳ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ଶିକ୍ଷା ମଣ୍ଡଳ ଅଧିନରେ ଥିବା ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କ ପ୍ରତିଭା ଉନ୍ମେଷ ପାଇଁ ଆୟୋଜିତ ସ୍ୱତନ୍ତ୍ର […]

ଚାକିରୀ ହରାଇବା ଆଶଙ୍କାରେ ଏକ ହଜାର ସ୍ୱାସ୍ଥ୍ୟମିତ୍ର

8 August 2024 kanika odisha 0

କେନ୍ଦ୍ରାପଡା,୭ା୮: ରାଜ୍ୟରେ ଥିବା ଏକ ହଜାର ସ୍ୱାସ୍ଥ୍ୟମିତ୍ର ଏବେ ଚାକିରୀ ହରାଇବା ଆଶଙ୍କାରେ ରହିଛନ୍ତି। ଏ ନେଇ ଓଡିଶା ସ୍ୱାସ୍ଥ୍ୟମିତ୍ର ସଂଘ ପକ୍ଷରୁ ସ୍ଥାନୀୟ ପବ୍ଲିକ ରିଡିଂ ରୁମ୍‌ରେ ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କୁ […]

ଛାତ୍ରଛାତ୍ରୀଙ୍କୁ ଦୁର୍ବ୍ୟବହାର ଓ ଉପରିସ୍ତ ଅଧିକାରୀଙ୍କୁ ଅସମ୍ମାନ ପାଇଁ ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଳମ୍ବିତ

8 August 2024 kanika odisha 0

କେନ୍ଦ୍ରାପଡ଼ା, ୭ା୮: ଛାତ୍ରଛାତ୍ରୀମାନଙ୍କୁ ଦୁର୍ବ୍ୟବହାର ଓ ଉପରିସ୍ତ ଅଧିକାରୀଙ୍କୁ ଅସମ୍ମାନ ଅଭିଯୋଗରେ କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଲୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ସନ୍ତୋଷ କୁଣ୍ଡଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ନିଳମ୍ବନ କରିଛନ୍ତି […]

ମତ୍ସ୍ୟ ଅଧିକାରୀଙ୍କୁ ମାନସିକ ନିର୍ଯ୍ୟାତନା ଅଭିଯୋଗ

8 August 2024 kanika odisha 0

କେନ୍ଦ୍ରାପଡ଼ା, ୭ା୮: କେନ୍ଦ୍ରାପଡା ବ୍ଲକରେ କାର୍ଯ୍ୟରତ ଅତିରିକ୍ତ ମତ୍ସ୍ୟଅଧିକାରୀ ମୋନାଲିସା ପଣ୍ଡାଙ୍କୁ ଜିଲ୍ଲା ମତ୍ସ୍ୟ ଅଧିକାରୀ ମାନସିକ ନିର୍ଯ୍ୟାତନା ଦେଉଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ସେ ତାଙ୍କ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି ଜିଲ୍ଲା […]

ଚାଷଜମି ଜଳାର୍ଣ୍ଣବ, ବୁଲି ଦେଖିଲେ ଜିଲ୍ଲାପାଳ

8 August 2024 kanika odisha 0

କେନ୍ଦ୍ରାପଡ଼ା, ୭ା୮: ୫୩ନମ୍ବର ଜାତୀୟ ରାଜପଥର ଚାରିଲେନ ବିଶିଷ୍ଟ ରାସ୍ତା ନିର୍ମାଣ ପରେ ଛଗରିଆ ନିକଟରେ ଚାଷଜମିରୁ ଉଦବୃତ୍ତ ଜଳ ନିଷ୍କାସନ ପାଇଁ ଥିବା ପଥକୁ ବନ୍ଦ କରି ଦିଆଯାଇଥିବାରୁ ବର୍ଷା ଦିନେ ପ୍ରାୟ […]

ଗାଡି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର

8 August 2024 kanika odisha 0

ଭୁବନେଶ୍ୱର,୮।୮-ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। […]

ପୂର୍ବତନ ଏବିଇଓ ନରହରି ସୂତାରଙ୍କ ପରଲୋକ

8 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଦମଦାଣ୍ଡି ଭୀମସେନ ନୋଡାଲ ୟୁପି ସ୍କୁଲ୍ ପୂର୍ବତନ ପ୍ରଧାନଶିକ୍ଷକ, ଡେରାବିଶ ବ୍ଲକ ପୂର୍ବତନ ଏବିଇଓ କବି ନରହରି ସୂତାରଙ୍କ ହୃଦଘାତରେ ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ […]

ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସାଙ୍ଗଠନିକ ସମୀକ୍ଷା ବୈଠକ , ଜନସ୍ୱାର୍ଥର ଜାଗ୍ରତ ପ୍ରହରୀ ହେବାକୁ ଆହ୍ୱାନ

8 August 2024 kanika odisha 0

ଚଳିତ ସାଧାରଣ ନିର୍ବାଚନ ପରେ ବୁଧବାର କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସାଙ୍ଗଠନିକ ସମୀକ୍ଷା ବୈଠକ ଦଳର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ […]

ବହୁ ପ୍ରତୀକ୍ଷିତ ପାଳପାଟଣା ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଟରେ ଅଂଚଳବାସୀଙ୍କ ସୁପାରିଶ

8 August 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଆଳି ଓ ରାଜନଗର ବ୍ଲକ ଅଂଚଳର ଲୋକମାନଙ୍କୁ ଉତମ ଗମନାଗମନ ସୁବିଧା ଯୋଗାଇବା ଦେବା ପାଇଁ ୨୦୧୩ ମସିହାରେ ମହାସାହାଣୀ-ପାଳପାଟଣା ସେତୁର ଶିଳାନ୍ୟାଶ କରାଯାଇଥିଲା । ମାତ୍ର କେନ୍ଦ୍ର ସରକାରଙ୍କ […]

ଦୁର୍ଘଟଣା ଆହତଙ୍କୁ ହସ୍ପିଟାଲ ନେଲେ ଅଂଶୁମାନ, ବିଭିନ୍ନ ମହଲରୁ ପ୍ରଶଂସା

7 August 2024 kanika odisha 0

କିଛି ବ୍ୟକ୍ତିତ୍ୱ ଥାନ୍ତି ଯିଏ ମାନବିକତାର ପରିଚୟ ଦେଇଥାନ୍ତି । ଦରକାର ପଡିଲେ ଲୋକଙ୍କୁ ସହାୟତା କରିବାକୁ ପଛଘୁଞ୍ଚା ଦିଅନ୍ତି ନାହିଁ । ସେମିତି ଜଣେ ବ୍ୟକ୍ତି ହେଉଛନ୍ତି ରାଜନଗରର ପୂର୍ବତନ ବିଧାୟକ ବିଶିଷ୍ଠ […]

ସମାଜସେବୀ କଢି ସ୍ୱାଇଁଙ୍କ ଶ୍ରଦ୍ଧାଞ୍ଜଳି ସଭା

7 August 2024 kanika odisha 0

କେନ୍ଦ୍ରାପଡ଼ା, ୬ା୮: କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ଚଁପୁରହାଟ ନିକଟସ୍ଥ ବନ୍ଧସାହି ଠାରେ ସମାଜସେବୀ ତଥା ବରିଷ୍ଠ ସାମ୍ବାଦିକ ମନୋଜ କୁମାର ସ୍ୱାଇଁଙ୍କ ମା’ସ୍ୱର୍ଗତା କଢି ସ୍ୱାଇଁଙ୍କର ଦ୍ୱାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି […]

କେନ୍ଦ୍ରାପଡ଼ା ବିୟୁଟିସିଆନ ୱେଲଫେୟାର ଆସୋସିଏସନ ପକ୍ଷରୁ ପ୍ରଶିକ୍ଷଣ ଶିବିର

7 August 2024 kanika odisha 0

କେନ୍ଦ୍ରାପଡ଼ା,୬ା୮: ଗୋଟେ ନାରୀର କେଶ ହିଁ ତା ସୌନ୍ଦର୍ଯ୍ୟର ବହୁତ ବଡ଼ ଅଂଶ ହୋଇଥାଏ । ସେଇଥିପାଁଇତ କେଶକୁ ନେଇ କିଏ କେତେ ପ୍ରକାରର ଡିଜାଇନ କରିଥାନ୍ତି । ନିଜ କେଶର ଯତ୍ନ ପାଁଇ […]

ଖବରଦାତାଙ୍କ ମାତୃ ବିୟୋଗ

6 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର କଳିଙ୍ଗ ଟିଭି ଖବରଦାତା ପ୍ରଦୋଷ ବିଶ୍ୱାଳଙ୍କ ମାତା ପୁଷ୍ପଲତା ନାୟକଙ୍କ କେନ୍ଦ୍ରାପଡ଼ା ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା । ଜଣେ […]

ଡେପୁଟେସନ ବାତିଲ ନିର୍ଦ୍ଦେଶ ସ୍ଥଗିତ ପରେ ବିଇଓଙ୍କ ବିଭିନ୍ନ ସ୍କୁଲ ପରିଦର୍ଶନ

6 August 2024 kanika odisha 0

କେନ୍ଦ୍ରାପଡା,୬/୮-ପଟ୍ଟାମୁଣ୍ଡାଇ ବ୍ଳକର ୬୬ ପ୍ରାଥମିକ ଶିକ୍ଷକଙ୍କର ଡେପୁଟେସନ ବାତିଲ ନିର୍ଦ୍ଦେଶ ସ୍ଥଗିତ ହେବା ପରେ ପଟ୍ଟାମୁଣ୍ଡାଇ ମଣ୍ଡଳ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସ୍ୱଭାବିକ ହୋଇଥିବା ବେଳେ ଆଜି ବ୍ଳକ ଶିକ୍ଷା ଅଧିକାରୀ ହରିହର ଦଳାଇ […]

ଶିକ୍ଷାନୁଷ୍ଠାନରେ ଇଟା-ବାଲି-ସିମେଂଟ-ଲୁହାଛଡ଼ ତିଆରି କଂକ୍ରିଟ କୋଠରି କରିଦେଲେ ଗୁଣାତ୍ମକ ଶିକ୍ଷାର ବିକାଶ ହୁଏନାହିଁ

6 August 2024 kanika odisha 0

(ଡାଃ ରଶ୍ମିତା ସେଠୀ) ଖାଦ୍ୟ ବସ୍ତ୍ର ବାସଗୃହ ପରେ ଶିକ୍ଷା ହେଇଛି ମନୁଷ୍ୟର ଚତୁର୍ଥ ମୌଳିକ ଆବଶ୍ୟକତା । ଶିକ୍ଷା ସମାଜର ମାନଦଣ୍ଡ । ସମାଜକୁ ଉନ୍ନତ, ମହତ ଓ ପ୍ରଗତିଶୀଳ କରିବାରେ ଶିକ୍ଷା […]

ଗାନ୍ଧୀ ପଦଯାତ୍ରା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ

6 August 2024 kanika odisha 0

କେନ୍ଦ୍ରାପଡା, ୫ା୮: ଗାନ୍ଧୀ ପଦଯାତ୍ରା କମିଟି,କେନ୍ଦ୍ରାପଡା ପକ୍ଷରୁ ଅଗଷ୍ଟ କ୍ରାନ୍ତି ଦିବସ ପାଳନ ଉପଲକ୍ଷେ ଆସନ୍ତା ନଅ ତାରିଖ ଦିନ ସ୍ଥାନୀୟ ତିନିମୁହାଣୀ ସ୍ଥିତ ଗାନ୍ଧୀ ପଦଯାତ୍ରା ସ୍ମାରକୀ ଠାରେ ସକାଳ ନଅ ଘଟିକରେ […]

ବଜ୍ରମହାକାଳୀ ସାନମାଣତିଆ ପଞ୍ଚାୟତ ହାଇସ୍କୁଲରେ ଚାରାରୋପଣ କାର୍ଯ୍ୟକ୍ରମ

6 August 2024 kanika odisha 0

କେନ୍ଦ୍ରାପଡ଼ା, ୫/୮: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣତିଆ ପଞ୍ଚାୟତସ୍ଥିତ ଜରିଆବାଡ ବଜ୍ରମହାକାଳୀ ପଞ୍ଚାୟତ ହାଇସ୍କୁଲରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଚାରାରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା ସଭାପତି ସମାଜସେବୀ […]

କେନ୍ଦ୍ରାପଡା କଲେଜର ଦର୍ଶନଶାସ୍ତ୍ର ବିଭାଗ ଛାତ୍ରୀ ପିଜି ପ୍ରବେଶିକା ପରୀକ୍ଷାରେ ରାଜ୍ୟରେ ୧୦ମ ସ୍ଥାନରେ

6 August 2024 kanika odisha 0

କେନ୍ଦ୍ରାପଡ଼ା, ୫ା୮: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗରୁ ଚଳିତ ବର୍ଷ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀ ଶୁଭଶ୍ରୀ ଶସ୍ମିତା ସ୍ୱାଇଁ ସ୍ନାତ୍ତୋକୋତ୍ତର(ପିଜି) ଶ୍ରେଣୀରେ ଅଧ୍ୟୟନ ନିମନ୍ତେ ପ୍ରବେଶିକା ପରୀକ୍ଷା ଦେଇଥିଲେ । ସୁଶ୍ରୀ […]

ସଂସ୍କୃତ ଦିବସ ପ୍ରସ୍ତୁତି ବୈଠକ

6 August 2024 kanika odisha 0

କେନ୍ଦ୍ରାପଡ଼ା , ୫/୭: କେନ୍ଦ୍ରାପଡ଼ା ଜିଲ୍ଲା ତରାଣ୍ଡୋ ଉଚ୍ଚ ବିଦ୍ୟାଳୟଠାରେ ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ, କେନ୍ଦ୍ରାପଡ଼ା ଶାଖାର ସଂସ୍କୃତ ଦିବସ ପ୍ରସ୍ତୁତି ବୈଠକ ସଂଘର ସଭାପତି ପଣ୍ଡିତ ପ୍ରମୋଦ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ […]