କେନ୍ଦ୍ରାପଡ଼ାରେ ମିଳିତ ଅଭିଯୋଗ ଶୁଣାଣି ଶିବିର

6 August 2024 kanika odisha 0

କେନ୍ଦ୍ରାପଡ଼ା, ୫ା୮: କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ […]

ଏମ ଏନ ହାଇସ୍କୁଲ ପୁରାତନ ଛାତ୍ରସଂସଦର ରକ୍ତଦାନ ଶିବର

5 August 2024 kanika odisha 2

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ଗୌରବମୟ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲ ୧୯୮୬ ବ୍ୟାଚ ପୁରାତନ ଛାତ୍ରସଂସଦ ପକ୍ଷରୁ ବିଶ୍ୱ ବନ୍ଧୁତ୍ୱ ଦିବସ ଅବସରରେ ହାଇସ୍କୁଲ ଠାରେ ଏକ ମେଗା ରକ୍ତଦାନ ଶିବିର […]

ଡେପୁଟେସନ ଅର୍ଡର ବାତିଲ ଘଟଣାରେ ସ୍କୁଲରେ ପଡିଲା ତାଲା , ଡିଇଓଙ୍କ ଅନୁଧ୍ୟାନ ପରେ ନିଦ୍ଧେଶନାମା ସ୍ଥଗିତ

5 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ମଣ୍ଡଳ ଶିକ୍ଷା ଅଧିକାରୀ ଅଧିନରେ ଥିବା ୬୬ ଶିକ୍ଷୟତ୍ର/ଶିକ୍ଷକଙ୍କ ଡେପୁଟେସନ ଅର୍ଡରକୁ ଜିଲା ଶିକ୍ଷାଧିକାରୀ ବାତିଲ କରିବା ପ୍ରତିବାଦରେ ଗତକାଲି ପଟ୍ଟାମୁଣ୍ଡାଇ ଅଂଚଳର ୧୫ଟି ସ୍କୁଲରେ ତାଲା ପଡିବା ସହିତ […]

ପାର୍ବତୀ ଗୋବିନ୍ଦ ସ୍ମୃତି ସଂସଦ ପକ୍ଷରୁ ଓଡିଆ ଭାଷା ସାହିତ୍ୟ ଆଲୋଚନାଚକ୍ର

5 August 2024 kanika odisha 0

କେନ୍ଦ୍ରାପଡ଼ା, ୪ା୮: ପାର୍ବତୀ ଗୋବିନ୍ଦ ସ୍ମୃତି ସଂସଦର କେନ୍ଦ୍ରାପଡା ଜିଲ୍ଲା ସଂଯୋଜକ ସୁଦର୍ଶନ ମହାପାତ୍ରଙ୍କ ସଂଯୋଜନା ଏବଂ ଶଶଧର ପଣ୍ଡାଙ୍କ ସଭାପତିତ୍ୱରେ ଗରାପୁରସ୍ଥିତ ଶ୍ରୀଗୋପାଳଜୀଉ ମନ୍ଦିର ପରିସରରେ ଓଡିଆ ଭାଷା ସାହିତ୍ୟ ସମ୍ପର୍କିତ ଏକ […]

କେନ୍ଦ୍ରାପଡ଼ା ଜିଲ୍ଲା ଯାତ୍ରା କମିଟି ସଂଘ ର କାର୍ଯ୍ୟକର୍ତ୍ତା ମାନଙ୍କ ବୈଠକ

5 August 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ଯାତ୍ରା କମିଟି ସଂଘ ର କାର୍ଯ୍ୟକର୍ତ୍ତା ମାନଙ୍କ ବୈଠକ ରବିବାର ସକାଳ ୧୦ ଘଟିକା ସମୟରେ ଗରା ପୁର୍ ଡାକ ବଙ୍ଗଳା ଠାରେ ଜିଲ୍ଳା ସଭାପତି ମିହିର ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ […]

ପଦ୍ମା ରାଉତ ଭିନ୍ନକ୍ଷମ ବାଳିକା ମେଧାବୃତ୍ତି ଓ ସଫଳ ସମର୍ଥା ସମ୍ମାନ ପ୍ରଦାନ

5 August 2024 kanika odisha 0

କେନ୍ଦ୍ରାପଡା,୪/୮: ମାଧପୁରସ୍ଥିତ ପୁନର୍ବାସ ପରିସରରେ ପଦ୍ମା ରାଉତ ଭିନ୍ନକ୍ଷମ ବାଳିକା ମେଧାବୃତ୍ତି ଓ ସଫଳ ସମର୍ଥା ସମ୍ମାନ ପ୍ରଦାନ କରାଯାଇଛି । ବିଶିଷ୍ଟ କଥାକାର ତଥା ପୁନର୍ବାସର ମୁଖ୍ୟ ଉପଦେଷ୍ଟା ଡ଼. ବିରଜା ରାଉତରାୟଙ୍କ […]

ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରରେ ଚିତାଲାଗି ଅମାବାସ୍ୟା ନୀତି ପାଳିତ : ମହାପ୍ରଭୁଙ୍କ ମସ୍ତକରେ ଝଲସିଲା ସୁବର୍ଣ୍ଣ ଚିତା ଓ ମର୍କତ ମଣି

4 August 2024 kanika odisha 0

କେନ୍ଦ୍ରାପଡ଼ା, ତା ୦୪/୦୮: ତୁଳସୀକ୍ଷେତ୍ରର ପରମ ଆରାଧ୍ୟ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରରେ ଚିତାଲାଗି ଅମାବାସ୍ୟା ନୀତି ପାଳିତ ହୋଇଯାଇଛି । ଆଜି ପ୍ରତ୍ୟୁଷରେ ପହଡ଼ ଖୋଲା ଯାଇ ଜୟ ମଙ୍ଗଳା ଆଳତି […]

ଚିତାଲାଗି ଅମାବାସ୍ୟା , ଚିତଉ ଉଆଁସ

4 August 2024 kanika odisha 0

ଆଜି ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ । ଓଡ଼ିଶାରେ  ଗଣପର୍ବ ପାଳିତ ହୁଏ ।  ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର […]

ଡେପୁଟେସନ୍ ଆଦେଶ ବାତିଲ କଲେ ଡିଇଓ ,୧୫ ସ୍କୁଲରେ ପଡିଲା ତାଲା

3 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ମଣ୍ଡଳ ଶିକ୍ଷା ଅଧିକାରୀ ଅଧିନରେ ଥିବା ୧୫ଟି ବିଦ୍ୟାଳୟର ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟମାନେ ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶନାମା ଓ ମନମାନୀକୁ ବିରୋଧ କରି ବିଦ୍ୟାଳୟରେ ତାଲା ପକାଇ […]

ଭିତରକନିକା ସଂରକ୍ଷଣ ପ୍ରଶିକ୍ଷଣ ଶିବିର

3 August 2024 kanika odisha 0

କେନ୍ଦ୍ରାପଡା ଜିଲା ରାଜନଗର ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଦିନିକିଆ ଭିତରକନିକା ସଂରକ୍ଷଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଚିଲିକା ଉନ୍ନୟନ କର୍ତୁପକ୍ଷଙ୍କ ଆନୁକୂଲ୍ୟରେ ଓ ଜିଆଇଜେଡ ସହାୟତାରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ […]

ପୋଖରୀ ନିକଟରୁ କୁମ୍ଭୀରକୁ ଉଦ୍ଧାର କଲା ବନବିଭାଗ

3 August 2024 kanika odisha 0

କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ବାରହାପୁର ଗ୍ରାମର କଳ୍ପତରୁ ଖଣ୍ଡୁଆଳଙ୍କ ପୋଖରୀରେ କୁମ୍ଭୀର ପଶିଥିବା ଖବର ପାଇ ବନବିଭାଗର ଏକ ଦଳ ଜାଲ ସାହାଯ୍ୟରେ କୁମ୍ଭୀରଟିକୁ ଖୋଜାଯାଇଥିଲା । କୁମ୍ଭୀରଟି ପୋଖରୀ ନିକଟରେ ଥିବା […]

ଦିନଦ୍ୱିପହରରେ ଭୂଜାଲିରେ ହାଣି ୯ଲକ୍ଷ ଲୁଟ

3 August 2024 kanika odisha 0

କେନ୍ଦ୍ରାପଡ଼ା,୨ା୮: ଏକ ଆଳୁଗୋଦାମର ମ୍ୟାନେଜରଙ୍କୁ ସ୍ପଷ୍ଟ ଦିବାଲୋକରେ ଭୂଜାଲିରେ ହାଣି ତାଙ୍କ ପାଖରୁ ୯ଲକ୍ଷ ଟଙ୍କା ଲୁଟି ନେଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି । ଦୈତାରୀ – ପାରାଦୀପ ଜାତୀୟ ରାଜପଥର […]

କର୍ମକ୍ଷେତ୍ରରେ ଯୈାନ ଉତ୍ପୀଡ଼ନର ନିରାକରଣ ପାଇଁ ଦିନିକିଆ ପ୍ରଶିକ୍ଷଣ

3 August 2024 kanika odisha 0

କେନ୍ଦ୍ରାପଡ଼ା,୨ା୮: କର୍ମକ୍ଷେତ୍ରରେ ମହିଳାଙ୍କ ସୁରକ୍ଷା ପାଇଁ ଉଦ୍ଦିଷ୍ଟ ଆଇନର ପୂର୍ଣ୍ଣ ଉପଯୋଗ ଏବଂ କର୍ମକ୍ଷେତ୍ରରେ ଯୌନ ଉତ୍ପୀଡ଼ନର ନିରାକରଣ ଦିଗରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏକ ଦିନିକିଆ ପ୍ରଶିକ୍ଷଣ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା […]

ବିଦ୍ୟାଳୟ ମରାମତି କାମରେ ଲକ୍ଷାଧିକ ଟଙ୍କାର ହରିଲୁଟ ଅଭିଯୋଗ

3 August 2024 kanika odisha 0

କେନ୍ଦ୍ରାପଡ଼ା,୨ା୮: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଭରତପୁର ପ୍ରାଥମିକ ବିଦ୍ୟାଳୟ ମରାମତିରେ ମହାଦୁର୍ନୀତି ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି । ଭରତପୁର ପ୍ରାଥମିକ ବିଦ୍ୟାଳୟ ମରାମତି ପାଇଁ […]

ମେଧାବୀ ଦିବ୍ୟାଙ୍ଗ ଛାତ୍ରୀ ବୃତ୍ତି ପାଇଁ ପୁନର୍ବାସକୁ ଦାନ

2 August 2024 kanika odisha 0

କେନ୍ଦ୍ରାପଡା ୨/୮ – ପରିସଂଖ୍ୟାନରୁ ଜଣାଯାଏ ଓଡ଼ିଶାରେ ଉଚ୍ଚଶିକ୍ଷାରେ ଭିନ୍ନକ୍ଷମ ଛାତ୍ରୀଙ୍କ ସ୍ଥିତି ସାଧାରଣ ଛାତ୍ରୀଙ୍କ ତୁଳନାରେ ନୈରାଶ୍ୟଜନକ ଅଟେ । କେବଳ ଶିକ୍ଷା ମାଧ୍ୟମରେ ତଥା ପ୍ରଦତ୍ତ ସୁବିଧା ଓ ସଂରକ୍ଷଣ ଦ୍ୱାରା […]

ବେଆଇନ ଲାବୋରେଟୋରୀ ଉପରେ ଚଢାଉ

2 August 2024 kanika odisha 0

କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଗଢି ଉଠିଥିବା ବେଆଇନ ଲାବୋରେଟୋରୀ ଓ ପାଥୋଲ୍ୟାବ ଉପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ରଶ୍ମିରଂଜନ ମହାନ୍ତିଙ୍କ ନେତୃତ୍ୱରେ ତହସିଲଦାର ଅଜୟକୁମାର […]

ଖୋଲିବ ସମବାୟ ପେଡି

2 August 2024 kanika odisha 0

ଭୁବନେଶ୍ୱର,୧ା୮: ଖୋଲିବ ସମବାୟ ଦୁର୍ନୀତି ପେଡି! ବନ୍ଧା ହେବେ ଅଧିକାରୀ! ସରକାରୀ ତହବିଲକୁ ଫେରିବ ଆତ୍ମସାତ ହୋଇଥିବା ଟଙ୍କା! ବୁଧବାର ବିଧାନସଭାରେ ଆସିଛି ଆଖିତରାଟି ଦେଲା ଭଳି ତଥ୍ୟ । ମିଳିଥିବା ସୂଚନା ଅନୁସାରେ […]

ରାଜଶ୍ରୀର ମନୋଜ୍ଞ ଆକାଶୀୟ ଆଲୋଚନା ଚକ୍ର ଏବଂ ଇପତ୍ରିକା “ରାଜଶ୍ରୀ’ ଉନ୍ମୋଚିତ

1 August 2024 kanika odisha 0

କେନ୍ଦ୍ରାପଡା ୧/୮- ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ମାସିକ ବନ୍ଧୁ ମିଳନ ପର୍ବ ବୁଧବାର ସଂଧ୍ୟା ଘ ୭.୩୦ ମିନିଟ ସମୟରେ ଆବାସୀ ବୈଠକ ଭର୍ତ୍ତୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏହି […]

ଓଡିଶା ଜୀବିକା ମିଶନରେ ଦୁର୍ନୀତିକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଓସାର ଧାରଣା ସ୍ଥଗିତ

1 August 2024 kanika odisha 0

କେନ୍ଦ୍ରାପଡ଼ା, ୧ା୮: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ଦାବିରେ ଓଡିଶା ସୂଚନା ଅଧିକାର ଅଭିଯାନ(ଓସା) କେନ୍ଦ୍ରାପଡା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ଚାରିଦିନ […]

‘କୈାଶଳ’ ରଥ ପରିକ୍ରମା ପାଇଁ ପ୍ରସ୍ତୁତି ବୈଠକ

1 August 2024 kanika odisha 0

କେନ୍ଦ୍ରାପଡ଼ା,୧ା୮: ଦକ୍ଷତା ବୃଦ୍ଧି ଏବଂ ନିଯୁକ୍ତି, ଦୀର୍ଘକାଳୀନ ଓ ସ୍ୱଳ୍ପକାଳୀନ ବୈଷୟିକ ଶିକ୍ଷା ପ୍ରଶିକ୍ଷଣ ଉପରେ ସଚେନତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ଗଡ଼ିବ ‘କୌଶଳ ରଥ ।’ […]

ସାମାଜସେବୀ ଅଧିକାରୀ ଶରତ ଚନ୍ଦ୍ର ଦାଶଙ୍କ ଶ୍ରଦ୍ଧାଞ୍ଜଳି ସଭା

1 August 2024 kanika odisha 0

  ପଟ୍ଟାମୁଣ୍ଡାଇ. ୧/୮-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଞ୍ଚାୟତର  ପୁର୍ବତନ ସରପଞ୍ଚ ସମାଜସେଵୀ ଅଧିକାରୀ ଶରତ ଚନ୍ଦ୍ର ଦାଶ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । [the_ad id=”11060″] ଶିକ୍ଷାବିତ […]

ବଳଦେବ ଉଚ୍ଚ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳନ

31 July 2024 kanika odisha 0

କେନ୍ଦ୍ରାପଡ଼ା , ୩୧ା୭: କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ଭଗେଶ୍ୱରପୁରସ୍ଥିତ ବଳଦେବ ଉଚ୍ଚ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଜାତୀୟ ଶିକ୍ଷାନୀତି ୨୦୨୦ ମସିହାର ଚତୁର୍ଥ ବାର୍ଷିକ ପୂର୍ତ୍ତି ଉପଲକ୍ଷେ ଉକ୍ତ ବିଦ୍ୟାଳୟରେ […]