ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବୈଠକ
କେନ୍ଦ୍ରାପଡା ୫/୧- କେନ୍ଦ୍ରପଡା ବ୍ଲକ ଅନ୍ତର୍ଗତ ମରଡପୁର ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବାର୍ଷିକ ବୈଠକ ଓ ବନ୍ଧୁମିଳନ ଉତ୍ସବ ବନ୍ଦରେଶ୍ୱରରେ ଥିବା ନଙ୍ଗୁଳି ମଠରେ […]
କେନ୍ଦ୍ରାପଡା ୫/୧- କେନ୍ଦ୍ରପଡା ବ୍ଲକ ଅନ୍ତର୍ଗତ ମରଡପୁର ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବାର୍ଷିକ ବୈଠକ ଓ ବନ୍ଧୁମିଳନ ଉତ୍ସବ ବନ୍ଦରେଶ୍ୱରରେ ଥିବା ନଙ୍ଗୁଳି ମଠରେ […]
କେନ୍ଦ୍ରାପଡ଼ା,୪ା୧: କେନ୍ଦ୍ରାପଡା ଶିକ୍ଷା ବିକାଶ ସମିତି ଅଧିନରେ କେନ୍ଦ୍ରାପଡ଼ା ସଂକୁଳର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଡେରାବିଶ ବ୍ଲକ ଅନ୍ତର୍ଗତ ତିଲଙ୍ଗସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଗାର ଗୋଟି ଶିଶୁବିଦ୍ୟାମନ୍ଦିରରୁ ଦୁଇଶହ […]
କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡ଼ା ପୌରସଂସ୍ଥା ଦ୍ୱାରା ପରିଚାଳିତ ଦୃଷ୍ଟିବାଧିତ ବିଦ୍ୟାଳୟରେ ମହାତ୍ମା ଲୁଇସ ବ୍ରେଲିଙ୍କ ୨୧୭ ତମ ଜୟନ୍ତୀ ଓ ବିଶ୍ୱ ବ୍ରେଲି ଦିବସ ପାଳିତ ହୋଇଯାଇଛି। ଉତ୍ସବରେ ମୁଖ୍ୟଅତିଥି ଭାବେ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକ […]
କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚୟତ ଖେଳପଡିଆରେ ସାହାସପୁର ମହାବୀର ଆଥଲେଟିକ କ୍ଲବ ଆନୁକୂଲ୍ୟରେ ମଣିବାବା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦୁଇଦିନ ବ୍ୟାପି ଅନୁଷ୍ଠିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟରେ ୧୦ଟିମ ଅଂଶଗ୍ରହଣ କରିଥିଲେ। ଫାଇନାଲ ମ୍ୟାଚରେ […]
କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡ଼ା ଜିଲ୍ଲାର ବସପୁର ଠାରୁ କେନ୍ଦ୍ରାପଡା ସଦର ଥାନା ଦେଇ କାକଟ ଲକ୍ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟରାସ୍ତାରେ ଯାତାୟତ କରିବାରେ ଏବେ ଗୁରୁତର ବାଧା ଉପୁଜିଛି। ଏହି ରାସ୍ତା କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଦୁଇଟି […]
କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁର ସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରରେ ଗୁରୁପୂଜନ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ […]
ପଟ୍ଟାମୁଣ୍ଡାଇ ୩୦/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଜୟହିନ୍ଦ୍ ଉଚ୍ଚବିଦ୍ୟାଳୟ, ଦାଣ୍ଡିସାହିଠାରେ ୧୯୮୦ ମାଟ୍ରିକ ବ୍ୟାଚ୍ ଛାତ୍ର-ଛାତ୍ରୀଙ୍କର ସାଥୀ ମିଳନ ସମାରୋହ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଅନ୍ୟୁନ ୫୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। […]
କେନ୍ଦ୍ରାପଡା ୩୦/୧୨- ଆସନ୍ତା ଜାନୁୟାରୀ ୬ ତାରିଖଠାରୁ ଆରମ୍ଭ ହେବାକୁ ଯାଉଥିବା ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ପ୍ରସ୍ତୁତି ବୈଠକ ସହ ଏହାର ଆୟୋଜକ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରସ୍(କେମ୍)ଏକ ବର୍ଷାନ୍ତ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି […]
କେନ୍ଦ୍ରାପଡ଼ା,୨୯ା୧୨:ଦିବ୍ୟଜୀବନ ସଙ୍ଘ କେନ୍ଦ୍ରାପଡା ଶାଖା ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଳନ ପାଇଁ ସମଗ୍ର ବିଶ୍ୱବାସୀଙ୍କୁ ନିବେଦନ କରିଛନ୍ତି। ସାରା ବିଶ୍ୱରେ ସମସ୍ତ ଦିବସ […]
ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୨୮ା୧୨:ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାର ୪୮୫ଜଣ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି।ଟ୍ରଷ୍ଟର […]
କେନ୍ଦ୍ରାପଡ଼ା ୨୮/୧୨ଜିଲ୍ଲାର କଲେଜ ଛକ ନିକଟ ଉଦୟ ନଗର ଠାରେ ଥିବା ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଟାଇମ୍ସ ଗୁରୁକୁଳ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରତିଷ୍ଠାତା ପ୍ରହ୍ଲାଦ ପାତ୍ରଙ୍କ ଅଧ୍ୟକ୍ଷତାରେ […]
ପଟ୍ଟାମୁଣ୍ଡାଇ ତା ୨୮/୧୨- ପଟ୍ଟାମୁଣ୍ଡାଇ ପୋଖରୀଆପଡା ଗ୍ରାମର ବିଶିଷ୍ଟ ଧର୍ମପ୍ରାଣା ମହିଳା ତଥା ଗାଳ୍ପିକ ପ୍ରାଧ୍ୟାପକ ଡ଼ ନୀଳମଣି ଲେଙ୍କାଙ୍କ ମାତା ସାବିତ୍ରୀ ଲେଙ୍କାଙ୍କ ୮୬ବର୍ଷ ବୟସରେ ପରଲୋକ ହୋଇଯାଇଛି। ମୃତ୍ୟୁ ଶଯ୍ୟା ନିକଟରେ […]
ପଟାମୁଣ୍ଡାଇ ୨୮/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲର ୧୯୮୯ ମାଟ୍ରିକ ବ୍ୟାଚ ପକ୍ଷରୁ ଗୁରୁ ପୂଜନ ଓ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ତଥା ପଟ୍ଟାମୁଣ୍ଡାଇ ବ୍ଲକ […]
କେନ୍ଦ୍ରାପଡ଼ା,୨୭ା୧୨:କେନ୍ଦ୍ରାପଡାର ଦୁହୁରିଆ କ୍ରସିଂଙ୍ଗ ବଜାର ଛକ ଜିଲ୍ଲାର ମୁଖଶାଳା ହୋଇଥିବା ବେଳେ ଏହା କଟକ, ଯାଜପୁର, ଜଗତସିଂହ ପୁର ଓ ଭଦ୍ରକ ଜିଲ୍ଲାକୁ ସଂଯୋଗ କରୁଅଛି । ୫୩ନମ୍ବର ଜାତୀୟ ରାଜପଥ ଦୁହୁରିଆ କ୍ରସିଂ […]
କେନ୍ଦ୍ରାପଡ଼ା,୨୭ା୧୨:କେନ୍ଦ୍ରାପଡା ଟାଉନ୍ ସ୍ଥିତ ବଳଦେବ ହାଇସ୍କୁଲର ୧୯୭୯ ମାଟ୍ରିକ ବ୍ୟାଚ ପୁରାତନ ଶିକ୍ଷାର୍ଥୀ ମାନଙ୍କ ଏକ ବନ୍ଧୁ ମିଳନ ଉତ୍ସବ ବୁଧବାର ଦାନପୁର ନିକଟ ମା’ ରାମଚଣ୍ଡୀ ପୀଠରେ ଅନୁଷ୍ଠିତ ହୋଇଯାଇଛି । ପୁରାତ୍ତନ […]
ପଟ୍ଟାମୁଣ୍ଡାଇ ତା ୨୭/୧୨- ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରରେ ମାତୃ ସମ୍ମିଳନୀ -୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀକୁ ଶିକ୍ଷା ମନ୍ଦିର ସମ୍ପାଦକ ଅମ୍ବୁଜ ଭୂଷଣ […]
ବିଜୁଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ କେନ୍ଦ୍ରାପଡା,୨୬ା୧୨: ଶୃଙ୍ଖଳିତ ଓ ଶସକ୍ତ କରିବା ପାଇଁ ଐକ୍ୟବଦ୍ଧ ଉଦ୍ୟମର ଆବଶ୍ୟ କତା ରହିଛି । ସମସ୍ତ କର୍ମୀ ଏକ ମନ ଏକ ପ୍ରଣରେ ଉଦ୍ୟମ […]
କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ଚତୁବିଂଶ ବାର୍ଷିକ ଉତ୍ସବ ଅନୁଷ୍ଠିତ କେନ୍ଦ୍ରାପଡା,୨୬ା୧୨: କେନ୍ଦ୍ରାପଡା ଜିଲା ସାହିତ୍ୟ ସଂସଦର ଚର୍ତୁବିଂଶ ବାର୍ଷିକ ଉତ୍ସବ କବି କରୁଣା କର ଦାସଙ୍କ ପୈାରାହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି । ମୁଖ୍ୟ […]
ପଟ୍ଟାମୁଣ୍ଡାଇରେ ବିଜେଡି ପ୍ରତିଷ୍ଠା ଦିବସ ପଟ୍ଟାମୁଣ୍ଡାଇ ତା ୨୬/୧୨-ଓଡ଼ିଆ ସ୍ୱାଭିମାନର ପ୍ରତୀକ ପ୍ରବାଦପୁରୁଷ ବିଜୁ ପଟନାୟକଙ୍କ ଆଦର୍ଶରେ ଗଠିତ ବିଜେଡି ଦଳ ନବୀନ ପଟନାୟକଙ୍କ ନେତୃତ୍ୱରେ ଓଡିଶାର ବିକାଶ ପାଇଁ ଲଢେଇ ଜାରି ରଖିବ […]
ପଟ୍ଟାମୁଣ୍ଡାଇ ତା ୨୫/୧୨- କେନ୍ଦ୍ରାପଡ଼ା ଜିଲ୍ଲା ଶ୍ରୀରାମ ସେନା ପକ୍ଷରୁ ଜିଲ୍ଲା ସଭାପତି ଯୁବନେତା ଶାରଦା ପ୍ରସାଦ ରାଉତଙ୍କ ନେତୃତ୍ୱରେ ପଟ୍ଟାମୁଣ୍ଡାଇ ଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପାୟୀଙ୍କ […]
କେନ୍ଦ୍ରାପଡ଼ା, ୨୫ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକ ଅବସରରେ ଜିଲ୍ଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନବକ୍ରିଷ୍ଣ […]
କେନ୍ଦ୍ରାପଡା,୨୫ା୧୨: କେନ୍ଦ୍ରାପଡା ଇଚ୍ଛାପୁର ହାଇସ୍କୁଲରେ ଆୟୋଜିତ ୨୫-୨୬ବର୍ଷର ଜିଲ୍ଲାସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ବେଣୀପୁର ସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟର ଷଷ୍ଠ ଶ୍ରେଣୀର ଛାତ୍ର ଜ୍ଞାନରଞ୍ଜନ ରାଉତଙ୍କ ପ୍ରକଳ୍ପ ପ୍ରଥମ ସ୍ଥାନ ଅଧିକାର […]
କେନ୍ଦ୍ରାପଡା,୨୪ା୧୨: କେନ୍ଦ୍ରାପଡା କଣ୍ଟ୍ରାକ୍ଟର ଫେଡେରେସନ ତରଫରୁ ଦିବା ୨ ଘଟିକା ସମୟରେ ଜମଧରସ୍ଥିତ ବିନାୟକ ପ୍ରିମିୟମ ହୋଟେଲରେ ରାଜ କିଶୋର ସାହୁଙ୍କ ସଭାପତିତ୍ୱରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ […]
କେନ୍ଦ୍ରାପଡ଼ା,୨୩ା୧୨:କେନ୍ଦ୍ରାପଡା ସହରର ଇଛାପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨-୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ […]
Copyright © 2026 | WordPress Theme by MH Themes