ପଟ୍ଟାମୁଣ୍ଡାଇ ତା ୧୬/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଅରଡ଼ା ବଜ୍ର ମହାକାଳୀ ଯୁବକ ସଂଘ ଓ ଆମ ଓଡିଶା ମିଳିତ ଆନୁକୂଲ୍ୟରେ ଡିଭାଇନ ପ୍ୟାଲେସ ଠାରେ ଏକ ସ୍ଵେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଯୁବକ ସଂଘ ସଭାପତି ଆଡ଼ଭୋକେଟ ମନୋଜ କୁମାର ନାୟକଙ୍କ ପୌରହିତ୍ୟରେ ଆୟୋଜିତ ସ୍ବେଛାକୃତ ରକ୍ତଦାନ ଶିବିରକୁ ରାଜନଗର ବିଧାୟକ ଧ୍ରୁବ ସାହୁ ଉଦଘାଟନ କରିଥିଲେI ଏହି ଶିବିରରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧକ୍ଷ […]

ପଟ୍ଟାମୁଣ୍ଡାଇ ତା ୧୬/୨-ଓଡିଶାର ବିଭିନ୍ନ ସମସ୍ୟା ନେଇ ଜନଶକ୍ତି ପାର୍ଟି ସ୍ୱର ଉତ୍ତୋଳନ କରିବା ସହିତ ଆନ୍ଦୋଳନ କରିଆସୁଛି । ସମ୍ପ୍ରତି ୫ଦାବୀ ଦାବୀ ନେଇ ଏକ ଜନ ସଚେତନତା ଯାତ୍ରା କରିବାକୁ ପାର୍ଟି ଯୋଜନା କରିଛି  । ଏ ସମ୍ପର୍କରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଜନଶକ୍ତି ପାର୍ଟି ରାଜ୍ୟ ସଭାପତି ଆଡ଼ଭୋକେଟ ପ୍ରଦୀପ ଦାଶ କହିଛନ୍ତି ଯେ ଉଚ୍ଚଶିକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ସୁଧମୁକ୍ତ ଶିକ୍ଷା ଋଣ,ଅନେକ ରାଜ୍ୟରେ ବିଦ୍ୟୁତ […]

କେନ୍ଦ୍ରାପଡା,୧୫ା୨: କେନ୍ଦ୍ରାପଡା ଜିଲ୍ଲାରେ ପ୍ରଶାସନିକ ଅଚଳାବସ୍ଥା ଯୋଗୁଁ କର୍ମଚାରୀଙ୍କ ପଦୋନ୍ନତି ପାଇଁ ରହିଥିବା ବିଧି ବ୍ୟବସ୍ଥା ଡି.ପି.ସି.(ବିଭାଗୀୟ ପଦୋନ୍ନତି କମିଟି)ବସିପାରୁନାହିଁ। ଏହାଦ୍ୱାରା କର୍ମଚାରୀମାନେ ପଦୋନ୍ନତି ପାଇପାରୁନାହାନ୍ତି। ଫଳରେ ସେମାନେ ଦୀର୍ଘବର୍ଷ ଧରି ଯେଉଁ ପଦରେ କାର୍ଯ୍ୟ କରୁଛନ୍ତି ସେହି ପଦରେ ସୀମିତ ରହିବାକୁ ବାଧ୍ୟ ହେଉଛନ୍ତି। ଏହାଦ୍ୱାରା ସେମାନଙ୍କ ଦରମା ବୃଦ୍ଧି ପାଇ ପାରୁନାହିଁ କି ର‌୍ୟାଙ୍କ ମଧ୍ୟ ବଢୁନାହିଁ। ଫଳରେ ସେମାନଙ୍କ ଚାକିରୀ ସର୍ତ୍ତାବଳୀ ଉଲ୍ଲଙ୍ଘନ ହେଉଥିବା କେତେକ […]

କେନ୍ଦ୍ରାପଡା,୧୪ା୨: କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଥିବା ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ବିଶିଷ୍ଟ ଅତିଥି, ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟବକ୍ତା ଓ ଆଶ୍ରମର ଉପାଧ୍ୟକ୍ଷ ଡ. କାଳି ପ୍ରସନ୍ନ ଶତପଥୀ, ବିଦ୍ୟାମନ୍ଦିର […]

କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ଜିଲ୍ଲା ରାଜ୍ୟର ଏକ ଶିଳ୍ପ କରିଡର ହେବ ବୋଲି କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡା ଶୁକ୍ରବାର ଅପରାହ୍ନରେ ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଗଣମାଧ୍ୟମକୁ କହିଛନ୍ତି। ଶ୍ରୀ ପଣ୍ଡା ଆହୁରି କହିଥିଲେ ଯେ କେନ୍ଦ୍ରାପଡାକୁ ରାଜ୍ୟର ଏକ ବିକଶିତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ସବୁ ପ୍ରକାର ଉଦ୍ୟମ ଜାରି ରଖିଛନ୍ତି। ଜିଲ୍ଲାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ […]

କେନ୍ଦ୍ରାପଡ଼ା,୧୪ା୨: ରାଜ୍ୟରେ ଡବଲ ଇଞ୍ଜିନ୍ ସରକାର ଆସିବା ପରେ କେନ୍ଦ୍ରାପଡା ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବିପର୍ଯ୍ୟସ୍ତ ହେବାରେ ଲାଗିଛି । ହେଲେ, ଅପରାଧକୁ ରୋକିବା ପାଇଁ ଜିଲ୍ଲା ପୋଲିସ ଯେମିତି ତତ୍ପରତା ଦେଖାଇବା କଥା ସେପରି ଦେଖାଯାଉନାହିଁ । ଫଳରେ ଜିଲ୍ଳାରେ ଅପରାଧିକ କାର୍ଯ୍ୟକଳାପ ବଢ଼ୁଥିବା ବେଳେ ଲୋକଙ୍କ ଭିତରେ ଭୟ ଓ ଆତଙ୍କ ସୃଷ୍ଟି କରୁଛି। ଏହାର ପ୍ରତିବାଦରେ ଶୁକ୍ରବାର ଭାରତର କମ୍ୟୁନିଷ୍ଟ ପାର୍ଟି […]

କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାର ନବ ନିଯୁକ୍ତ କନିଷ୍ଠ ଶିକ୍ଷକମାନଙ୍କୁ ତାଲିମ ଦେବା ନିମନ୍ତେ ୫୦ଜଣ ବରିଷ୍ଠ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ୫ ଦିନ ବ୍ୟାପି ପ୍ରେରଣା ତାଲିମ ପ୍ରଦାନ କରାଯାଇଛି । ଚଳିତ ମାସ ୧୦ ତାରିଖରେ ଆରମ୍ଭ ହୋଇଥିବା ତାଲିମର ଆଜି ଅନ୍ତିମ ଦିବସରେ ଜିଲ୍ଲା ଶିକ୍ଷାଧିକାରୀ ବସନ୍ତ କୁମାର ନାୟକ ଯୋଗଦାନ କରି କହିଲେ ଶିକ୍ଷକମାନେ ଜଗତଜନନୀଙ୍କୁ ଆରାଧନା କରି […]

କେନ୍ଦ୍ରାପଡ଼ା,୧୪ା୨: କେନ୍ଦ୍ରାପଡ଼ା ବ୍ଲକ୍ ଅନ୍ତର୍ଗତ କୁତରଙ୍ଗ ପଞ୍ଚାୟତ ହାଇସ୍କୁଲରେ ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସ ଓ ସ୍କୁଲର ପ୍ରତିଷ୍ଠାତା ପଦ୍ମନାଭ ଛାଟୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ମୁଖ୍ୟ ଅତିଥି, ବର୍ଷିୟାନ ଶିକ୍ଷାବିତ୍ ରଘୁନାଥ ରାଉତ ମୁଖ୍ୟବକ୍ତା ଓ ବରିଷ୍ଠ ସାମ୍ବାଦିକ ଗଣେଶ ଚନ୍ଦ୍ର ସାମଲ ସମ୍ମାନୀତ ଅତିଥି ଭାବେ […]

କେନ୍ଦ୍ରାପଡା,୧୪ା୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡାର ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର ପାତ୍ରଙ୍କ ସଭାପତିତ୍ୱରେ ପୁଲବାମା ସହିଦ ଦିବସ କାର୍ଯ୍ୟକ୍ରମ ତିନିମୁହାଣ ଛକସ୍ଥିତ ଅମର ଯବାନ ସହିଦ ସ୍ତମ୍ବ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ସଂଘର ସାଧାରଣ ସମ୍ପାଦକ ଏବଂ ସୁବେଦାର ମେଜର ହନରାରି ଲେଫ୍ଟନାଣ୍ଟ ବ୍ରଜ କିଶୋର ସାହୁ ସହିଦ ସ୍ତମ୍ବରେ ସାମୁହିକ ରିତ ଅର୍ପଣ କରିଥିଲେ ଓ ଦୀପକ ପ୍ରଜ୍ୱଳନ କରିଥିଲେ। ସହ ସମ୍ପାଦକ […]

କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ସପେକ୍ଟର ସ୍ତରରେ ଆରକ୍ଷୀ ଅଧୀକ୍ଷକ ଅଦଳବଦଳ କରିଛନ୍ତି। ସେହି ଅନୁଯାୟୀ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଥିବା ଇନ୍ସପେକ୍ଟର (ଆରକ୍ଷୀ ନିରୀକ୍ଷକ) ସରୋଜ ସାହୁଙ୍କୁ ଡେରାବିଶ ଥାନାରେ ଅବସ୍ଥାପିତ କରାଯାଇଥିବା ବେଳେ ମୁଖ୍ୟାଳୟରେ ଥିବା ତପନ କୁମାର ନାୟକଙ୍କୁ ଆଳି ଥାନାକୁ, ମୁଖ୍ୟାଳୟରେ ଥିବା ବନ୍ଦନା ପାତ୍ରଙ୍କୁ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା, ମହାକାଳପଡ଼ା ଥାନାଧିକାରୀ ଧୀରଜ ଲେଙ୍କାଙ୍କୁ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନାକୁ ଅବସ୍ଥାପିତ କରାଯାଇଛି, ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ […]

କେନ୍ଦ୍ରାପଡ଼ା, ୧୩ା୨: ରାଜ୍ୟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡା, ଭାରତୀୟ ପ୍ରଶାସନିକ ସେବାର ସେବା ନିବୃତ୍ତଅଧିକାରୀ କ୍ଷେତ୍ର ପରିଦର୍ଶନରେ ଆସି କେନ୍ଦ୍ରାପଡା ଜିଲ୍ଲାରେ ପହଞ୍ଚିଥିଲେ। ଏହି ପରିପ୍ରେକ୍ଷୀରେ ଅଧ୍ୟକ୍ଷ ଏବଂ ସଦସ୍ୟମାନେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ସହିତ ସର୍ବ ପ୍ରଥମେ ମହାକାଳପଡ଼ା ବ୍ଲକର ବଡ଼କୁଳ ପଞ୍ଚାୟତ, ପରେ ପରେ କେନ୍ଦ୍ରାପଡା ବ୍ଲକର ଓସ୍ତପୁର ପଞ୍ଚାୟତ ଏବଂ ଶେଷରେ କେନ୍ଦ୍ରାପଡା ପୌରପାଳିକା ଗସ୍ତ କରି […]

କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ସହର ଗୋପଛକ ନିକଟ ଟିଭି ସେଣ୍ଟର ଠାରେ ଅଷ୍ଟମ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗୀତା ଯଜ୍ଞ, ଗୋ-ପୂଜା, ଭଜନ ସନ୍ଧ୍ୟା, ପ୍ରବଚନ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂଜକ ସୁରେନ୍ଦ୍ର ନାଥ ଶତପଥିଙ୍କ ଦ୍ୱାରା ଅନୁଷ୍ଠିତ ପୂଜାର୍ଚ୍ଚନାରେ କର୍ତ୍ତା ଭାବେ ବିକ୍ରମ କୁମାର ମଲ୍ଲ ଓ ଜୟନ୍ତୀ ମଲ୍ଲ ଯୋଗଦେଇଥିଲେ। ଏଥିରେ ୫ ଦଳ ସଂକୀର୍ତ୍ତନ ମଣ୍ଡଳୀ ଯୋଗଦେଇ ସଂକୀର୍ତ୍ତନ କରିଥିଲେ। ଅନ୍ୟମାନଙ୍କ […]

କେନ୍ଦ୍ରାପଡା,୧୩ା୨: ଭିନ୍ନକ୍ଷମତା ସହିତ ଆର୍ôଥକ ଅନାଗ୍ରସରତା ସର୍ବଦା ଓତଃପ୍ରୋତ ଭାବେ ଜଡ଼ିତ ଥାଏ । ବିଶେଷ କରି ଯେଉଁ ଛାତ୍ରଛାତ୍ରୀମାନେ ଗୁରୁତର ଭିନ୍ନକ୍ଷମତା ସହ ନିମ୍ନ ଆର୍ôଥକ ବର୍ଗରୁ ଆସିଥାନ୍ତି, ସେମାନଙ୍କ ନିମନ୍ତେ ଉଚ୍ଚଶିକ୍ଷା ସମାପନର ଲକ୍ଷ୍ୟ ଦୁରୁହ ହୋଇ ପଡିଥାଏ । ଫଳରେ ସେମାନଙ୍କ ମଧ୍ୟରୁ ଅନେକ ଅଧାରୁ ପାଠ ବନ୍ଦ କରିବାକୁ ବାଧ୍ୟ ହୋଇଥାନ୍ତି। କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟରେ ଏହିପରି ଗୁରୁତର ଭିନ୍ନକ୍ଷମ ଓ […]

କେନ୍ଦ୍ରାପଡା,୧୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସୁଜାନଗର ଗ୍ରାମସ୍ଥିତ ତୈଳିକ ବୈଷ୍ୟ ସମାଜର ଇଷ୍ଟ ଦେବତା ମଦନମୋହନଜୀଉ ମନ୍ଦିରର ଦ୍ୱିତୀୟ ବାର୍ଷିକ ଉତ୍ସବ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଗତ ମଙ୍ଗଳବାର ଦିନ ଘଟ ସ୍ଥାପନ ପରେ ଶୁଭାଧିବାସ କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା । ବୁଧବାର ଦିନ ମାଘ ପୂର୍ଣ୍ଣିମା ଅବସରରେ ଅଷ୍ଟମ ପ୍ରହର ଅହୋରାତ୍ର ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା । ଆଖପାଖ ଅଞ୍ଚଳର ୬ଟି କୀର୍ତ୍ତନ […]

କେନ୍ଦ୍ରାପଡ଼ା,୧୨।୨: ରାଜ୍ୟର ଅଗ୍ରଣୀ ବେସରକାରୀ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ୬୭ ତମ ସ୍ୱନକ୍ଷତ୍ର ଦିବସ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ବୁଧବାର ପାଳିତ ହୋଇଯାଇଛି। ଚଳିତ ବର୍ଷ ପାଇଁ ବରିଷ୍ଠ କୃଷି ବିଜ୍ଞାନୀ ତଥା ମୃତ୍ତିକା ବିଶେଷଜ୍ଞ ତଥା କଟକ ଜାତୀୟ ଧାନ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ଡ. ଅମରେଶ ନାୟକଙ୍କୁ ଦୀନବନ୍ଧୁ ସାହୁ ସ୍ମାରକୀ ସମ୍ମାନ ପ୍ରଦାନ କରାଯାଇଥିଲା। ସେଥିପାଇଁ ଉପାୟନ, ମାନପତ୍ର ଓ ତିରିଶ ହଜାର ଟଙ୍କାର […]

କେନ୍ଦ୍ରାପଡା,୧୨ା୨: କେନ୍ଦ୍ରାପଡା ବ୍ଲକ ଗୁଲନଗର ପଞ୍ଚାୟତ ଅନ୍ତର୍ଗତ ରାମନଗରପାଟଣାସ୍ଥିତ ମା’ ବନ୍ଧମଙ୍ଗଳାଙ୍କ ତୃତୀୟ ବାର୍ଷିକ ଉତ୍ସବ ଚଳିତ ମାଘ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିଠାରୁ ମାଘ ପୂର୍ଣ୍ଣିମା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଗତ ରବିବାର ଦିନ ଅଙ୍କୁରାରୋପଣ କରାଯିବା ପରେ ସୋମବାର ଦିନ ଗ୍ରାମବାସୀଙ୍କ ଦ୍ୱାରା ଏକ କଳସ ଶୋଭାଯାତ୍ରାରେ ଗୋବରୀ ଘାଟରୁ ପାଣି ଆଣି ମଙ୍ଗଳା ମନ୍ଦିର ପରିସରରେ ଘଟ ସ୍ଥାପନ କରାଯିବା […]

କେନ୍ଦ୍ରାପଡା,୧୦ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁବ ରେଡକ୍ରସ ଶାଖା ଆନୁକୂଲ୍ୟରେ ଏକ ବିଶାଳ ସ୍ୱେଛାକୃତ ରକ୍ତଦାନ ଶିବିର ଗାନ୍ଧିଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜିତ ବୋଷ ଉଦଘାଟନ କରି ରକ୍ତଦାନ ଭଳି ମହତ ଦାନର ଗୁରୁତ୍ୱ ଉପରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ବହୁ ଉପାଦେୟ ପରାମର୍ଶ ପ୍ରଦାନ କରିଥିଲେ। ଜିଲ୍ଲା ଯୁବ ରେଡକ୍ରସର ସଂଯୋଜକ ତଥା ମହାବିଦ୍ୟାଳୟ ଯୁବରେଡକ୍ରସର ପରାମର୍ଶଦାତା ଅଧ୍ୟାପକ ବିକାଶ […]

କେନ୍ଦ୍ରାପଡା,୧୦ା୨: କେନ୍ଦ୍ରାପଡା ରାଜପୁତ ଆସୋସିଏସନର ଏକ ବୈଠକ ସହରର ବିନୋଦବିହାରୀ ମନ୍ଦିର ପ୍ରାଙ୍ଗଣରେ ଆଇନଜୀବୀ ହାଡିବନ୍ଧୁ ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜପୁତ ସମାଜର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ କେନ୍ଦ୍ରାପଡା ସହର, ଇଛାପୁର, ମଡରପୁର, ଦୁହୁରିଆ ପ୍ରଭୃତି ଅଞ୍ଚଳର ରାଜପୁତ ଭାଇମାନେ ଯୋଗଦେଇଥିଲେ। ରାଜପୁତ ଜାତିର ସଦସ୍ୟମାନଙ୍କର କୈାଣସି ଅସୁବିଧା ବା ସମସ୍ୟା ଉପୁଜିଲେ ଆସୋସିଏସନ ତାଙ୍କୁ ସହଯୋଗ କରିବା ପାଇଁ ସର୍ବସମ୍ମତ […]

କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତେରଗାଁ ପଞ୍ଚାୟତ ବଜ୍ରବୁଢୀ ବାଳିକା ଉଚ୍ଚ ବିଦ୍ୟାଳୟର “ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା” ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଜ୍ଞାନ ଓ ଗଣିତ କ୍ଲବର ଛାତ୍ରୀମାନେ ବିଭିନ୍ନ ପ୍ରକାର ଗଣିତ ଓ ବିଜ୍ଞାନ ଭିତ୍ତିକ ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ। ବିଜ୍ଞାନ ଶିକ୍ଷୟିତ୍ରୀ ପ୍ରିୟମ୍ବଦା ମହାପାତ୍ର ଓ ପ୍ରିୟଦର୍ଶିନୀ ଦାସ ପ୍ରଦର୍ଶନୀର ବିସ୍ତୃତ ପରିସରକୁ ପ୍ରଶଂସା କରି କହିଥିଲେ, “ଆମର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଦର୍ଶିତ ସୃଜନଶୀଳତା […]

  କେନ୍ଦ୍ରାପଡା,୧୦ା୨: କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରେ ଅଧ୍ୟୟନରତ ସ୍ନାତକ ଶ୍ରେଣୀର ଆର୍ôଥକ ଅନଗ୍ରସର ମେଧାବୀ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ବାର୍ଷିକ ପ୍ରୋତ୍ସାହନ ରାଶି ପ୍ରଦାନ ନିମନ୍ତେ ପୁନର୍ବାସ ଅନୁଷ୍ଠାନ ନିଷ୍ପତ୍ତି ଗ୍ରହଣ କରିଛି। ସାଧାରଣତଃ ଉଭୟ ଗୁରୁତର ଭିନ୍ନକ୍ଷମତା ଓ ଆର୍ôଥକ ଅନଗ୍ରସରତା ପରି ବାଧକତା ହେତୁ ଏହି ବର୍ଗର ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିଶେଷ ଅଗ୍ରସର ହୋଇପାରନ୍ତି ନାହିଁ। ସମାଜର ଏହି ଦୁର୍ବଳ ବର୍ଗଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟ […]

କେନ୍ଦ୍ରାପଡ଼ା,୧୦ା୨: ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ଏକ ବୈଠକ କେନ୍ଦ୍ରାପଡାସ୍ଥିତ ଗୃହଲକ୍ଷ୍ମୀ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋଲଖ ବେହେରା ସଭାପତିତ୍ୱ କରିଥିଲେ । ମହାସଂଘର ରାଜ୍ୟ ସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡା ତଥା ରାଜ୍ୟ ଉପସଭାନେତ୍ରୀ ସବିତା ଜେନାଙ୍କ ଉପସ୍ଥିତିରେ ହୋଇଥିବା ଏହି ବୈଠକରେ ଜିଲ୍ଲାର ଶତାଧିକ ଶିକ୍ଷକ/ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ । ରାଷ୍ଟ୍ରୀୟ ସ୍ତରରେ […]

କେନ୍ଦ୍ରାପଡା,୧୦ା୨:ପଲେଇ ପଂଚାୟତ ଅଧିନସ୍ଥ ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ ମାଟ୍ରିକ୍ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁ ମିଳନ ସମାବେଶ ଅନୁଷ୍ଠିତ ହୋଇ ଯାଇଛି । ବହୁ ଦୂରଦୂରାନ୍ତରୁ ଆସି ପ୍ରାକ୍ତନ ଛାତ୍ରଛାତ୍ରୀମାନେ ଅତି ଆଗ୍ରହ ସହ ଏକତ୍ରିତ ହୋଇଥିଲେ । ଦୀର୍ଘଦିନ ପରେ ଭେଟ ହୋଇଥିବାରୁ ସମସ୍ତଙ୍କ ମନରେ ଆନନ୍ଦର ସୀମା ନଥିଲା । କ୍ଷୀରୋଦ ଚନ୍ଦ୍ର ଭଦ୍ର ଓ ନିରାକାର ଦାସ ଏହି ସମାବେଶର ଆୟୋଜନ କରିଥିଲେ । ସ୍କୁଲ […]

କେନ୍ଦ୍ରାପଡ଼ା, ୯ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଶିବାନନ୍ଦ ତୋରଣ ଉଦଘାଟିତ ହୋଇଯାଇଛି। ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ବିଶିଷ୍ଠ ଅତିଥି ଓ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ […]

କେନ୍ଦ୍ରାପଡା,୯ା୨: ଆଇଟମ ର୍ଗାଲ ନିଶା ମହରଣା ଙ୍କ ନୃତ୍ୟକୁ ନେଇ ଛୁରା ମାଡ ହୋଇଛି । ଏଥିରେ ଦୁଇଜଣ ଗୁରୁତର ହୋଇ ନିଶ୍ଚନ୍ତ କୋଇଲି ମେଡିକାଲରେ ଚିକିସ୍ୱା ହେଉଥିବା ବେଳେ ଉକ୍ତ ରାତିରେ ଯାତ୍ରା ଆରମ୍ଭରୁ ବନ୍ଦ ହୋଇଯାଇଛି । ଧସ୍ତାଧସ୍ଥି ,ପିଟାପିଟି ଓ ଚେୟାର ଫୋଫଡା ଓ ଭାଙ୍ଗିବା ଯୋଗୁ ସହ ଶହ ଶହ ଦର୍ଶକ ଆହତ ହୋଇ ଖଣ୍ଡିଆ ଖାବରା ହୋଇଛନ୍ତି । ଯାତ୍ରା କଳାକାର ନିଜକୁ […]