Skip to content
Trending Tags
  • # featured
  • # हिंदी कहानी
  • # dailyprompt
  • # ENGLISH STORY
Monday, Apr 13, 2026

ସାଧାରଣ ପୋର୍ଟାଲ, ଖବର ସଂଗ୍ରହକାରୀ, କାହାଣୀ ପ୍ରଦାନ କରେ

  • Home
  • ଆସନ୍ତୁ ଭାବିବା
  • ଆଜିର ଟିକନିକ ଖବର
    • ରାଜ୍ୟ
    • ଜାତୀୟ
    • ଆନ୍ତର୍ଜାତୀୟ
    • ରାଜନୀତି
    • ଖେଳ
  • ଅନୁଭୂତି
  • ଚାହା ଦୋକାନ ଟେବୁଲ
  • हिन्दी खबर
  • Home
  • Terms and Conditions

Terms and Conditions

https://kanikanews.in    Category-A web news Portal

News Portal | Social Channels |

ANWESAN POST a leading digital media platform of the country, is having a bouquet of popular web and social media channels reaching out to millions of readers and viewers worldwide.

 

 

Share this:

  • Share on Facebook (Opens in new window) Facebook
  • Share on X (Opens in new window) X

Like this:

Like Loading...

Breaking News

ପଟ୍ଟାମୁଣ୍ଡାଇ କଲେଜ ୧୯୯୩ ବ୍ୟlଚ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

ଖଡ଼ିଅଣ୍ଟା ହାଇସ୍କୁଲରେ ଗୁରୁ ପୂଜନ

ପଟ୍ଟାମୁଣ୍ଡାଇ ନିମ୍ନମାଧ୍ୟମିକ ଶିକ୍ଷକ ସଂଘ ସାମ୍ବିଧାନିକ ସମ୍ମିଳନୀ

କେନ୍ଦ୍ରାପଡା ଜିଲ୍ଲା ବାଳକ ଓ ବାଳିକାମାନଙ୍କ କ୍ରିକେଟ ଟୁର୍ଣ୍ଣାମେଟ ପ୍ରସ୍ତୁତି

କେନ୍ଦ୍ରାପଡା ସାଇକେଲ କ୍ଲବ ର ବାର୍ଷିକ ବନ୍ଧୁମିଳନ

ବସପୁର ପଞ୍ଚାୟତରେ ବରିଷ୍ଠ ନାଗରିକ ମାନଙ୍କ କର୍ମକର୍ତ୍ତା ନିର୍ବାଚନ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨୧ରେ ସାମୁହିକ ଗଣବିବାହ

ତିନିମୁହାଣୀ- ନୂଆବସଷ୍ଟାଣ୍ଡ ରାସ୍ତା ଉପରେ ବାଲିଗଦା

  • Contact us
  • Terms and Conditions
  • Home
  • ପଟ୍ଟାମୁଣ୍ଡାଇ କଲେଜ ୧୯୯୩ ବ୍ୟlଚ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ13 April 2026
    ପଟ୍ଟାମୁଣ୍ଡାଇ ୧୨/୪ ପଟ୍ଟାମୁଣ୍ଡାଇ କଲେଜର ୧୯୯୩ ବ୍ୟାଚ ଛାତ୍ର ଛାତ୍ରୀଙ୍କ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପୁରାତନ ଛାତ୍ର ତଥା ଅଧ୍ୟାପକ ନୃସିଂହ ଚରଣ ସ୍ୱାଇଁଙ୍କ ପୌରହିତ୍ୟରେ କଲେଜ ପ୍ରେକ୍ଷାଳୟରେ ଅନୁଷ୍ଠିତ ବନ୍ଧୁମିଳନ ଉତ୍ସବରେ ପଟ୍ଟାମୁଣ୍ଡାଇ କଲେଜ ଅଧକ୍ଷ ପ୍ରଫେସର ଉମାକାନ୍ତ ପାତ୍ର ମୁଖ୍ୟଅତିଥି,ପଦାର୍ଥ ବିଜ୍ଞାନ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ଡ ରମେଶ କୁମାର ସାହୁ, କଲେଜ ଆଲୁମୋନି ଆସୋସିଏସନ୍ ସଭାପତି ରଶ୍ମି ରଞ୍ଜନ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି… Read more: ପଟ୍ଟାମୁଣ୍ଡାଇ କଲେଜ ୧୯୯୩ ବ୍ୟlଚ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ
  • ଖଡ଼ିଅଣ୍ଟା ହାଇସ୍କୁଲରେ ଗୁରୁ ପୂଜନ13 April 2026
    ପଟ୍ଟାମୁଣ୍ଡାଇ ତା ୧୨/୪- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଣ୍ଟା ହାଇସ୍କୁଲରେ ୨୦୦୭ ମାଟ୍ରିକ ବ୍ୟାଚ ଛାତ୍ରଛାତ୍ରୀଙ୍କ ପକ୍ଷରୁ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ପ୍ରଧାନଶିକ୍ଷକ ଆଶିଷ କୁମାର ଦାସଙ୍କ ପୌରହିତ୍ୟରେ ଆୟୋଜିତ ଗୁରୁ ପୂଜନ ଉତ୍ସବରେ ପ୍ରାକ୍ତନ ପ୍ରଧାନଶିକ୍ଷକ ପଣ୍ଡିତ ତ୍ରୈଲୋକ୍ୟ ପ୍ରସାଦ ମିଶ୍ର, ପ୍ରାକ୍ତନ ଶିକ୍ଷକ ସର୍ବେଶ୍ୱର ଜେନା, ଅଭୟ ଜେନା ବିଦ୍ୟାଧର ମହାନ୍ତି, ମଧୁସୂଦନ ଦାସ, ଗୋକୁଳ ଜେନା ରବୀନ୍ଦ୍ର ଦାଶ ପିତାମ୍ବର ପ୍ରଧାନ… Read more: ଖଡ଼ିଅଣ୍ଟା ହାଇସ୍କୁଲରେ ଗୁରୁ ପୂଜନ
  • ପଟ୍ଟାମୁଣ୍ଡାଇ ନିମ୍ନମାଧ୍ୟମିକ ଶିକ୍ଷକ ସଂଘ ସାମ୍ବିଧାନିକ ସମ୍ମିଳନୀ13 April 2026
    ପଟ୍ଟାମୁଣ୍ଡାଇ ତା ୧୨/୪- ପଟ୍ଟାମୁଣ୍ଡାଇ ବ୍ଲକ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ୧୭ତମ ସାମ୍ବିଧାନିକ ସମ୍ମିଳନୀ ବଡ଼ମୋହନ ପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀ ଆରମ୍ଭରେ ପ୍ରାକ୍ତନ ବ୍ଲକ ସଭାପତି ସୁନାମଣି ଦାଶ ପତାକା ଉତ୍ତୋଳନ କରିଥିଲେ ।  ଜିଲ୍ଲା ସଂଘ ସଭାପତି କରୁଣାକର ଭଳ ଓ ଯୁଗ୍ମ ସମ୍ପାଦକ ତୁଷାରକାନ୍ତ ସ୍ୱାଇଁ ପ୍ରଦୀପ ପ୍ରଜ୍ବଳନ କରିବା ପରେ ଶିକ୍ଷକ ଗୌରବ ବନମାଳୀ ବ୍ରହ୍ମଚାରୀଙ୍କ ଫଟୋ… Read more: ପଟ୍ଟାମୁଣ୍ଡାଇ ନିମ୍ନମାଧ୍ୟମିକ ଶିକ୍ଷକ ସଂଘ ସାମ୍ବିଧାନିକ ସମ୍ମିଳନୀ
  • କେନ୍ଦ୍ରାପଡା ଜିଲ୍ଲା ବାଳକ ଓ ବାଳିକାମାନଙ୍କ କ୍ରିକେଟ ଟୁର୍ଣ୍ଣାମେଟ ପ୍ରସ୍ତୁତି13 April 2026
    କେନ୍ଦ୍ରାପଡା ତା.୧୨/୪ :କେନ୍ଦ୍ରାପଡା ଜିଲ୍ଲା ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ୧୬ବର୍ଷ ଓ ୧୯ବର୍ଷରୁ କମ ବାଳକ ଓ ସେହିପରି ବାଳିକାମାନଙ୍କର ପ୍ରସ୍ତୁତି ମ୍ୟାଚ ହେଉଥିବା ସମୟରେ କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା ଆସି ସେଠାରେ ପିଲାମାନଙ୍କୁ ଉତ୍ସହିତ କରିଥିଲେ । ଅତିଥିମାନେ ପିଲାମାନଙ୍କ ସହିତ ପରିଚିତ ହୋଇ ଖେଳିଥିଲେ । ଏଥିସହିତ କେନ୍ଦ୍ରାପଡା ଜିଲ୍ଲା ଡିଏସଓ ଲୋକନାଥ ପାଣିଗ୍ରାହୀ, ଜିଲ୍ଲା କ୍ରିକେଟ ଆସୋସିଏସନର ସମ୍ପାଦକ ଶୁଭାଶିଷ ସେନାପତି,… Read more: କେନ୍ଦ୍ରାପଡା ଜିଲ୍ଲା ବାଳକ ଓ ବାଳିକାମାନଙ୍କ କ୍ରିକେଟ ଟୁର୍ଣ୍ଣାମେଟ ପ୍ରସ୍ତୁତି
  • କେନ୍ଦ୍ରାପଡା ସାଇକେଲ କ୍ଲବ ର ବାର୍ଷିକ ବନ୍ଧୁମିଳନ13 April 2026
    କେନ୍ଦ୍ରାପଡା ୧୨/୪: କେନ୍ଦ୍ରାପଡା ସାଇକେଲ କ୍ଲବର ବାର୍ଷିକ ବନ୍ଧୁମିଳନ ସ୍ଥାନୀୟ ଇଚ୍ଛାପୁର ସ୍ଥିତ ଶ୍ୟାମାକାଳୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ “ସମାଜ ଗଠନରେ ସୁସ୍ଥ ଯୁବଗୋଷ୍ଠୀଙ୍କ ଭୂମିକା’ ଶୀର୍ଷକ ଏକ ଆଲୋଚନାଚକ୍ରରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବରିଷ୍ଠ ଶଲ୍ୟ ଚିକିତ୍ସକ ଡାକ୍ତର ବିରେନ୍ଦ୍ର ଦାଶ ଯୁବକମାନେ ନିଶା ଠାରୁ ଦୁରେଇ ରହିବା ସହିତ ସବୁଦିନ ସକାଳେ ସାଇକେଲ ଚଳାଇବା ଦ୍ୱାରା ଶରୀର ସୁସ୍ଥ ରହିବା ସହିତ ମନ… Read more: କେନ୍ଦ୍ରାପଡା ସାଇକେଲ କ୍ଲବ ର ବାର୍ଷିକ ବନ୍ଧୁମିଳନ
  • ବସପୁର ପଞ୍ଚାୟତରେ ବରିଷ୍ଠ ନାଗରିକ ମାନଙ୍କ କର୍ମକର୍ତ୍ତା ନିର୍ବାଚନ12 April 2026
    କେନ୍ଦ୍ରାପଡ଼ା,୧୨/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବସପୁର ପଞ୍ଚାୟତ ବରିଷ୍ଠ ନାଗରିକ ମାନଙ୍କର ତୃତୀୟ ପର୍ଯ୍ୟାୟ ବୈଠକ ଆରିପଦାସ୍ଥିତ ସାହାରା ସୁନ୍ଦରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅଧିବେଶନରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସନାତନ ଦାସ ସଭାପତିତ୍ୱ କରିଥିଲେ । ଉକ୍ତ ଅଧିବେଶନରେ ୨୬ଜଣ ସଦସ୍ୟ ଉପସ୍ଥିତ ଥିଲେ । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶିକ୍ଷାବିତ୍ ଏହି ସଭାରେ ସଂଯୋଜକ ଭାବେ ଯୋଗଦାନ କରି ସଭାର ଲକ୍ଷ୍ୟ ଓ… Read more: ବସପୁର ପଞ୍ଚାୟତରେ ବରିଷ୍ଠ ନାଗରିକ ମାନଙ୍କ କର୍ମକର୍ତ୍ତା ନିର୍ବାଚନ
  • ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨୧ରେ ସାମୁହିକ ଗଣବିବାହ11 April 2026
    କେନ୍ଦ୍ରାପଡ଼ା,୧୦ା୪:ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧିନରେ ଆସନ୍ତା୨୧ ତାରିଖରେ କେନ୍ଦ୍ରାପଡ଼ା ମହାବିଦ୍ୟାଳୟ ଖେଳ ପଡିଆରେ ସାମୁହିକ ଗଣ ବିବାହ ଆୟୋଜିତ ହେବ। ଏହି ଗଣ ବିବାହରେ ମୋଟ ୬୦ଟି ଦମ୍ପତି ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମକୁ ସୁଚାରୁ ଓ ସଫଳତାର ସହ ଆୟୋଜନ କରିବା ପାଇଁ ସ୍ଥାନୀୟ ଓସ୍ୱାନ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ… Read more: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨୧ରେ ସାମୁହିକ ଗଣବିବାହ
  • ତିନିମୁହାଣୀ- ନୂଆବସଷ୍ଟାଣ୍ଡ ରାସ୍ତା ଉପରେ ବାଲିଗଦା11 April 2026
    ସରକାରୀ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ କେନ୍ଦ୍ରାପଡ଼ା,୧୧ା୪:ସରକାରଙ୍କ ନୀତି ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ କରାଯାଇ କେନ୍ଦ୍ରାପଡା ସହରର ମୁଖ୍ୟରାସ୍ତାରେ ବାଲିଗଦା କରାଯାଇଛି। ଅଭିଯୋଗ ଅନୁଯାୟି ତିନିମୁହାଣୀ- ନୂଆବସଷ୍ଟାଣ୍ଡ ମୁଖ୍ୟ ରାସ୍ତାର କଜଳାସ୍ଥିତ ଟିପିସିଓଡିଏଲ କାର୍ଯ୍ୟାଳୟ ଓ ଅର୍ବାନବ୍ୟାଙ୍କ କାର୍ଯ୍ୟାଳୟ ମଧ୍ୟରେ ଥିବା ରାସ୍ତା ଉପରେ ପ୍ରାୟ ତିନି ଟ୍ରକ ବାଲି ଗଦା ହୋଇଥିବା ଦେଖିବାକୁ ମିଳିଛି। ଫଳରେ ସେହି ରାସ୍ତାଟି ସଙ୍କୀର୍ଣ୍ଣ ହୋଇଯିବାରୁ ସେହି ରାସ୍ତା ଦେଇ ଗାଡିମଟର ଓ ପଥଚାରୀମାନେ… Read more: ତିନିମୁହାଣୀ- ନୂଆବସଷ୍ଟାଣ୍ଡ ରାସ୍ତା ଉପରେ ବାଲିଗଦା
  • ୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ନିମ୍ନମାନର ତଦନ୍ତ ନିର୍ଦ୍ଦେଶ ଦେଲେ ଜାତୀୟ ରାଜପଥ କତ୍ତୃପକ୍ଷ11 April 2026
    କେନ୍ଦ୍ରାପଡ଼ା,୧୧ା୪:ଚଣ୍ଡିଖୋଲ-ପାରାଦୀପ ୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଜାତୀୟ ରାଜପଥ କତ୍ତୃପକ୍ଷଙ୍କ ଆଞ୍ଚଳିକ କାର୍ଯ୍ୟାଳୟ,ଭୁବନେଶ୍ୱରଙ୍କୁ ଅଭିଯୋଗ ହେବା ପରେ ତୁରନ୍ତ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୋଗ ଅନୁଯାୟି କେନ୍ଦ୍ରାପଡା ଯୁବ ସ୍ୱାଭିମାନ ମଞ୍ଚ ପକ୍ଷରୁ ଅଭିଯୋଗ କରାଯାଇଥିଲା ଯେ ନିର୍ମାଣାଧିନ ଚଣ୍ଡିଖୋଲ-ପାରାଦୀପ ୫୩ନମ୍ବର ଜାତୀୟ ରାଜପଥର ଦୁହୁରିଆ ଛକ ନିକଟରେ ଅତ୍ୟନ୍ତ ନିମ୍ନମାନର ରାସ୍ତା ନିର୍ମାଣ କରାଯାଉଛି। ଫଳରେ… Read more: ୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ନିମ୍ନମାନର ତଦନ୍ତ ନିର୍ଦ୍ଦେଶ ଦେଲେ ଜାତୀୟ ରାଜପଥ କତ୍ତୃପକ୍ଷ
  • ଓଡ଼ିଆ ପକ୍ଷ ପାଳନ ଅବସରରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ10 April 2026
    କେନ୍ଦ୍ରାପଡ଼ା,୯ା୪:ଓଡ଼ିଆ ପକ୍ଷର ନବମ ଦିନ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପାଠକୀୟ ଅଭ୍ୟାସ ବୃଦ୍ଧି ପାଇଁ ପୁସ୍ତକ ମେଳା ଓ ପୁସ୍ତକ କ୍ରୟ ଅଭିଯାନ “ଆସ ବହିଟିଏ କିଣିବା” ଆୟୋଜିତ ହୋଇଥିଲା।ଜିଲ୍ଲାପାଳ ରଘୁରାମ ଆର.ଆୟର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଅଭିଯାନକୁ ସମର୍ଥନ କରିଥିଲେ ଏବଂ ସମସ୍ତଙ୍କୁ ପଢ଼ିବା ଅଭ୍ୟାସ ଗଢ଼ି ତୋଳିବା ପାଇଁ ଆହ୍ୱାନ କରିଥିଲେ। ସେ କହିଥିଲେ ଯେ ପୁସ୍ତକ ପଢ଼ିବା ମାନବ ଜୀବନରେ ଜ୍ଞାନ ବୃଦ୍ଧି ସହିତ… Read more: ଓଡ଼ିଆ ପକ୍ଷ ପାଳନ ଅବସରରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ

%d